Home Left

ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆଜବେଷ୍ଟ ଉପରେ ପଡିଛି ଟଙ୍କା ବିଡ଼ା

ଭୁବନେଶ୍ୱର,୩୦ା୫: ଓଡିଶା ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଗ୍ରାମୀଣ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କୁ ଟାର୍ଗେଟ କରି ଏକକାଳୀନ ଭାବେ ଏକାଧିକ ସ୍ଥାନରେ ଚଢ଼ାଉ କରିଛନ୍ତି। ତାଙ୍କ ବିରୁଦ୍ଧରେ ତାଙ୍କର ଜଣାଶୁଣା ଆୟ ଅପେକ୍ଷା ଅଧିକ...

କୁମ୍ଭାରୀଗାଁ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ପାଣି କାଦୁଅ ଭର୍ତ୍ତି: ଲୋକେ ହନ୍ତସନ୍ତ

ବ୍ରାହ୍ମଣୀଗାଁ,୩୦ା୫ (ମନୋରଞ୍ଜନ ରଣା):ଦାରିଙ୍ଗବାଡି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ଜଣାଶୁଣା କୁମ୍ଭାରୀଗାଁକୁ ଭଲ ରାସ୍ତା ଖଣ୍ଡେ ନାହିଁ। ୧୧ଟି ୱାର୍ଡ଼କୁ ନେଇ ଏହି ପଞ୍ଚାୟତ ଗଠିତ ଥିବା ବେଳେ ଏହାର ଜନ ସଂଖ୍ୟା ପ୍ରାୟ ୫ ହଜାରରୁ ଅଧିକ ରହିଥିବା...

ଆର୍ଥିକ ସଙ୍କଟ ମଧ୍ୟରେ ପ୍ରାୟ ୭,୦୦୦ ଚାକିରି ହ୍ରାସ କରିପାରେ ଜାତିସଂଘ: ରିପୋର୍ଟ

ନୂଆଦିଲ୍ଲୀ,୩୦।୫: ଜାତିସଂଘ ସଚିବାଳୟ ଆର୍ଥିକ ସଙ୍କଟ ସାମ୍ନା କରୁଥିବା ବେଳେ ଏହାର ୩.୭ ବିଲିୟନ ଡଲାର ବଜେଟକୁ ୨୦% ହ୍ରାସ କରିବା ଏବଂ ପ୍ରାୟ ୬,୯୦୦ କର୍ମଚାରୀଙ୍କୁ ଛଟେଇ କରିବାକୁ ଯୋଜନା କରୁଛି ବୋଲି ରୟଟର୍ସ ରିପୋର୍ଟରୁ ଜଣାପଡ଼ିଛି। ଏହି...

୨ ଦିନ ହେବ ନିଖୋଜ ଥିଲେ ମହିଳା: ମିଳିଲା ମୃତଦେହ, ବଢୁଛି ସନ୍ଦେହ

ଥୁଆମୂଳ ରାମପୁର,୩୦ା୫ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ଗ୍ରାମର ଜଣେ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, କାଶୀପୁର ଥାନା ଅଡାଜୋର ପଞ୍ଚାୟତ ଅଧୀନ ଜୋଡ଼ାଆମ୍ବ ଗ୍ରାମର କାଳିଦାସ...

ଗଛ ପଡି ଭାଙ୍ଗିଗଲା ଘର

ଦିଗପହଣ୍ଡି,୨୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଜକର ପଞ୍ଚାୟତ ମାଣିକ୍ୟପୁର ଗ୍ରାମରେ ଏକ ବୃହତ କାୟ ମୁକ୍ତାମଞ୍ଜା ଗଛ ପଡିଯିବାରୁ ସୀମାଞ୍ଚଳ ସେଠୀ ଏବଂ ବାଇନାଥ ସେଠୀଙ୍କ ଘର ଭାଙ୍ଗିଯାଇଛି। ଘର ଭିତରେ ଥିବା ୨ ପରିବାରର ସଦସ୍ୟ ବର୍ତ୍ତି...

କାର୍‌ରେ ଯାଉଥିଲେ ସ୍ତ୍ରୀ -ସ୍ବାମୀ: ଟ୍ରକ୍‌ ସହ ହେଲା ଧକ୍କା

ଗଞ୍ଜାମ,୨୯ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ନିକଟ ଓଭର୍‌ ବ୍ରିଜଠାରେ ଏକ ଟ୍ରକ୍‌କୁ କାର ପିଟଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣକର ଅବସ୍ଥା ଗୁରୁତର ରହିଛି। ବାଲୁଗାଁରୁ ଆସୁଥିବା କାର୍‌ରେ ସ୍ବାମୀ ସ୍ତ୍ରୀ ବ୍ରହ୍ମପୁର...

ଟ୍ରମ୍ପ୍‌ଙ୍କ ଟାରିଫ୍‌କୁ ଅଟକାଇଲେ ଅନ୍ତର୍ଜାତୀୟ ଅଦାଲତ

ଓ୍ବାଶିଂଟନ,୨୯ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟାରିଫ୍‌ କାର୍ଯ୍ୟକାରିତା ଉପରେ ମାନ୍‌ହାଟ୍ଟନସ୍ଥିତ ଅନ୍ତର୍ଜାତୀୟ ବାଣିଜ୍ୟ ଅଦାଲତ ରୋକ୍‌ ଲଗାଇଛନ୍ତି। ଯେଉଁ ଦେଶଗୁଡ଼ିକ ଆମେରିକାକୁ ଅଧିକ ସାମଗ୍ରୀ ବିକୁଛନ୍ତି ଓ କମ୍‌୍‌ ସାମଗ୍ରୀ କିଣୁଛନ୍ତି, ସେମାନଙ୍କ ଉପରେ ଟାରିଫ୍‌ ଲଗାଇ ରାଷ୍ଟ୍ରପତି...

ଚାଲିଥିଲା ମ୍ୟାଚ୍‌: ପଡ଼ିଆରେ ହାତାହାତି ହେଲେ ଖେଳାଳି

ଢାକା,୨୯ା୫: ବାଂଲାଦେଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ଏମର୍ଜିଂ ଦଳର ୪ ଦିନିଆ ମ୍ୟାଚ୍‌ରେ ଏକ ଅପ୍ରିତିକର ଘଟଣା ଘଟିଛି। ମ୍ୟାଚ୍‌ ଚାଲିଥିବା ବେଳେ ଖେଳାଳିଙ୍କ ମଧ୍ୟରେ ହାତାହାତି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଏପରିକି ଖେଳାଳିମାନେ ପରସ୍ପରକୁ...

ED ଡେପୁଟି ଡାଇରେକ୍ଟର ନେଉଥିଲେ ଲାଞ୍ଚ: ୨୦ ଲକ୍ଷ ଟଙ୍କା ସହ ଧରିଲା CBI

ଭୁବନେଶ୍ୱର,୨୯।୫: ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗୁରୁବାର CBI ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ୨୦୧୩ ବ୍ୟାଚର ଆଇଆରଏସ୍‌ ଅଧିକାରୀ ତଥା ଇଡି ଡେପୁଟି ଡାଇରେକ୍ଟର ରଘୁବଂଶୀ ଇଡି...

ସୀମାରେ ମୁହାଁମୁହିଁ ପାକିସ୍ତାନ-ଆଫଗାନିସ୍ତାନ ସେନା: ଟ୍ୟାଙ୍କ ମୁତୟନ କଲା ପାକ୍, ତାଲିବାନ ପୋଷ୍ଟ ଉପରେ ବୋମା ମାଡ଼

ନୂଆଦିଲ୍ଲୀ,୨୯।୫: ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଦୀର୍ଘ ଦିନର ସୀମା ବିବାଦ ପୁଣି ଥରେ ଉତ୍ତେଜନା ସୃଷ୍ଟି କରିଛି। ଗୁରୁବାର ବାରାମାଚା ସୀମା ଅଞ୍ଚଳରେ, ଯାହା ପାକିସ୍ତାନର ବାଲୁଚିସ୍ତାନ ପ୍ରାନ୍ତରେ ଅବସ୍ଥିତ, ଉଭୟ ଦେଶର ସେନା ମଧ୍ୟରେ ଗୁଳି ବିନିମୟ...

ହୋମଗାର୍ଡ ପରୀକ୍ଷାରେ ପୁଣି ଆଉ ଜଣଙ୍କ ଜୀବନ ଗଲା

ପାରଳାଖେମୁଣ୍ଡି,୨୯।୫(ଗିରିଧାରୀ ପରିଛା), ଗଜପତିରେ ହୋମଗାର୍ଡ ପରୀକ୍ଷା ବେଳେ ଗୁରୁବାର ଏକ ଅଘଟଣ ଘଟିଛି। ପୁଣି ଜଣେ ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ଦୀପକ ପାଡ଼ାଲ ବୋଲି ଜଣାପଡିଥିବା ବେଳେ ତାଙ୍କ ଘର ରାୟଗଡ଼ ବ୍ଲକ ନାରାୟଣପୁର...

ସ୍ୱୀକାର କଲେ ଶେହବାଜ ଶରୀଫ, ଭାରତ ବ୍ରହ୍ମୋସ ମିସାଇଲରେ ଆଗରେ ଅସହାୟ ପାକିସ୍ତାନ…

ଇସଲାମବାଦ,୨୯।୫: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରୀଫ ସ୍ୱୀକାର କରିଛନ୍ତି ଯେ ମେ ୯-୧୦ ତାରିଖ ରାତିରେ ଭାରତ ବ୍ରହ୍ମୋସ ମିସାଇଲ ମାଡ଼ କରି ରାୱଲପିଣ୍ଡି ବିମାନବନ୍ଦର ସମେତ ମୁଖ୍ୟ ସାମରିକ ଘାଟିଗୁଡ଼ିକୁ ଆକ୍ରମଣ କରିଥିଲା ବେଳେ ତାଙ୍କ ସେନା ଅପ୍ରସ୍ତୁତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri