ବକେୟା ବିଦ୍ୟୁତ୍ ବିଲ୍ ଭରଣା କରିବେ ସରକାର
ଚଣ୍ଡିଗଡ଼,୨୯।୯: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂହ ଚନ୍ନିଙ୍କ ନେତୃତ୍ୱରେ ବୁଧବାର କ୍ୟାବିନେଟ ବୈଠକ ବସିଥିଲା। ବୈଠକରେ ବିଦ୍ୟୁତ୍ ଉପଭୋକ୍ତାଙ୍କ ୨ କିଲୋୱାଟ ପର୍ଯ୍ୟନ୍ତ ବିଜୁଳି ବିଲ୍ ଛାଡ କରିବାକୁ କ୍ୟାବିନେଟ ମୋହର ଲଗାଇଛି। ଏହି କ୍ରମରେ ୨ କିଲୋୱାଟ ଯାଏଁ ଯେଉଁ…
ଛୁଟିରୁ ଫେରିବା ପରେ ଡ୍ୟୁଟି ଉପରେ ପୋଲିସକର୍ମୀଙ୍କ ଆତ୍ମହତ୍ୟା
ନୂଆଦିଲ୍ଲୀ,୨୯।୯: ଦିଲ୍ଲୀ ହାଇକୋର୍ଟରେ ମୁତୟନ ଥିବା ଜଣେ ୩୦ ବର୍ଷୀୟ ରାଜସ୍ଥାନ ପୋଲିସ କନଷ୍ଟେବଳ ବୁଧବାର ସକାଳେ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ତାହା ପୁଣି କୋର୍ଟ ପରିସରରେ। ଏ ନେଇ ଦିଲ୍ଲୀ ପୋଲିସ ପକ୍ଷରୁ କୁହାଯାଇଛି। ନିକଟରେ ଦିଲ୍ଲୀର ରୋହିଣି…
ଭବିଷ୍ୟତରେ ଏହି ଦୁଇ ଖେଳାଳି ହୋଇପାରନ୍ତି ଟିମ୍ ଇଣ୍ଡିଆର କ୍ୟାପଟେନ
ମୁମ୍ବାଇ,୨୯।୯: ବର୍ତ୍ତମାନ ପ୍ରତ୍ୟେକ ଫର୍ମାଟରେ ନିଜ ସ୍ଥାନ ପକ୍କା ସାରିଥିବା ଲୋକେଶ ରାହୁଲ ଓ ରିଷଭ ପନ୍ତ ଭବିଷ୍ୟତରେ ଟିମ୍ ଇଣ୍ଡିଆର କ୍ୟାପଟେନ ହୋଇପାରନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଲାଗି ସେମାନଙ୍କୁ ଏବେ ଠୁ ପ୍ରସ୍ତୁତ କରାଯିବ ଉଚିତ୍। ଏଣୁ ଟିମ୍…
ଟିଏମ୍ସିରେ ଯୋଗଦେଲେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ
କୋଲକାତା,୨୯ ।୯: ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିବା ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଲୁଇଜିହ୍ନୋ ଫଲେରିୟୋ ତୃଣମୂଳ କଂଗ୍ରେସ(ଟିଏମ୍ସି)ରେ ସାମିଲ ହୋଇଛନ୍ତି । ଟିଏମ୍ସି ମହାସଚିବ ଅଭିଶେକ ବାନାର୍ଜୀଙ୍କ ଉପସ୍ଥିତିରେ ସେ ଟିଏମ୍ସିରେ ସାମିଲ ହୋଇଛନ୍ତି । ଏହା ପୂର୍ବରୁ ସେ ପଶ୍ଚିମବଙ୍ଗ…
ପଞ୍ଜାବକୁ ମିଳିପାରେ ନୂଆ କଂଗ୍ରେସ ଅଧ୍ୟକ୍ଷ
ନୂଆଦିଲ୍ଲୀ,୨୯ ।୯: ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ପଦରୁ ନବଜୋତ ସିଂ ସିଦ୍ଧୁ ଇସ୍ତଫା ଦେବା ପରେ ଏବେ ଦିଲ୍ଲୀଠାରୁ ଚଣ୍ଡିଗଡ଼ ପର୍ଯ୍ୟନ୍ତ ରାଜନୀତି ହୋଇଛି ସରଗରମ । ମାତ୍ର ୭୨ ଦିନର ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ ସିଦ୍ଧୁଙ୍କ ଏଭଳି ଇସ୍ତଫା…
ମୋଦିଙ୍କ ପାଇଁ ଅକ୍ଟୋବର ୭ ଏକ ଐତିହାସିକ ଦିନ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୯।୯:ଚଳିତ ବର୍ଷ ଅକ୍ଟୋବର ୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏକ ଐତିହାସିକ ଦିନ ହେବାକୁ ଯାଉଛି। କାରଣ ଅକ୍ଟୋବର ୭ରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାମ୍ବିଧାନିକ ପଦବୀର ୨୦ବର୍ଷ ପୂରଣ କରିବାକୁ ଯାଉଛନ୍ତି। ଏହି ଦିନ ପ୍ରଧାନମନ୍ତ୍ରୀ ଦେବଭୂମୀ ଉତ୍ତରାଖଣ୍ଡ…
ହାଇକମାଣ୍ଡଙ୍କୁ ପ୍ରଶ୍ନ କଲେ ସିବଲ
ନୂଆଦିଲ୍ଲୀ,୨୯ ।୯: ପଞ୍ଜାବ କଂଗ୍ରେସରେ ଚାଲିଥିବା ସଂଘର୍ଷକୁ ନେଇ ଏବେ ସାରା ଦେଶରେ କଂଗ୍ରେସ ପାର୍ଟି ଚିନ୍ତାରେ ପଡିଯାଇଛି । ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ କହିଛନ୍ତି ଲୋକେ କଂଗ୍ରେସ ଛାଡି ଚାଲିଯାଉଛନ୍ତି । ଏବେ ସମୟ…
ବିଜୁଳି ପାଇଁ ଚାଇନାରେ ହାହାକାର, ଫ୍ଲାସ ଲାଇଟ୍ରେ ଭୋଜନ କଲେ ଲୋକେ
ବେଜିଂ,୨୯ା୯: ଚାଇନାରେ ବିଦ୍ୟୁତ୍ କାଟ୍ ଯୋଗୁ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏପରିକି ସ୍ମାର୍ଟଫୋନ ଫ୍ଲାସ୍ ଲାଇଟ୍ ବ୍ୟବହାର କରି ତାହାର ଆଲୋକରେ ଲୋକଙ୍କୁ ଖାଇବାକୁ ପଡିଛି। ଦୋକାନୀମାନଙ୍କୁ ଜେନେରେଟର ଚଳାଇବାକୁ ପଡ଼ିଛି। ସରକାରୀ ସଂରକ୍ଷଣ ଲକ୍ଷ୍ୟ ପୂରଣ…
କଂଗ୍ରେସର ଅଧ୍ୟକ୍ଷ ନାହାନ୍ତି, ଜଣାନାହିଁ କିଏ ନିଷ୍ପତ୍ତି ନେଉଛି: କପିଲ ସିବଲ
ନୂଆଦିଲ୍ଲୀ,୨୯।୯: କଂଗ୍ରେସର ଆଭ୍ୟନ୍ତରୀଣ ବିବାଦ ଥମିବାର ନାଁ ଧରୁନାହିଁ। ବୁଧବାର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ ଏକ ଖବରଦାତା ସମ୍ମିଳନୀ ଡକାଇ ନିଜର ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି। ସେ କହିଛନ୍ତି ଯେ, ଦୁର୍ଭାଗ୍ୟବଶତଃ…
ବଳଙ୍ଗା ଥାନା ବିସ୍ଫୋରଣ ଘଟଣା: ଏସ୍ଆଇ ନିଲମ୍ବିତ
ପୁରୀ ଅଫିସ,୨୯ା୯: ପୁରୀ ଜିଲା ବଳଙ୍ଗା ଥାନା ବିସ୍ଫୋରଣ ଘଟଣାରେ ବଳଙ୍ଗା ଥାନା ଏସ୍ଆଇ ତଅପୋଇ ନାୟକଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗ ପୁରୀ ଏସ୍ପି କନଓ୍ବର ବିଶାଲ ସିଂହ ତାଙ୍କୁ ନିଲମ୍ବନ କରିଛନ୍ତି। ଏହି ଥାନାର ମାଲଖାନା ଦାୟିତ୍ୱରେ…
ସ୍କୁଲରେ ଆରମ୍ଭ ହେବ ପିଏମ୍-ପୋଷଣ ଯୋଜନା
ନୂଆଦିଲ୍ଲୀ,୨୯ ।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଧବାର କ୍ୟାବିନେଟରେ କେତେ ଗୁଡିଏ ବଡ ଘୋଷଣା କରାଯାଇଛି । କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କ୍ୟାବିନେଟରୁ ମିଳିଥବା ନିଷ୍ପତ୍ତିର ସୂଚନା ଦେଇ କହିଛନ୍ତି କି ଏବେ ସାରା ଦେଶରେ ୧୧.୨ ଲକ୍ଷରୁ ଅଧିକ…
ପାକିସ୍ତାନର ପୋଲ୍ ଖୋଲିଲେ ଆତଙ୍କବାଦୀ
ନୂଆଦିଲ୍ଲୀ,୨୯।୯: ପାକିସ୍ତାନୀ ଗୁପ୍ତଚର ଏଜେନ୍ସି ଆଇଏସଆଇ ଏବଂ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବା କଶ୍ମୀରରେ ଜିହାଦ ନାମରେ ଆତଙ୍କ ବିସ୍ତାର କରିବା ଲାଗିପଡିଛି। ଆତଙ୍କବାଦୀ ସଂଗଠନମାନେ ଯୁବକ ଏବଂ ଗରିବମାନଙ୍କୁ ବାଧ୍ୟତାମୂଳକ ଭାବେ ଆତଙ୍କବାଦୀ ସଂଗଠନରେ ଯୋଗ ଦେବାକୁ ପ୍ରବବର୍ତ୍ତାଉଛନ୍ତି। ଉତ୍ତର କଶ୍ମୀରର…
Archives


