ପୁଣି ରେଡ୍ ଜୋନ୍କୁ ଫେରିଲା ଖୋର୍ଦ୍ଧା, ଚିନ୍ତା ବଢ଼ାଉଛି ଆକ୍ଟିଭ୍ କେସ୍
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ। ବୁଧବାର ୬୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୨୩ ସଂକ୍ରମିତ ରହିଥିଲେ। ଏଥିନେଇ ଖୋର୍ଦ୍ଧା ପୁଣି ରେଡ୍ ଜୋନକୁ ଫେରିଛି। ପର୍ବ ପର୍ବାଣୀ ଯୋଗୁ ବିଭିନ୍ନ ସ୍ଥାନରେ ଭିଡ ପରିଲକ୍ଷିତ ହେଉଛି।…
କୁମ୍ଭୀର ସହ ପହଁରୁଥିଲେ ଜଣେ ବ୍ୟକ୍ତି, ପରେ ଘଟିଲା ଏମିତି
ଜଣେ ବ୍ୟକ୍ତି କୁମ୍ଭୀରଙ୍କ ସହିତ ଗାଧୋଇବାକୁ ନଦୀକୁ ଯାଇଥିଲେ। ପ୍ରାରମ୍ଭରେ ସେ କୁମ୍ଭୀର ସହିତ ମଜା କରୁଥିଲେ। ମାତ୍ର ଶେଷ ପରିସ୍ଥିତ ବହୁ ଭୟଙ୍କର ଥିଲା। ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ବର୍ତ୍ତମାନ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଇଛି, ନଦୀରେ…
ରାଜ ପରିବାର ସଦସ୍ୟ କରି ପାରିବ ସମଲିଙ୍ଗୀ ବିବାହ, ଛାଡ଼ିବାକୁ ପଡ଼ିବନି ସିଂହାସନ…
ଆମଷ୍ଟେରଡାମ୍,୧୩।୧୦: ଏବେ ରାଜ ପରିବାରରେ ସମଲିଙ୍ଗୀ ବିବାହ କରିବା ସହଜ ହେବ। ରାଜ ପରିବାର ସଦସ୍ୟ ନିଜ ସିଂହାସନ ନ ଛାଡ଼ି ଏଭଳି ବିବାହ କରିପାରିବେ। ଏନେଇ ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ମାର୍କ ରୁଟ୍ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଡଚ୍…
ମାଲକାନଗିରିରେ ଡିଜିପି: ମାଓବାଦୀ ଦମନ ନେଇ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ
ମାଲକାନଗିରି,୧୩।୧୦(ଡି.ଏନ୍.ଏ.): ଡିଜିପି ଅଭୟ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଯାଇଛନ୍ତି। ତାଙ୍କ ସହ ଇଣ୍ଟେଲିଜେନ୍ସ ଡାଇରେକ୍ଟର ଲଳିତ ଦାସ, ଇଣ୍ଟେଲିଜେନ୍ସ ଆଇଜି ଅମିତାଭ ଠାକୁର ଏସ୍ଆଇଡବ୍ଲ୍ୟୁ ଡିଆଇଜି ଅନିରୁଦ୍ଧ ସିଂ ଏବଂ ଦକ୍ଷିଣାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ମଧ୍ୟ ପହଞ୍ଚିଛନ୍ତି। ତେବେ…
ମଦ ପିଇ ପାଟିତୁଣ୍ଡ କରୁଥିଲେ, ଅଟକାଇବାରୁ ଗାଁ ସଭାପତିଙ୍କୁ ଭୁସିଲେ ଛୁରି
ବୁଗୁଡା ,୧୩।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡା ଥାନା ଅନ୍ତର୍ଗତ ବୀର ଧନଞ୍ଜୟପୁର ଶାସନ ଗ୍ରାମ ସଭାପତି ତଥା ବାଲୁକେଶ୍ୱର ମନ୍ଦିର ପରିଚାଳକ ସୁଶାନ୍ତ କୁମାର ଦାଶ (କୁନା)ଙ୍କୁ ଛୁରା ମାଡ଼ ହୋଇଛି । ନବରାତ୍ର ଉପଲକ୍ଷେ ମଙ୍ଗଳବାର ଠାକୁରଙ୍କୁ ଗ୍ରାମ ପରିକ୍ରମା…
ମନୀଷ ହତ୍ୟା ମାମଲା: ଅଟକ ୩ ଜଣଙ୍କୁ ପୋଲିସର ଜେରା
ଫୁଲବାଣୀ ଅଫିସ,୧୩।୧୦: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ତଥା ନିର୍ଭୟର ପରିଚାଳନା ସମ୍ପାଦକ ମନୀଷ ଅନୁରାଗଙ୍କ ହତ୍ୟା ମାମଲରେ ଟାଉନ ଥାନା ପୁଲିସ ୩ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି । ସେମାନଙ୍କ ମଧ୍ୟରୁ ୨…
ଲଖିମପୁର ମାମଲା, ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲ-ପ୍ରିୟଙ୍କା…
ନୂଆଦିଲ୍ଲୀ,୧୩।୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଗୁଲାମନବୀ ଆଜାଦ୍, ମଲ୍ଲକାର୍ଜୁନ ଖର୍ଗେ, ଏ.କେ.ଆଣ୍ଟୋନୀ ପ୍ରମୁଖ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କୁ…
ଆଜି କରୋନା ନେଲା ୭ ଜୀବନ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୬୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଘରେ ଅର୍ଥର ଅଭାବ ଲାଗି ରହୁଛି କି? ଏହି ଉପାୟ ଅବଲମ୍ବନ କରିଲେ ପାଇବେ ଲକ୍ଷ୍ମୀ, କୁବେରଙ୍କ କୃପା…
ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନ ସହ ଜଡ଼ିତ ସମସ୍ତ ପ୍ରଶ୍ନର ଉତ୍ତର ନିଜର ନୀତିଶାସ୍ତ୍ରରେ ଦେଇଛନ୍ତି। ରାଜନୀତିଠାରୁ ଆରମ୍ଭ କରି ସାମାଜିକ ଏବଂ ଆର୍ଥିକ ବିଷୟକୁ ସେ ଭଲଭାବେ ନିରୀକ୍ଷଣ କରିଥିଲେ। ଏଣୁ ଏବେ ବି ଲୋକେ କୌଣସି…
୩୬ ବଲ୍ରୁ ୧୬୦ ରନ୍ର ବିସ୍ଫୋରକ ଇନିଂସ ଖେଳି ଚର୍ଚ୍ଚାରେ ଏହି କ୍ରିକେଟର୍
ସିଡନୀ,୧୩।୧୦: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରେଭିସ ହେଡ ୧୨୭ ବଲ୍ରେ ୨୩୦ ରନ୍ର ପାଳି ଖେଳି ହାସଲ କରିଛନ୍ତି। ବାମହାତୀ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରେଭିସ ଆଶେସ ସିରିଜ ପୂର୍ବରୁ ଦ୍ୱିଶତକ ସ୍କୋର କରି ଟେଷ୍ଟ ଦଳରେ ପ୍ରତ୍ୟାବର୍ତ୍ତନ ପ୍ରସ୍ତୁତ ହେଉଛନ୍ତି। ଏକ ଦିନିକିଆ…
ଡିସି ବନାମ କେକେଆର୍; ଜାଣନ୍ତୁ କେବେ-କେଉଁଠି ଦେଖିବେ ଏହି କ୍ୱାଲିଫାୟାର-୨ ମୁକାବିଲା..
ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍ ୨୦୨୧ର କ୍ୱାଲିଫାୟାର-୨ ମ୍ୟାଚ୍ ବୁଧବାର ଖେଳାଯିବ। ଏଥିରେ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍)କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)। ଉଭୟ ଟିମ୍ ପାଇଁ ଏହି ମ୍ୟାଚ୍ର ଗୁରୁତ୍ୱ ରହିଥିବା ବେଳେ ଜିତିବା ଟିମ୍ ଅକ୍ଟୋବର ୧୫ରେ ଚେନ୍ନାଇ ସୁପରକିଙ୍ଗ୍ସ ସହ ଫାଇନାଲ…
ପୁରୁଷୋତ୍ତମପୁରରେ ଦୂର୍ଗା ପୂଜା ପାଳିତ
ପୁରୁଷୋତ୍ତମପୁର,୧୩।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସହିତ ଏହାର ଆଖପାଖ ଅଞ୍ଚଳରେ କରୋନା କଟକଣା ମଧ୍ୟରେ ମା’ଦୂର୍ଗାଙ୍କ ପୂଜା ପାଳିତ ହୋଇଯାଇଛି। ମଙ୍ଗଳବାର ପବିତ୍ର ମହାସପ୍ତମୀ ଓ ମହାଷ୍ଟମୀ ତିଥିରୁ ପୂଜା ଆରମ୍ଭ ହୋଇଛି। ପୁରୁଣା ପୋଷ୍ଟ ଅଫିସ୍ ସାହିରେ ପୂଜା…
Archives


