ରାଜ୍ୟରୁ ପୁଣି ୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୦୪୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…
ରୋହିତ ଶର୍ମାଙ୍କୁ ଟ୍ରୋଲ୍ କଲେ ସ୍ତ୍ରୀ
ନୂଆଦିଲ୍ଲୀ,୨୩।୨: ଭାରତୀୟ କ୍ରିକେଟ ଦଳ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଏବେ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରିଚାଲିଛି। ୱେଷ୍ଟଇଣ୍ଡିଜକୁ ପରାସ୍ତ କରିବା ପରେ ଟିମ ଇଣ୍ଡିଆ ବର୍ତ୍ତମାନ ଶ୍ରୀଲଙ୍କୁକୁ ହରାଇବାକୁ ପ୍ରସ୍ତୁତ ହେଉଛି। ଦୁଇ ଦଳ ମଧ୍ୟରେ ୩ ମ୍ୟାଚ…
କାଲି ଶେଷ ପର୍ଯ୍ୟାୟ ମତଦାନ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଗୁରୁବାର ହେବ। ଏ ନେଇ ଗତକାଲି ପ୍ରଚାର ମଧ୍ୟ ସରିଯାଇଛି। ଶେଷ ପର୍ଯ୍ୟାୟରେ ରାଜ୍ୟର ୨୫ଟି ଜିଲାର ୧୩୧ ଜିଲା ପରିଷଦ ଜୋନରେ ନିର୍ବାଚନ ହେବ । ୯୭୫…
ଚାଲିଛି ସାନି ମତଦାନ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ବୁଥରେ ବୁଧବାର ସାନି ମତଦାନ ହେଉଛି । ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଯୋଗୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ସ୍ଥଗିତ ଥିବା ୪୫ଟି ବୁଥରେ ଆଜି ପୁଣି ମତଦାନ ହୋଇଛି। ଯାଜପୁର, ଢ଼େଙ୍କାନାଳ, ପୁରୀ, ଭଦ୍ରକ, ବୌଦ୍ଧ,…
ମଧ୍ୟାହ୍ନ ଭୋଜନ ଖାଇ ୩୦ ଛାତ୍ରୀ ଅସୁସ୍ଥ
ହାଇଦ୍ରାବାଦ,୨୩।୨: ହଷ୍ଟେଲରେ ମଧ୍ୟାହ୍ନ ଭୋଜନ ଖାଇ ୩୦ ଜଣ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ଏଭଳି ଘଟଣା ଆନ୍ଧ୍ରର ଚିତ୍ତୋର ଜିଲାର କୁପ୍ପମ୍ ପୌରପାଳିକାର ଆକ୍କା ମହାଦେବୀ ହଷ୍ଟେଲରେ ଘଟିଛି। ତେବେ ଚିକିତ୍ସା ପାଇଁ ପ୍ରାୟ ୩୦ ଜଣ ଛାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି…
ମାଇନସ୍ ୩୦ ଡିଗ୍ରୀରେ ୬୫ ପୁଶ୍ ଅପ୍ ମାରିଲେ ୫୫ବର୍ଷୀୟ ଆଇଟିବିପି ଅଧିକାରୀ
ଲେହ,୨୩।୨: ଦେଶର ସୁରକ୍ଷାରେ ମୁତୟନ ହୋଇଥିବା ଯବାନଙ୍କ ପାଇଁ ବୟସ ଓ ପରିସ୍ଥିତି କର୍ତ୍ତବ୍ୟ ଆଗରେ ହାର ମାନିଥାଏ। ଯେକୌଣସି ପରିସ୍ଥିତି ହେଉ ନା କାହିଁକି ଯବାନମାନେ ସୀମାରେ ସର୍ବଦା ପ୍ରସ୍ତୁତ ହୋଇ ରହିଥାନ୍ତି। ଇତିମଧ୍ୟରେ ଜଣେ ଯବାନଙ୍କ ସାହସିକତାର ଏକ…
ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ ଅଫିସ,୨୩।୨: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ,କସ୍ତୁରୀ ଓ କଳା ଓ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।…
ଖୁବ୍ଶୀଘ୍ର ୨ରୁ ୬ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା: କୋର୍ବେଭ୍ୟାକ୍ସର ଟ୍ରାଏଲ ଆରମ୍ଭ
ନୂଆଦିଲ୍ଲୀ,୨୩।୨: କରୋନାକୁ ହରାଇବା ପାଇଁ ଦେଶରେ କରୋନା ଟିକା ଅଭିଯାନ ଜାରି ରହିଛି। କରୋନା ଲଢ଼େଇରେ ଭାରତକୁ ନିକଟରେ ଆଉ ଏକ ଅସ୍ତ୍ର ମିଳିଛି। ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କରୋନା ଭାକ୍ସିନ କୋର୍ବେଭ୍ୟାକ୍ସକୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ) ଅନୁମୋଦନ…
କ୍ରୋଧିତ ଷଣ୍ଢ ସାମ୍ନାକୁ ଚାଲିଗଲେ ସାଇକେଲ ଚାଳକ, ପରେ ଯାହା ହେଲା ….
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ରାଜ୍ୟରେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୩ ଜଣ ପିଲା ଅଛନ୍ତି। ସେହିପରି ୧୯୬ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୪୬ ଲୋକାଲ କେସ ରହିଛି। ଏ ନେଇ…
ଲକ୍ଷ୍ନୌରେ ମତଦାନ ପୂର୍ବରୁ ରାଜନୈତିକ ହଇଚଇ: ଅଖିଳେଶଙ୍କୁ ଭେଟିଲେ ଭାଜପା ଏମ୍ପି ରୀତା ବହୁଗୁଣାଙ୍କ ପୁଅ ମୟାଙ୍କ
ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ବୁଧବାର ଲକ୍ଷ୍ନୌ ସମେତ ୯ଟି ଜିଲାରେ ମତଦାନ ଜାରି ରହିଛି। ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ମତଦାନର ଗୋଟିଏ ଦିନ ପୂର୍ବରୁ ଲକ୍ଷ୍ନୌରେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଭାରତୀୟ…
୫.୨୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଯୁବକ ଗିରଫ
ଖୋର୍ଦ୍ଧା ଅଫିସ,୨୩।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ନିର୍ବାଚନ ସମୟରେ ବେଆଇନ ମଦ ଓ ନିଶା କାରବାର ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶନାମା ରହିଛି। ଏହି ପ୍ରରିପେକ୍ଷୀରେ ଖୋର୍ଦ୍ଧା ଅବକାରୀ ପୋଲିସ ମଙ୍ଗଳବାର…

