Home Left

ଆର୍‌ସିବିକୁ ଲାଗିଲା ଶକ୍ତ ଧକ୍କା

ବେଲବୋର୍ନ,୧୬।୨: ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲ ଆସନ୍ତା ମାସରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏଥିଯୋଗୁ ସେ ଆଗାମୀ ପାକିସ୍ତାନ ଗସ୍ତ ସହ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ପ୍ରାରମ୍ଭିକ କିଛି ମ୍ୟାଚ୍‌ ଖେଳିପାରିବେ ନାହିଁ। ଏ ସମ୍ପର୍କରେ ଶୀଲଙ୍କା…

କାହିଁକି ପୁଳା ପୁଳା ସୁନା ପିନ୍ଧୁଥିଲେ ବାପି ଦା’

ବଲିଉଡ୍‌ର ପ୍ରଖ୍ୟାତ ସଜ୍ଞୀତଜ୍ଞ ବାପି ଲାହିରିଙ୍କ ପରଲୋକ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କର ପରଲୋକ ସଙ୍ଗୀତ ଶିଳ୍ପ ପାଇଁ ଏକ ବଡ଼ କ୍ଷତି । ୭୦ରୁ ୮୦ ଦଶକରେ ସେ ମ୍ୟୁଜିକ ଇଣ୍ଡଷ୍ଟ୍ରିରେ ରାଜ କରୁଥିଲେ।…

କେମିତି ଚାଲିଗଲା ଦୀପ ସିଦ୍ଧୁଙ୍କ ଜୀବନ: ପୂରା ଘଟଣା ବଖାଣିଲେ ପ୍ରେମିକା

ପଞ୍ଜାବୀ ଅଭିନେତା-ଗାୟକ ଦୀପ ସିଦ୍ଧୁ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାବେଳେ ତାଙ୍କ ସହ ତାଙ୍କ ପ୍ରେମିକା ରୀନା ରାୟ ମଧ୍ୟ ଥିଲେ। ସେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରୀନା ଏବଂ ଦୀପ ଏକାଠି ଭାଲେଣ୍ଟାଇନ ଡେ…

ଉପମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଚାଙ୍ଗୁ ବଜାଇ ପ୍ରଚାର କରୁଛନ୍ତି ଛେଦୁ…

ସିରାଥୁ, ୧୬।୨ : ଉତ୍ତରପ୍ରଦେଶର କୌଶମ୍ଭିର ହଟ୍‌ ବିଧାନସଭା ଆସନ ଭାବେ ସିରାଥୁକୁ ବିବେଚନା କରାଯାଉଛି। ଏଠାରୁ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ନିର୍ବାଚନ ଲଢୁଛନ୍ତି। ଏହି ଆସନରେ ତାଙ୍କ ବିରୋଧରେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ ଛେଦୁ ଚମାର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ତିନି ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ମତଦାନ

ଆର.ଉଦୟଗିରି,୧୬।୨(ଡି.ଏନ୍‌.ଏ): ଗଜପତି ଜିଲା ମୋହନା ବ୍ଲକର ୧୭ନମ୍ବର ୱାର୍ଡର ଧନପଙ୍କ ୱାର୍ଡରେ ୩ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। ୧୭ନମ୍ବର ଓ୍ବାର୍ଡଟି ୩ଟି ଗ୍ରାମକୁ ନେଇ ଗଠିତ। ଏହି ୩ଟିଗ୍ରାମ ହେଲା ଧନପଙ୍କ, ଗୁନ୍ଦ୍ରିଗୁଡା, ବଢ଼େଇପୁର। ଭୋଟର ତାଲିକାରେ ୩ଟି ଗ୍ରାମ…

ସମିତି ସଭ୍ୟ ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ,ସ୍ତ୍ରୀ ଗୁରୁତର

ସାଲେପୁର,୧୬।୨(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ଶିଶୁଆ ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀ ଦିଲ୍ଲୀପ ଦାଶଙ୍କ ଘର ଉପରକୁ ମଙ୍ଗଳବାର ରାତିରେ ବୋମା ମାଡ ହୋଇଛି । ଝରକାରେ ମାଡ ହୋଇ ଘର ଭିତରେ ବୋମା ବିଷ୍ପୋରଣ ହେବାରୁ ଦିଲ୍ଲୀପଙ୍କ…

