ମେଡିକାଲ ସିସିଟିଭି ଫୁଟେଜ୍ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ
ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ ମହିଳାଙ୍କ ପୁଅ ଧର୍ମରାଜ ଭୂୟାଁ ଶୁକ୍ରବାର ଥାନାରେ ଏ ଘଟଣା ସଂପର୍କରେ ଅଭିଯୋଗ…
ସିଦ୍ଧିବିନାୟକଙ୍କ ଆଶୀର୍ବାଦ ନେଲେ ସୂର୍ଯ୍ୟକୁମାର, ଗମ୍ଭୀର
ମୁମ୍ବାଇ,୧୪ା୩: ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟି୨୦ ବିଶ୍ୱକପ୍ ଟ୍ରଫି ସହ ସିଦ୍ଧିବିନାୟକ ମନ୍ଦିର ଦର୍ଶନ କରିଛନ୍ତି। ଗତ ରବିବାର ଟିମ ଇଣ୍ଡିଆ ନରେନ୍ଦ୍ର ମୋଦି ଷ୍ଟାଡିୟରେ ଖେଳାଯାଇଥିବା ଫାଇନାଲରେ ୯୬ ରନ୍ରେ…
ମହିଳା ଫୁଟ୍ବଲ୍ ଏସିଆ କପ୍: ସେମିଫାଇନାଲରେ ପହଞ୍ଚିଲା ଚାଇନା
ପର୍ଥ,୧୪ା୩: ତାଇଓ୍ବାନକୁ ୨-୦ ଗୋଲ୍ରେ ପରାସ୍ତ କରି ଗତଥରର ଚାମ୍ପିୟନ ଚାଇନା ମହିଳା ଫୁଟ୍ବଲ୍ ଏସିଆ କପ୍ ସେମିଫାଇନାଲରେ ପ୍ରବେଶ କରିବା ସହ ୨୦୨୭ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଦଳ ବର୍ତ୍ତମାନ ଆୟୋଜକ ଅଷ୍ଟ୍ରେଲିଆ ସହ ମୁକାବିଲା କରିବ।…
ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ
ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ, ମନ୍ଦିର ଭିତର ଓ ବାହାରର ବ୍ୟବସ୍ଥା ଉପରେ ସେ ନଜର ରଖିବେ ।…
କଲ୍ୟାଣସିଂହପୁର ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୪୪,୧୧୦ ଟଙ୍କା
କଲ୍ୟାଣସିଂହପୁର,୧୪।୩ (ଦୀପକ କୁମାର ପରିଡା): ରାୟଗଡା ଜିଲା କଲ୍ୟାଣସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିରର ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣନା କରାଯାଇଛି। ତହସିଲଦାର ରଞ୍ଜନ କୁମାର ମନସେଠ ଉପସ୍ଥିତିରେ ମନ୍ଦିରର ହୁଣ୍ଡି ଖୋଲି ଗଣନା କରାଯାଇଥିଲା। ଗଣନା ପରେ ସମୁଦାୟ ୪୪,୧୧୦ ଟଙ୍କା ମିଳିଥିବା…
ଜେଲ୍ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…
ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଛନ୍ତି। ନ୍ୟାୟ…
ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ: ରାଗରେ ନିଆଁବାଣ PCB
ନୂଆଦିଲ୍ଲୀ,୧୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଦଳ ମୁଖ୍ୟ ଖବର ପାଲଟିଛି। ଗୋଟିଏ ପଟେ, ହର୍ଷିତ ରାଣା ଆଘାତ ଯୋଗୁ ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିଛନ୍ତି; ଅନ୍ୟପଟେ, ଜିମ୍ବାୱେର ବ୍ଲେସିଂ ମୁଜାରାବାନି KKRରେ ଯୋଗ ଦେଇଛନ୍ତି।…
୨୯ରେ ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା
ରାୟଗଡ଼ା ,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଶୁକ୍ରବାର ମନ୍ଦିର ପରିସରରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ଚୈତ୍ର ଯାତ୍ରା…
ଶୁଭମନ ଗିଲଙ୍କୁ ସବୁଠାରୁ ବଡ଼ ପୁରସ୍କାର; ଘୋଷଣା କଲା ବିସିସିଆଇ – ବିରାଟ, ରୋହିତ, ବୁମରାଙ୍କୁ କିଛି ନାହିଁ
ନୂଆଦିଲ୍ଲୀ,୧୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁବମନ ଗିଲଙ୍କୁ ପୁରୁଷ କ୍ରିକେଟର ଅଫ ଦି ଇୟର ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। BCCI ନମନ ପୁରସ୍କାର 2026 ପାଇଁ ଶନିବାର ପ୍ରାପ୍ତକର୍ତ୍ତାଙ୍କ ତାଲିକା ପ୍ରକାଶ ପାଇଛି, ଯେଉଁଥିରେ ଶୁବମନ ଗିଲଙ୍କୁ…
ସଞ୍ଜୁ ସାମସନ, ଇଶାନ କିଶାନଙ୍କୁ ନେଇ ବଡ଼ ବୟାନ ଦେଲେ ପାକିସ୍ତାନୀ କ୍ରିକେଟର
ନୂଆଦିଲ୍ଲୀ,୧୪।୩: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ କ୍ରିକେଟ ଦଳର ଷ୍ଟାର ବ୍ୟାଟସମ୍ୟାନ ସଞ୍ଜୁ ସାମସନ ଏବଂ ଇଶାନ କିଶାନ ଚମତ୍କାର ପ୍ରଦର୍ଶନ କରିଥିଲେ ଯାହା ଟୁର୍ଣ୍ଣାମେଣ୍ଟକୁ ରୋଚକ କରାଇ ଦେଇଥିଲା। ଏହି…
କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ
କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଦ୍ୱାରା ସମସ୍ତଙ୍କୁ ଚିକିତ୍ସା ପାଇଁ କୁଚିଣ୍ଡା ଡ଼ାକ୍ତରଖାନାକୁ ନେଇଥିଲେ। ହେଲେ…
ଗ୍ୟାସ ସିଲିଣ୍ଡର ବୁକ୍ କରିବା ହେଲା ସହଜ! WhatsAppଠାରୁ ମିସ୍ଡ କଲ ପର୍ଯ୍ୟନ୍ତ ଘରେ ବସି କରନ୍ତୁ…
ନୂଆଦିଲ୍ଲୀ,୧୪।୩: ଦେଶର ଲକ୍ଷ ଲକ୍ଷ LPG ଗ୍ରାହକଙ୍କ ପାଇଁ, ଗ୍ୟାସ ସିଲିଣ୍ଡର ବୁକିଂ ପୂର୍ବ ଅପେକ୍ଷା ଏବେ ସହଜ ହୋଇଯାଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଗ୍ରାହକମାନଙ୍କ ପାଇଁ ଘରୋଇ LPG ସିଲିଣ୍ଡର ବୁକିଂ ପାଇଁ ଅନେକ ସରଳ ଉପାୟ…
Archives


