Home Left

ଏଥର ବିନା ଭକ୍ତରେ ଗଡ଼ିବ ମା’ ବିରଜାଙ୍କ ରଥ, ମନ୍ଦିର ଚାରିପଟେ ଲାଗିବ ୧୪୪ ଧାରା

ଯାଜପୁର ଅଫିସ, ୫।୧୦: ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ହେଁ ସମ୍ପୂର୍ଣ୍ଣ ଭାବେ ଏହା ଉପରେ ରୋକ ଲଗାଯାଇପାରିନାହିଁ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଦୁର୍ଗା ପୂଜାରେ ମା’ ବିରଜାଙ୍କ ରଥ ବିନା ଭକ୍ତରେ ଗଡ଼ିବ। ୯ ଦିନ ବ୍ୟାପି…

ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକଙ୍କୁ କଡ଼ା ତାଗିଦ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ କଡ଼ା ତାଗିଦ କରିଛି। ଗତ ଅଗଷ୍ଟ ମାସରେ ପଦୋନ୍ନତି ପାଇଥିବା ବେଳେ ଅନେକ ଏବେ ବି ଯୋଗଦେଇ ନାହାନ୍ତି। ତେଣୁ ଆସନ୍ତା ୮ ତାରିଖ ସୁଦ୍ଧା ନୂତନ ସ୍ଥାନରେ କାର୍ଯ୍ୟରେ ଯୋଗ…

ଭାରତର ଏହି ଖେଳାଳି ପର୍‌ଫେକ୍ଟ ଟି-୨୦ କ୍ରିକେଟର: ମାଇକେଲ ଭନ

ନୂଆଦିଲ୍ଲୀ,୫।୧୦: ଭାରତୀୟ ଅଲରାଉଣ୍ଡରଙ୍କ ପ୍ରଶଂସାରେ ଶତମୁଖ ହେଲେ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନ। ନିଜ ଟୁଇଟ୍‌ରେ ଭାରତୀୟ ଦଳକୁ କଟାକ୍ଷ କରିଆସୁଥିବା ଭନ ଏବେ ନିଜର ସ୍ବର ବଦଳାଇଛନ୍ତି। ଆଇପିଏଲ୍‌ ୨୦୨୧ରେ ଚମତ୍କାର ପ୍ରଦର୍ଶନକୁ ନେଇ ସେ ତାରକା ଅଲରାଉଣ୍ଡର…

ଜବତ ହେଲା ଗଞ୍ଜେଇ ବେପାରୀଙ୍କ ୩ କୋଟି ସମ୍ପତ୍ତି

କଟକ ଅଫିସ,୫ା୧୦: ଗତ ଫେବୃୟାରୀ ୧ ତାରିଖରେ ଓଡ଼ିଶା ପୋଲିସ ୧୪ ଶହ କେଜି ଗଞ୍ଜେଇ ଜବତ କରିବା ସହ ୧୧ଜଣଙ୍କୁ ଗିରଫ କରିଥିଲା । ପରେ ସେମାନଙ୍କୁ ଗିରଫ କରି ଜେଲ ପଠାଯାଇଥିଲା। ଏବେ ନିଶା ମାଫିଆଙ୍କ ଲାଭବାନ ସମ୍ପତ୍ତିକୁ…

କର ବା ମର ମ୍ୟାଚ୍‌ରେ ପ୍ରଥମେ ବୋଲିଂ କରିବ ମୁମ୍ବାଇ

ଶାରଜା,୫।୧୦: ନିଶ୍ଚିତ ବିଜୟ ଦରକାର କରୁଥିବା ମୁମ୍ବାଇ ଇଣ୍ଡିଆନ୍ସ ଦଳର ଅଧିନାୟକ ରୋହିତ ଶର୍ମା ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ ଲାଗି ମୁମ୍ବାଇ ଦୁଇଟି ପରିବର୍ତ୍ତନ ସହ ଓହ୍ଲାଇଛି। ଉଇକେଟକିପର…

ଏହି ଦେଶର ମିସ୍‌ ୱାର୍ଲଡ ମୁକୁଟ ପିନ୍ଧିଲେ…

ନୂଆଦିଲ୍ଲୀ: ମିସ୍‌ ୱାର୍ଲଡ ଆମେରିକା -୨୦୨୧ର ମୁକୁଟ ପାଇଁ ଜଣେ ଭାରତୀୟ-ଆମେରିକୀୟ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ହେଲେ  ଶ୍ରୀସାଇନି।  ଭାରତରେ ଜନ୍ମ ହୋଇଥିଲେ ମଧ୍ୟ  ସେ ଆମେରିକାରେ ରହିଆସୁଛନ୍ତି।  ଲସ୍‌ ଆଞ୍ଜେଲସ୍‌ସ୍ଥିତ ମିସ୍‌ ୱାର୍ଲଡ ଆମେରିକା ମୁଖ୍ୟାଳୟଠାରେ  ଡାଏନା ହେଡେନ…

ଦେଶ ଛାଡ଼ିଲେ ପାକିସ୍ତାନର ଏହି ବିବାଦୀୟ କ୍ରିକେଟର

କରାଚି,୫।୧୦: ଆମେରିକାରେ ଲିଗ୍‌ କ୍ରିକେଟ ଖେଳିବାକୁ ଦେଶ ଛାଡ଼ିଛନ୍ତି ପାକିସ୍ତାନର ବିବାଦୀୟ କ୍ରିକେଟର ଉମର ଅକମଲ। ତେବେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)ର ଦୁର୍ନୀତି ନିବାରଣ ସଂହିତା ଅନୁଯାୟୀ ଅକମଲଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ନିକଟରେ ଏହାର ଅବଧି ଶେଷ ହୋଇଥିଲା। ୩୧…

କେନ୍ଦ୍ରମନ୍ତ୍ରୀଙ୍କ ପୁଅକୁ ଗିରଫ କରିବା ପାଇଁ ଆମ ପାଖରେ ସମୟ ନାହିଁ: ପୋଲିସ

ଲଖିମପୁର ଖେରି (ୟୁପି),୫।୧୦: କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ବିରୋଧରେ ଲଖିମପୁର ଖେରି ଜିଲାରେ ହତ୍ୟା ମାମଲା ରୁଜୁ ହୋଇଛି। ଏଫ୍‌ଆଇଆରରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ନାମ ଉଲ୍ଲେଖ କରାଯିବାର ୨୪ ଘଣ୍ଟା ପରେ ମଧ୍ୟ ତାଙ୍କୁ ଗିରଫ କରାଯାଇନାହିଁ। କାର୍ଯ୍ୟବ୍ୟସ୍ତତା କାରଣରୁ…

ବନ୍ଧୁକ ବେପାର କରୁଥିଲେ ଆଲବମ୍‌ ନିର୍ଦ୍ଦେଶକ

କଟକ ଅଫିସ,୫।୧୦: ଦୁର୍ଗା ପୂଜା ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ କ୍ଲିନ କ୍ରାଇମ ଅଭିଯାନ ଆରମ୍ଭ ହୋଇଛି। ବନ୍ଧୁକ କାରବାର ଅଭିଯୋଗରେ ବାଦାମବାଡି ଥାନା ପୋଲିସ ମଙ୍ଗଳବାର ଜଣେ ଆଲବମ୍‌ ନିର୍ଦ୍ଦେଶକଙ୍କ ସମେତ ୪ ପେଶାଦାର ଅପରାଧୀଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ…

ଆର୍ୟନ ଜଣେ ଭଲ ପିଲା, କେବଳ ଭୁଲ ସମୟରେ ଭୁଲ ସ୍ଥାନରେ ଥିଲେ: ସୁଜୈନ

ବମ୍ବେ: ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଛନ୍ତି ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟନ। ଏନ୍‌ସିବି ତାଙ୍କୁ ଗିରଫ କରିବା ପରେ ଜଣଙ୍କ ପରେ ଜଣେ ବଲିଉଡ୍‌ କଳାକାର ଆଗକୁ ଆସି ଆର୍ୟନଙ୍କୁ ସମର୍ଥନ କରୁଛନ୍ତି। ପ୍ରଥମେ ସୁନୀଲ ସେଟ୍ଟୀ,ପୂଜା ଭଟ୍ଟଙ୍କ…

ଚାଷୀଙ୍କୁ ପଛପଟୁ ଦଳି ଦେଇଥିଲା ଏସ୍‌ୟୁଭି; ସାମ୍ନାକୁ ଆସିଲା ଭିଡିଓ

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଆନ୍ଦୋଳନକାରୀ ଚାଷୀଙ୍କ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର କାର ମାଡ଼ିଯିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର ପୂରା ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି ଭାଜପା ଏମ୍‌ପି ବରୁଣ ଗାନ୍ଧୀ। ଭିଡିଓରେ ସ୍ଲୋଗାନ…

ପିପିଲି ନିର୍ବାଚନମଣ୍ଡଳୀର ବିକାଶ ହିଁ ମୋର ପ୍ରଥମ ଲକ୍ଷ୍ୟ: ରୁଦ୍ର

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥି ଶପଥ ନେଇଛନ୍ତି। ମଙ୍ଗଳବାର ବିଧାନସଭାରେ ତାଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ନେବା ପରେ ଅଞ୍ଚଳର ବିକାଶ ହିଁ ତାଙ୍କର ପ୍ରଥମ ଲକ୍ଷ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri