Home Left

ବିଗ୍‌ ବି’ଙ୍କୁ ନେଇ ଏମିତି କହିଲେ ସଲମାନଙ୍କ ବାପା

ମୁମ୍ବାଇ: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ୫୦ ବର୍ଷ ଧରି ବି-ଟାଉନରେ କାମ କରିଆସୁଛନ୍ତି। ସେ ଇଣ୍ଡଷ୍ଟ୍ରିକୁ ଅନେକ ସୁପରହିଟ୍‌ ଫିଲ୍ମ ଦେଇଛନ୍ତି। ନିଜ ଅଭିନୟ ଯାଦୁରେ ସମସ୍ତଙ୍କୁ ବାନ୍ଧି ରଖିଛନ୍ତି ସେ। ଏବେ କିନ୍ତୁ ସେ ଅବସର ନେଇଯିବା ଉଚିତ୍‌…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୨ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨୧ ଜଣ ଲୋକାଲ…

କୋହଲିଙ୍କ ସହ ଘଟିଲା ଅଜବ ସଂଯୋଗ

ଶାରଜା,୧୨।୧୦: ଆଇପିଏଲ ୨୦୨୧ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ବିପକ୍ଷରେ ପରାଜୟର ସମ୍ମୁଖୀନ ହୋଇଥିଲା। ଅଧିନାୟକ ଭାବରେ ଆରସିବିରେ ବିରାଟ କୋହଲିଙ୍କ ଏହା ଶେଷ ମ୍ୟାଚ ଥିଲା। ଏହା ପରେ ସେ ଆସନ୍ତା ସିଜିନରୁ ଜଣେ…

ଇତିହାସ ରଚିଲେ ଆମି: ମାତ୍ର ୧୬ ବର୍ଷ ବୟସରେ କଲେ ଏମିତି କାରନାମା

ହରାରେ,୧୨।୧୦: ଜିମ୍ବାୱେ ବିପକ୍ଷରେ ଆୟାରଲାଣ୍ଡ ମହିଳା ବ୍ୟାଟ୍ସମ୍ୟାନ ଆମି ହଣ୍ଟର୍‌ ନିଜର ପ୍ରଥମ ଦିନିକିଆ ଶତକ ହାସଲ କରିଛନ୍ତି। ସେ ଦିନିକିଆରେ ଏକ ଶତକ ହାସଲ କରିଥିବା ସର୍ବକନିଷ୍ଠ ମହିଳା ବ୍ୟାଟ୍ସମ୍ୟାନ ହେବାର ରେକର୍ଡ କରିଛନ୍ତି। ଭାରତୀୟ ମହିଳା କ୍ରିକେଟ୍‌ ଖେଳାଳି…

ଦଶହରାରେ ଦାଣ୍ଡିଆ ଗେଟ୍‌ଅପ୍‌

ଦଶହରା ଆସିଲେ ସମସ୍ତେ ନିଜ ନିଜ ସାଙ୍ଗସାଥୀ, ବନ୍ଧୁବାନ୍ଧବଙ୍କ ସହ ମଜା ମସ୍ତିରେ ମଜି ଯାଆନ୍ତି। ହେଲେ ବ୍ୟସ୍ତତା ମଧ୍ୟରେ ଥାଇ ମଧ୍ୟ ଅଧିକାଂଶ ମହିଳା ନିଜକୁ ଭିନ୍ନ ଭିନ୍ନ ଲୁକ୍‌ରେ ସଜାଇବାକୁ ଜମାରୁ ଭୁଲନ୍ତି ନାହିଁ। ବର୍ତ୍ତମାନ ଦାଣ୍ଡିଆ ଗେଟ୍‌ଅପ୍‌…

ମା’ଙ୍କ ଶରଧା ନାଲି ରଙ୍ଗରେ…

ଆଦ୍ୟାଶକ୍ତି ମା’ଦୁର୍ଗାଙ୍କ ଆଗମନ ସଭିଙ୍କ ମନରେ ଭରିଦିଏ ଆନନ୍ଦ ଓ ଉନ୍ମାଦନା ା ଦିଗ୍‌ବଳୟରେ ଲାଗିଯାଏ ବିଚିତ୍ର ରଙ୍ଗ ା କାଶତଣ୍ଡିଫୁଲର ମଧୁ ହିଲ୍ଲୋଳ ପୂଜାର ସୌନ୍ଦର୍ଯ୍ୟକୁ ବଢ଼ାଇ ଦିଏ। ଦିନଥିଲା, ମା’ଙ୍କୁ ଲାଲ୍‌ ରଙ୍ଗ ପସନ୍ଦ ବୋଲି ଧରାପୃଷ୍ଠରେ ତାଙ୍କ…

ଆଇପିଏଲ୍‌ରେ ସବୁଠୁ ଅଧିକ ଟଙ୍କା ରୋଜଗାର କରନ୍ତି ଏହି ୫ କ୍ରିକେଟର୍‌

ଆଇପିଏଲକୁ ‘ଇଣ୍ଡିଆନ ପଇସା ଲିଗ’ ମଧ୍ୟ କୁହାଯାଏ। କାରଣ ଏହି ମେଗା ଟି -୨୦ ଲିଗରେ ଖେଳୁଥିବା ଖେଳାଳିମାନେ କୋଟିପତିଙ୍କଠାରୁ କମ ନୁହଁନ୍ତି। ଆସନ୍ତୁ ଦେଖିବା ଏହି ୫ ତାରକା କ୍ରିକେଟର, ଯେଉଁମାନେ ଏହି ଟୁର୍ନାମେଣ୍ଟରେ ସର୍ବାଧିକ ବେତନ ପାଆନ୍ତି। ଆମେ…

ବେସନ ଫେସ୍‌ ପ୍ୟାକ୍‌

ବର୍ତ୍ତମାନ ତ୍ୱଚାର ଯତ୍ନ ପାଇଁ ଅନେକେ ବ୍ୟୁଟି ପାର୍ଲର ଯିବାଠାରୁ ଆରମ୍ଭ କରି ମାର୍କେଟ୍‌ରେ ମିଳୁଥିବା ବିଭିନ୍ନ ପ୍ରକାରର ଫେସ୍‌ପ୍ୟାକ୍‌ ମଧ୍ୟ ବ୍ୟବହାର କରୁଛନ୍ତି। ହେଲେ ଅନେକ ସମୟରେ ଏହା ତ୍ୱଚା ଉପରେ ନକାରାତ୍ମକ ପ୍ରଭାବ ପକାଉଥିବାର ନଜିର ରହିଛି। ତେଣୁ…

ମା’ଙ୍କ ଆବାହନରେ ଉତ୍ସବମୁଖର ଶ୍ରୀକ୍ଷେତ୍ର

ପୁରୀ ଅଫିସ, ୧୨।୧୦: ଦଶହରା ପାଇଁ ଉତ୍ସବମୁଖର ହୋଇଉଠିଛି ଶ୍ରୀକ୍ଷେତ୍ର। ଗାଁଠୁ ସହର ସବୁଠି ମହକୁଛି ପାର୍ବଣର ମହକ। ମା’ ଦଶଭୁଜାଙ୍କ ଆବାହନ ମନ୍ତ୍ରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଶାରଦୀୟ ଦୁର୍ଗାତ୍ସୋବର ସ୍ବତନ୍ତ୍ରତା ବହନ କରୁଥିବା ଶ୍ରୀକ୍ଷେତ୍ର ଏବେ ନବବଧୂ…

ଫିଟ୍‌ନେସ୍‌ ପରୀକ୍ଷା କରିବ ମେଶିନ

ଭୁବନେଶ୍ୱର୧୨।୧୦(ବ୍ୟୁରୋ): ରାଜ୍ୟ ପରିବହନ ବିଭାଗ ଦ୍ୱାରା ଚଳିତ ମାସ ୨୩ ତାରିଖରୁ ଅଟୋମେଟେଡ୍‌ ଇନ୍ସପେକ୍ସନ ଆଣ୍ଡ ସାର୍ଟିଫିକେଶନ ସେଣ୍ଟର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇସାରିଥିବାବେଳେ କେବଳ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକୁ ଅପେକ୍ଷା ରହିଛି। କେନ୍ଦ୍ର ସରକାରଙ୍କ…

ଜନ୍ବଦିନରେ ବଡ଼ ନିଷ୍ପତ୍ତି ନେଲେ ଅମିତାଭ ବଚ୍ଚନ

ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ନିଜ ଜନ୍ମଦିନରେ ଏକ ବଡ ଘୋଷଣା କରିଛନ୍ତି। ସେ ଗୁଡ୍‌ଖା କମ୍ପାନୀ କମଲା ପସନ୍ଦ ସହ ଚୁକ୍ତି ବାତିଲ କରିଛନ୍ତି। ନିକଟରେ ଅମିତାଭଙ୍କୁ ଏହି ପାନ ମସଲା ବିଜ୍ଞାପନ ପାଇଁ ସୋସିଆଲ ମିଡିଆରେ ଟ୍ରୋଲ କରାଯାଇଥିଲା।…

ପରାଶରଙ୍କୁ ଜାତୀୟ ବିଜ୍ଞାନ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପ୍ରଥମ ଓଡ଼ିଆ ଭାବେ ଡ. ପରାଶର ମହାନ୍ତି ସମ୍ମାନଜନକ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଶିକ୍ଷକ ପୁରସ୍କାର-୨୦୨୧ ପାଇଛନ୍ତି। ସେ ଏବେ ଉତ୍ତରପ୍ରଦେଶ କାନପୁରସ୍ଥିତ ଭାରତୀୟ ବୈଷୟିକ ପ୍ରତିଷ୍ଠାନ (ଆଇଆଇଟି)ର ଗଣିତ ଓ ପରିସଂଖ୍ୟାନ ବିଭାଗରେ ପ୍ରଫେସର ଅଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri