ମ୍ୟାକ୍ସଓ୍ବେଲ ଅନ୍ ଫାୟାର
ଦୁବାଇ,୨୯।୯: ପୁରୁଣା ଫର୍ମକୁ ଫେରିଛନ୍ତି ଗ୍ଲେନ ମ୍ୟାକ୍ସଓ୍ବେଲ। ଗତ ମ୍ୟାଚ୍ ଭଳି ଏଥର ମଧ୍ୟ ଖେଳିଛନ୍ତି ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି। ତାଙ୍କ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୧୭ ବଲ ପୂର୍ବରୁ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି।…
ଡ୍ରାଇଭର ନ ମିଳିବାରୁ ସୈନିକ ଚଲାଇବେ ତେଲ ଟ୍ୟାଙ୍କର
ଲଣ୍ଡନ, ୨୯ା୯: ଟ୍ରକ୍ ଚାଳକଙ୍କ ଅଭାବରୁ ବ୍ରିଟେନରେ ଯୋଗାଣ ଶୃଙ୍ଖଳ ବାଧାପ୍ରାପ୍ତ ହେବାଯୋଗୁ ସପ୍ତାହେ ହେଲା ଲାଗି ରହିଥିବା ତୈଳ ସଙ୍ଗଟ ଦୂର କରିବା ପାଇଁ ସେନା ନିୟୋଜିତ ହେବେ। ଅଧିକାଂଶ ସହରରେ ପେଟ୍ରୋଲ ଟାଙ୍କିଗୁଡ଼ିକ ଖାଲି ହୋଇଯାଇଥିବାରୁ ସେଠାକୁ ବ୍ରିଟିଶ…
ମଦଭାଟିରୁ ଟଙ୍କା ନେଉଥିଲେ ଅବକାରୀ ଅଧୀକ୍ଷକ
ଦେବଗଡ଼,୨୯ା୯(ଡି.ଏନ୍.ଏ.): ମଦଭାଟି ମାଲିକଙ୍କଠାରୁ ଦେଢଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଦେବଗଡ଼ ଅବକାରୀ ଅଧୀକ୍ଷକ ଅଜିତ କୁମାର ମହାପାତ୍ର ଓ ବାରକୋଟ ଅବକାରୀ ଏଏସ୍ଆଇ ମଥୁରା ମୋହନ ପ୍ରଧାନ। ଭିଜିଲାନ୍ସ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁ୍ଯାୟୀ କୌଣସି…
ମହିଳାଙ୍କୁ ପ୍ରେମିକଙ୍କ ସହ ଉଲଗ୍ନ କରି ଗାଁରେ ବୁଲାଇଲେ
ରାଞ୍ଚି,୨୯।୯: ଅନୈତିକ ସମ୍ପର୍କ ରଖିବା ଅଭିଯୋଗରେ ଜଣେ ବିବାହିତା ମହିଳାଙ୍କୁ ତାଙ୍କ ପ୍ରେମିକଙ୍କ ସହ ଉଲଗ୍ନ କରି ଗାଁ ବୁଲାଇଛନ୍ତି ଗ୍ରାମବାସି। ଝାଡ଼ଖଣ୍ଡର ଡୁମକା ଜିଲାର ବଦତାଲି ପଞ୍ଚାୟତର ଏକ ଗ୍ରାମରେ ଘଟିଛି ଏଭଳି ଘଟଣା। ଅଭିଯୋଗ ପରେ ଘଟଣାରେ ସମ୍ପୃକ୍ତ…
‘ଝାଡ଼ଖଣ୍ଡରେ ଓଡ଼ିଆ ଭାଷା ମରିଯିବ’
ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଝାଡ଼ଖଣ୍ଡରେ ଓଡ଼ିଆ ଭାଷାକୁ ଦ୍ବିତୀୟ ରାଜ୍ୟଭାଷା ପ୍ରତ୍ୟାହାର ପ୍ରସଙ୍ଗରେ ଓଡ଼ିଶାରେ ରାଜନୀତି ଜୋର ଧରିଛି। ବିରୋଧୀ ଦଳ ନେତା ପ୍ରଦିପ୍ତ ନାୟକ ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…
ହଷ୍ଟେଲରେ ନ ରହି ପରୀକ୍ଷା ଦେଲେ ବିଦ୍ୟାଭାରତୀ
ବଲାଙ୍ଗୀର ଅଫିସ,୨୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ଦିବଂଗତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀ ବୁଧବାର ବଲାଙ୍ଗୀର ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରରେ ଫାଇନାଲ ପରୀକ୍ଷା ଦେଇଛନ୍ତି। ବୁଧବାରଠାରୁ ଫାଇନାଲ ପରୀକ୍ଷା ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇଥିଲା।…
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ସହ ବୈଠକ ପରେ ଏମିତି ଟୁଇଟ୍ କଲେ କ୍ୟାପଟେନ୍
