ପ୍ରେମ ପାଇଁ ସବୁ ସୀମା ପାର୍ କରିଥିଲେ ଏହି ପ୍ରସିଦ୍ଧ ବୋଲର୍
ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ଆଜି ୪୩ ବର୍ଷରେ ପଦାର୍ପଣ କରିଛନ୍ତି। ଜାହିର ୯ ଅକ୍ଟୋବର ୧୯୭୮ରେ ମହାରାଷ୍ଟ୍ରର ଶ୍ରୀରାମପୁର ସହରରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ। ମହାରାଷ୍ଟ୍ରର ଏକ ଛୋଟ ସହରରୁ ଆସି ସେ ଭାରତର…
ତୃତୀୟ ଲିଙ୍ଗୀଙ୍କୁ ମିଳିବ ସମାନ ସୁବିଧାସୁଯୋଗ
ଭୁବନେଶ୍ୱର,୭।୧୦(ବ୍ୟୁରୋ):ତୃତୀୟ ଲିଙ୍ଗୀ(କିନ୍ନର)ମାନେ କୌଣସି କ୍ଷେତ୍ରରେ ଅବହେଳିତ ହେବେ ନାହିଁ। ସେମାନଙ୍କୁ ଅନ୍ୟମାନଙ୍କଠାରୁ ବାଛବିଚାର କରାଯିବ ନାହିଁ। ବିଭିନ୍ନ କ୍ଷେତ୍ରରେ ଅନ୍ୟମାନଙ୍କ ଭଳି କିନ୍ନରମାନଙ୍କୁ ସମାନ ସୁବିଧାସୁଯୋଗ ଦେବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ବୁଧବାର ସାମାଜିକ ସୁରକ୍ଷା…
ଏହି ଗୁମ୍ଫାରେ ଆଜି ବି ରହିଛି ରାବଣଙ୍କ ମୃତଦେହ, ରହସ୍ୟ ଜାଣିଲେ…
ରାମାୟଣ ସମ୍ବନ୍ଧୀୟ ରହସ୍ୟ ବିଷୟରେ ଜାଣିବାକୁ ସମସ୍ତଙ୍କର ଆଗ୍ରହ ଥାଏ। ବିଶ୍ୱାସ କରାଯାଏ, ଆଜି ମଧ୍ୟ ଶ୍ରୀଲଙ୍କାରେ ରାମାୟଣ ଏବଂ ଭଗବାନ ରାମଙ୍କ ସହ ଜଡ଼ିତ ଅନେକ ଚିହ୍ନ ଏବଂ ପ୍ରମାଣ ରହିଛି। ଯାହା ବିଷୟରେ ସମସ୍ତେ ଜାଣିବାକୁ ଚାହାନ୍ତି। ନବରାତ୍ରିର…
ଜଙ୍ଗଲରୁ ମିଳିଲା ନରକଙ୍କାଳ
ବଡବିଲ,୭।୧୦:(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ଗନ୍ଧଲପଦା ଗ୍ରାମ ଜଙ୍ଗଲରୁ ଏକ ନରକଙ୍କାଳକୁ ପୋଲିସ ମଙ୍ଗଳବାର ଜବତକରି ବ୍ୟବଚ୍ଛେଦ ନିମନ୍ତେ କଟକସ୍ଥିତ ଏଫ୍ଏମଟି (ଫରେନସିକ ମେଡିସିନ ଟକ୍ସିକୋଲୋଜି) ବିଭାଗକୁ ପଠାଇଛି। ଏ ନେଇ ପୋଲିସ ଏକ ମାମଲା (ନଂ.୮/୨୦୨୧) ରୁଜୁ…
ପୁରୁଣା ଢାଞ୍ଚାରେ ହେବ ଏନ୍ଇଇଟି-ଏସ୍ଏସ୍ ପରୀକ୍ଷା
ନୂଆଦିଲ୍ଲୀ, ୭।୧୦: ସୁପ୍ରିମକୋର୍ଟଙ୍କ ଚାପ ଫଳରେ କେନ୍ଦ୍ର ସରକାର ନଭେମ୍ବରରେ ହେବାକୁ ଥିବା ଏନ୍ଇଇଟି ସୁପର ସ୍ପେଶିଆଲିଟି ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରିଛନ୍ତି। ପୁରୁଣା ପ୍ରଶ୍ନ ଢାଞ୍ଚାରେ ଏଥର ପରୀକ୍ଷା କରାଯିବ ବୋଲି ବୁଧବାର କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତଙ୍କୁ କହିଥିବାରୁ…
୨୫ କିଲୋମିଟର ପାଇଁ ସରକାରୀ ହେଲିକପ୍ଟର ବ୍ୟବହାର କରି ବିବାଦରେ ଚନ୍ନି
ଚଣ୍ଡିଗଡ଼,୭ ।୧୦: ଏବେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସମସ୍ତଙ୍କ ନଜରରେ ଥିବା ବେଳେ ହଠାତ୍ ବିବାଦ ମଧ୍ୟକୁ ଚାଲି ଆସିଛନ୍ତି । ଫଳ ସ୍ୱରୂପ ଏହାର ସଫେଇ ଦେବାକୁ ପଡିଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ । ନିକଟରେ ଚନ୍ନି କେନ୍ଦ୍ର…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ ଅନେକ ଆହତ
ବାରାବାଙ୍କି,୭ ।୧୦: ବାରାବାଙ୍କି ଥାନା ଅଞ୍ଚଳର କିଷାନ ପଥରେ ବାବୁରିୟା ଗାଁ ନିକଟରେ ଗୁରୁବାର ସକାଳ ପ୍ରାୟ ୪ଟା ୪୫ରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଓ ବସ୍ ମୁହାଁ ମୁହିଁ ଧକ୍କା ହେବା ଫଳରେ ଘଟଣା…
ପୋତାଯାଇଥିବା ବିପୁଳ ବିସ୍ଫୋରକ ଜବତ
ଚଢ଼େଇଧରା,୭।୧୦(ଡି.ଏନ.ଏ.): ଯାଜପୁର ଜିଲା ଜେନାପୁର ଥାନା ଅଧୀନ ଗଙ୍ଗେଇଡୁବୁରୀ(ଲୁଣିବେର) କଳାପଥର ଖଣିଠାରୁ କିଛି ଦୂରରେ ପୋତା ଯାଇଥିବା ବିପୁଳ ବିସ୍ଫୋରକକୁ ବୁଧବାର ରାତିରେ ଜବତ କରାଯାଇଛି। ଏକ ପଡ଼ିଆରେ ବିସ୍ଫୋରକ ପୋତା ଯାଇଥିବା ଖବର ପାଇ ଜେନାପୁର ଥାନାଧିକାରୀ ଶ୍ରବଣ କୁମାର…
ଭାରତର ଭୟଙ୍କର ଜଙ୍ଗଲ, ଦେଖିଲେ…
ଭାରତ ଏହାର ସଂସ୍କୃତି, ସଭ୍ୟତା ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ବିଶ୍ୱ ପ୍ରସିଦ୍ଧ। ଭାରତରେ ଅନେକ ବଡ଼ ବଡ଼ ଜଙ୍ଗଲ ରହିଛି। ଏହି କାରଣରୁ ଭାରତକୁ ସବୁଜ ସୁନ୍ଦର ଦେଶ କୁହାଯାଏ। ଏହା ବ୍ୟତୀତ ଭାରତରେ କିଛି ବିପଜ୍ଜନକ ଜଙ୍ଗଲ ବି…
ବିଲିୟନ ଡଲାର କମ୍ପାନୀ ଗଢ଼ିଲେ ଓଡ଼ିଆ ପୁଅ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆଇଆଇଟି ମାଡ୍ରାସରେ ପଢ଼ାପରେ ବିଦେଶରେ ଏକ ଭଲ ପ୍ୟାକେଜରେ ଚାକିରି ପାଇଥିଲେ। ହେଲେ ନିଜେ କିଛି କରି ଦେଖାଇବାର ଇଚ୍ଛା ତାଙ୍କ ମନକୁ ସବୁବେଳେ ଆନ୍ଦୋଳିତ କରୁଥିଲା। ଆମେରିକାର ମୋଟା ଅଙ୍କର ଦରମା ଛାଡ଼ି ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେ। ଆଉ…
ପୁଅକୁ ନିର୍ଦ୍ଦୋଷ କହିଲେ ବାପା
ରାଉରକେଲା ଅଫିସ, ୭।୧୦: ସମୁଦ୍ର ଭିତରେ କ୍ରୁଜ ଜାହାଜରେ ଚାଲିଥିବା ଡ୍ରଗ୍ସ ପାର୍ଟି ମାମଲାରେ ରାଉରକେଲାର ୨ଯୁବକଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ଗିରଫ କରିଛି। ସେମାନେ ହେଲେ ସିଭିଲଟାଉନଶିପ କ୍ୱାର୍ଟର୍ସ ନଂ. ପି ୨୧ରେ ବାସ କରୁଥିବା ଅଭିନ ସାହୁ(୩୦)…
୨ ଲକ୍ଷ ଟଙ୍କା ପାଇଁ ମହିଳାଙ୍କୁ ନିର୍ଯାତନା
ନିମାପଡ଼ା,୭।୧୦(ଡି.ଏନ୍.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ଗୁହାଳପଡ଼ା ଗ୍ରାମରେ ଜଣେ ମହିଳାଙ୍କୁ ୨ଲକ୍ଷ ଟଙ୍କା ଯୌତୁକ ଆଣିବାକୁ କହି ଶାଶୁଘର ଲୋକେ ନିର୍ଯାତନା ଦେଉଥିବା ନେଇ ବୁଧବାର ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ପୋଲିସ ମହିଳାଙ୍କ ସ୍ବାମୀ, ଶ୍ୱଶୁର, ନଣନ୍ଦଙ୍କ ବିରୋଧରେ ଏକ ମାମଲା(ନଂ.୩୪୮/୨୧)…
Archives


