Home Left

ପଞ୍ଚାୟତ ନିର୍ବାଚନରେ ଭୋଟ ଦେବାକୁ ମନା କରୁଛନ୍ତି ଗ୍ରାମବାସୀ

ପଟ୍ଟାଙ୍ଗୀ,୧୨ା୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତର ଫଗୁଣସିନେରି ଗ୍ରାମବାସୀ ଆନ୍ଧ୍ର ସହ ଅଛୁ ଓ ରହିବୁ ବୋଲି ମତ ଦେଇଛନ୍ତି। ଏପରିକି ଆଗାମୀ ଦିନରେ ଓଡ଼ିଶାରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ…

ପାନଛେପ ପାଇଁ ଖର୍ଚ୍ଚ ହେଉଛି ୧୨ ହଜାର କୋଟି

ନୂଆଦିଲ୍ଲୀ: ଯାତ୍ରୀଙ୍କ ଭୁଲ ପାଇଁ ରେଳ ବିଭାଗର ବର୍ଷକୁ ପ୍ରାୟ ୧୨ ହଜାର କୋଟି ଟଙ୍କା ଅଯଥା ନଷ୍ଟ ହେଉଛି। ଟ୍ରେନରେ ପାନ, ଗୁଟ୍‌ଖାର ଛେପ ଆଦି ନ ପକାଇବାକୁ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି। ହେଲେ କେତେକ ଅମାନିଆ…

ଦେବଗଡ଼ ଝିଅଙ୍କୁ ମିଳିଲା ସ୍ବର୍ଣ୍ଣ

ଦେବଗଡ଼,୧୨ା୧୦(ଡି.ଏନ.ଏ):ରାଜସ୍ଥାନର ଜୟପୁର ସ୍ଥିତ ମାଲବ୍ୟ ନ୍ୟାଶ୍‌ନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଏନ୍‌ଆଇଟି)ର ଏମ୍‌. ଟେକ୍‌ ଛାତ୍ରୀ ଶାଶ୍ୱତୀ ନନ୍ଦ ମେଟ୍ରୋଲୋଜି ଓ ମାଟେରିଆଲ ଇଞ୍ଜିନିୟରିଂ ବିଭାଗରେ ସର୍ବୋଚ୍ଚ ନମ୍ବର ରଖି ସ୍ବର୍ଣ୍ଣପଦକ ହାସଲ କରିଛନ୍ତି। ଏନ୍‌ଆଇଟିର ୧୫ତମ ସମାବର୍ତ୍ତନ ଉତ୍ସବରେ କର୍ତ୍ତୃପକ୍ଷ…

ଶାହଙ୍କ ପାଇଁ ନୂଆ ଯୁଗ ଦେଖୁଛି ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୧୨।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ପାଇଁ ଜମ୍ମୁ-କଶ୍ମୀରରେ ନୂଆ ଯୁଗ ଆରମ୍ଭ ହୋଇଛି। ମଙ୍ଗଳବାର ଏଭଳି ଟିପ୍ପଣି ଦେଇଛନ୍ତି ମାନବାଧିକାର ମୁଖ୍ୟ ଅରୁଣ ମିଶ୍ର। ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ର ପ୍ରତିଷ୍ଠାକୁ ୨୮ ବର୍ଷ ପୂର୍ତ୍ତି ଅବସରରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ ରାସ୍ତା ଉପରେ ପଡିଛି କୁଢ଼କୁଢ଼ ଔଷଧ

ଝାରସୁଗୁଡ଼ା ଅଫିସ,୧୨ା୧୦: ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଓଡ଼ିଶା ଷ୍ଟେଟ୍‌ ମେଡିକାଲ୍‌ କର୍ପୋରେଶନ ଲିମିଟେଡ୍‌ (ଓଏସ୍‌ଏମ୍‌ସିଏଲ୍‌) ଗଠନ କରିଛନ୍ତି। ଏହା ଦ୍ୱାରା ନିରାମୟ ଯୋଜନାରେ ଲୋକଙ୍କୁ ଚିକିତ୍ସା ସହିତ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି। ଅନେକ ସମୟରେ ବିଭାଗୀୟ…

ଦୋଳାରେ ବୁହା ହୋଇ ଗର୍ଭବତୀ ଗଲେ ହସ୍ପିଟାଲ୍‌

ପାତ୍ରପୁର,୧୨ା୧୦(ଡି.ଏନ.ଏ.): ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ପଞ୍ଚାୟତ ସାନଗାଁର ଜଣେ ଗର୍ଭବତୀଙ୍କୁ ମଙ୍ଗଳବାର ଦୋଳାରେ ଡାକ୍ତରଖାନା ନିଆଯାଇଛି। ସାନଗାଁ ଗ୍ରାମର କୃଷ୍ଣଚନ୍ଦ୍ର ଦଳେଇଙ୍କ ସ୍ତ୍ରୀ ହୀରା ଦଳେଇଙ୍କୁ ଅପରାହ୍ନରେ ଗର୍ଭ ବେଦନା ହୋଇଥିଲା। କିନ୍ତୁ ଯାତାୟାତ ସମସ୍ୟା ଥିବାରୁ ଗ୍ରାମଠାରୁ…

ମମତାଙ୍କ ଅଫିସରେ ନିଆଁ

କୋଲକାତା,୧୩ା୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟ ଥିବା ରାଜ୍ୟ ସଚିବାଳୟ ବିଲ୍ଡିଂର ୧୪ ତମ ମହଲାରେ ମଙ୍ଗଳବାର ନିଆଁ ଲାଗିଯାଇଥିଲା। ଅଗ୍ନିଶମ କର୍ମଚାରୀ ଏବଂ ପୋଲିସ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନ ଥିବା…

ସ୍ତ୍ରୀଙ୍କ ପ୍ରେମିକଙ୍କୁ ହତ୍ୟା କରି ପୋତିଦେଲେ

ଜଗନ୍ନାଥପ୍ରସାଦ,୧୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ସୁଗୁମୁ ଗ୍ରାମର ଜଣେ ଯୁବକଙ୍କୁ ଗତ ୭ ତାରିଖରେ ଘରୁ ଡାକି ନେଇ ହତ୍ୟା କରାଯାଇଛି। ମୃତକ ହେଲେ ମାଧବ ନାଇକ (୧୯)। ୬ ଦିନ ପରେ ମଙ୍ଗଳବାର ପୋଲିସ ସ୍ଥାନୀୟ ମଳିଙ୍ଗି…

ଘର ଲୋକ ବି ଦେଲେନି ଭୋଟ

ନୂଆଦିଲ୍ଲୀ,୧୨।୧୦: ସ୍ଥାନୀୟ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିନ୍ଦ୍ୱନ୍ଦ୍ୱିତା କରିଥିଲେ ଜଣେ ଭାଜପା କର୍ମକର୍ତ୍ତା। କୌତୁହଳର କଥା ହେଲା, ତାଙ୍କ ପରିବାରରେ ୫ ସଦସ୍ୟ ଥିବା ବେଳେ ତାଙ୍କୁ ମାତ୍ର ଗୋଟିଏ ଭୋଟ ମିଳିଛି। ଏଥି ଲାଗି ଟୁଇଟରରେ ଟ୍ରେଣ୍ଡ କରୁଛି…

ମୋବାଇଲ ଛଡେଇ ନେବାରୁ ଜୀବନ ହାରିଲା ପୁଅ

କୋରାପୁଟ, ୧୨ା୧୦(ସ୍ବ.ପ୍ର.): କୋରାପୁଟ ସହରର ଗୌତମନଗରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋବାଇଲ ଖେଳ ପାଇଁ ଜଣେ ନାବାଳକଙ୍କ ଜୀବନ ଯାଇଛି। ପରିବାର ଲୋକେ ମୋବାଇଲ ନ ଦେବାରୁ ସେ ଆତ୍ମହତ୍ୟା କରିଛନ୍ତି। ସେ ହେଉଛନ୍ତି ଗୌତମନଗର ନିବାସୀ ଶ୍ରୀନିବାସ…

କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣ ବିହୀନ, ଗାଇଡ୍‌ଲାଇନ୍‌ ମାନନ୍ତୁ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପାର୍ବଣରେ ଭିଡଠାରୁ ଦୂରେଇ ରହିବା ଜରୁରୀ। ଏବେ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣ ବିହୀନ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ଗତ କିଛି ଦିନ ଧରି ବଜାରରେ ହେଉଥିବା ଜନଗହଳିର ଦୃଶ୍ୟ…

ପହଞ୍ଚିିଲାନି ଆମ୍ବୁଲାନ୍ସ, ବାପା କାନ୍ଧରେ ଗଲା କୁନିଝିଅର ଜୀବନ

ନାକଟିଦେଉଳ,୧୨ା୧୦(ଡି.ଏନ.ଏ.): ନାଳ ପ୍ରତିବନ୍ଧକ ସାଜିବାରୁ ଗାଁରେ ପହଞ୍ଚତ୍ ପାରିଲାନାହିଁ ଆମ୍ବୁଲାନ୍ସ। ଶେଷରେ ଚିକିତ୍ସା ଅଭାବରୁ ବାପା କାନ୍ଧରେ କୁନି ଝିଅର ଜୀବନ ଚାଲିଗଲା। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନାକଟିଦେଉଳ ବ୍ଲକ ଘୋଷରାମାଳ ପଞ୍ଚାୟତ କମଳାନାଳୀ ଗ୍ରାମରେ। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri