ରାନୁ ମଣ୍ଡଳ ପୁଣି ଚର୍ଚ୍ଚାରେ
ନୂଆଦିଲ୍ଲୀ,୩୦।୯: ରାତାରାତି ପରିଚିତ ହୋଇଥିବା ରାନୁ ମଣ୍ଡଳ ଏବେ ପୁଣି ଚର୍ଚ୍ଚାରେ। ନିକଟରେ ଶ୍ରୀଲଙ୍କାର ୟୋହାନିଙ୍କ ଗୀତ ‘ମାନିକେ ମାଗେ ହିଥେ’ ଲୋକପ୍ରିୟ ହୋଇଛି। ଏହି ଗୀତକୁ ରାନୁ ମଣ୍ଡଳ ଗାଇ ପୁଣି ଲୋକଙ୍କ ନଜରକୁ ଫେରିଛନ୍ତି। ସୂଚନାନୁସାରେ, ଲତା ମଙ୍ଗେଶକରଙ୍କ…
ଇଭିଏମ୍ରେ ମମତାଙ୍କ ଭାଗ୍ୟ ସିଲ୍
କୋଲକାତା,୩୦।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ହାଇପ୍ରୋଫାଇଲ ଆସନ ଭବାନୀପୁରରେ ଗୁରୁବାର ଉପନିର୍ବାଚନ ଅନୁଷ୍ଠିତ ହୋଇଛି। ଏଠାରେ ଅପରାହ୍ନ ୫ଟା ସୁଦ୍ଧା ୫୩.୩୨% ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତୃଣମୂଳ କଂଗ୍ରେସ (ଟିଏମ୍ସି) ସୁପ୍ରିମୋ ମମତା ବାନାର୍ଜୀ…
ସିଏସ୍କେ ଆଗରେ ୧୩୫ ରନ୍ର ଟାର୍ଗେଟ
ଶାରଜା,୩୦।୯: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଏହି ନିଷ୍ପତ୍ତିକୁ ସଠିକ୍ ପ୍ରମାଣ କରିଥିଲେ ବୋଲରମାନେ। ଜୋଶ ହାଜେଲଉଡ୍ (୩ ଉଇକେଟ), ଡ୍ବେନ ବ୍ରାଭୋ (୨), ଶାର୍ଦ୍ଦୁଳ ଠାକୁର (୧)…
ଦିନକୁ ଆୟ କରୁଛନ୍ତି ହଜାରେ କୋଟି
ନୂଆଦିଲ୍ଲୀ,୩୦।୯: ଶିଳ୍ପପତୀ ଗୌତମ ଆଦାନି ଏସିଆର ଧନୀ ତାଲିକାରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଗତ ବର୍ଷ ଅପେକ୍ଷା ତାଙ୍କ ସମ୍ପତ୍ତି ୪ ଗୁଣା ବୃଦ୍ଧି ପାଇଛି। ୨୦୨୦ରେ ତାଙ୍କ ପାଖରେ ୧,୪୦,୨୦୦ କୋଟି ଟଙ୍କା ସମ୍ପତ୍ତି ଥିଲା। ଏବେ ତାଙ୍କ…
ଦୁର୍ଘଟଣାରେ ଚାଲିଗଲା କେନ୍ଦ୍ରୀୟ ଅଧିକାରୀଙ୍କ ଜୀବନ
ଆନନ୍ଦପୁର,୩୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା ଅଧୀନ ଦରଖଳାଠାରେ ଏକ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ଗୁରୁତର ଆହତ ହୋଇଥିବା ଜଣେ କେନ୍ଦ୍ରୀୟ ଅଧିକାରୀଙ୍କ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମିଳିଥିବା…
ବର୍ଷାରେ ଭାଙ୍ଗିଲା ଘର,ଅସହାୟ ମା’ ଝିଅ
କୋକସରା,୩୦।୯(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ପଞ୍ଚାୟତ ଅଧୀନ ଜଲତାମୁଣ୍ଡା ଗାଁରେ ଲଗାଣ ବର୍ଷାରେ ଏକ ଘର ଭାଙ୍ଗି ଯାଇଛି। ଏଥିରେ ଦୁଇ ବିଧବା ମା ଝିଅ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ, ଗୁରୁବାର ବର୍ଷା ଯୋଗୁ ଜଲତାମୁଣ୍ଡା…
କପିଲ ସିବଲଙ୍କ ସପକ୍ଷରେ ଶଶି ଥରୁର
ନୂଆଦିଲ୍ଲୀ,୩୦।୯: କଂଗ୍ରେସ ବନାମ କଂଗ୍ରେସ କଳି ଘନେଇବାରେ ଲାଗିଛି। ଜି-୨୩ର ସଦସ୍ୟ କପିଲ ସିବଲ କଂଗ୍ରେସ ହାଇକମାଣ୍ଡଙ୍କ ଉପରେ ବର୍ଷିବା ପରେ ତାଙ୍କ ଘର ଉପରେ ଟମାଟର ମାଡ଼ କରାଯାଇଥିଲା। ଗୁରୁବାର କଂଗ୍ରେସର ଭେଟେରାନ ନେତାଙ୍କ ସପକ୍ଷରେ ଗୁରୁବାର ବାହାରିଛନ୍ତି ଶଶି…
ମୋବାଇଲ୍ ଗେମ୍ ପାଇଁ ଗଲା ଛାତ୍ରଙ୍କ ଜୀବନ
ଆନନ୍ଦପୁର,୩୦ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଇନ୍ଦୁପୁରା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ମୋବାଇଲରେ ଗେମ୍ ଖେଳିବାକୁ ମନା କରିବାରୁ ଜଣେ ନବମ ଶ୍ରେଣୀ ଛାତ୍ର ଦଉଡି ଦେଇ ଜୀବନ ହାରିଛନ୍ତି। ମିଳିଥିବା ସୂଚନା ମୁତାବକ, ଛାତ୍ରଙ୍କ ପରୀକ୍ଷା…
ଅଶ୍ୱିନଙ୍କ ସପକ୍ଷରେ ବାହାରିଲା ପୂରା ଦଳ
ଦୁବାଇ,୩୦।୯: ନିକଟରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଏକ ଆଇପିଏଲ ମ୍ୟାଚ୍ ଖେଳାଯାଇଥିଲା। ମ୍ୟାଚ୍ରେ ଦିଲ୍ଲୀ ବ୍ୟାଟିଂ କରୁଥିବା ବେଳେ ଫିଲ୍ଡରଙ୍କ ଥ୍ରୋ ନନ୍ ଷ୍ଟାଇକର ଏଣ୍ଡରେ ଛିଡ଼ା ହୋଇଥିବା ରିଷଭ ପନ୍ତଙ୍କ ହାତରେ ବଲ…
ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ
ଭୁବନେଶ୍ୱର,୩୦।୯: ପିପିଲି ଉପନିର୍ବାଚନରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ଓ ଏହା ପରେ ଯେଉଁମାନେ…
ଫିଲ୍ମ ଆକ୍ଟ୍ରେସଙ୍କ ଆତ୍ମହତ୍ୟା
ବାଙ୍ଗାଲୋର,୩୦।୯: ଜଣାଶୁଣା କନ୍ନଡ ଟେଲିଭିଜନ ଆକ୍ଟ୍ରେସ ସୌଜନ୍ୟା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ବାଙ୍ଗାଲୁରୁର କୁମ୍ବାଲଗୋଡୁ ଆପାର୍ଟମେଣ୍ଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତାଙ୍କ ମୃତଦେହ ନିକଟରୁ ଏକ ସୁଇସାଡ୍ ନୋଟ ମିଳିଛି, ଯେଉଁଥିରେ ଚରମ ପଦକ୍ଷେପ ପାଇଁ କେବଳ…
‘ମୋତେ ଟ୍ୟାଗ୍ କରିବା ବନ୍ଦ କର, ମୁଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ନୁହେଁ’
ନୂଆଦିଲ୍ଲୀ,୩୦।୯: “ମୁଁ ଅମରିନ୍ଦର ସିଂ। ଭାରତୀୟ ଫୁଟବଲ ଦଳର ଗୋଲକିପର। ମୁଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ନୁହେଁ। ଏଣୁ ଦୟାକରି ମୋତେ ଟ୍ୟାଗ କରନ୍ତୁ ନାହିଁ”। ଏଭଳି ଟୁଇଟ୍ କରିଛନ୍ତି ଭାରତୀୟ ଫୁଟବଲ ଦଳର ସଦସ୍ୟ ଅମରିନ୍ଦର ସିଂ। ତାଙ୍କ ନାମ ପଞ୍ଜାବର…
Archives


