Home Left

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି ଯୋଗ ସୃଷ୍ଟି ହୋଇଥାଏ । ଜ୍ୟୋତିଷ ଗଣନା ଅନୁସାରେ, ଜନ୍ମାଷ୍ଟମୀର ଠିକ୍ ପରଦିନ…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ ନେଇ ସମଗ୍ର ବିଦ୍ୟାଳୟ ପରିସରରେ ଆଧ୍ୟାତ୍ମିକ ତଥା ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା।…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି ହୋଇଥିଲା। ଖୁଆଡ଼ରୁ ବାହାରକୁ ଆସିବା ପରେ ଗିବନ୍‌ଟି ନନ୍ଦନକାନନ ପରିସରରେ ଥିବା ଏକ…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା ନିକଟସ୍ଥ ପାହାଡ଼ିଆ ଅଞ୍ଚଳ ଓ ଲେଞ୍ଜିଗୁଡ଼ା ଜଙ୍ଗଲ ଅଞ୍ଚଳରେ ଚଢ଼ଉ କରି ବ୍ୟାପକ…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରିଛି । ଗିରଫ ୨ ଅଭିଯୁକ୍ତ…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି କରିଥିଲେ ଯେ, ତିଳକ ଖୁବଶୀଘ୍ର ଭାରତ ପାଇଁ ସମସ୍ତ ଫର୍ମାଟରେ କ୍ରିକେଟ ଖେଳିବେ।…

ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍‌ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଭଳି ବୈଭବଙ୍କ କ୍ୟାରିୟର ମଧ୍ୟ ଦୀର୍ଘ ଓ ସଫଳ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ ବିଷୋୟୀଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରେମାଙ୍କ ଭାଇ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ ବର୍ତ୍ତମାନ ଇଂଲଣ୍ଡରେ ଅଛି, ଯେଉଁଠାରେ ଏହା ଟେଷ୍ଟ ସିରିଜରେ 0-2 ପଛରେ ଅଛି।…

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ ପରିବର୍ତ୍ତନ କରିଛି। ନୂଆ ନିୟମ ୧ ଅକ୍ଟୋବର ୨୦୨୬ରୁ ଲାଗୁ ହେବ। SBIର…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ କରିଛି। ଏହି ମଡେଲ୍ ଆସିବା ପରେ AI କ୍ଷେତ୍ରରେ ବଡ଼ ପରିବର୍ତ୍ତନ ନେଇ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav Sooryavanshiଙ୍କ ଅଂଶଗ୍ରହଣ ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଉପରେ ନିର୍ଭର କରିବ। ତଥାପି, କେଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?