Home Left

ମୁଁ ଜଣେ ଫେମିନିଷ୍ଟ

ଜଣେ ମଣିଷ ଓ ନାରୀ ଭାବେ ନିଜକୁ ଫେମିନିଷ୍ଟ ଏଇଥିପାଇଁ କହିବି ଯେ, ମୋତେ ମିଶେଇ ଅନ୍ୟ ଯେ କୌଣସି ନାରୀ, ସାଧାରଣ ଓ ଖୁସିର ଜୀବନଟିଏ ବଞ୍ଚିବାକୁ ହେଲେ ପୁରୁଷ ପରି ସମାନ ଅଧିକାର ଆବଶ୍ୟକ କରନ୍ତି। ପରିବାର...

ସ୍ବର ବଦଳୁଛି

ପହଲଗାମ୍‌ ଆକ୍ରମଣକୁ ନେଇ ପାକିସ୍ତାନ ଉପରେ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରେ ଭାରତର ବୈଦେଶିକ ନୀତିର ବାର୍ତ୍ତା ସ୍ପଷ୍ଟ ଓ ପ୍ରଭାବଶାଳୀ ହୋଇନାହିଁ। ବିଶେଷକରି ଭାରତ ବିରୋଧରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ସମ୍ପର୍କରେ ବିଶ୍ୱକୁ ଅବଗତ କରିବାରେ...

ରାଣୀ ଅହଲ୍ୟାବାଈ ହୋଲ୍‌କର: ମହିଳା ସଶକ୍ତୀକରଣ ଓ ଦୃଢ଼ ନେତୃତ୍ୱର ଏକ ପ୍ରତୀକ

ପୁରୁଷପ୍ରାଧାନ୍ୟ ସମାଜରେ ଯେଉଁ କେତେଜଣ ବୀରାଙ୍ଗନା ସାମାଜିକ ଶୃଙ୍ଖଳକୁ ଛିନ୍ନ କରି ନିଜର ଧୀଶକ୍ତି ଓ ସାମର୍ଥ୍ୟ ବଳରେ ଭାରତର ରାଜନୈତିକ ଇତିହାସରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିିଛନ୍ତି ସେମାନଙ୍କ ମଧ୍ୟରୁ ଅହଲ୍ୟାବାଈ ହୋଲ୍‌କର ଅନ୍ୟତମ। ଘଟଣାବହୁଳ ଅଷ୍ଟାଦଶ ଶତାବ୍ଦୀରେ...

ଖାଦ୍ୟ ପ୍ୟାକେଟରେ ‘୧୦୦%’ ଲେବଲ ମନା

ନୂଆଦିଲ୍ଲୀ,୩୧ା୫: ଭାରତର ସର୍ବୋଚ୍ଚ ଖାଦ୍ୟ ସୁରକ୍ଷା କର୍ତ୍ତୃପକ୍ଷ ଫୁଡ୍‌ ବିଜ୍‌ନେସ୍‌ ହାଉସ୍‌ଗୁଡ଼ିକ ଉପରେ କଠୋର ଆଭିମୁଖ୍ୟ ଦେଖାଇଛନ୍ତି। କମ୍ପାନୀଗୁଡ଼ିକ କୌଣସି ଖାଦ୍ୟ ପ୍ୟାକେଟ, ଲେବଲ୍‌ ଓ ବିଜ୍ଞାପନରେ ‘୧୦୦% ବିଶୁଦ୍ଧ’ ଦାବି କରିପାରିବେ ନାହିଁ ବୋଲି ଫୁଡ୍‌ ସିକ୍ୟୁରିଟି ଆଣ୍ଡ୍‌...

ଘର ବାରିପଟେ ଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ୭ ବର୍ଷର ଅମିତଙ୍କ ଜୀବନ

ପାରଳାଖେମୁଣ୍ଡି,୩୦।୫(ଗିରିଧାରୀ ପରିଚ୍ଛା): ବଜ୍ରପାତରେ ଚାଲିଗଲା ୭ବର୍ଷର ଶିଶୁର ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଗୁମ୍ମା ବ୍ଲକର ସେରଙ୍ଗ ପଞ୍ଚାୟତର କୁମୁଡିଆ ଗ୍ରାମରେ। ମୃତ ଶିଶୁ ଜଣଙ୍କ ହେଲେ ବଙ୍ଗୁରୁ ଗମାଙ୍ଗଙ୍କ ପୁଅ ଅମିତ ଗମାଙ୍ଗ(୭)।...

‘ସାକ୍ଷୀ ଦେଲେ ବାପାଙ୍କୁ ଜୀବନରୁ ମାରିଦେବୁ’; ବଳାତ୍କାର କରିଥିବା ଅଭିଯୁକ୍ତଙ୍କ ପରିବାରର ଧମକ ପରେ…

ଦିଗପହଣ୍ଡି,୩୦ା୫(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଗତ ପ୍ରାୟ ୮ ମାସ ତଳେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଗିରଫ ହୋଇଥିଲେ। ଏହି ଘଟଣାରେ ଅଭିଯୁକ୍ତ...

ଗଞ୍ଜାମ ଏନ୍‌ଏସିରୁ ମୂଳପୋଛ ହୋଇଯିବ ବିଜେଡି! ପଦ୍ମ ଆଡେ ଢଳୁଛନ୍ତି ଆଗଧାଡ଼ି ନେତା…

ଗଞ୍ଜାମ,୩୦।୫(ବିଦ୍ୟାଧର ସାହୁ): ଗତ ସାଧାରଣ ନିର୍ବାଚନରେ ବିଜେଡିର ପରାଜୟ ତଥା ଭାଜପା ସରକାରକୁ ଆସିବା ପରେ ଏନ୍‌ଏସି ବିଜେଡିରେ ରାଜନୈତିକ ସଙ୍କଟ ଦେଖା ଦେଇଛି l ଏହି ପରିପ୍ରେକ୍ଷୀରେ ବିଜେଡିର ଆଗଧାଡିର ନେତା ପଦ୍ମ ଆଡେ ଢଳୁଥିବା ଆଲୋଚନା ହେଉଛି।...

ଆସୁଛି ବଡ଼ ବର୍ଷା: ଉପକୂଳ ଜିଲାରେ ବଜ୍ରପାତ ସହ ଝଡ଼ବର୍ଷା ଆଲର୍ଟ! ଆଜି ରାତିରେ…

ଭୁବନେଶ୍ୱର,୩୦।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଓଡ଼ିଶାର କିଛି ଜଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ଆଲର୍ଟ ଅନୁସାରେ, ନିମ୍ନଲିଖିତ ଜିଲାମାନଙ୍କରେ ବିଶେଷ ସତର୍କତା ଜାରି କରାଯାଇଛି: ଆଜି...

ରୋହିତ ଓ କୋହଲିଙ୍କ ପରେ ଅବସର ନେବେ ଏହି ଭାରତୀୟ ଖେଳାଳି! ଦେଲେ ବଡ଼ ସଙ୍କେତ…

ନୂଆଦିଲ୍ଲୀ,୩୦।୫: ଭାରତୀୟ କ୍ରିକେଟ ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ଇଂଲଣ୍ଡ ବିପକ୍ଷରେ ଆଗାମୀ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଏକ ଆବେଗପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ କ୍ରିକେଟ ଖେଳ ତାଙ୍କ ପାଇଁ...

ଆଗୁଆ ଇଂଲଣ୍ଡ ଯିବେ ରାହୁଲ

ନୂଆଦିଲ୍ଲୀ,୩୦ା୫: ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଲାଗି ପ୍ରସ୍ତୁତି କରିବା ପାଇଁ ଭାରତୀୟ ବ୍ୟାଟର ଲୋକେଶ ରାହୁଲ ଆଗୁଆ ଇଂଲଣ୍ଡ ଟୁର କରିବେ। ରାହୁଲଙ୍କୁ ଭାରତୀୟ ଦଳର...

ଏକାଠି ହେବେ ଋଷିଆ ଭାରତ ଓ ଚାଇନା! ବିଶ୍ୱରେ ଚହଳ

ମସ୍କୋ, ୩୦।୫: ଋଷିଆର ବୈଦେଶିକ ମନ୍ତ୍ରୀ ସେର୍ଗେଇ ଲାଭ୍ରୋଭ ଋଷିଆ-ଭାରତ-ଚାଇନା (RIC) ତ୍ରିପାକ୍ଷିକ ସହଯୋଗକୁ ଏକାଠି କରିବା ପାଇଁ ମସ୍କୋର ଗଭୀର ଆଗ୍ରହ ଥିବା କଥା ପ୍ରକାଶ କରିଛନ୍ତି। ଉରାଲ ପର୍ବତମାଳାର ପର୍ମ ସହରରେ ଆୟୋଜିତ ଏକ ଅନ୍ତର୍ଜାତୀୟ ସମ୍ମିଳନୀରେ...

ଖାଉଥିବା ବେଳେ ଛେଳି ଚରାଳିଙ୍କ ଉପରେ ପଡ଼ିଲା ବଜ୍ରପାତ: ଆଉ ତା’ପରେ…

ଚିକିଟି,୩୦।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜଲା ଚିକିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଅଧୀନ ବାତରପଲ୍ଲୀ ଗ୍ରାମ ନିକଟରେ ଶୁକ୍ରବାର ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଚାନ୍ଦପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri