ବରଗଡ଼ ଧନୁଯାତ୍ରା: ଘୋଷଣା ହୋଇନି ଚୟନ ତାରିଖ, କଂସ ଲବି ଆରମ୍ଭ
ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ତାରିଖରେ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ମାସ ୩ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ଦିନ ଧରି ଏହା ଚାଲିବ। ତେବେ ଏଥର କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର…
ସାଲୁର୍ ଘାଟରେ OSRTC ବସରେ ଲାଗିଗଲା ନିଆଁ , ଘାଟି ଉଠୁଥିବାବେଳେ ହଠାତ୍…
ପଟ୍ଟାଙ୍ଗି,୬।୧୧(ଶରତ କୁମାର ଧଳ): କୋରାପୁଟ ଜିଲାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ରାଜ୍ୟର ସାଲୁର୍ ଘାଟରେ ଭୋର୍ ସକାଳୁ ଏକ OSRTC ବସରେ ନିଆଁ ଲାଗି ଯାଇଛି। ଏହି ଘଟଣାରେ ବସଟି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଥିବା ସହ ଘଟଣା ସ୍ଥଳ…
ପାନୀୟ ଜଳ ପାଇଁ ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ, ଜାତୀୟ ରାଜପଥ ଅବରୋଧ କରି…
ବଲାଙ୍ଗିର/ସଇଁତଳା,୬।୧୧ (ସୁନିଲ ମହାନ୍ତି ,ରଖାଲ ପ୍ରସାଦ ଶତପଥୀ ): ବଲାଙ୍ଗିର ଜିଲା ସଇଁତଳା ବ୍ଲକ କେରମେଲି ପଞ୍ଚାୟତ ଅନ୍ତର୍ଗତ ଲାଚୁଟ ଗ୍ରାମବାସୀ ପାନୀୟ ଜଳ ପାଇଁ ଜାତୀୟ ରାଜପଥ -୨୬ନଂ ରାସ୍ତା କୁ ଅବରୋଧ କରିଛନ୍ତି। ସୂଚନା ଅନୁସାରେ ଲାଚୁଟ ଗ୍ରାମବାସୀ…
ବଲାଙ୍ଗୀରରେ ବିଗୁଡୁଛି ଆଇନଶୃଙ୍ଖଳା
ବଲାଙ୍ଗୀର,୬ା୧୧(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ଧୀରେ ଧୀରେ ହୁଗୁଳା ହେବାରେ ଲାଗିଛି। ସହରରେ ଅସାମାଜିକ ତତ୍ତ୍ୱ, ନିଶାଖୋରଙ୍କ ଉପତ୍ାତ ବଢ଼ିବାରେ ଲାଗିଛି। ଖାଲି ସହର ନୁହେଁ ଏବେ ଗଁା ଗଁାରେ ଅଶାନ୍ତି ଓ ଉତ୍ତେଜନା ବଢ଼ିବାରେ…
ନୂଆପଡ଼ା ଉପନିର୍ବାଚନ: ଭାଷା ପ୍ରତି ନାହିଁ ଆନ୍ତରିକତା
ନୂଆପଡ଼ା,୬ା୧୧ (ପୀତାମ୍ବର ସାହୁ): ଏବେ ଉପନିର୍ବାଚନ ପାଇଁ ନୂଆପଡ଼ାରେ ସାରା ରାଜ୍ୟରୁ ବିଭିନ୍ନ ଦଳର ମାଳ ମାଳ ନେତା ଡେରା ପକାଇଛନ୍ତି। ଏଠାକାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ଆସନ୍ତା ୧୧ ତାରିଖରେ ଉପନିର୍ବାଚନ ହେବ। ଭାଜପାରୁ ଜୟ ଢୋଲକିଆ,…
Nuapada Bypolls: ଆଜି ପ୍ରଚାର କରିବେ ଓଡ଼ିଶା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୬।୧୧(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଗୁରୁବାର ଉପନିର୍ବାଚନ ପ୍ରଚାର ପାଇଁ ନୂଆପଡା ଗସ୍ତରେ ଯାଉଛନ୍ତି। ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରଖି ଭାଜପା ପ୍ରାର୍ଥୀଙ୍କ ସପକ୍ଷରେ ଜନମତ ନେବାକୁ ଦଳ…
