‘ରାଜ କୁନ୍ଦ୍ରା ବି ବୁଝିସାରିଥିବେ’; ସଲମାନ୍ ଖାନ୍ଙ୍କ ମୁହଁରୁ ଭିଣୋଇଙ୍କ କଥା ଶୁଣି…
ବମ୍ବେ: ପର୍ନ ଫିଲ୍ମ ନିର୍ମାଣ ମାମଲାରେ ଛନ୍ଦି ହୋଇ ଜେଲରେ ଥିଲେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା। ଏବେ ସେ ଜାମିନରେ ମୁକୁଳିଥିଲେ ହେଁ ତାଙ୍କୁ ନେଇ ଆଲୋଚନା ଆଜି ବି ଥମି ନାହିଁ। ଶିଳ୍ପାଙ୍କ ଭଉଣୀ…
ଫଟୋ ଶୁଟ୍କୁ ନେଇ ଚର୍ଚ୍ଚାରେ ଏହି ଅଭିନେତ୍ରୀ
ହରିୟାଣା ଗାୟିକା ତଥା ଅଭିନେତ୍ରୀ ସପନା ଚୌଧୁରୀ ତାଙ୍କର ନୂଆ ଫଟୋ ଶୁଟ୍କୁ ନେଇ ଏବେ ଚର୍ଚ୍ଚାରେ। ଫଟୋରେ ସେ ଏକ ହଳଦିଆ ରଙ୍ଗର ଡ୍ରେସ୍ ପିନ୍ଧିଥିବା ନଜର ଆସିଛନ୍ତି। ତାଙ୍କର ପ୍ରଶଂସକମାନେ ଫଟୋଟିକୁ ବେଶ୍ ପସନ୍ଦ କରିଛନ୍ତି। ଏହି ଫଟୋକୁ…
କେବଳ ଚୌକା/ଛକା ମାରି ୨୧୮ ରନ୍ର ବିସ୍ଫୋରକ ଇନିଂସ ଖେଳିଥିଲେ ଏହି କ୍ରିକେଟର୍: ୧୦ ଘଣ୍ଟା ବ୍ୟାଟିଂ କରି ଭାଙ୍ଗିଥିଲେ…
ଜଣେ ବ୍ୟାଟ୍ସମ୍ୟାନଙ୍କ ପ୍ରକୃତ ପରୀକ୍ଷା ଟେଷ୍ଟ କ୍ରିକେଟରେ ଅଛି। ଏହି ଫର୍ମାଟରେ ବ୍ୟାଟ୍ସମ୍ୟାନ, କ୍ରିକେଟ ଦୁନିଆରେ ତାଙ୍କ ସ୍ଥିତି ଜାହିର କରିବାରେ ସୁଯୋଗ ପାଇଥାନ୍ତି। ଟେଷ୍ଟ କ୍ରିକେଟରେ ଏଭଳି କିଛି ମ୍ୟାଚ୍ ଅଛି ଯାହା ଦର୍ଶକଙ୍କ ସ୍ମୃତି ଏପର୍ଯ୍ୟନ୍ତି ଲିଭି ନାହିଁ।…
ଜୟା ବଚ୍ଚନଙ୍କୁ ‘ଦିଦି ବାଈ’ କହି ଡାକନ୍ତି ରେଖା; ଦେଖାହେଲେ…
ବମ୍ବେ: ଭାନୁରେଖା ଗଣେଶନ ଓରଫ ରେଖାଙ୍କର ଆଜି ହେଉଛି ହାପି ବର୍ଥ ଡେ’। ମାତ୍ର ୧୩ ବର୍ଷ ବୟସରେ ବଲିଉଡ୍ରେ ଡେବ୍ୟୁ କରିଥିବା ରେଖା ଏବେ ବି ଏଭରଗ୍ରୀନ। ଯେତେବେଳେ ଅଭିନେତ୍ରୀଙ୍କ ବିଷୟରେ କଥା ଉଠେ ବିଗ୍ ବି ଅମିତାଭ ବଚ୍ଚନଙ୍କ…
କେନ୍ଦୁଝର ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼: ସହରରେ ଚାଞ୍ଚଲ୍ୟ
କେନ୍ଦୁଝର,୧୦।୧୦(ସ୍ବ.ପ୍ର):କେନ୍ଦୁଝର ଜିଲା ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ରବିବାର ବୋମାମାଡ ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଟାଉନ ଥାନା ମଣ୍ଡୁଆ ନିକଟରେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ବୋମା ଫୋପାଡ଼ି ଫେରାର ହୋଇ…
ପାକିସ୍ତାନ ଆଣବିକ ବୋମା ଜନକ ଅବ୍ଦୁଲ କାଦିରଙ୍କ ପରଲୋକ…
ଇସଲାମାବାଦ୍,୧୦।୧୦: ପାକିସ୍ତାନର ଆଣବିକ ବୋମା ଜନକ ଅବ୍ଦୁଲ୍ କାଦିର ଖାଁଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ସେ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। କିଛି ଦିନ ତଳେ ସେ କରୋନାରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ।…
