ମନେ ମନେ ମନ ଖୋଜୁଥିଲା
ନୂଆ ଓଡ଼ିଆ ସିନେମା ‘ମନେ ମନେ ମନ ଖୋଜୁଥିଲା’ ପରଦା ଉପରକୁ ଆସୁଛି। ଚଳିତ ମାସ ୮ ତାରିଖରେ ଏହି ଫିଲ୍ମଟି ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଏକ ଭିନ୍ନ ଧରଣର ଟିନ୍-ଏଜ୍ ପ୍ରେମ କାହାଣୀକୁ…
ଖଟାପ୍ରିୟ ପ୍ରିୟଙ୍କା
ପ୍ରିୟଙ୍କା ଚୋପ୍ରାଙ୍କୁ କ’ଣ ଖାଇବାକୁ ବେଶି ଭଲ ଲାଗେ ? ଏହି ପ୍ରଶ୍ନର ଉତ୍ତର ସେ ହିଁ ଦେଇପାରିବେ। ତାଙ୍କର ମନ ପସନ୍ଦର ଅନେକ ଖାଦ୍ୟ ତ ରହିଛି। ହେଲେ ଗୋଟିଏ ଖାଦ୍ୟ ଆଇଟମ୍କୁ ସେ କେବେ ନିଜ ଖାଦ୍ୟ ତାଲିକାରୁ…
ମୁଣ୍ଡଳି ଟ୍ରାଜେଡି: ଆସିଲା ହାତୀର ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ, ଏହି କାରଣରୁ ହୋଇଥିଲା ମୃତ୍ୟୁ
କଟକ ଅଫିସ,୭ା୧୦: ମୁଣ୍ଡଳି ଦନ୍ତାହାତୀ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମାନସିକ ଆଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏନେଇ…
କୁଲ୍ କୁଲ୍ ମହେଶ
ଦକ୍ଷିଣ ଭାରତୀୟ ସିନେମାର ଅନ୍ୟତମ ଲୋକପ୍ରିୟ ଅଭିନେତା ହେଉଛନ୍ତି ମହେଶ ବାବୁ। ତାଙ୍କ ଅଭିନୀତ ପ୍ରତ୍ୟେକ ଫିଲ୍ମରେ ତାଙ୍କର ଆକ୍ଟିଂର ଭିନ୍ନତା ଦେଖିବାକୁ ମିଳିଥାଏ। ତେବେ ପ୍ରତିଟି ଭୂମିକା ପାଇଁ ସେ କେତେ ସିରିୟସ ସେ ନେଇ ନିକଟରେ ସୂଚନା ଦେଇଛନ୍ତି।…
ନକଲି ବନ୍ଧୁକ ଧରି ଚୋରି କରିବାକୁ ଆସିଥିଲେ ଦୁର୍ବୃତ୍ତ, ନିର୍ଧୂମ ଛେଚିଲେ ଗ୍ରାମବାସୀ
ମାଲକାନଗିରି,୭ା୧୦(ଡି.ଏନ୍.ଏ.): ମାଲକାନଗିରି ଜିଲାର ପଦ୍ମଗିରି ପଞ୍ଚାୟତରେ ବୁଧବାର ବିଳମ୍ବିତ ରାତିରେ ସୀମାନ୍ତ ଛତିଶଗଡ଼ ରାଜ୍ୟର କିଛି ଚୋର ଗାଁକୁ ଚୋରି କରିବା ଉଦ୍ଦେଶ୍ୟରେ ପଶି ଆସିଥିଲେ। ଚୋରମାନେ ପଦ୍ମଗିରି ଗ୍ରାମରେ ପଶି ଚୋରି କରିବାକୁ ଯାଉଥିବା ବେଳେ ଗ୍ରାମର କିଛି ଲୋକ…
୧୫୨.୯୫ କିମି ପ୍ରତି ଘଣ୍ଟା: ଜାଣନ୍ତୁ ସବୁଠାରୁ ଦ୍ରୁତ ବୋଲିଂ କରି ଚର୍ଚ୍ଚାରେ ଥିବା ଉମ୍ରାନ୍ କିଏ, କୋହଲି ବି ଏବେ…
ଆବୁଧାବି,୭।୧୦: ରାତାରାତି ଖେଳାଳିଙ୍କ ଭାଗ୍ୟ ବଦଳାଇଥାଏ ଆଇପିଏଲ୍। ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ। ଅନେକ ଯୁବ କ୍ରିକେଟର ଏହି ପ୍ଲାଟଫର୍ମରୁ ନିଜର କ୍ୟାରିୟର ଆରମ୍ଭ କରି ଏବେ ଦୁନିଆର ଶ୍ରେଷ୍ଠ ଖେଳାଳି ଭାବେ ପରିଗଣିତ ହେଉଛନ୍ତି। ଏଭଳି କିଛି ଘଟିଛି…
ପୋଲିସ ରୋଲ୍ ପାଇଁ…
ଥିଏଟର ଅଭିନେତା ପୃଥ୍ବୀରାଜ ଆଚାର୍ଯ୍ୟଙ୍କ ଖୁସି କହିଲେ ନ ସରେ। କାରଣ ଯେଉଁଭଳି ଭୂମିକାଟିଏ ସେ ଖୋଜୁଥିଲେ ତାହା ତାଙ୍କୁ ମିଳିଯାଇଛି। ଚଳଚ୍ଚିତ୍ରଟି ହେଲା ପିନୁ ନାୟକଙ୍କ ନିର୍ଦ୍ଦେଶିତ ‘ଲଗାମ୍’। କଥା କ’ଣ କି ରିଲିଜ ଅପେକ୍ଷାରେ ଥିବା ଏହି ଫିଲ୍ମରେ…
ମୃତ ବ୍ୟକ୍ତିଙ୍କ ନାଁରେ ୧.୧୮ କୋଟି ଟଙ୍କା ଚଳୁ କରିଦେଲେ ଏଲ୍ଆଇସି ଏଜେଣ୍ଟ୍
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଫସିଛନ୍ତି ଜଣେ ଏଲ୍ଆଇସି ଏଜେଣ୍ଟ। ୪ ମୃତ ବ୍ୟକ୍ତିଙ୍କ ନାଁରେ ଏଜେଣ୍ଟ ଜଣକ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି। ଏହି…
ବିଗ୍ବସ୍-୧୫ର ନୂଆ ପ୍ରେମ ପକ୍ଷୀ
ବମ୍ବେ: ବିଗ୍ବସ୍ ୧୫ ଘରେ ବୋହିଲାଣି ପ୍ରେମର ପବନ। ଗତ କିଛି ଦିନ ଧରି ପ୍ରତିଯୋଗୀ ପ୍ରତୀକ ସେହଜପାଲ ଏବଂ ଗାୟିକା ଅକାଶା ସିଂହଙ୍କ ମଧ୍ୟରେ ନୂଆ ସମ୍ପର୍କ ଆରମ୍ଭ ହୋଇଛି। ଅକାଶା ନିଜର ମନ କଥା ଘରର ଅନ୍ୟ ସଦସ୍ୟଙ୍କ…
ସଙ୍ଗୀତ ନିଶାରେ ସସ୍ମିତା
କଣ୍ଠଶିଳ୍ପୀ ସସ୍ମିତା ମହାପାତ୍ର । ଭଜନ, ଆଲବମ୍ରେ କଣ୍ଠଦାନ କରିବା ପରେ ଏବେ ବଡ଼ ପରଦା ପାଇଁ ଗାଇବାକୁ ଯାଉଛନ୍ତି। ଅର୍ଥାତ୍ ଏବେ ୨-୩ଟି ନୂଆ ଓଡ଼ିଆ ସିନେମା ଲାଗି ଗୀତ ଗାଇବାକୁ ଯାଉଛନ୍ତି ସେ । ଏ ନେଇ ସେ…
ମୁଁ କେବଳ ନାମକୁ ମାତ୍ର ନବାବ, ସବୁ ଟଙ୍କା ତ ମା’ ରଖନ୍ତି
ବଲିଉଡ୍ ଅଭିନେତା ସୈଫ ଅଲ୍ଲୀ ଖାନ୍ ଫିଲ୍ମ ‘ଭୁତ ପୋଲିସ୍’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏବେ ଫିଲ୍ମର ପ୍ରମୋଶନ ପାଇଁ ସେ ଏବେ ବ୍ୟସ୍ତ ଅଛନ୍ତି। ଫିଲ୍ମରେ ସେ ଲିଡ୍ ରୋଲ୍ରେ ନଜର ଆସିଛନ୍ତି। ତାଙ୍କ ସହ ଅର୍ଜୁନ କପୁର, ୟାମୀ…
ଆଜିଠୁ ବିଇଡି ,ସିଟି ପାଠ୍ୟକ୍ରମ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆରମ୍ଭ
ଭୁବନେଶ୍ବର, ୭।୧୦(ବ୍ୟୁରୋ) : ବିଇଡି ଓ ସିଟି ପାଠ୍ୟକ୍ରମ ନାମଲେଖା ପାଇଁ ଗୁରୁବାର ଠାରୁ ଆରମ୍ଭ ହୋଇଛି ପ୍ରବେଶିକା ପରୀକ୍ଷା। ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଥିବା ଏହି ପରୀକ୍ଷା ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ଗୁରୁବାର ଏବଂ ଶୁକ୍ରବାର ପ୍ରବେଶିକା ପରୀକ୍ଷା…
Archives