ନୂଆଦିଲ୍ଲୀ,୨୯।୯: ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂ ବୁଧବାର ସନ୍ଧ୍ୟାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କୁ ଭେଟିଥିଲେ। ତେବେ ଏହି ବୈଠକରେ କ’ଣ ସବୁ ଆଲୋଚନା ହୋଇଥିଲା, ତାହା ଉପରେ ପ୍ରଥମ ଥର ପାଇଁ ସୂଚନା ଦେଇଛନ୍ତି କଂଗ୍ରେସର ଭେଟେରାନ…
ବୈଦେଶିକ ମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ
ଟୋକିଓ,୨୯ା୯: ଜାପାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଫୁମିଓ କିଶିଦା ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ। ଶାସକ ଦଳ ଲିବେରାଲ୍ ଡେମୋକ୍ରାଟିକ୍ ପାର୍ଟିର ବୁଧବାର ଅନୁଷ୍ଠିତ ନିର୍ବାଚନରେ ସେ ନେତା ଭାବେ ଚୟନ ହୋଇଛନ୍ତି। ତେଣୁ ଆସନ୍ତା ସୋମବାର ପାର୍ଲାମେଣ୍ଟରେ ପ୍ରଧାନମନ୍ତ୍ରୀ ଭାବେ କିଶିଦା…
କୋଟିଆରେ ‘ଗୁଲାବ’ କ୍ଷୟକ୍ଷତି ତଥ୍ୟ ସଂଗ୍ରହ କଲା ଆନ୍ଧ୍ର ପୋଲିସ
ପଟ୍ଟାଙ୍ଗୀ, ୨୯।୯(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ରାଜ୍ୟ ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବାତ୍ୟା ଗୁଲାବ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି। କ୍ଷତିଗ୍ରସ୍ତଙ୍କ ନିକଟରେ ଆନ୍ଧ୍ର ପୋଲିସ ପହଞ୍ଚତ୍ଛି। ସେମାନେ କ୍ଷୟକ୍ଷତିର ଆକଳନ…
ଚାଲିଲା କ୍ୟାପଟେନ କୋହଲିଙ୍କ ଯାଦୁ
ଦୁବାଇ,୨୯।୯: ଏକଦା ୧୧ ଓଭରରେ ୧୦୦ ରନ୍ କରିଥିବା ରାଜସ୍ଥାନ ରୟାଲ୍ସକୁ ୧୪୯ ରନ୍ରେ ରୋକି ଦେଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି)। ଏହା ସମ୍ଭବ ହୋଇପାରିଛି କେବଳ ଅଧିନାୟକ ବିରାଟ କୋହଲିଙ୍କ ଚତୁରତାର କ୍ୟାପଟେନଶିପ୍ କାରଣରୁ। ଇନିଂସର ଦ୍ୱିତୀୟାର୍ଦ୍ଧରେ ପରିସ୍ଥିତିର…
ଗାନ୍ଧୀ ପରିବାରକୁ ସମାଲୋଚନା କରିବାରୁ କଂଗ୍ରେସ ନେତାଙ୍କ ଘର ଉପରେ ଟମାଟର ମାଡ଼
ନୂଆଦିଲ୍ଲୀ,୨୯।୯: ଜି-୨୩ ଗ୍ରୁପ୍, ଜି ହଜୁର-୨୩ ନୁହେଁ। ଏଭଳି ମନ୍ତବ୍ୟ ଦେଇଥିଲେ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ। ଏହାପରେ ଦଳୀୟକର୍ମୀମାନେ ସିବଲଙ୍କ ଘର ଉପରେ ଟମାଟର ମାଡ଼ କରିବା ସହ କାର ଭାଙ୍ଗାରୁଜା କରିଛନ୍ତି। ଯୁବ କଂଗ୍ରେସକର୍ମୀମାନେ ‘ଦଳ ଛାଡ଼ି…
ନାବାଳିକା ବଳାତ୍କାରୀଙ୍କୁ ୬ବର୍ଷ କାରାଦଣ୍ଡ
ବାରିପଦା ଅଫିସ,୨୯ା୯: ମୟୂରଭଞ୍ଜ ଜିଲା ବାରିପଦା ସ୍ବତନ୍ତ୍ର ପୋକ୍ସୋ କୋର୍ଟରେ ଏକ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି । ଜଜ୍ ମହେନ୍ଦ୍ର କୁମାର ସୂତ୍ରଧର ଏହାର ବିଚାର କରି ଦୋଷୀ ସୁନାରାମ ଟୁଡୁ(୨୨)ଙ୍କୁ ୬ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ଏହାସହ…
Archives


