Home Left

କେନ୍ଦ୍ରକୁ ଚିଠି ଲେଖିଲେ ବାଚସ୍ପତି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବିଧାନ ପରିଷଦ ସଂକଳ୍ପ ପ୍ରସଙ୍ଗରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କେନ୍ଦ୍ରକୁ ୨ଟି ଚିଠି ଲେଖିଛନ୍ତି । କେନ୍ଦ୍ର ଆଇନମନ୍ତ୍ରୀ କିରଣ ରିଜିଜୁଙ୍କୁ ପାତ୍ର ଚିଠି ଲେଖିଛନ୍ତି। ୧୮ ସେପ୍ଟେମ୍ବର ୨୦୧୮ରେ ବିଧାନସଭା ସଂକଳ୍ପ ପ୍ରସ୍ତାବ ପାରିତ ହୋଇ କେନ୍ଦ୍ରକୁ ଅବଗତ…

କଂଗ୍ରେସକୁ ପୁଣି ଝଟ୍‌କା, ଦଳ ଛାଡିଲେ ବରିଷ୍ଠ ନେତା

ନୂଆଦିଲ୍ଲୀ,୧୫।୨: କଂଗ୍ରେସକୁ ପୁଣି ଏକ ବଡ ଝଟ୍‌କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଆଇନମନ୍ତ୍ରୀ ଅଶ୍ୱିନୀ କୁମାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି। ସେ ଦଳ…

ଭାରତୀୟ ରୀତିନୀତିରେ ବିବାହ କରିବେ ଅଷ୍ଟ୍ରେଲୀୟ କ୍ରିକେଟର୍‌

ନୂଆଦିଲ୍ଲୀ,୧୫।୨:ଅଷ୍ଟ୍ରେଲୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଖୁବ ଶୀଘ୍ର ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଭାରତୀୟ ଯୁବତୀ ଭିନି ରମଣଙ୍କୁ ବିବାହ କରିବାକୁ ଯାଉଛନ୍ତି। ତାମିଲରେ ଲେଖାଯାଇଥିବା ମ୍ୟାକ୍ସୱେଲଙ୍କ ବିବାହ କାର୍ଡ ସୋସିଆଲ ମିଡିଆରେ ଭାଇରାଲ…

‘ମୁଁ ମୁଖ୍ୟମନ୍ତ୍ରୀ, ଆତଙ୍କବାଦୀ ନୁହେଁ’

ଚଣ୍ଡିଗଡ଼,୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପାଇଁ ଉଡାଣ ଲାଗି ଅନୁମତି ନ ମିଳିବାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ରାଲିରେ ମୋତେ ଯୋଗଦେବାକୁ ଦିଆଗଲା ନାହିଁ। ଏଭଳି ଅଭିଯୋଗ ଆଣିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜୀତ ସିଂ ଚନ୍ନି। “ଚରନଜିତ ସିଂ…

ଭାରତୀୟ ନାଗରିକ-ଛାତ୍ରଙ୍କୁ ୟୁକ୍ରେନ ଛାଡିବାକୁ ପରାମର୍ଶ: ଆଡଭାଇଜରି ଜାରି କଲା ଦୂତାବାସ

କାଇଭ,୧୫।୨: ୟୁକ୍ରେନ-ରୁଷ ତିକ୍ତତା ଏବେ ବୃଦ୍ଧି ପାଉଥିବା ବେଳେ ଯୁଦ୍ଧ ଆଶଙ୍କା ଘନେଇବାରେ ଲାଗିଛି। ଇତିମଧ୍ୟରେ ୟୁକ୍ରେନର ରାଜଧାନୀ କାଇଭରେ ଥିବା ଭାରତୀୟ ଦୂତାବାସ ଭାରତୀୟ ନାଗରିକଙ୍କୁ ବିଶେଷ କରି ଛାତ୍ରମାନଙ୍କୁ ସାମୟିକ ଭାବେ ଦେଶ ଛାଡିବାକୁ ପରାମର୍ଶ ଦେଇଛି। ମଙ୍ଗଳବାର…

ଭାବପ୍ରବଣ ହେଲେ ପନ୍ତ

ନୂଆଦିଲ୍ଲୀ,୧୫।୨: ଆଇପିଏଲ ୨୦୨୨ ମେଗା ନିଲାମରେ ଅଧିକାଂଶ ଫ୍ରାଞ୍ଚାଇଜ ସେମାନଙ୍କର ପୁରୁଣା ଖେଳାଳି କିଣିବାକୁ ଚେଷ୍ଟା କରିଥିଲେ। ଅନେକ ଦଳ ଏଥିରେ ସଫଳ ହୋଇଥିଲେ ଏବଂ ଏଥିପାଇଁ ସେମାନେ ବିପୁଳ ପରିମାଣର ଖର୍ଚ୍ଚ ମଧ୍ୟ କରିଥିଲେ। ଦୀପକ ଚହର ଏବଂ ହର୍ଷଲ…

ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଦୁର୍ନୀତି ଓ ଅପାରଗତା ପାଇଁ ରାଜ୍ୟରେ ଆଉ ୫ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଅବସର ନେଇଥିବା ଅଧିକାରୀମାନେ ହେଲେ କଳାହାଣ୍ଡି ଆଇୟୁସିଏଡବ୍ଲ୍ୟୁ ଡିଏସ୍‌ପି ରବୀନ୍ଦ୍ର ସେଠି, ବଣାଇର ପୂର୍ବତନ ତହସିଲଦାର ସୁଶିଲ କୁମାର, ବଲାଙ୍ଗୀର…

ରାତି ପାହିଲେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ୩୦ ଜିଲାର ୨ ଶହ ଜିଲା ପରିଷଦ ଜୋନ୍‌ ଓ ୧୬୬୯ ପଞ୍ଚାୟତରେ ଭୋଟଗ୍ରହଣ କରାଯିବ । ଏଥିପାଇଁ ୨୨ ହଜାର ୩୭୯ ବୁଥ୍‌ ଖୋଲିଛି ।…

୧୮ରେ ବର୍ଷା

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ସ୍ବଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ କମ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଆସନ୍ତା ୧୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ହାଲକା ବର୍ଷା…

ଖୁବଶୀଘ୍ର ରାଜ୍ୟରୁ ହଟିବ ବିପଦ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୫।୨(ବ୍ୟୁରୋ) : କୋଭିଡ୍‌କୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ହସ୍ପିଟାଲ ରେଟ ଦେଖିଲେ ଆମେ ଭଲ ସ୍ଥିତିରେ ରହିଛେ। ଡେଞ୍ଜର ଜୋନ୍‌ରୁ ଖୁବଶୀଘ୍ର ରାଜ୍ୟ ବାହାରିଯିବ। ଯେଉଁମାନେ ହସ୍ପିଟାଲକୁ ଆସୁଛନ୍ତି । ସେମାନଙ୍କର ଲକ୍ଷଣ…

ସଂସଦ ଟିଭି ଆକାଉଣ୍ଟକୁ ବନ୍ଦ କଲା ୟୁଟ୍ୟୁବ

ନୂଆଦିଲ୍ଲୀ,୧୫।୨: ଲୋକସଭା ଓ ରାଜ୍ୟସଭାର ଅଧିବେଶନୀ ସିଧାସଳଖ ପ୍ରସାରଣ ଏବଂ ପ୍ରୋଗ୍ରାମକୁ ରେକର୍ଡ କରୁଥିବା ସଂସଦ ଟିଭିର ୟୁଟ୍ୟୁବ ଆକାଉଣ୍ଟକୁ ମଙ୍ଗଳବାର ସକାଳେ ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି। ୟୁଟ୍ୟୁବର କମ୍ୟୁନିଟି ଗାଇଡ୍‌ଲାଇନ ଭଙ୍ଗ କରିବା ପାଇଁ ପ୍ଲାଟଫର୍ମ ପକ୍ଷରୁ ଏଭଳି ପଦକ୍ଷେପ…

ଚାରା ଦୁନୀତିର ଡୋରଣ୍ଡା ମାମଲାରେ ଲାଲୁ ଦୋଷୀ ସାବ୍ୟସ୍ତ

ରାଞ୍ଚି,୧୫।୨: ଦେଶର ବହୁ ଚର୍ଚ୍ଚିତ ଚୋରା ଦୁର୍ନୀତିର ଡୋରଣ୍ଡା ମାମଲାରେ ରାଷ୍ଟୀୟ ଜନାତା ଦଳ(ଆରଜେଡି)ର ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ମଙ୍ଗଳବାର ରାଞ୍ଚି ସ୍ଥିତ ସିବିଆଇର ସ୍ବତନ୍ତ୍ର କୋର୍ଟ ଲାଲୁଙ୍କ ଦୋଷୀ ସାବ୍ୟସ୍ତ କରିଛନ୍ତି। ରାଞ୍ଚିର ଡୋରାଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?