ବିଳମ୍ବରେ ପହଞ୍ଚିବାରୁ ଝିଅକୁ ପିଟିପିଟି ମାରିଦେଲା ବାପା
ମୋରେନା,୧୧।୧୦: ୧୦ ବର୍ଷୀୟା ଝିଅକୁ ପିଟିପିଟି ହତ୍ୟା କରିଛନ୍ତି ବାପା। ଝିଅର ଭୁଲ ଏତିକି ଯେ, ସେ ନବରାତ୍ରୀ ଇଭେଣ୍ଟରୁ ସାଙ୍ଗମାନଙ୍କ ଖେଳିବା ପରେ ବିଳମ୍ବିତ ରାତିରେ ଘରକୁ ଫେରିଥିଲେ। ମଧ୍ୟପ୍ରଦେଶର ମୋରେନା ସହର ଉତ୍ତମପୁରା ଅଞ୍ଚଳରେ ରବିବାର ରାତିରେ ଏଭଳି…
ସୀମାରେ ଶାନ୍ତି ଚାହୁଁନି ଚାଇନା
ନୂଆଦିଲ୍ଲୀ, ୧୧ା୧୦: ଗତ ବର୍ଷ ମେ’ରୁ ଭାରତ-ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦର କୌଣସି ସମାଧାନ ବାହାରିପାରିନାହିଁ। ରବିବାର ଉଭୟ ଦେଶ ମଧ୍ୟରେ ତ୍ରୟୋଦଶ କମାଣ୍ଡରସ୍ତରୀୟ ଆଲୋଚନା ହୋଇଥିଲେ ମଧ୍ୟ ତାହା ବିଫଳ ହୋଇଛି। ସମାଧାନ ପାଇଁ ଭାରତ ପକ୍ଷରୁ…
ସମୁଦ୍ରରେ ଭାସିଗଲା ହରିଣ
କୋଣାର୍କ,୧୧।୧୦(ଡି.ଏନ୍.ଏ.): କୋଣାର୍କସ୍ଥିତ ବାଲୁଖଣ୍ଡ ଅଭୟାରଣ୍ୟ ଜଙ୍ଗଲରୁ ସୋମବାର ଅପରାହ୍ନରେ ଏକ ହରିଣ ପାଣି ପିଇବା ପାଇଁ ସମୁଦ୍ରକୁ ଯାଇ ଭାସି ଯାଇଥିଲା। ସେଠାରେ ଉପସ୍ଥିତ ଲାଇଫ ଗାର୍ଡ ଏହା ଦେଖି ହରିଣଟିକୁ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି। ବନ…
ଶଯ୍ୟାଶାୟୀଙ୍କୁ ଘରେ ଟିକା
କଟକ ଅଫିସ,୧୧ା୧୦: ବାର୍ଦ୍ଧକ୍ୟ ଜନିତ ହେଉ କିମ୍ବା କୌଣସି ରୋଗରେ ଶଯ୍ୟାଶାୟୀ ଥିଲେ, ସେମାନେ ଘରେ ଟିକା ନେଇପାରିବେ। ଏ ନେଇ ସୋମବାର କଟକ ମହାନଗର ନିଗମ(ସିଏମସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ା ଶଯ୍ୟାଶାୟୀମାନେ ଟିକା ନେବାକୁ ଚାହୁଁଥିଲେ ସିଏମ୍ସି…
କୋଭିଡ୍ ମୃତକଙ୍କ ପରିବାର ପାଇଁ ଖୁସି ଖବର
ଝାରସୁଗୁଡ଼ା ଅଫିସ,୧୧ା୧୦: ଝାରସୁଗୁଡ଼ା ଜିଲାରେ କୋଭିଡ୍ରେ ଦୁଇ କରୋନା ଯୋଦ୍ଧା ଖବରଦାତା ଅମଜଦ୍ ବାଦଶାହା ଓ ଆଦିତ୍ୟ ସାହୁଙ୍କ ମୃତ୍ୟୁ ଘଟିଥିଲା। ସରକାରଙ୍କ ଘୋଷଣା ଅନୁଯାୟୀ ଉଭୟ ଖବରଦାତାଙ୍କ ପରିବାରକୁ ସହାୟତା ବାବଦରେ ୧୫ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି। ଏହି…
ଫେସବୁକରେ ପ୍ରେମିକାଙ୍କ ଫଟୋ ଛାଡ଼ି ଗିରଫ ହେଲେ ବିବାହିତ
କୋକସରା,୧୧।୧୦(ଡି.ଏନ.ଏ): ନିଜ ଫେସବୁକ ଆକାଉଣ୍ଟରେ ଜଣେ ନାବାଳିକାଙ୍କ ସହ ନିଜ ଫଟୋକୁ ଏଡିଟ୍ କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି ଜଣେ ବିବାହିତ ଯୁବକ। ପୋଷ୍ଟରେ ଯୁବକ ଜଣଙ୍କ ନାବାଳିକାଙ୍କୁ ପ୍ରେମିକା ବୋଲି କ୍ୟାପସନରେ ଲେଖିଛନ୍ତି। ଏହି ଫଟୋଟି ଭାଇରାଲ ହେବା…
ଆଇପିଏଲ୍ ବେଟିଂ ଧରିଲା ପୋଲିସ
ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ସୋମବାର ପୋଲିସ ଏକ ବଡ଼ ଧରଣର ଆଇପିଏଲ୍ କ୍ରିକେଟ୍ ବେଟିଂ କାରବାର ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍ ଚଳାଉଥିବା ଜଣେ ଷ୍ଟକିଷ୍ଟଙ୍କ ସମେତ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
ପଞ୍ଜାବରୁ ଅଲଗା ହୋଇପାରନ୍ତି ରାହୁଲ
ନୂଆଦିଲ୍ଲୀ,୧୧।୧୦: ଚଳିତ ଆଇପିଏଲ୍ ସିଜନରେ ସର୍ବାଧିକ ରନ୍ କରିଥିବା ଲୋକେଶ ରାହୁଲ ପଞ୍ଜାବ କିଙ୍ଗ୍ସ ଫ୍ରାଞ୍ଚାଇଜଠାରୁ ଅଲଗା ହୋଇପାରନ୍ତି। ମିଳିଥିବା ସୂଚନା ମୁତାବକ, ସେ ଅକ୍ଶନରେ ସାମିଲ ହେବାକୁ ଚାହୁଁଛନ୍ତି। ତାଙ୍କୁ ଦଳରେ ସାମିଲ କରିବା ପାଇଁ କିଛି ଫ୍ରାଞ୍ଚାଇଜ ଇଚ୍ଛା…
ଟ୍ରେନ୍, ବସ୍ରେ ବିଦେଶୀଙ୍କୁ ଭାରତ ମନା
ନୂଆଦିଲ୍ଲୀ, ୧୧।୧୦: କରୋନା ମହାମାରୀ ଯୋଗୁ ୨୦୨୦ ମାର୍ଚ୍ଚରୁ ଅନ୍ତର୍ଜାତୀୟ ଯାତାୟାତ ବନ୍ଦ ରହିଥିବା ବେଳେ କଟକଣା କୋହଳ କରିବା ନିମନ୍ତେ ଗତ ୭ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଘୋଷଣା କରିଥିଲା। ନଭେମ୍ବର ୧୫ରୁ ସମସ୍ତ ବିଦେଶୀ ପର୍ଯ୍ୟଟକଙ୍କୁ ଭାରତ ଆସିବା…
ଦିଗହରା ହୋଇଗଲା ଆରସିବି
ଶାରଜା,୧୧।୧୦: ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର (ଆର୍ସିବି)କୁ ଭଲ ଆରମ୍ଭ ଦେଇଥିଲେ ଦେବଦତ୍ତ ପାଡିକଲ (୨୧) ଓ ଅଧିନାୟକ ବିରାଟ କୋହଲି (୩୯)। ଦୁହେଁ ୫ ଓଭରରେ ୪୯ ରନ୍ କରିଥିଲେ। ଲାଗୁଥିବା ଆରସିବି ବଡ଼…
ସାପ କାମୁଡ଼ାରେ ସ୍ତ୍ରୀଙ୍କୁ ହତ୍ୟା କରିଥିଲେ
ନୂଆଦିଲ୍ଲୀ,୧୧।୧୦: ଏକ ବିରଳ ମାମଲାରେ କୋଲାମର ଅତିରିକ୍ତ ସେସନ କୋର୍ଟ ସୋମବାର ସୁରଜ ଏସ୍ କୁମାର (୨୮)ଙ୍କୁ ସ୍ତ୍ରୀ ଉଥରାଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ସୁରଜ କୋବ୍ରା ମାଧ୍ୟମରେ ସ୍ତ୍ରୀଙ୍କୁ ହତ୍ୟା କରିଥିଲେ। ଏହି ମାମଲାରେ ଆସନ୍ତା…
ଶାହାରୁଖଙ୍କୁ ଟାର୍ଗେଟ କରାଯିବାର କାରଣ କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୧୧।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଅର୍ଯ୍ୟନ ଖାନଙ୍କ ସପକ୍ଷରେ ବାହାରିଛନ୍ତି ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ସଭାପତି ମେହବୁବା ମୁଫତି। ଟୁଇଟରରେ ସେ ଲେଖିଛନ୍ତି, ୪ ଚାଷୀଙ୍କୁ ହତ୍ୟା କରିଥିବା…
Archives


