Home Left

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଚଳଚ୍ଚିତ୍ରର ପ୍ରସିଦ୍ଧ ଅଭିନେତ୍ରୀ କେପିଏସି ଲଲିତାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୭୪ ବର୍ଷ ହୋଇଥିଲା। ଗତ କିଛି ଦିନ ହେବ କେପିଏସି ଲଲିତା ଅସୁସ୍ଥ ଥିଲେ। ସେ ମଙ୍ଗଳବାର ବିଳମ୍ବିତ ରାତିରେ କେରଳର ଥ୍ରିପୁନିଥୁରାସ୍ଥିତ ତାଙ୍କ ଘରେ…

ନକଲି ଡାକ୍ତରଙ୍କ ଘରେ ଚଢ଼ାଉ: ୧୫ ପାସ୍‌ବୁକ୍‌ ଜବତ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି । ପ୍ରତିଦିନ ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି। ତାଙ୍କ ଘରେ କମିଶନରେଟ ପୋଲିସ ପକ୍ଷରୁ ଚଢାଉ କରାଯାଇଛି। ମଙ୍ଗଳବାର ରାତିରେ କେନ୍ଦ୍ରାପଡା ଜିଲା ଡେରାବିଶ…

ଖୁବ୍‌ଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପରେ ହେବ ପୌର ନିର୍ବାଚନ। ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନ ତାରିଖ ଯେକୌଣସି ମୁହୂର୍ତ୍ତରେ ଘୋଷଣା ହୋଇପାରେ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଆକାଶରେ ଦୁଇ ପକ୍ଷୀଙ୍କ ପ୍ରେମାଳାପ, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଆଜିକାଲି ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହେଉଛି, ଯାହା ଲୋକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓଟି ଅତ୍ୟନ୍ତ ଜବରଦସ୍ତ ହୋଇଛି। ଭାଇରାଲ ଭିଡିଓରେ ଏହା ଦେଖିବାକୁ ମିଳେ ଯେ…

ବିପାଶାଙ୍କ ପୂର୍ବରୁ ଦୁଇଦୁଇ ଜଣଙ୍କୁ ବିବାହ କରିଥିଲେ କରଣ, ଖୁବ୍‌ ଅଳ୍ପ ଦିନରେ…

ଅଭିନେତା କରଣ ସିଂ ଗ୍ରୋଭରଙ୍କ ଆଜି ଜନ୍ମଦିନ। ସେ ତାଙ୍କ ବୃତ୍ତିଗତ ଜୀବନ ସହ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଆଜି ତାଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ସମ୍ପର୍କିତ କିଛି ବିଶେଷ କଥା। ସିରିଏଲ ଦିଲ୍‌…

ଉନ୍ନାଓରେ ୧୧ ପୋଲିଂ ବୁଥ୍‌ରେ ଇଭିଏମ୍‌-ଭିଭିପାଟ ଖରାପ୍‌

ଉନ୍ନାଓ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ବୁଧବାର ମତଦାନ ଜାରି ରହିଥିବା ବେଳେ ଅନେକ ସ୍ଥାନରେ ଲୋକମାନେ ଭୋଟ ଦେବାରୁ ବଞ୍ଚିତ ହୋଇଛନ୍ତି। କେଉଁଠାରେ ଲୋକମାନେ ନିଜେ ଭୋଟ ବର୍ଜନ କରିଛନ୍ତି ତ ଆଉ କେଉଁଠାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଭୋଟ ଦେଇପାରିନାହାନ୍ତି।…

ଭାଲେଣ୍ଟାଇନ୍‌ ଡେ’ ଉପହାର କଲା ମହିଳାଙ୍କୁ କୋଟିପତି

କାହା ଭାଗ୍ୟ କେତେବେଳେ ବଦଳିବ ତାହା କହିବା କଷ୍ଟକର। ହେମାର୍କେଟର ଜଣେ ମହିଳାଙ୍କ ସହ ସମାନ ଘଟଣା ଘଟିଛି। ସାଧାରଣତଃ ଭାଲେଣ୍ଟାଇନ୍ସ ଡେ’ ଅବସରରେ ସମସ୍ତେ ନିଜ ସାଥୀଙ୍କୁ ଏକ ବିଶେଷ ଉପହାର ଦିଅନ୍ତି । ଏଥିରେ ଫୁଲ, ଚକୋଲେଟ, ଟେଡି…

ବିକାଶ ପ୍ରସଙ୍ଗକୁ କେନ୍ଦ୍ର କରି ଭୋଟ ବର୍ଜନ କଲେ ଗ୍ରାମବାସୀ

ସୀତାପୁର,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ୫୯ଟି ଆସନରୁ ମୋଟ ୬୨୪ ଜଣ ପ୍ରାର୍ଥୀଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ। ସକାଳ ୭ଟାରୁ ଭୋଟରମାନେ ଲମ୍ବା ଲାଇନ୍‌ ଠିଆ…

‘ପୁଷ୍ପା’ ଫେମ୍‌ ଅଲ୍ଲୁ ଅର୍ଜୁନଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଫିଲ୍ମ ‘ପୁଷ୍ପା’ର ସଫଳତା ପରଠାରୁ ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ସର୍ବଦା ଚର୍ଚ୍ଚାରେ ଅଛନ୍ତି। ଫିଲ୍ମରେ ଆଲ୍ଲୁଙ୍କ ଅଭିନୟ କୋଟ କୋଟି ଲୋକଙ୍କ ହୃଦୟକୁ ଛୁଇଁଛି। ବିଳାସପୂର୍ଣ୍ଣ ଜୀବନଶୈଳୀକୁ ଭଲ ପାଉଥିବା ଆଲ୍ଲୁ ଅନେକ ମୂଲ୍ୟବାନ ଜିନିଷ ଅଛି ଯାହା କୌଣସି…

ଇନ୍‌ଷ୍ଟାରେ ନାଁ ବଦଳାଇଲେ ଶିବାନୀ

ଅଭିନେତା ଫରହାନ ଅଖତର ଓ ଶିବାନୀ ଦାଣ୍ଡେକର ଫେବୃୟାରୀ ୧୯ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମହାରାଷ୍ଟ୍ରୀୟ ପାରମ୍ପରିକ ରୀତିନୀତିରେ ଦୁହିଁଙ୍କର ବିବାହ ହୋଇସାରିଛି। ବିବାହ ପରେ ସେମାନେ ବାହାରକୁ ଯାଉଥିବା ଫଟୋ ମଧ୍ୟ ଭାଇରାଲ ହେଇଥିଲା। ନିକଟରେ ଅଭିନେତ୍ରୀ ତାଙ୍କ…

ହ୍ବିଲଚେୟାରରେ ଭୋଟ ଦେବାକୁ ଆସିଲେ ୯୦ବର୍ଷୀୟ ବୃଦ୍ଧା

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଚତୃର୍ଥ ପର୍ଯ୍ୟାୟ ପାଇଁ ମତଦାନ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ। ସକାଳୁ ସକାଳୁ ଲମ୍ବା ଲାଇନ୍‌ରେ ଠିଆ ହୋଇ ଭୋଟରମାନେ ବହୁ ଉତ୍ସୁକତାର ସହ…

ରାଜ୍ୟରୁ ପୁଣି ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୦୪୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?