Home Left

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ ଡିସେମ୍ବର ୧୯ରେ ତାଙ୍କର ଦ୍ୱିତୀୟ ପୁତ୍ରକୁ ଜନ୍ମ ଦେଇଛନ୍ତି। ବର୍ତ୍ତମାନ ଭାରତୀଙ୍କ ବଡ଼ ପୁଅ…

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ ଶେଷ ଥର ପାଇଁ ୨୮ ନଭେମ୍ବର, ୨୦୨୩ ରେ ଟିମ ଇଣ୍ଡିଆ ପାଇଁ ଖେଳିଥିଲେ।…

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି ୧୫ ଜଣିଆ ଦଳ ଏହାର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ। ଜାନୁଆରୀ ୨୧, ୨୦୨୬…

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ରଞ୍ଜୁଲତା ଲେଙ୍କା ଦୁଇଜଣ ଅଭିଯୁକ୍ତଙ୍କୁ…

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଅତ୍ୟଧିକ ନିର୍ଭରଶୀଳତା ଦଳ…

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ କୁମାର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର ପ୍ରତାପ କୁମାର…

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ ହୋଇଥିବା କଷ୍ଟମ ଶୁଳ୍କ ଏବଂ ସୌର କ୍ଷେତ୍ରକୁ ଯୋଗାଇ ଦିଆଯାଉଥିବା ସବସିଡି ସମ୍ପର୍କରେ ଆନୁଷ୍ଠାନିକ…

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି ପାରିନାହିଁ।…

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନ କାଟିବାକୁ ନେଇ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଛି। ଖବର ପାଇ…

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଶନିବାର ଏହା ଘୋଷଣା କରି କହିଛନ୍ତି ଯେ ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ। ୟୁନୁସ ପ୍ରଶାସନ…

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ ସତର୍କ ରହିବାକୁ ପଡିବ। ଏହି ଅଶୁଭ ଯୋଗ ସମୟରେ କୌଣସି ଶୁଭ କାର୍ଯ୍ୟ କରାଯାଏ…

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ ହରକତ ହେଉଛନ୍ତି। ତେଣୁ ଶନିବାର ଜିଲା କୃଷକ ସଂଘ ତରଫରୁ ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri