Home Left

ଆଜି ଆଉ ୧୯ ଜଣଙ୍କ ଜୀବନ ନେଇଛି କରୋନା

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଆଜି ଆଉ ୧୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୯୪୫କୁ…

ମଝି ରାସ୍ତାରେ ଦୁଇ ଦୁଇଟି ଗାଡ଼ିକୁ ଏକା ସାଥୀରେ ଚଲାଉଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ବୁଥ୍‌ ଜବରଦଖଲକୁ ନେଇ ଉତ୍ତେଜନା

ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ସକାଳୁ ଆରମ୍ଭ ହୋଇଛି। ବ୍ଲକ ର ୧,୨,୩ ଓ ୪ ଜୋନ୍‌ର ୩୬ ପଞ୍ଚାୟତରେ ନିର୍ବାଚନ ଚାଲିଛି। ଶରଣକୁଳ ଜୋନ୍‌ର…

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ: ସକାଳୁ ଲମ୍ବା ଲାଇନ୍‌ରେ ଭୋଟର

ଫୁଲବାଣୀ ଅଫିସ,୧୬।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ସକାଳୁ ଆରମ୍ଭ ହୋଇଛି। କନ୍ଧମାଳ ଜିଲାର କ.ନୂଆଗାଁ ବ୍ଲକର ୧ ନମ୍ବର ଜୋନ, ବାଲିଗୁଡା ବ୍ଲକର ୧୫, ୧୬ ନମ୍ବର ଜୋନ୍‌ରେ ସକାଳ ୭ଟାରୁ ଭୋଟ…

ଦିନକ ବ୍ୟବଧାନରେ ମା’, ଝିଅଙ୍କ ମୃତ୍ୟୁ

ଗୁଡାରି,୧୬।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଚିଟିସେର୍ମା ଗାଁର ହଳଧର ନିମାଲଙ୍କ ପୁଅ ପବିତ୍ର, ବୋହୂ ମଞ୍ଜୁଳା ଏବଂ ନାତୁଣୀ ପିଙ୍କି ହାଇଦ୍ରାବାଦରେ ରନ୍ଧନ ଗ୍ୟାସ୍‌ ଲିକ୍‌ ଯୋଗୁ ନିଆଁ ଲାଗିି ଗୁରୁତର ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସୋମବାର ପିଙ୍କି(୭)ଙ୍କ…

ଭୋଟ୍‌ ମାଗିବା ଆଳରେ ଟଙ୍କା, ଅଳଙ୍କାର ଲୁଟ୍‌

କୋଡ଼ିଙ୍ଗା,୧୬।୨(ଡି.ଏନ୍‌.ଏ.): ଭୋଟ୍‌ ମାଗିବା ଆଳରେ ଘରୁ ଲୁଟିନେଲେ ଅଳଙ୍କାର ଓ ନଗଦ ୭୦ ହଜାର ଟଙ୍କା। ଏପରି ଘଟଣା ନବରଙ୍ଗପୁର ଜିଲା କୋଡିଙ୍ଗା ଥାନା ଜାହାଜଭଟ୍ଟାରେ ସୋମବାର ରାତିରେ ଘଟିଛି। ଖବର ପାଇ ପୋଲିସ ମଙ୍ଗଳବାର ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌…

ଫେବୃୟାରୀ ରାତିରେ ରହିବ ହାଲୁକା ଥଣ୍ଡା

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଚଳିତ ମାସ ଆରାମଦାୟକ ରହିବ। ରାତିରେ ହାଲୁକା ଥଣ୍ଡା ଅନୁଭୂତ ହେବା ବେଳେ ଦିନରେ ସାମାନ୍ୟ ଗରମ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ରୁ ୩୨ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ। ତେବେ ରାତ୍ରର ତାପମାତ୍ରା ୧୫ ଡିଗ୍ରୀ ମଧ୍ୟରେ…

ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ରକୁ ଚିଠି

ବାଲେଶ୍ୱର ଅଫିସ/ବାରିପଦା ଅଫିସ,୧୬।୨: ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାରେ ଥିବା ରାସଗୋବିନ୍ଦପୁର ନିକଟ ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ ଆଶା ସଞ୍ଚାର ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟରେ…

ଭାଷା ସୁରକ୍ଷା ଆନ୍ଦୋଳନର କର୍ଣ୍ଣଧାର ଥିଲେ ବୈଷ୍ଣବ ପରିଡ଼ା

ଭୁବନେଶ୍ୱର,୧୬।୨(ବ୍ୟୁରୋ): ସାହିତ୍ୟ ସୃଜନର ବିଷୟ ହୋଇଥିବାରୁ ଏହା ରାଜନୀତିକୁ ଅଧିକ ମାର୍ଜିତ କରିଥାଏ। ରାଜନୀତିକୁ ଉଚିତ୍‌ ମାର୍ଗଦର୍ଶନ ଦେବାରେ ସାହିତ୍ୟ ସହାୟକ ହୋଇଥାଏ। ସାହିତ୍ୟ ଓ ରାଜନୀତିର ଯୁଗଳଯାତ୍ରାର ଉଦାହରଣୀୟ ବ୍ୟକ୍ତିତ୍ୱ ହେଲେ ସ୍ବର୍ଗତ ବୈଷ୍ଣବ ଚରଣ ପରିଡ଼ା। ଉଭୟ କ୍ଷେତ୍ରରେ…

ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ

ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ଅଧୀନ ନରସିଂହପୁର ୱେଷ୍ଟ ରେଞ୍ଜରେ ବାରାସିଂଘା ବିଟ୍‌ ଅନ୍ତର୍ଗତ ବାଲିକିଆରୀ ରିଜର୍ଭ ଫରେଷ୍ଟରୁ ହାତୀର ଗଳିତ ମୃତଦେହ ଜବତ ଘଟଣାରେ ବନ ବିଭାଗ ତରଫରୁ ପ୍ରଥମ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଆଠଗଡ଼ ଡିଏଫ୍‌ଓ ମଙ୍ଗଳବାର ଫରେଷ୍ଟର ବିବେକାନନ୍ଦ…

ମାମୁ ଉପରେ ଗରମ ତେଲ ପକାଇ ଭଣଜା ଗିରଫ

ପୁରୀ ଅଫିସ,୧୬।୨: ବଳିଆପଣ୍ଡା ଥାନା ଅନ୍ତର୍ଗତ ସିପସୁରୁବାଲି ଗ୍ରାମରେ ଗରମ ପାଣି ଓ ତେଲ ପକାଇ ମାମୁ ଏବଂ ତାଙ୍କ ସାଙ୍ଗକୁ ଜୀବନରୁ ମାରିବା ଅଭିଯୋଗରେ ଅଭିଯୁକ୍ତ ଭଣଜାଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ସେ ହେଲେ କୁମ୍ଭାରପଡା ଥାନା ଅନ୍ତର୍ଗତ…

୧୦୫ ଅତି ଉତ୍ତେଜନା ପ୍ରବଣ ବୁଥ୍‌ ଚିହ୍ନଟ

ନିମାପଡ଼ା,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନିମାପଡ଼ା ବ୍ଲକରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ୧୮ତାରିଖରେ ନିମାପଡ଼ା ବ୍ଲକର ୪ଟି ଜିଲା ପରିଷଦ ଜୋନ, ୩୨ ପଞ୍ଚାୟତର ୩୨ ସରପଞ୍ଚ, ୩୨ ସମିତିସଭ୍ୟ ପଦବୀ ପାଇଁ ନିର୍ବାଚନ ହେବ। ସେହିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?