ମୋହନାରେ ମତଦାନ ଜାରି

ଆର.ଉଦୟଗିରି,୧୬।୨(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ଦିନ ଗୋଟାଏରେ ଶେଷ ହେବ। ସକାଳୁ ଲମ୍ବାଲାଇନ୍‌ରେ ଠିଆ ହୋଇ ଶାନ୍ତି…

ଅଶ୍ୱିନୀ କୁମାରଙ୍କ ଇସ୍ତଫା ପରେ ତେଜିଲା ରାଜନୀତି: କଂଗ୍ରେସ ନେତୃତ୍ୱ ଉପରେ ବର୍ଷିଲେ ଜି-୨୩ ନେତା

ନୂଆଦିଲ୍ଲୀ,୧୬।୨: ପଞ୍ଜାବରେ ବିଧାନସଭା ନିର୍ବାଚନର ୫ଦିନ ପୂର୍ବରୁ ପୂର୍ବତନ କେନ୍ଦ୍ର ଆଇନ ମନ୍ତ୍ରୀ ତଥା ବରିଷ୍ଠ ନେତା ଅଶ୍ୱିନୀ କୁମାର ଦଳ ଛାଡିବା ପରେ କଂଗ୍ରେସରେ ହଇଚଇ ସୃଷ୍ଟି ହୋଇଛି। ଦୀର୍ଘ ୪୬ ବର୍ଷ ପରେ ବରିଷ୍ଠ ନେତା ଦଳ ଛାଡ଼ିବା…

ସରିଥିଲା ୫୦ % ମତଦାନ: ବୁଥ୍‌ ଭିତରେ ପଶି ବାଲାଟ୍‌ ବକ୍ସ ଟେକି ନେଲେ ଦୁର୍ବୃତ୍ତ

ବ୍ରହ୍ମଗିରି,୧୬।୨( ଡି.ଏନ.ଏ): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ପୁଣି ଆଉ ଏକ ନିର୍ବାଚନୀ ହିଂସା ଦେଖାଦେଇଛି । ଭୋଟ ବେଳେ ଦୁର୍ବୃତ୍ତ ବାଲାଟ୍‌ ବକ୍ସ ଟେକି ନେଇ ଥିବା ଜଣାପଡ଼ିଛି। ଉକ୍ତ ବ୍ଲକ ଅନ୍ତର୍ଗତ ଚାପମାଣିକ ପଞ୍ଚାୟତର କାଶିଝରିଆ ୯ ନଂ…

ଆଳିରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ମତଦାନ

ଆଳି,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ। ଏ ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଚାଲିଛି। ବ୍ଲକର ୩୪ ପଞ୍ଚାୟତରେ ସମୁଦାୟ ୪୯୦ ବୁଥ୍‌ରେ ଭୋଟ ଗ୍ରହଣ ଚାଲିଛି। ସରପଞ୍ଚ, ସମିତିସଭ୍ୟ…

ଭିନ୍ନ ଅନ୍ଦାଜରେ ନଜର ଆସିଲେ ସୁହାନା

ବଲିଉଡ୍‌ ଅଭିନେତା ଶାହାରୁଖ ଖାନଙ୍କ ଝିଅ ସୁହାନା ଫିଲ୍ମ ଇଣ୍ଡଷ୍ଟ୍ରିକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସୋସିଆଲ ମିଡିଆରେ ସେ ବେଶ୍‌ ସକ୍ରିୟ। ସୁହାନାଙ୍କର ମଧ୍ୟ ଫ୍ୟାନ ଫଲୋର୍ସ କିଛି କମ୍‌ ନୁହନ୍ତି। ସେ ନୂଆ ନୂଆ ଫଟୋ ଭିଡିଓ ଶେୟାର କରି…

ମତ ସାବ୍ୟସ୍ତ ପାଇଁ ବୁଥ୍‌କୁ ଟେକା ହୋଇ ଆସିଲେ ଶତାୟୁ

କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ବଂଶପାଳ ବ୍ଲକ ଶୁଆକାଟି ବାଳକ ଉଚ୍ଚ ବିଦ୍ୟାଳୟ ୫ ନଂ. ବୁଥ୍‌ରେ ଜଣେ ଶତାୟୁ ମହିଳା ମେତଦାନ କରିଛନ୍ତି। ତାଙ୍କ ନାମ ଲୋଚନୀ ସାହୁ। ନିଜର ମତ ସାବ୍ୟସ୍ତ କରିବା ପାଇଁ ସେ ଟେକା ହୋଇ ବୁଥ୍‌କୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?