Home Left

IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….

ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ତାଙ୍କୁ ବୋର୍ଡିଂ ଲାଇନ ଭାଙ୍ଗିବାକୁ ବିରୋଧ କରିବାରୁ ତାଙ୍କ ଉପରେ ଆକ୍ରମଣ…

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପଞ୍ଚମ ଟି-୨୦ ମ୍ୟାଚରେ ହାର୍ଦ୍ଦିକ ୬୩ ରନର ଏକ ଝଡ଼ମୟ…

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି। ହେଲେ ଦେଖିବାକୁ ମିଳିଛି, ରାଜ୍ୟ ସରକାରଙ୍କୁ ଏକ ବିଚିତ୍ର ପରିସ୍ଥିତିରେ ଖଣିରୁ ଅନେକ ଶହ…

ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ନାବାଳକ, ଦେଖାକରିବାକୁ ଯାଇ…

ବିଞ୍ଝାରପୁର, ୨୦ା୧୨(ରାମକୃଷ୍ଣ ଦାସ): ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ପୋଲିସ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ମୃତକ ହେଲେ କଟକ ଜିଲା ସାଲେପୁର ଥାନା…

ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ୫୦% ଓ ୨୦୪୭ ସୁଦ୍ଧା ୬୦% ସାମଗ୍ରିକ ଶିକ୍ଷା ଅନୁପାତକୁ ସୁନିଶ୍ଚିତ…

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ ନେଇ ପରିବେଶବିତ୍‌ମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପରିବେଶବିତ୍‌ ତଥା ଆଇନଜୀବୀ ଶଙ୍କର ପ୍ରସାଦ ପାଣି…

୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…

କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର ପୋଲିସ ଗୁରୁବାର ଗିରଫ କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଅଭିଯୁକ୍ତ…

ଆଜି ଏହି 3 ରାଶି ଉପରେ ରହିବ ଶନିଦେବଙ୍କ କୃପା, ଆସିବ ଖୁସିର ସମୟ

ନୂଆଦିଲ୍ଲୀ,୨୦ା୧୨: ଆଜି ଏକ ସ୍ପଷ୍ଟ ଭାବପ୍ରବଣ ଏବଂ ମାନସିକ ପରିବର୍ତ୍ତନର ସଙ୍କେତ ଦେଉଛି। ଶୁକ୍ର ଧନୁ ରାଶିରେ ପ୍ରବେଶ କରିବା ଏବଂ ଚନ୍ଦ୍ର ସେଠାରେ ପୂର୍ବରୁ ଥିବାରୁ, ପ୍ରେମ, ମୂଲ୍ୟବୋଧ ଏବଂ ଭାବନା ଭବିଷ୍ୟତକୁ ଚାହିଁବା ଆରମ୍ଭ କରିବ। ଆଶା ଏବଂ…

ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଭାଜପା ବିଧାୟକମାନେ ଏନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ। ସୂଚନାଯୋଗ୍ୟ, ଜଣେ ନାବାଳିକା ପ୍ରସବ କରିବା…

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଛି। ନରସିଂହଗଡ଼ ଗ୍ରାମ ଉନ୍ନୀତ ଉଚ୍ଚ…

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା ରୁପେ ନେଟୱର୍କ ଉପରେ ଆଧାରିତ ଏବଂ ସମ୍ପୂର୍ଣ୍ଣ ରୂପେ ଗୁଗଲ ପେ’ ଆପ ଭିତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri