ବଳଦ ବିନା ବଳଦଯାତ୍ରା
ଭୁବନ, ୭।୧୦: ମେଲାଣି ନେଉଥିବେ ଜଗଜ୍ଜନନୀ, ଅଥଚ ସାଥିରେ ନ ଥିବେ ପରମ୍ପରାର ବାହକ ବଳଦ। ସୁସଜ୍ଜିତ ବଳଦ ବିନା ସରିବ ମା’ ଦୁର୍ଗାଙ୍କ ଭସାଣି। କରୋନା କଟକଣା ପାଇଁ ଦୁଇବର୍ଷ ହେଲା ପଶୁ-ମଣିଷ ସମ୍ପର୍କର ମୂକସାକ୍ଷୀ ଭୁବନର ଐତିହାସିକ ବଳଦଯାତ୍ରା…
‘କୋହଲିଙ୍କ ପ୍ରକୃତ ରୂପ ମୁଁ ଜାଣିଛି’
ନିକଟରେ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କର ଏକ ଭିନ୍ନ ଶୈଳୀ ଦେଖିବାକୁ ମିଳିଛି। ସେ ତାଙ୍କ କ୍ରିକେଟର ସ୍ବାମୀଙ୍କ ପାଇଁ ଫଟୋଗ୍ରାଫର ସାଜିଛନ୍ତି। ଅନୁଷ୍କାଙ୍କ ଏହି ଲୁକ ଏକ ଫୋନର ବିଜ୍ଞାପନ ସମୟରେ ଦେଖିବାକୁ ମିଳିଛି। ବିଜ୍ଞାନରେ ଅଭିନୟ କରିବା ସମୟରେ ଅନୁଷ୍କା…
ଆଜି କରୋନା ନେଲା ୭ ଜୀବନ
ଭୁବନେଶ୍ୱର,୭।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୩୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ସୁବର୍ଣ୍ଣରେଖାରେ ବାରମ୍ବାର ବନ୍ୟା; ଖରିଫ ଧାନଚାଷ ବ୍ୟାପକ କ୍ଷତି
ଜଳେଶ୍ୱର, ୭ା୧୦(ଡି.ଏନ.ଏ.)-ଉତ୍ତର ବାଲେଶ୍ୱର ସହିତ ପଶ୍ଚିମବଙ୍ଗର ଉଦ୍ବୃତ୍ତ ବର୍ଷାପାଣି ଜଳେଶ୍ୱର, ଭୋଗରାଇ, ବାଲିଆପାଳର ବିସ୍ତୀର୍ଣ୍ଣ ଅଞ୍ଚଳ ଜଳମଗ୍ନ କରିଥିଲା। ସେହିପରି ସୁବର୍ଣ୍ଣରେଖା ନଦୀରେ ବାରମ୍ବାର ବନ୍ୟା ଦେଖାଦେବାରୁ ତଳିଆ ଅଞ୍ଚଳରେ ଦୀର୍ଘଦିନ ପାଣି ଜମିରହିଥିଲା। ଫଳରେ ଖରିଫ ଧାନଚାଷରେ ବ୍ୟାପକ କ୍ଷତି…
ସାହସୀ କ୍ୟାଟ୍ରିନା
ସତରେ କ୍ୟାଟ୍ରିନାଙ୍କ ସାହସକୁ ମାନିବାକୁ ପଡ଼ିବ। ଯେଉଁ ଶଟ୍ ପାଇଁ ଷ୍ଟଣ୍ଟ ମ୍ୟାନ୍ ଆବଶ୍ୟକ ହେଉଥିଲା, ସେପରି ରିସ୍କ ସେ ନିଜେ ନେଇଥିଲେ। କେବଳ ସେତିକି ନୁହେଁ, ସାହସର ସହ ଶଟ୍ ଦେବାକୁ ଆଗେଇ ଆସିଥିଲେ। ଅବଶ୍ୟ ଏଥିପାଇଁ ୩-୪ଥର କଟ୍…
ପ୍ରବଳ ରାଗିଗଲେ କୋହଲି: ଦେଖିନ୍ତୁ ଭିଡିଓ
ଆବୁଧାବି,୭।୧୦: ବୁଧବାର ଖେଳାଯାଇଥିବା ଆଇପିଏଲର ଏକ ମ୍ୟାଚରେ ରୋମାଞ୍ଚକର ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୪ ରନରେ ପରାସ୍ତ କରିଛି। ପରେ ବିରାଟ କୋହଲି ନିଜ ଦଳର ବୋଲରଙ୍କ ଉପରେ ରାଗିଥିବାର ନଜର ଆସିଛନ୍ତି। ମ୍ୟାଚର ଗୁରୁତ୍ୱପୂର୍ଣ୍ଣ…
କୋହଲିଙ୍କୁ ନେଇ ପାରସ୍ପରିକ ଝଗଡା କଲେ ଭାରତ-ପାକିସ୍ତାନର ଦୁଇ ଖେଳାଳି
ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୪ରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦ ବିଶ୍ୱକପ ମ୍ୟାଚ ଖେଳାଯିବ। ଏହି ହାଇ ପ୍ରୋଫାଇଲ ମ୍ୟାଚ ପୂର୍ବରୁ ଭାରତ ଏବଂ ପାକିସ୍ତାନର କ୍ରିକେଟରମାନେ ପରସ୍ପର ସହ ଆରୋପ-ପ୍ରତ୍ୟାରୋପ କରୁଥିବା ଦେଖିବାକୁ ମିଳିଛି। ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର…
ଆଜି ରାଜ୍ୟରେ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ଅଛନ୍ତି। ଏହି ୫୮୨ ଜଣଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୪୫ଟି…
ଆଇପିଏଲ୍ରେ ଇତିହାସ ରଚିଲେ ଏହି ବୋଲର୍
ଦୁବାଇ,୭।୧୦:ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପେସର୍ ହର୍ଷଲ ପଟେଲ ଆଇପିଏଲ -୨୦୨୧ରେ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଏପର୍ଯ୍ୟନ୍ତ ଏକ ଲିଗ ସିଜନରେ ସର୍ବାଧିକ ଉଇକେଟ ନେଇଛନ୍ତି। ସେ ଟିମ ଇଣ୍ଡିଆର ଷ୍ଟାର୍ ପେସର୍ ଜସପ୍ରିତ୍ ବୁମ୍ରାଙ୍କୁ ପଛରେ ପକାଇଛନ୍ତି। ଆବୁଧାବିର…
୧କି.ଗ୍ରା. ବ୍ରାଉନ୍ସୁଗାର, ୨୫ଲକ୍ଷ ଜବତ କଲା ଏସ୍ଟିଏଫ୍
ଜଳେଶ୍ୱର, ୭।୧୦(ଡି.ଏନ.ଏ.): ପଶ୍ଚିମବଙ୍ଗରୁ ବିପୁଳ ପରିମାଣ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଚୋରାଚାଲାଣ ହେଉଛି। ପରବର୍ତ୍ତୀ ସମୟରେ ସେଠାରୁ ଅନ୍ୟ ସ୍ଥାନକୁ ଚାଲାଣ ହେଉଛି। ବୁଧବାର ଏସ୍ଟିଏଫ୍ର ଏକ ଟିମ୍ ୬୦ନଂ. ଜାତୀୟ ରାଜପଥ ଜମାଳପୁର ବାଇପାସ୍ଠାରେ ଜଣେ ଯୁବକଙ୍କୁ ଗିରଫ…
ବେଆଇନ ଗଞ୍ଜେଇ ଚାଷ ବନ୍ଦ କର: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ବେଆଇନ ଗଞ୍ଜେଇ ଚାଷ ବନ୍ଦ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରେ ବୁଧବାର ଅନୁଷ୍ଠିତ ଏକ ବୈଠକରେ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର…
୨.୨୧ କୋଟିର ଚାଉଳ ଆତ୍ମସାତ୍
ଯାଜପୁର ଅଫିସ,୭।୧୦:ରାଜ୍ୟର ଯାଜପୁର ଜିଲା ସମେତ ଭଦ୍ରକ, ଗଞ୍ଜାମ ଓ ନବରଙ୍ଗପୁର ଜିଲାର ୨୩ ଜଣ ଯୋଗାଣ ବିଭାଗ ଅଧିକାରୀ ୨ କୋଟି ୨୧ ଲକ୍ଷ ୪୬ ହଜାର ୯୪୮ ଟଙ୍କାର ସରକାରୀ ଚାଉଳ ଆତ୍ମସାତ୍ କରିଛନ୍ତି। ସ୍ବତନ୍ତ୍ର ଅଡିଟ୍ ରିପୋର୍ଟରେ…
Archives


