Home Left

ଶିକାରୀ ଗୁଳିରେ ଚାଲିଗଲା ଆଦିବାସୀ ଯୁବକଙ୍କ ଜୀବନ

ନୟାଗଡ଼,୩୦।୫(ଲୋକନାଥ ମିଶ୍ର):ନୟାଗଡ଼ ବନଖଣ୍ଡ ପଂଚରିଡା ରେଞ୍ଜ ଗୋଛା ସରନଖିତ ଜଙ୍ଗଲରେ ଶିକାରୀ ଗୁଳିରେ ଜଣେ ଆଦିବାସୀ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ସୂର୍ଯ୍ୟମଣି ପ୍ରଧାନ (୪୨)। ଘର ଶରଣକୁଳ ଥାନାର ଗୋଛା ଗାଁରେ। ସୂର୍ଯ୍ୟମଣି ଗୁରୁବାର ବିଳମ୍ବିତ ରାତିରେ...

ବିହାର ନିର୍ବାଚନ ପୂର୍ବରୁ ‘ପଲଟୁ ରାମ’ ନୀତିଶଙ୍କୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା: ଆପଣଙ୍କ ଗୁରୁତ୍ୱ…

ନୂଆଦିଲ୍ଲୀ,୩୦।୫: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଦଳତ୍ୟାଗୀମାନଙ୍କୁ କଡ଼ା ବାର୍ତ୍ତା ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେତାମାନଙ୍କୁ ନିର୍ବାଚନ ପୂର୍ବରୁ ଦଳ ବଦଳାଇ ପୁଣି ମୂଳ ଦଳକୁ ଫେରିବା ନେଇ ସତର୍କ କରିଛନ୍ତି। ବିହାର ଭାଜପା ନେତାମାନଙ୍କ ସହ ଏକ...

ହାଇକୋର୍ଟ ଯିବେ ପୁଞ୍ଜିଲାଲ: ପୁଅ ସହ କଲେ ଆଲୋଚନା

ବଲାଙ୍ଗୀର,୩୦ା୫(ବୀରେନ୍ଦ୍ର କୁମାର ଝାଙ୍କର):ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ପୁଞ୍ଜିଲାଲ ମେହେର ହାଇକୋର୍ଟ ଯିବାକୁ ମନସ୍ଥ କରିଥିବା ଜଣାପଡିଛି। ବୁଧବାର ପାଟଣାଗଡ ଏଡିଜେ ଏହି ଚର୍ଚ୍ଚିତ ମାମଲାରେ...

Video: ପଞ୍ଜାବ କିଙ୍ଗସର ନବାଗତଙ୍କୁ ଅପମାନ କଲେ ବିରାଟ କୋହଲି: ହସି ହସି କହିଲେ ବଡ କଥା…

ନୂଆଦିଲ୍ଲୀ,୩୦।୫: ପଞ୍ଜାବ କିଙ୍ଗସ (ପିବିକେଏସ) ତାରକା ବ୍ୟାଟର ମୁଶୀର ଖାନଙ୍କୁ ଅପମାନ କରିବା ଅଭିଯୋଗରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଆଇକନ ବିରାଟ କୋହଲି ବିବାଦରେ ଫସିଛନ୍ତି। କ୍ୱାଲିଫାୟର ୧ ମ୍ୟାଚରେ ମୁଶୀରଙ୍କ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଡେବ୍ୟୁ...

ହୋଟେଲ ମାଲିକଙ୍କ ଘରୁ ୧୦ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ପୋଛିନେଲେ ଚୋର: ଧରିପାରୁନି ପୋଲିସ

ରାୟଗଡ଼ା,୩୦।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରର ନିୟୁ କଲୋନୀରେ ରହୁଥିବା ହୋଟେଲ କୈଳାଶର ମାଲିକ ସୁବ୍ରତ ପତିଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣରେ ଚୋରି ହୋଇଛି। ସେ ତାଙ୍କ ମା’ ନିଶାମଣିଙ୍କ ସହ ଆଗ ଘରେ...

ବନ୍ଧୁ ସାଙ୍ଗ ସାଥୀ

ବନ୍ଧୁ, ସାଙ୍ଗ ଓ ସାଥୀ ଏ ତିନୋଟି ଏକାର୍ଥ ବୋଧକ ଶବ୍ଦ ହେଲେ ବି ପ୍ରତ୍ୟେକର ମର୍ମ ସ୍ବତନ୍ତ୍ର। ବନ୍ଧୁ ଏକ ଆକସ୍ମିକତା, ସାଙ୍ଗ ଏକ ସଂଘଟନ ଏବଂ ସାଥୀ ଏକ ଭାବାବେଗ। ବନ୍ଧୁ ଭୁଲି ଯାଏ, ସାଙ୍ଗ ମନେରହେ,...

ଜଳବାୟୁ ପରିବର୍ତ୍ତନ ଓ ବୟସ୍କ ବିଶ୍ୱ

ପୃଥିବୀର ପ୍ରାୟ ସବୁ ଦେଶରେ ବୟସ୍କ ଲୋକଙ୍କ ସଂଖ୍ୟା ଓ ଅନୁପାତ ବୃଦ୍ଧି ପାଉଛି। ଇତିହାସରେ ପ୍ରଥମ ଥର ପାଇଁ ୨୦୧୮ରେ ବିଶ୍ୱରେ ୬୫ ବର୍ଷରୁ ଅଧିକ ବୟସର ଲୋକଙ୍କ ସଂଖ୍ୟା ୫ ବର୍ଷରୁ କମ୍‌ ବୟସର ପିଲାଙ୍କ ସଂଖ୍ୟାଠାରୁ...

ଭାଙ୍ଗି ପଡ଼ିଲେ ପଞ୍ଜାବ ମାଲିକାଣୀ: ଦେଲେ ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୩୦।୫: IPL କ୍ୱାଲିଫାୟର-୧ରେ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୮ ଉଇକେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ମ୍ୟାଚରେ ପଞ୍ଜାବର ପ୍ରଦର୍ଶନ ନିରାଶାଜନକ ଥିଲା। ଏହାଦେଖି ଦଳର ସହ-ମାଲିକ ପ୍ରୀତି ଜିଣ୍ଟା ବହୁତ ନିରାଶ ହୋଇଥିଲେ।...

ଦାରିଙ୍ଗବାଡିକୁ ଏନଏସି ଘୋଷଣା ପାଇଁ ଦାବି: ଅଣ୍ଟାଭିଡ଼ିଲେ ଭାଜପା ଯୁବନେତା

ଦାରିଙ୍ଗବାଡି, ୩୦।୫(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଜ୍ୟର ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ପାଇଁ ଜଣାଶୁଣା। ଏଠାକାର ଜଳବାୟୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି। ତେଣୁ ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ସମେତ ଜିଲାର ସମସ୍ତ ପର୍ଯ୍ୟଟନକ୍ଷେତ୍ରର ବିକାଶ ସହ ଦାରିଙ୍ଗବାଡିକୁ ଏନଏସି ଘୋଷଣା କରାଯିବା ପାଇଁ...

ଜିଡିପି ଓ ସମୃଦ୍ଧି

ମୁଖ୍ୟଧାରାର ଅର୍ଥନୀତିରେ ବିଶ୍ଳେଷଣଲବ୍ଧ ତଥ୍ୟର ବ୍ୟାଖ୍ୟାତ୍ମକ ଅର୍ଥାତ୍‌ ଅନୁଧ୍ୟାନ, ସଂକ୍ଷେପରେ ପ୍ରକାଶ କରିବା ଏବଂ ଉପସ୍ଥାପନକୁ ନିୟମିତ ଭାବେ ଗୌଣ କରିଦିଆଯାଉଛି। ଗୋଟିଏ କାମକୁ ସମ୍ପୂର୍ଣ୍ଣ ବ୍ୟାଖ୍ୟାତ୍ମକ ଭାବେ ବିବେଚନା କରିବା ଗୁରୁତ୍ୱପୂର୍ଣ୍ଣ ନୁହେଁ ବୋଲି ସୂଚିତ କରାଯାଉଛି। ତଥାପି...

ବିଧାୟିକାଙ୍କ ଉଦ୍‌ଘାଟନକୁ ଭାଜପା କାଉନ୍‌ସିଲରଙ୍କ ବିରୋଧ

ପଦ୍ମପୁର,୩୦।୫(ପ୍ରଦୀପ୍ତ ଦାଶ): ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ବିଜ୍ଞାପିତ ପରିଷଦ ଦ୍ୱାରା ନିର୍ମିତ ପଦ୍ମପୁରର ଆଧୁନିକ ଶ୍ମଶାନଘାଟ ଓ ଆମ୍ବେଦକର ଛକର ସୌନ୍ଦର୍ଯ୍ୟକରଣକୁ କେତେକ ଦଳୀୟ କର୍ମୀଙ୍କୁ ନେଇ ଉଦ୍‌ଘାଟନ କରିଥିଲେ। ଏନଏସି ନିର୍ବାହୀ ଅଧିକାରୀଙ୍କ ବିନା ଉପସ୍ଥିତିରେ...

ମଣ୍ଡିରେ ଜୋର୍‌ ଧରିଲା କଟନୀଛଟନୀ: ଧାନକେଣ୍ଡା ଧରି ଜିଲାପାଳଙ୍କ ଅଫିସରେ ପହଞ୍ଚିଲେ ଚାଷୀ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ ଅମଳ ଏବଂ ସଂଗ୍ରହ ପ୍ରକ୍ରିୟା ଜୋର୍‌ ଧରିଛି। ଅନ୍ୟପଟେ ଚଳିତ ସପ୍ତାହରେ ତୁହାକୁ ତୁହା ବର୍ଷା ହେଉଛି। କ୍ଷେତ, ଖଳାଠାରୁ ଆରମ୍ଭ କରି ବିଭିନ୍ନ ଖୋଲାମଣ୍ଡିରେ ରହିଥିବା ଧାନ ଏଥିରେ ପ୍ରଭାବିତ ହେଉଛି। କ୍ଷେତରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri