ନିର୍ବାଚନରେ ଜିତିଲେ ମାଗଣାରେ ୨ ଏଲପିଜି ସିଲିଣ୍ଡର, ଛାତ୍ରୀଙ୍କୁ ସ୍କୁଟି ଦେବ ଭାଜପା
ଇମ୍ଫାଲ,୧୭ ।୨: ମଣିପୁର ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ ଦିନ ବାକି ରହିଛି । ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେ ପି ନଡ୍ଡା ଭାଜପାର ଘୋଷଣା ପତ୍ର ଜାରି କରିଛନ୍ତି । ସେ କହିଛନ୍ତି ସମସ୍ତଙ୍କୁ ଜଣା ମଣିପୁର…
୨୦୧୯ରୁ ନିଖୋଜ ଥିବା ନାବାଳିକା ମିଳିଲେ ସିକ୍ରେଟ୍ ରୁମ୍ରୁ
ନ୍ୟୁୟର୍କ,୧୭।୨: ପ୍ରାୟ ୩ ବର୍ଷ ହେଲା ନିଖୋଜ ଥିବା ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ଘରର ସିଡି ତଳେ ଥିବା ଏକ ସିକ୍ରେଟ୍ ରୁମ୍ରୁ ଲୁଚିଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ଏଭଳି ଘଟଣା ସାମ୍ନାକୁ ଆସିଛି ଆମେରିକାର ନ୍ୟୁୟର୍କ ଷ୍ଟେଟ୍ରୁ। ପାଇସ୍ଲି…
ରିଲିଜ ହେଲା ଶୋ’ ଲକଅପର ଧମାକାଦାର ଟ୍ରେଲର
ମୁମ୍ବାଇ: ନିଜର ବେକାବୁ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ବଲିଉଡ ପଙ୍ଗା ଗର୍ଲ କଙ୍ଗନା ରାନାୱତ ଏବେ ତାଙ୍କ ନୂଆ ଶୋ’କୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । ସବୁ ପ୍ରସଙ୍ଗକୁ ନେଇ ସେ ଅନେକ ସମୟରେ ନିଜର ମତ ରଖିଥାଆନ୍ତି…
ୟୁକ୍ରେନରେ ଫସିରହିଥିବା ୧୮ହଜାର ଭାରତୀୟଙ୍କୁ ଫେରାଇ ଆଣିବାକୁ ଅଣ୍ଟା ଭିଡ଼ିଲେ ସରକାର: ବିମାନ ଉଡାଣ ଉପରୁ ହଟାଇଲେ ପ୍ରତିବନ୍ଧକ
ନୂଆଦିଲ୍ଲୀ,୧୭।୨: ରୁଷ ଓ ୟୁକ୍ରେନ ମଧ୍ୟରେ ଲାଗିରହିଥିବା ବିବାଦ ଭାରତର ଚିନ୍ତା ବଢ଼ାଇ ଦେଇଛି। ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କ ସୁରକ୍ଷାକୁ ନେଇ ଭାରତରେ ଥିବା ସେମାନଙ୍କ ପରିବାରର ଏବେ ଚିନ୍ତିତ ଅଛନ୍ତି। ଯେଉଁଥିପାଇଁ ସରକାର ଏବେ ଏକ ବଡ଼ ପଦକ୍ଷେପ…
ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା, ଗଣିବାକୁ ଦରକାର ପଡ଼ିଲା ମେଶିନ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଭିଜିଲାନ୍ସ ଇତିହାସରେ ରେକର୍ଡ। ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା ପାଲଟି ଯାଇଛନ୍ତି। କାକଟପୁର ଚାରିଛକରେ କାର୍ଯ୍ୟରତ ଡାକ୍ତର ସୁକାନ୍ତ ଜେନା ଗିରଫ ହୋଇଛନ୍ତି। ଲାଞ୍ଚ ନେବା ବେଳେ ଧରାପଡ଼ିବା ପରେ ଡାକ୍ତରଙ୍କ କଳାଟଙ୍କାର ଗୁମର ଫିଟିଛି। ଭୁବନେଶ୍ୱର…
ଖୋଲୁଛି ରସିକିଆ ନକଲି ଡାକ୍ତରଙ୍କ ଗୁମର
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ଏମବିବିଏସ୍ ନୁହଁ ବରଂ ଏହି ରସିକିଆ ଡାକ୍ତର ମାଟ୍ରିକ ଫେଲ୍ ହୋଇଥିବା ତଦନ୍ତ ବେଳେ ଜାଣିବାକୁ ପାଇଛି ପୋଲିସ। ରମେଶଙ୍କ ସମ୍ପର୍କୀୟଙ୍କୁ ପଚରାଉଚରା ପରେ ଏ…
ଗାଁରେ ପଶିଲା ଦନ୍ତା
ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଗପୋ ଗାଁରେ ଏକ ଦନ୍ତାହାତୀକୁ ଆଜି ସକାଳୁ ଦେଖିବାକୁ ମିଳିଛି। ଶିମିଳିପାଳରୁ ଏକ ହାତୀ ମୟୂରଭଞ୍ଜ ମଧ୍ୟ ଦେଇ ଜଳେଶ୍ୱର ମଧ୍ୟକୁ ପଶିଛି। ଖାଦ୍ୟ ପାଇଁ ହାତୀଟି ଗାଁ ଭିତରକୁ ପଶିଛି ବୋଲି…
ଜୟଦେବ ବିହାର ଓଭର ବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଲେ ଯୁବକ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜଧାନୀର ଜୟଦେବ ବିହାର କଳିଙ୍ଗ ଷ୍ଟାଡିୟମ ଗେଟ୍ ସମ୍ମୁଖ ଓଭରବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଲେ ଜଣେ ଯୁବକ। ଓଭର ବ୍ରିଜ୍ ଉପରେ ବାଇକ ଥିବାବେଳେ ତଳେ ସେ ତଳକୁ ଖସି ପଡ଼ିଥିଲେ। ଯୁବକ ଜଣଙ୍କ ରସୁଲଗଡ ପଟୁ ବରମୁଣ୍ଡା…
ରାଜନୈତିକ ହିଂସା: ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ
ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ କରୁଆ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, କରୁଆ ପଞ୍ଚାୟତର ୫ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର ପ୍ରାର୍ଥୀ ବୃନ୍ଦାବନ ଦାସ ବୁଧବାର ବିଳମ୍ବିତ ରାତିରେ…
ସ୍ବପ୍ନ ସାକାର କରିବା ଦିଗରେ ଆଉ ପାଦେ ଆଗେଇଲେ
ନୂଆଦିଲ୍ଲୀ,୧୭।୨: ଚଳିତ ସପ୍ତାହରେ ଆଇପିଏଲ୍ କଣ୍ଟ୍ରାକ୍ଟ ପାଇଥିବା ୧୯ ବର୍ଷରୁ କମ୍ ବିଶ୍ୱକପ୍ ଚାମ୍ପିୟନ ଦଳର ଅଧିନାୟକ ୟଶ ଧୂଲ ନିଜ ସ୍ବପ୍ନକୁ ସାକାର କରିବା ଦିଗରେ ଆଉ ପାଦେ ଆଗେଇଛନ୍ତି। ୧୮ ମାସ ମଧ୍ୟରେ ଜାତୀୟ ଦଳ ପାଇଁ ଖେଳିବାକୁ…
ମାଓବାଦୀ ଭୟ: ସ୍ଥାନାନ୍ତର ହେଲା ୩ ବୁଥ୍
ମାଲକାନଗିରି, ୧୭।୨(ଡି.ଏନ.ଏ.): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏହାକୁ ଦୃଷ୍ଟିରେ ରଖି ମାଓବାଦୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୁରକ୍ଷା ଦୃଷ୍ଟିକୋଣରୁ ମାଲକାନଗିରି ଜିଲାର କରୁକୋଣ୍ଡା ବ୍ଲକର ୩ଟି…
ବୁଥ୍ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ
ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି ପୋଲିସ। ଏଥିରେ ଧର୍ମଶାଳା ବ୍ଲକର ଦେଓଦା ବୁଥ୍ ନମ୍ବର ୬ ଓ ୭ ବୁଥ୍…

