Home Left

ଥମୁନି ବିଜେଡି-ଭାଜପା ଦୋଷ ଲଦାଲଦି

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବିଜେଡି ଓ ଭାଜପା ମଧ୍ୟରେ ଦୋଷ ଲଦାଲଦି ପ୍ରକ୍ରିୟା ଜାରି ରହିଛି। ସବୁଦିନ ଭଳି ମଙ୍ଗଳବାର ମଧ୍ୟ ଉଭୟ ଦଳ ପରସ୍ପର ବିରୋଧରେ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ…

ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ସ୍ବାଧିନତାର ୭୫ ବର୍ଷ ପରେ ଭୋଟର ତାଲିକା ଠିକ୍‌ ଭାବେ ପ୍ରସ୍ତୁତ ନ କରିପାରିବା ଚିନ୍ତା ଓ ପରିତାପର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି କହିଛନ୍ତି। ଧର୍ମେନ୍ଦ୍ର ମଙ୍ଗଳବାର ଟୁଇଟ୍‌ରେ ଦର୍ଶାଇଛନ୍ତି ଯେ, ରାଜ୍ୟରେ…

ୟୁପି ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୫୯ଆସନ ପାଇଁ ମତଦାନ ଜାରି: ଭୋଟ ଦେଲେ ମାୟାବତୀ

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ୫୯ଟି ଆସନରୁ ମୋଟ ୬୨୪ ଜଣ ପ୍ରାର୍ଥୀଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା…

ଢିଙ୍କିଆରେ ନିରପେକ୍ଷ ନିର୍ବାଚନ ନେଇ ଆଶଙ୍କା

କୁଜଙ୍ଗ,୨୩ା୨(ଡି.ଏନ୍‌.ଏ.): ଆସନ୍ତା ୨୪ ତାରିଖରେ ଢିଙ୍କିଆ ପଞ୍ଚାୟରେ ସମିତି ସଭ୍ୟ ଓ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ। ମାତ୍ର ଏହି ସମୟରେ ଅବାଧ ନିରପେକ୍ଷ ନିର୍ବାଚନ ହେବା ନେଇ ଆଶଙ୍କାବ୍ୟକ୍ତ କରାଯାଇଛି। ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରଶାସନ…

କୁଜଙ୍ଗ ୮୨.୧୩%, ରଘୁନାଥପୁରରେ ୮୦.୨୪% ଭୋଟ

ଜଗତ୍‌ସିଂହପୁର ଅଫିସ, ୨୩ା୨: ମଙ୍ଗଳବାର ଜଗତ୍‌ସିଂହପୁର ଜିଲାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ଯ୍ୟାୟରେ କୁଜଙ୍ଗ ବ୍ଲକ ଅଞ୍ଚଳରେ ୮୨.୧୩% ମତଦାନ ହୋଇଛି। ଯେଉଁଥିରେ ବ୍ଲକର ୪ଟି ଜୋନ ମଧ୍ୟରୁ ବଗଦିଆ ପଞ୍ଚାୟତରେ ସର୍ବାଧିକ ୯୩.୩୫% ଓ କୁଜଙ୍ଗରେ…

ଶୃଙ୍ଖଳା ରକ୍ଷା ପ୍ରଶାସନ ପାଇଁ ହେବ ଚ୍ୟାଲେଞ୍ଜ

ବରୀ,୨୩ା୨(ଡି.ଏନ.ଏ.): ଆସନ୍ତା ୨୪ ତାରିଖରେ ବରୀ ବ୍ଲକ୍‌ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ତେବେ ଏହି ବ୍ଲକ୍‌ର ୩୮୦ବୁଥ୍‌ ମଧ୍ୟରୁ ୩୩୩ ବୁଥ୍‌ ବରୀ ରାମଚନ୍ଦ୍ରପୁର ଥାନା…

‘ଡାକ୍ତରଙ୍କ ବିନା ପରାମର୍ଶରେ ଅକ୍ସିଜେନ୍‌ ନିଅନ୍ତୁ ନାହିଁ’

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରୁ ଏପର୍ଯ୍ୟନ୍ତ କୋଭିଡ୍‌ ଯାଇନାହିଁ। କୋଭିଡ୍‌ ସଂକ୍ରମଣ ପରବର୍ତ୍ତୀ ଜଟିଳତା ଦେଖା ଦେଉଥିବାରୁ ସେଥିପ୍ରତି ସଚେତନ ରହିବାକୁ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ନିଶ୍ଚେତକ ବିଭାଗ ମୁଖ୍ୟ ଡା. ନିବେଦିତା ପାଣି ପରାମର୍ଶ ଦେଇଛନ୍ତି। ମଙ୍ଗଳବାର ସରକାରଙ୍କ ପକ୍ଷରୁ…

ରାଜଧାନୀରେ ଗାଡ଼ି ବେଗ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଯାନବାହନ ବେଗ ଉପରେ ଅଙ୍କୁଶ ଲଗାଯାଇଛି। ଘଣ୍ଟା ପ୍ରତି ୫୦ କିମି ବେଗରେ ଗାଡ଼ି ଚଲାଇଲେ ଲାଗୁ ହେବ ୭ ହଜାର ଜରିମାନା । ଏଥିସହ ଗାଡ଼ି ଚାଳକଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ । ଏପରି…

ତୃଣମୂଳସ୍ତରରେ ବରିଷ୍ଠ ନାଗରିକଙ୍କ ଯତ୍ନ ବଡ଼ ଆହ୍ବାନ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଆସନ୍ତା ୨୦୩୧ ସୁଦ୍ଧା ଭାରତର ମୋଟ୍‌ ଜନସଂଖ୍ୟାର ୧୩.୧ ପ୍ରତିଶତ ବରିଷ୍ଠ ନାଗରିକଙ୍କୁ ନେଇ ପୂରଣ ହେବ। ତେଣୁ ଜିଲା ତଥା ତୃଣମୂଳସ୍ତରରେ ଥିବା ମାନବ ସମ୍ବଳ ଏବଂ ଭିତ୍ତିଭୂମିକୁ ଉପଯୁକ୍ତ ଭାବେ ବିନିଯୋଗପୂର୍ବକ ବରିଷ୍ଠ ନାଗରିକଙ୍କ ସମ୍ପୂର୍ଣ୍ଣ…

ଫେରାର ରାଜାଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୨୩।୨(ବ୍ୟୁରୋ): ନୟାଗଡ଼ ଜିଲା ଟାଉନ୍‌ ଥାନା ଅନ୍ତର୍ଗତ ଉଦୟପଥ ଲେନ୍‌ର ଏକ ଭଡ଼ାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ଏମ୍‌.ଡି. ରାଜା ଧରାପଡ଼ିଛନ୍ତି। ମଙ୍ଗଳବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ…

ଭାଜପା ନେତାଙ୍କ ବିରୋଧରେ ହତ୍ୟା ଅଭିଯୋଗ କଲା ବିଜେଡି

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଭାଜପା ନେତାଙ୍କ ବିରୋଧରେ ବିଜେଡି ହତ୍ୟା ଅଭିଯୋଗ ଆଣିଛି । ଭଦ୍ରକ ଜିଲା ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗୀର ଅଞ୍ଚଳର ପ୍ରତାପ ଚନ୍ଦ୍ର ରାଉତଙ୍କୁ ରାଜନୈତିକ ଆକ୍ରୋଶ ଯୋଗୁ ଏକ ରାଜନୈତିକ ଦଳର ଲୋକେ ପିଟିପିଟି ହତ୍ୟା କରିଥିବା…

ଏଏସ୍‌ଆଇ ନୋଟିସକୁ ଅଣଦେଖା

ପୁରୀ ଅଫିସ,୨୩।୨: ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ(ଏଏସ୍‌ଆଇ) ଡିଜି ଭି. ବିଦ୍ୟାଭାରତୀ ଶ୍ରୀମନ୍ଦିର ପରିଦର୍ଶନରେ ଆସି ଶ୍ରୀମନ୍ଦିର ଚାରିପାଖ ବୁଲିବା ସହ ପ୍ରଶାସନ ସହ ଆଲୋଚନା କରିଛନ୍ତି। ଆଲୋଚନା ପରେ ସ୍ପଷ୍ଟ ହୋଇଛି ଯେ, ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପର୍ଯ୍ୟନ୍ତ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?