ପୂଜା ପୂର୍ବରୁ ମୋଟା ଅଙ୍କର ଟଙ୍କା ନେଇ ଘରକୁ ଫେରୁଥିଲେ ୩ ସରକାରୀ ଅଧିକାରୀ, ଧରିଲା ଭିଜିଲାନ୍ସ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭିଜିଲାନ୍ସ ବିପୁଳ ଟଙ୍କା ଜବତ କରିବା ସହ ୩ ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କୁ ଗିରଫ କରିଛି। ପୂଜା ପୂର୍ବରୁ ଶନିବାର ଏହି ତିନି ଅଧିକାରୀ ମୋଟା ଅଙ୍କର ଟଙ୍କା ନେଇ ନିଜ ନିଜ ଘରକୁ ଫେରୁଥିବା ବେଳେ ଭିଜିଲାନ୍ସ…
ପ୍ରେମ କରି ଧରିଥିଲେ ହାତ: ତଣ୍ଟି କାଟି ଜୀବନ ନେଲେ ସ୍ବାମୀ
ଖୋର୍ଦ୍ଧା ଅଫିସ,୧୦।୧୦: ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଗୁରୁଜଙ୍ଗରେ। ମୃତା ମହିଳା ହେଲେ ଇନ୍ଦିରା ପ୍ରିୟଦର୍ଶିନୀ ମହାନ୍ତି(୩୭)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ହତ୍ୟା…
ଏମିତି ରେଳଷ୍ଟେଶନ, ଯାହାର ନାଁ ଶୁଣିଲେ ହସିହସି ଗଡ଼ିବେ
ଭାରତୀୟ ରେଳବାଇ ଦ୍ୱାରା ଏକ ଷ୍ଟେଶନରୁ ଅନ୍ୟ ଷ୍ଟେଶନକୁ ପ୍ରତିଦିନ ଅନେକ ଯାତ୍ରୀ ଯିବାଆସିବା କରିଥାନ୍ତି। ଭାରତରେ ଲକ୍ଷଲକ୍ଷ ରେଳ ଷ୍ଟେଶନ ରହିଛି, ଯାହାର ନାମ ମଧ୍ୟ ଭିନ୍ନ ଭିନ୍ନ। ଭାରତର ଏହି ଷ୍ଟେଶନଗୁଡ଼ିକ ମଧ୍ୟରୁ ଅନେକ ଅଦ୍ଭୁତ ନାମ ରହିଛି।…
ଚର୍ଚ୍ଚାରେ ହିନାଙ୍କ ବ୍ରେକ୍ଅପ୍ ପୋଷ୍ଟ, ଦ୍ୱନ୍ଦ୍ୱରେ ପ୍ରଶଂସକ
ମୁମ୍ବାଇ: ଲୋକପ୍ରିୟ ଟେଲି ଅଭିନେତ୍ରୀ ହିନା ଖାନ ତାଙ୍କ ବୃତ୍ତିଗତ ଜୀବନରେ ବହୁତ ସଫଳତା ହାସଲ କରିଛନ୍ତି। ହିନା ନିଜର ବ୍ୟକ୍ତିଗତ ଜୀବନ ଏବଂ ବୃତ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ସୋସିଆଲ ମିଡିଆରେ ମଧ୍ୟ ବେଶ୍ ଆକ୍ଟିଭ୍…
ରେଖାଙ୍କ ସହ ଅମିତାଭଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଥିଲେ ଜୟା, ମୋ ଜୀବନ ନର୍କ ହୋଇଯାଇଥାନ୍ତା…
ଏକ ସମୟ ଥିଲା ଯେତେବେଳେ ବଲିଉଡ ଇଣ୍ଡଷ୍ଟ୍ରିରେ ଅଭିନେତା ଅମିତାଭ ବଚ୍ଚନ ଏବଂ ଅଭିନେତ୍ରୀ ରେଖାଙ୍କ ନାମ ଯୋଡ଼ା ଯାଉଥିଲା। ଉଭୟଙ୍କ ପ୍ରେମ କାହାଣୀ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଆସିଛି। ଏହାକୁ ପ୍ରଶଂସକମାନେ ଜାଣିବାକୁ ଚାହିଁଥାନ୍ତି। ୧୯୭୬ ମସିହାରେ ମୁକ୍ତିଲାଭ କରିଥିବା…
ଜିଦ୍ ନୁହେଁ ବିପଦପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରନ୍ତି ମୋଦି…
ନୂଆଦିଲ୍ଲୀ,୧୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜିଦ୍ ନୁହେଁ ବିପଦପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି ପରିବର୍ତ୍ତନ ଆଣିବାର ପ୍ରୟାସ କରିଥାନ୍ତି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏକ ନ୍ୟୁଜ୍ ଚ୍ୟାନେଲକୁ ସାକ୍ଷାତ୍କାର ଦେଇ ପ୍ରକାଶ କରିଛନ୍ତି। ରାଜନୀତିରେ ପ୍ରଧାନମନ୍ତ୍ରୀଙ୍କ ୨୦ ବର୍ଷ ପୂରଣ…
Archives


