Home Left

ହତ୍ୟାକାରୀଙ୍କ ପତ୍ତା ପାଉନି କମିଶନରେଟ୍‌ ପୋଲିସ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ରାଜଧାନୀରେ ଘଟିଥିବା ଏକାଧିକ ହତ୍ୟା ଘଟଣା ଉପରୁ କମିଶନରେଟ ପୋଲିସ ପରଦା ଉଠାଇ ପାରୁନାହିଁ। ହତ୍ୟା ଅଭିଯୁକ୍ତମାନେ ଫେରାର ହୋଇ ବୁଲୁଥିବାବେଳେ ପୋଲିସ ସେମାନଙ୍କୁ ଧରିବାରେ ବିଫଳ ହୋଇଛି। ବିଭିନ୍ନ ହତ୍ୟା ମାମଲାରେ ତଦନ୍ତକାରୀ ଅଫିସର ଓ ଥାନା…

ହର୍ଷଲଙ୍କ ହ୍ୟାଟ୍ରିକ ସେଲିବ୍ରେଶନ କୋହଲିଙ୍କୁ ଦେଇଥିଲା ଆଘାତ

ୟୁଏଇ,୩୦।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦ୍ରୁତ ବୋଲର ହର୍ଷଲ ପଟେଲ ମୁମ୍ବାଇ ଇଣ୍ଡିଆନ୍ସ (ଏମମଆଇ) ବିପକ୍ଷରେ ଜବରଦସ୍ତ ବୋଲିଂ କରିବା ପରେ ତାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ସେ ଏହି ମ୍ୟାଚର ୧୭ ତମ ଓଭରରେ ପଟେଲ ହ୍ୟାଟ୍ରିକ…

ମଧୁବାବୁ ଓଡ଼ିଆ ଜାତିର ଇତିହାସରେ ସ୍ମରଣୀୟ ରହିବେ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ତତ୍‌କାଳୀନ ନେତୃବର୍ଗଙ୍କ ମଧ୍ୟରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଭାବନା ଆସି ନ ଥିବାବେଳେ ଉତ୍କଳ ଗୌରବ ମଧୁସୂଦନ ଭାଷାଭିତ୍ତିକ ରାଜ୍ୟ ଗଠନର ଆଭିମୁଖ୍ୟ ଗ୍ରହଣ କରି ଇତିହାସ ସୃଷ୍ଟି କରିଥିଲେ। ଓଡ଼ିଆ ଜାତୀୟତା ଓ ସ୍ବାଭିମାନର କାଣ୍ଡାରୀ…

ମା’ଚର୍ଚ୍ଚିକାଙ୍କ ପୀଠରେ ଷୋଳ ପୂଜା ଆରମ୍ଭ

ବାଙ୍କୀ/ନିଶ୍ଚିନ୍ତକୋଇଲି, ୩୦।୯ (ସ୍ବ.ପ୍ର.): ବାଙ୍କୀର ଅଧିଷ୍ଠାତ୍ରୀ ଦେବୀ ମା’ଚର୍ଚ୍ଚିକାଙ୍କ ପୀଠରେ ବୁଧବାରଠାରୁ ଷୋଳପୂଜା ଆରମ୍ଭ ହୋଇଛି। ଚଳିତବର୍ଷ କୋଭିଡ ନିୟମ ଅନୁଯାୟୀ ପୀଠରେ ଷୋଡ଼ଶ ଉପଚାରରେ ପୂଜାର୍ଚ୍ଚନା କରାଯାଇଛି। ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ଆଶ୍ୱିନ ମାସ କୃଷ୍ଣପକ୍ଷ ମୂଳାଷ୍ଟାମୀ ଠାରୁ…

ଉନ୍ନତୀକରଣ ଅପେକ୍ଷାରେ ଡ୍ରେନେଜ ବ୍ୟବସ୍ଥା

କଟକ ଅଫିସ, ୩୦।୯: କଟକ ଜିଲା ଡ୍ରେନେଜ ଡିଭିଜନ ପକ୍ଷରୁ ୨୦୨୧-୨୨ ଆର୍ଥତ୍କ ବର୍ଷରେ ଟାଙ୍ଗି-ଚୌଦ୍ୱାର, ବାଙ୍କୀ, ବଡ଼ମ୍ବା, ଆଠଗଡ଼ ଆଦି ଅଞ୍ଚଳରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ବହୁ ଅଞ୍ଚଳରେ ଜଳ ନିଷ୍କାସନ ଠିକ୍‌ ଭାବରେ ହୋଇ ନ…

ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତି

କଟକ ଅଫିସ,୩୦।୯: ଓଡ଼ିଶା ହାଇକୋର୍ଟରେ ୪ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି। ସେମାନଙ୍କ ମଧ୍ୟରେ ବାର୍‌ ଆସୋସିଏଶନ୍‌ରୁ ୨ଜଣ ଥିବା ବେଳେ ୨ ଜୁଡିସିଆଲ ଅଫିସର ଅଛନ୍ତି। ତେବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ, ଜୁଡିସିଆଲ ଅଫିସର…

ନିଜ ଜୀବନକୁ ବାଜି ଲଗାଇ ଚଳନ୍ତା ଟ୍ରେନ୍‌ ଆଗରେ ଧାଇଁଲେ ବ୍ୟକ୍ତି, ପୂରା ଘଟଣା ଜାଣିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ରାଗିଗଲା ବିସିସିଆଇ: ଡ୍ରେସିଂ ରୁମ୍‌ ବିବାଦକୁ ନେଇ ଖୁଲାସା

ନୂଆଦିଲ୍ଲୀ,୩୦।୯: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ମିଡିଆ ରିପୋର୍ଟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛି। କିଛି ବରିଷ୍ଠ ଖେଳାଳି ବିରାଟ କୋହଲିଙ୍କ ବିଷୟରେ ବିସିସିଆଇ ସଚିବ ଜୟ ଶାହାଙ୍କ ନିକଟରେ ଅଭିଯୋଗ କରିଥିବା ଗଣମାଧ୍ୟମରେ ଚର୍ଚ୍ଚା…

ଜାତୀୟ ଟିଭି ଚ୍ୟାନେଲରେ ପ୍ରସାରିତ ହେବ ନଟିଆ କମେଡି

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଭାରତର ପ୍ରମୁଖ ମନୋରଞ୍ଜନ ଭିତ୍ତିକ ଚ୍ୟାନେଲ ‘ଦି କ୍ୟୁ ଟିଭି’ ନଟିଆ କମେଡିକୁ ନିଜ ଚ୍ୟାନେଲରେ ପ୍ରସାରିତ କରିବା ପାଇଁ ଉତ୍କଳ କାର୍ଟୁନ ସହ ଚୁକ୍ତି କରିଛି। ଏହି ଚୁକ୍ତିନାମା ଅନୁସାରେ ନଟିଆ କମେଡିର ସମସ୍ତ ଅଧ୍ୟାୟ ହିନ୍ଦୀରେ…

ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୩୦।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୯୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ସରକାରଙ୍କ ନିଷ୍ପତ୍ତି କାଏମ କଲେ ହାଇକୋର୍ଟ

କଟକ ଅଫିସ ,୩୦।୯ : ଲଟେରି ଜରିଆରେ ମଦ ଦୋକାନ ଲାଇସେନ୍ସ ସମ୍ପର୍କିତ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆଗତ ସମସ୍ତ ଆବେଦନଗୁଡ଼ିକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଫଳରେ ସରକାରଙ୍କ ନିଷ୍ପତ୍ତି କାଏମ ରହିଛି। ମୁଖ୍ୟବିଚାରପତି ଏସ୍‌.ମୁରଲୀଧର ଓ…

ବନ ବିଭାଗ ଚୁପ୍‌, ଆଢୁଆଳରେ ଅଧିକାରୀ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ମହାନଦୀର କଟକ ମୁଣ୍ଡଳି ବ୍ରିଜ ତଳେ ଫସିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ଓଡ୍ରାଫ୍‌ ବୋଟ୍‌ ଓଲଟି ଦୁଇଜଣଙ୍କ ଜୀବନ ଗଲା। ଏଥିସହ ଉକ୍ତ ହାତୀର ବି ମୃତ୍ୟୁ ହେଲା। କାହା ପାଇଁ ଏତେବଡ଼ ଘଟଣା ଘଟିଲା ତାହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri