Home Left

୧୧ ହଜାର କିଲୋ ପ୍ଲାଷ୍ଟିକ, ପଲିଥିନ ନଷ୍ଟ କରାଯିବ

ପୁରୀ ଅଫିସ, ୨।୧୦: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ଯୁବ ଓ କ୍ରୀଡ଼ା ବ୍ୟାପାର ବିଭାଗ ଆହ୍ବାନ କ୍ରମେ ଶୁକ୍ରବାର ନେହେରୁ ଯୁବକେନ୍ଦ୍ର ପୁରୀ ପକ୍ଷରୁ ସ୍ବଚ୍ଛ ଭାରତ ଓ ସୁରକ୍ଷିତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ବିଦ୍ୟାଳୟରେ ତାଲା, ବାହାରେ ପଢ଼ିଲେ ଛାତ୍ରୀଛାତ୍ର

କଣାସ,୨।୧୦(ସ୍ବ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗଡ଼ସାନପୁଟ ପଞ୍ଚାୟତର ବାରଦାରେ ଥିବା ବାରଦା-ବାଦଲପୁର ଉଚ୍ଚ ବିଦ୍ୟାଳୟରେ ଶିକ୍ଷକମାନଙ୍କ ମଧ୍ୟରେ ଦୀର୍ଘଦିନ ହେବ କୌଣସି କଥାକୁ ନେଇ ତିକ୍ତତା ଲାଗି ରହିଛି। ଅଧିକାଂଶ ସମୟ ବିଦ୍ୟାଳୟରେ ଶିକ୍ଷକଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିବାରୁ ଦଶମ ଶ୍ରେଣୀର…

ରାସ୍ତାରେ ଗୋରୁ, ଯାତ୍ରୀ ହନ୍ତସନ୍ତ

ନିମାପଡ଼ା, ୨।୧୦(ଡି.ଏନ୍‌.ଏ.): ନିମାପଡ଼ା ବଡ଼ବଜାର, ଥାନା ଛକ, ବ୍ଳକ, ତହସିଲ ଅଫିସ ଛକ, ଦୋଳବେଦୀ ଛକ, ଟାଉନ କ୍ଲବ ଛକ ଦୀର୍ଘଦିନ ଧରି ବୁଲା ଗୋରୁ, ଷଣ୍ଢଙ୍କ ନିରାପଦ ଆଶ୍ରୟସ୍ଥଳ ପାଲଟିଛି। ଏହି ଛକଗୁଡ଼ିକର ମୁଖ୍ୟରାସ୍ତାରେ ଗୋରୁ ଦିନତମାମ ଶୋଇ ରହୁଥିବାରୁ…

ୟୁଜିସି-ଏନ୍‌ଇଟି ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨।୧୦(ବ୍ୟୁରୋ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁଜିସି-ଏନ୍‌ଇଟି ଡିସେମ୍ବର-୨୦୨୦ ଓ ଜୁନ୍‌-୨୦୨୧ ସେସନ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ଏହି ପରୀକ୍ଷା ଯଥାକ୍ରମେ ଅକ୍ଟୋବର ୬ରୁ ୮ ତାରିଖ ଏବଂ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ହେବାର ଥିଲା।…

ପଥରରେ ଛେଚି ନାବାଳକଙ୍କୁ ହତ୍ୟା

ନିରାକାରପୁର, ୨।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଗୁରୁବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଏହି ଥାନା ଅଧୀନ ବେରୁଆଁପଡ଼ା ଗ୍ରାମର ସୌମ୍ୟରଞ୍ଜନ ସାମନ୍ତରାୟ ଓରଫ ରଞ୍ଜନ(୧୭)। ଏହି ଘଟଣାରେ ଖୋର୍ଦ୍ଧା ଜିଲା…

୪ରୁ ମିଳିବ ମାଟ୍ରିକ ସାର୍ଟିଫିକେଟ

କଟକ ଅଫିସ, ୨।୧୦: ଆସନ୍ତା ୪ ତାରିଖଠାରୁ ଛାତ୍ରୀଛାତ୍ରଙ୍କୁ ମିଳିବ ମାଟ୍ରିକ ସାର୍ଟିଫିକେଟ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ରାଜ୍ୟରେ ୩୦ଟି କେନ୍ଦ୍ର ଚିହ୍ନଟ କରାଯାଇଛି। ସ୍କୁଲଗୁଡିକ ଆବଶ୍ୟକ ପ୍ରମାଣପତ୍ର ଦାଖଲ କରି ଛାତ୍ରୀଛାତ୍ରଙ୍କ ସାର୍ଟିଫିକେଟ ନେଇପାରିବେ। ତେବେ…

ପୂର୍ବତନ ବାଚସ୍ପତି ଶରତ କରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ପୂର୍ବତନ ବାଚସ୍ପତି ତଥା ସାହିତି୍ୟକ ଶରତ କୁମାର କରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ଶହୀଦନଗରସ୍ଥିତ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ମନ୍ତ୍ରୀ ପ୍ରତାପ ଜେନା, ବିଧାୟକ ଅମର ଶତପଥୀ,…

ରାତିରେ କଦଳୀ ଖାଇଲେ କ’ଣ ହୁଏ

କଦଳୀ ଏକ ସ୍ବାସ୍ଥୋପଯୋଗୀ ଫଳ। ଏଥିରେ ୨୫ ପ୍ରତିଶତ ସୁଗାର ରହିଥାଏ, ଯାହା ଶରୀରର ଆବଶ୍ୟକତାକୁ ପୂରଣ କରିବାରେ ସାହାଯ୍ୟ କରିଥାଏ। ଦିନ ତମାମ ପରିଶ୍ରମ ପରେ ଶରୀରକୁ ଆବଶ୍ୟକ ଶକ୍ତି କଦଳୀରୁ ମିଳିଥାଏ। ଏଥିରେ ଆଇରନ ମାତ୍ରା ଭରପୂର ରହିଥାଏ।…

ଓଡ଼ିଶାର ୨୧% ପରିବାର ଏବେ ବି ଏଲ୍‌ପିଜି କନେକ୍ସନ ପାଇନାହାନ୍ତି

ନୂଆଦିଲ୍ଲୀ,୨।୧୦: ଓଡ଼ିଶାର ପ୍ରାୟ ୪୭% ପରିବାର ସେମାନଙ୍କର ପ୍ରାଥମିକ ରୋଷେଇ ଇନ୍ଧନ ଭାବେ ଲିକ୍ୱିଫାଏଡ୍‌ ପେଟ୍ରୋଲିୟମ ଗ୍ୟାସ୍‌ (ଏଲ୍‌ପିଜି)ର ବ୍ୟବହାର କରୁଛନ୍ତି। ରାଜ୍ୟର ୭୯% ଘରେ ଏଲ୍‌ପିଜି ସଂଯୋଗ ରହିଛି। ତେବେ ପ୍ରାୟ ୭୩% ପରିବାର ଏବେ ବି ସ୍ବତନ୍ତ୍ର ଭାବେ…

୧୦ ଦିନ ଭିତରେ ରାସ୍ତାକୁ ଖାଲଖମା ମୁକ୍ତ କର

ନୂଆଦିଲ୍ଲୀ,୨।୧୦: ରାଜଧାନୀ ଦିଲ୍ଲୀ ରାସ୍ତାକୁ ୧୦ ଦିନ ଭିତରେ ଖାଲଖମା ମୁକ୍ତ କର। ପିଡବ୍ଲ୍ୟୁଡି ଅଧିକାରୀଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ପ୍ରବଳ ବର୍ଷା କାରଣରୁ ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଜନସାଧାରଣ କାର୍ଯ୍ୟ…

ପଞ୍ଜାବକୁ ଦିଗହରା ହେବାକୁ ଦେଲେନି ଶାହାରୁଖ ଖାନ

ଦୁବାଇ,୨।୧୦: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ପଞ୍ଜାବ କିଙ୍ଗ୍ସ ୫ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ହରାଇ ଦେଇଛି। କେକେଆର୍‌ ପକ୍ଷରୁ ଧାର୍ଯ୍ୟ ୧୬୬ ରନ୍‌ର ବିଜୟ ଲକ୍ଷ୍ୟକୁ ପଞ୍ଜାବ ୧୯.୩ ଓଭରରେ ହାସଲ କରିଥିଲା। ପଞ୍ଜାବ ଶେଷ…

ଇ-କମର୍ସ ସାଇଟରେ ପାର୍ବଣ ଅଫର

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଉପଲକ୍ଷେ ଦେଶର ପ୍ରମୁଖ ଇ-କମର୍ସ କମ୍ପାନୀ ଆମାଜନ୍‌, ଫ୍ଲିପ୍‌କାର୍ଟ, ମିଶୋ ଓ ମିନ୍ତ୍ରା ପକ୍ଷରୁ ମେଗା ସେଲ୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ଆମାଜନ୍‌ ଡଟ୍‌ ଇନ୍‌ ପକ୍ଷରୁ ‘ପୂଜା ସପିଙ୍ଗ୍‌ ଉତ୍ସବ’ ଏବଂ ଫ୍ଲିପକାର୍ଟରେ ‘ଆର୍ଟଫର୍ମ ଅଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri