ଏହିଠାରେ ନିର୍ମାଣ ହେଉଛି ଦେଶର ସବୁଠୁ ସୁନ୍ଦର ବ୍ରିଜ୍, ଖର୍ଚ୍ଚ ହେବ ୨୫୦ କୋଟିରୁ ଅଧିକ
ତାମିଲନାଡୁରେ ଦେଶର ପ୍ରଥମ ଭର୍ଟିକାଲ ଲିଫ୍ଟ ରେଲ୍ଓ୍ବେ ସି’ ବ୍ରିଜ୍ ନିର୍ମାଣ ଚାଲିଛି। ଏହି ବ୍ରିଜ୍ର ନାମ ନ୍ୟୁ ପମ୍ବନ। ଏହି ବ୍ରିଜ୍ ଆସନ୍ତା ମାର୍ଚ୍ଚରେ ସମ୍ପୂର୍ଣ୍ଣ ହେବାର ସମ୍ଭାବନା ରହିଛି। ଏନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ବେଧଡ଼କ ଚାଲିଛି ଗୋଚାଲାଣ
କୁଆମରା,୯।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବିଭିନ୍ନ ସାପ୍ତାହିକ ହାଟରୁ ପଡ଼ୋଶୀ ରାଜ୍ୟକୁ ଅବାଧରେ ଗୋରୁ ଚାଲାଣ କରାଯାଉଥିଲେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଉଦଳା, ବାଲିଯୋଡ଼ା ପ୍ରଭୃତି ହାଟରୁ ସପ୍ତାହର ଦୁଇ ଦିନ ଗୋରୁଙ୍କୁ ପଶ୍ଚିମବଙ୍ଗ କଂସେଇଖାନାକୁ…
ଆଶାୟୀଙ୍କ ମଧ୍ୟରେ ହେଲାଣି ହଲ୍ଚଲ
କେନ୍ଦ୍ରାପଡ଼ା ଅଫିସ,୯।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷିତ ସ୍ଥାନ ତାଲିକା ଶୁକ୍ରବାର ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ ଜିଲାର ୩,୬୯୮ ୱାର୍ଡ ସଭ୍ୟ, ୨୪୯ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ,…
୧୩୩୨ ହିତାଧିକାରୀଙ୍କୁ ୫୯.୨୩ କୋଟି ଋଣ
ବାଲେଶ୍ୱର ଅଫିସ, ୯।୧୦: ବାଲେଶ୍ୱର ବ୍ରିଟ୍ କଲ୍ୟାଣ ମଣ୍ଡପଠାରେ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲାର ୧୩୩୨ଜଣ ହିତାଧିକାରୀଙ୍କୁ ବିଭିନ୍ନ ବ୍ୟାଙ୍କ ତରଫରୁ ୫୯.୨୩ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଛି। ଭାରତ ସରକାରଙ୍କ…
ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା
ବେତନଟୀ,୯।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରସ୍ଥିତ କୋଭିଡ୍ ଟିକାକରଣ କେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଭାଗୀୟ କର୍ମଚାରୀଙ୍କ ଢିଲା ନୀତି, ପ୍ରିୟା ପ୍ରୀତି ତୋଷଣ ମନୋବୃତ୍ତିକୁ ନେଇ ଏହି ଟିକାକରଣ କେନ୍ଦ୍ରରେ ବାରମ୍ବାର ଉତ୍ତେଜନା…
ପିଏମ୍ଇସି, ଜିଇସିରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର
ଭୁବନେଶ୍ୱର, ୯।୧୦(ବ୍ୟୁରୋ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ (ଏସଡିଟିଇ) ଅଧୀନରେ ଥିବା ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ (ପିଏମ୍ଇସି) ବ୍ରହ୍ମପୁର ଓ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିଇସି) କେଉଁଝରଠାରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ହେବ। ଏନେଇ ୱାଲର୍ଡ ସ୍କିଲ୍…
ତେଲେଙ୍ଗାନା: ହାଇଦ୍ରାବାଦରେ ପ୍ରବଳ ବର୍ଷା
ହାଇଦ୍ରାବାଦ,୯ ।୧୦: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଲାଗାଣ ବର୍ଷା ଫଳରେ ବନ୍ୟା ପରିସ୍ଥିତି ଉପୁଜିଛି । ଏଠାରେ ବିଳମ୍ବିତ ରାତିରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି । ଯାହା ଫଳରେ ରାସ୍ତା ଉପରେ ଆଣ୍ଠୁଏ ପାଣି ଚାଲିଥିବା…
ତାଓ୍ବାଙ୍ଗରେ ଭାରତ,ଚାଇନା ସୈନ୍ୟ ମୁହାଁମୁହିଁ
ନୂଆଦିଲ୍ଲୀ/ବେଜିଂ, ୯।୧୦: ଉତ୍ତରାଖଣ୍ଡରେ ଚାଇନା ସୈନ୍ୟ ଅନୁପ୍ରବେଶ କରିବା ଘଟଣାର ମାସକ ପରେ ଗତ ସପ୍ତାହରେ ପୁଣି ଥରେ ସେମାନେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି) ଅତିକ୍ରମ କରି ଅରୁଣାଚଳପ୍ରଦେଶରେ ଅନୁପ୍ରବେଶ କରିଥିଲେ। ତାଓ୍ବାଙ୍ଗରେ ଚାଇନା ସୈନ୍ୟଙ୍କ ସହ ଭାରତୀୟ ଯବାନ ମୁହଁାମୁହିଁ…
୩୨୬ ଗ୍ରାମକୁ ସୁନାମୀ ମୁକାବିଲା ଲାଗି ପ୍ରସ୍ତୁତ କରାଯିବ
ଭୁବନେଶ୍ୱର,୯।୧୦(ବ୍ୟୁରୋ):ବାତ୍ୟା, ବନ୍ୟା ଓ ବଜ୍ରପାତ ଆଦି ବିପର୍ଯ୍ୟୟ ପରିଚାଳନାରେ ନୂତନ ଅନ୍ତର୍ଜାତୀୟ ମାନଦଣ୍ଡ ହାସଲ କରିବା ପରେ ବର୍ତ୍ତମାନ ରାଜ୍ୟରେ ସୁନାମୀପ୍ରବଣ ଉପକୂଳ ଗ୍ରାମଗୁଡିକୁ ଏଥିଲାଗି ପ୍ରସ୍ତୁତ ନିମନ୍ତେ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର…
ପ୍ରମାଣ ଅଭାବରୁ ସବ୍ୟସାଚୀ, ଆଜାଦ୍ ଦୋଷମୁକ୍ତ
ନୟାଗଡ଼ ଅଫିସ,୯।୧୦:ନୟାଗଡ଼ ଜିଲାରେ ୨୦୦୮ରେ ମାଓବାଦୀ ଆକ୍ରମଣ ଘଟଣାରେ ଦଶପଲ୍ଲା ଥାନା ଅଞ୍ଚଳରୁ ନଡ଼ିଆ ଟ୍ରକ ଅପହରଣ ସମ୍ପର୍କରେ ରାୟ ଜିଲା ଦୌରାଜଜ୍ଙ୍କ କୋର୍ଟରେ ଶୁକ୍ରବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍ ରୂପଶ୍ରୀ ଚୌଧୁରୀ ଏହି ମାମଲାର ବିଚାର କରି ମାଓବାଦୀ…
ନନ୍ଦନକାନନରେ ପୁଣି ଗଡ଼ିଲା ଟୟ ଟ୍ରେନ୍
ବାରଙ୍ଗ,୯।୧୦(ଡି.ଏନ୍.ଏ.): ଦଶହରା ପାଇଁ ପର୍ଯ୍ୟଟକଙ୍କୁ ନୂଆ ଭେଟି ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଶୁକ୍ରବାର ୬୭ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପର୍ଯ୍ୟଟକଙ୍କ ପାଇଁ ବହୁ ପ୍ରତୀକ୍ଷିତ ସାଜିଥିବା ତଥା ଆକର୍ଷଣୀୟ ଓ ଆଧୁନିକୀକରଣରେ ଝଲସୁଥିବା ଶିଶୁ ରେଳଗାଡ଼ି(ଟୟଟ୍ରେନ)ର ଲୋକାର୍ପଣ କରିଛନ୍ତି…
ସପ୍ତାହକ ମଧ୍ୟରେ ଦ୍ୱିତୀୟଥର ଡାଉନ୍ ହେଲା ଇନଷ୍ଟାଗ୍ରାମ, ଫେସବୁକ
ନୂଆଦିଲ୍ଲୀ,୯ ।୧୦: ଇନଷ୍ଟାଗ୍ରାମ, ଫେସବୁକ ଆଦି ଡାଉନ ହେବାର ଏକ ସପ୍ତାହ ମଧ୍ୟରେ ଏହା ପୁଣିଥରେ ଡାଉନ୍ ହୋଇଛି । କେତେଜଣ ୟୁଜର୍ସ ଫଟୋ ଶେୟାରିଂ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି ପାରୁ ନାହାନ୍ତି । ରାତି ପ୍ରାୟ ୧୨ଟାରୁ…
Archives