ଧାନ ଏମ୍ଏସ୍ପି କୁଇଣ୍ଟାଲ ପିଛା ୬୯ ଟଙ୍କା ବୃଦ୍ଧି
ଭୁବନେଶ୍ୱର,୬ା୧୧ (ରବିନାରାୟଣ ଜେନା): ରାଜ୍ୟର କୃଷକଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନଭେମ୍ବର ପହିଲାରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖରିଫ୍ ଋତୁ ଲାଗି କୁଇଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ବାବଦକୁ ଅତିରିକ୍ତ ୬୯ ଟଙ୍କା…
କ୍ୱାଣ୍ଟମ୍ ପ୍ରଭାବ
ର୍ମାନ୍ ଭାଷାରେ ପ୍ରକାଶିତ ଜର୍ନାଲ ଜ୍ୟାତ୍ଶ୍ରିଫ୍ଟ ଫ୍ରୋର୍ ଫିଜିକ୍ରେ ବିଶ୍ୱବିଖ୍ୟାତ ପଦାର୍ଥ ବିଜ୍ଞାନୀ ୱେରନର ହାଇଜୁନ୍ବର୍ଗ ୧୯୨୫ ଡିସେମ୍ବର ସଂସ୍କରଣରେ ଗୋଟିଏ ଯୁଗାନ୍ତକାରୀ ଗବେଷଣାତ୍ମକ ନିବନ୍ଧ ପ୍ରକାଶ କରିଥିଲେ। ଏହି ଆଲେଖ୍ୟ କ୍ୱାଣ୍ଟମର ତତ୍ତ୍ୱକୁ କ୍ୱାଣ୍ଟମ ମେକାନିକ୍ସଙ୍କୁ ରୂପାନ୍ତରିତ କରିଥିଲା। ଦୃଶ୍ୟମାନ…
ପୁସ୍ତକର ଚାହିଦା
ଏବେ ସହଜରେ ମୋବାଇଲରେ ବହୁତ କିଛି ମିଳିଯାଉଛି। ବହି ଅଲୋ ନେଟ୍ରେ କେତେକେତେ ବହିର ପସରା! ଗପ ହେଉ କି ପ୍ରବନ୍ଧ କିମ୍ବା କବିତା ହେଉ କି ସମ୍ବାଦ ହାତପାହାନ୍ତାରେ। ଇଣ୍ଟରନେଟ୍ ଥିଲେ ଟିପ ଅଗରେ। ଫଳରେ ବହିର ପୃଷ୍ଠା ଲେଉଟେଇବାର…
ଯୁଦ୍ଧ ପ୍ରଚ୍ଛଦରେ ମନ୍ଦିର
କାମ୍ବୋଡ଼ିଆ ଓ ଥାଇଲାଣ୍ଡ ଦୁଇଟି ବୌଦ୍ଧ ଧର୍ମାବଲମ୍ବୀ ଦେଶ। ନିକଟରେ ଏହି ଦୁଇ ଦେଶର ସୀମା ପାଖରେ ଥିବା ଏକ ହିନ୍ଦୁ ମନ୍ଦିରକୁ କେନ୍ଦ୍ର କରି ଉଭୟ ଦେଶ ମଧ୍ୟରେ ଯୁଦ୍ଧ ହୋଇଥିଲା। ଏହି ମନ୍ଦିର ପ୍ରିହ ବିହିୟର ଭାବେ ଜଣାଶୁଣା।…
ହରିୟାଣାରେ ୨୫ ଲକ୍ଷ ଜାଲ୍ ଭୋଟର: ରାହୁଲ
ନୂଆଦିଲ୍ଲୀ,୬ା୧୧(ପି.ଟି./ଏଜେନ୍ସି): ବିଭିନ୍ନ ରାଜ୍ୟରେ ନିଜ ଦଳର ଦୁର୍ବଳ ପ୍ରଦର୍ଶନ ପାଇଁ ନିର୍ବାଚନ କମିଶନ (ଇସି)ଙ୍କୁ ଦାୟୀ କରିଆସୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ହରିୟାଣା ଭୋଟ ପ୍ରସଙ୍ଗ ଉଠାଇଛନ୍ତି। ବିହାର ବିଧାନସଭା ନିର୍ବାଚନର ଠିକ୍ ଦିନକ ପୂର୍ବରୁ ନୂଆଦିଲ୍ଲୀସ୍ଥିତ କଂଗ୍ରେସ…
ଠିକା କାମକୁ ନେଇ ଦିଗପହଣ୍ଡିରେ ଗୋଷ୍ଠୀ ସଂଘର୍ଷ, ସରପଞ୍ଚଙ୍କ ସ୍ବାମୀଙ୍କୁ ମରଣାନ୍ତକ ଆକ୍ରମଣ, ୫ ଆହତ…
ଦିଗପହଣ୍ଡି,୫ା୧୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକା କାମକୁ ନେଇ ଦୀର୍ଘଦିନ ଧରି ଲାଗି ରହିଥିବା ବିବାଦ ଏବେ ହିଂସାକାଣ୍ଡରେ ପରିଣତ ହୋଇଛି। ବୁଧବାର ଦୁଇ…
Archives


