ନଦୀ ପଠାଜମିକୁ ବେଆଇନ ଲିଜ୍
କୁଜଙ୍ଗ, ୨।୧୦(ଡି.ଏନ୍.ଏ.): କୁଜଙ୍ଗ ତହସିଲ ଦେଇ ପ୍ରବାହିତ ସାହାରାପେଣ୍ଠ ମତ୍ସ୍ୟଦିଆ ସଇରାତର ଶାମୁକାତିମୁଣ୍ଡା ନଦୀ ପଠା ଜମିକୁ ବେଆଇନଭାବେ ଲିଜ୍ ଆକାରରେ ଦିଆଯାଇଛି। ଏନେଇ କୈର୍ବତ୍ତ୍ୟମାନଙ୍କ ତରଫରୁ ଶୁକ୍ରବାର କୁଜଙ୍ଗ ଥାନା ଓ ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି। କବୈର୍ତ୍ତ୍ୟ…
ଜିଲାରେ ବଢୁଛି ସମସ୍ୟା, ସମାଧାନ ନାହିଁ
କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ପୂରିଛି। ଖଣି, ଶିଳ୍ପ ବିହୀନ ଜିଲାରେ ଚାଷ ଓ ମାଛ ଜୀବନ ଜୀବିକା ହୋଇଛି। ମାନବ ସମ୍ବଳର ଉପଯୋଗ ପାଇଁ ସ୍ବତନ୍ତ୍ର ଯୋଜନା ନାହିଁ। କର୍ମନିଯୁକ୍ତି ପାଇଁ ଯୁବବର୍ଗଙ୍କୁ…
ଯାଜପୁର ସିମେଣ୍ଟ କାରଖାନାରେ ଉତ୍ତେଜନା
କଳିଙ୍ଗନଗର, ୨।୧୦(ଡି.ଏନ.ଏ.): କଳିଙ୍ଗନଗର ଶଳ୍ପାଞ୍ଚଳର ଯାଜପୁର ସିମେଣ୍ଟ (ସାଗର ସିମେଣ୍ଟ୍) କାରଖାନାରେ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଛି। ୩ ମାସର ବକେୟା ଦରମା ଦାବିରେ ଶ୍ରମିକ ଓ କର୍ମଚାରୀ ସକାଳ ୭ଟାରୁ ଆନ୍ଦୋଳନକୁ ଓହ୍ଲାଇଥିଲେ। ଅପରାହ୍ନ ୪ଟାରେ ପୋଲିସ ପହଞ୍ଚତ୍ କାରଖାନା…
ସେବା ଯୋଗାଣ କେନ୍ଦ୍ରରେ ଶୋଷଣ
ରସୁଲପୁର, ୨।୧୦(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ୪୦ରୁ ଊର୍ଦ୍ଧ୍ୱ ଜନସେବା, ମୋ ସେବା ଓ ଆଧାର କେନ୍ଦ୍ର ରହିଛି। ମାତ୍ର ଏସବୁ ସେବାକେନ୍ଦ୍ରଗୁଡ଼ିକ ମଧ୍ୟରୁ ଅନେକ କେନ୍ଦ୍ରରେ ଲୋକଙ୍କୁ ଶୋଷଣ କରାଯାଉଛି। ଧାର୍ଯ୍ୟ ମୂଲ୍ୟଠାରୁ ଏମାନେ ଅଧିକ ଟଙ୍କା ଆଦାୟ କରୁଛନ୍ତି।…
୨୦୨୨ ସୁଦ୍ଧା ସବୁ ସହରକୁ ପାନୀୟ ଜଳ
ଭୁବନେଶ୍ୱର, ୨।୧୦(ବ୍ୟୁରୋ): ସହରାଞ୍ଚଳକୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ଓ ଆବର୍ଜନାମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ପ୍ରତ୍ୟେକ ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଏହି ଲକ୍ଷ୍ୟ…
୨୪୮୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବ୍ୟବସାୟ ଅନୁକୁଳ ବାତାବରଣ ଯୋଗୁ ଓଡ଼ିଶାକୁ ପୁଞ୍ଜିନିବେଶକାରୀ ଆକର୍ଷିତ ହେବାରେ ଲାଗିଛନ୍ତି। ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ କମିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ) ବୈଠକରେ ୧୪୧୧.୫୮…
ଗଲଓ୍ବାନରେ ନିହତ ସୈନ୍ୟଙ୍କ ଭିଡିଓ ଶେୟାର କଲା ଚାଇନା
ବେଜିଂ,୨।୧୦: ୨୦୨୦ ଜୁନ୍ ୧୫ରେ ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତୀୟ ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ଏଥିରେ ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪ ସୈନ୍ୟଙ୍କ ମୃତ୍ୟୁ ଘଟିଥିବା ବେଜିଂ କହୁଛି।…
କୋରାପୁଟ୍ କଫି କାଫେ ଉଦ୍ଘାଟିତ
ଭୁବନେଶ୍ୱର(ବ୍ୟୁରୋ)/ କୋରାପୁଟ (ସ୍ବ.ପ୍ର.), ୨।୧୦: ଅନ୍ତର୍ଜାତୀୟ କଫି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟରେ ‘କୋରାପୁଟ କଫି କାଫେ’ର ଉଦ୍ଘାଟନ କରିବା ସହ www.koraputcoffee.org ନାମକ ଏକ ଇ-କମର୍ସ ପ୍ଲାଟ୍ଫର୍ମର ଶୁଭାରମ୍ଭ କରିଛନ୍ତି। ଏହିଭଳି ଅନେକ କଫି କାଫେ ଭାରତର…
ଓଏସ୍ଏସ୍ଟିଇଟି ପରୀକ୍ଷାରେ ତ୍ରୁଟି ଅଭିଯୋଗ
କଟକ ଅଫିସ, ୨।୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ କରାଯାଇଥିବା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍ଏସ୍ଟିଇଟି)ରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ ଏବିଭିପି ସହଯୋଗରେ ଶୁକ୍ରବାର ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…
ରାଷ୍ଟ୍ରୀୟ ଦଳିତ ପଛୁଆବର୍ଗ ମହାସଂଘର ପୁଣି ଧାରଣା
ବାରଙ୍ଗ, ୨।୧୦(ଡି.ଏନ୍.ଏ.): ଜମି ଜାଲିଆତି ନେଇ ନ୍ୟାଯ୍ୟ ଦାବି ନ ମିଳିବା ଓ ପ୍ରଶାସନ ପ୍ରତିଶ୍ରୁତି ଦେଇ ପୂରଣ କରୁ ନ ଥିବା ପ୍ରତିବାଦରେ ରାଷ୍ଟ୍ରୀୟ ଦଳିତ ପଛୁଆ ବର୍ଗ ମହାସଂଘ ପକ୍ଷରୁ ବାରଙ୍ଗ ତହସିଲ କାର୍ଯ୍ୟାଳୟ ସାମ୍ନାରେ ଶୁକ୍ରବାର ପୁଣି…
ବନ କର୍ମଚାରୀଙ୍କୁ ମାଡ଼ମାରି ଆଣ୍ଠେଇ ଦେଲେ
ବାଣପୁର, ୨।୧୦(ଡି.ଏନ୍.ଏ.): ବରବରା ଧୂଆଁନଳୀ ଜଙ୍ଗଲରୁ ଶାଗୁଆନ ଗଛ କଟାକୁ ନେଇ ଶୁକ୍ରବାର ସ୍ଥାନୀୟ ଫରେଷ୍ଟରଙ୍କ ସହ ବନ କର୍ମଚାରୀଙ୍କୁ କେତେଜଣ ଗ୍ରାମବାସୀ ମାଡ଼ ମାରି ଆଣ୍ଠେଇ ଦେଇଥିବା ବାଣପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା ମୁତାବକ, ଶୁକ୍ରବାର ସକାଳେ ବରବରା…
ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ
ନିମାପଡ଼ା, ୨।୧୦(ଡି.ଏନ୍.ଏ.): ଚାରିଛକ ଫାଣ୍ଡି ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତ ବେଲପଡ଼ା ଗ୍ରାମର ମମତା ସାହୁଙ୍କ ଗୁରୁବାର ରାତିରେ ମୃତ୍ୟୁ ଘଟିଛି। ତେବେ ମମତାଙ୍କ ବାପଘର ଲୋକେ ଏହି କଥା ଜାଣିବା ପରେ ଝିଅକୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା…
Archives


