Home Left

ପ୍ରଚାର ମଇଦାନରେ କେଜ୍‌ରିଓ୍ବାଲଙ୍କ ସ୍ତ୍ରୀ, ଝିଅ

ଚଣ୍ଡିଗଡ଼,୧୦।୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। ବିଭିନ୍ନ ଦଳ ପ୍ରଚାର ପାଇଁ କୌଣସି ସୁଯୋଗ ହାତଛଡା କରିବାକୁ ଚାହୁଁନାହାନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସ୍ତ୍ରୀ ସୁନୀତା ଝିଅ ହର୍ଷିତାଙ୍କ ସହ ନିର୍ବାଚନ ପ୍ରଚାର ପାଇଁ ପଞ୍ଜାବରେ…

‘ମୃତ୍ୟୁହାର କମିବାକୁ ଆହୁରି ୬ରୁ ୭ ସପ୍ତାହ ଲାଗିବ’

ଭୁବନେଶ୍ୱର,୧୦।୨(ବ୍ୟୁରୋ): ସଂକ୍ରମଣ ପିକ୍‌ ପରେ ମୃତ୍ୟୁହାର କମିବାକୁ ୬ରୁ ୭ ସପ୍ତାହ ଲାଗିବ। ଏଭଳି ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ବର୍ତ୍ତମାନ ବିଭିନ୍ନ ଭାରିଆଣ୍ଟ ରହିବ, ଭାଇରସ ଥିବା ଯାଏ ପ୍ରଜାତି ମଧ୍ୟ ବଦଳିବ। ନୂଆ…

ଗଞ୍ଜାମ ଥାନାଧିକାରୀଙ୍କୁ ଚ୍ୟାଲେଞ୍ଜ ରହିବ ଚଳିତ ପଞ୍ଚାୟତ ନିର୍ବାଚନ

ଗଞ୍ଜାମ,୧୦।୨(ଡି.ଏନ୍‌.ଏ.): ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ଯେ କୌଣସି ରଣକୌଶଳ ଜାରି ରଖିଛନ୍ତି । ଗତ କିଛି ମାସ ହେବ ପ୍ରଥମ ଆଇଆଇସି…

ବ୍ୟାଟ୍‌ ଛାଡି ବନ୍ଧୁକ ଧରିଲେ ଧୋନୀ

ରାଞ୍ଚି,୧୦।୨: ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ରାଞ୍ଚିରେ ଅଛନ୍ତି। ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ୍‌ ପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେ ରାଞ୍ଚିର ଜେଏସସିଏ ଷ୍ଟାଡିୟମରେ ଅଭ୍ୟାସ କରୁଛନ୍ତି। ଏହି ସମୟରେ…

୧୭ରେ ରିଲିଜ୍‌ ହେବ ୟାମିଙ୍କ ଫିଲ୍ମ ‘ଏ ଥର୍ସଡେ’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ଲୁକ୍‌ ଏବଂ ଅଭିନୟକୁ ନେଇ ଚର୍ଚ୍ଚାରେ ରୁହନ୍ତି। ସୋସିଆଲ ମିଡିଆରେ ମଧ୍ୟ ବେଶ୍‌ ଆକ୍ଟିଭ୍‌ ସେ। ନିକଟରେ ତାଙ୍କର ଅଗାମୀ ଫିଲ୍ମ ‘ଏ ଥର୍ସଡେ’ ଫେବୃଆରୀ ୧୭ ରେ ଡିସ୍ନି + ହଟଷ୍ଟାରରେ ମୁକ୍ତିଲାଭ…

ଦେଶର ଶେଷ ଗାଁ: ଶେଷ ଦୋକାନ-ଢାବା

ସୋସିଆଲ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ପ୍ରାୟ ସମୟରେ ବିଭିନ୍ନ ପ୍ରକାରର ଆକର୍ଷଣୀୟ ଟୁଇଟ କରିଥାନ୍ତି। ନିକଟରେ ସେହିଭଳି କିଛି ସେ ଏକ ମଜାଦାର ଟୁଇଟ କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଗୁରୁବାର ଆନନ୍ଦ ମହିନ୍ଦ୍ରା…

କୋହଲି ମାଲାମାଲ: ପାଇବେ ୧୨୫ ଗୁଣ ଅଧିକ ଟଙ୍କା

ନୂଆଦିଲ୍ଲୀ,୧୦।୨:ଆଇପିଏଲ୍‌ ୨୦୨୨ର ମେଗା ନିଲାମ ପାଇଁ ଗଣନା ଆରମ୍ଭ ହୋଇଛି। ଫେବୃଆରୀ ୧୨ ଏବଂ ୧୩ରେ, ବେଙ୍ଗାଲୁରୁରେ ବିସିସିଆଇ ଦ୍ୱାରା ନିଲାମ ଚାଲିଛି। ୧୫ଟି ଦେଶରୁ ମୋଟ ୫୯୦ ଖେଳାଳି ନିଲାମ ତାଲିକାରେ ସ୍ଥାନ ପାଇଛନ୍ତି। ୧୦ଟି ଦଳ ନିଲାମ ପୂର୍ବରୁ…

ନନ୍ଦନକାନନର ଧଳା ବାଘୁଣୀ ବିଜୟାର ଛୁଆ ରକି ଅସୁସ୍ଥ

ବାରଙ୍ଗ,୧୦।୨(ଡି.ଏନ୍‌.ଏ.): ନନ୍ଦନକାନନରେ ଧଳା ବାଘୁଣୀ ବିଜୟାର ୧୦ ମାସର ଛୁଆ ରକି ଅସୁସ୍ଥ ହୋଇପଡିଛି। ୪ ଦିନ ହେଲା ରକିର ତରଳ ଝାଡା ହେବା ସହ ଦେହରେ ତାତି ରହୁଛି । ଓୟୁଏଟି ବିଶେଷଜ୍ଞ ଡା. ନିରଞ୍ଜନ ସାହୁଙ୍କ ନେତୃତ୍ୱରେ ନନ୍ଦନକାନନ…

ପ୍ରକାଶ ପାଇବ ପ୍ରାଥମିକ ଭୋଟର ତାଲିକା

ଭୁବନେଶ୍ୱର,୧୦।୨(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏ ନେଇ ଗୁରୁବାର ସର୍କିଟ ହାଉସ୍‌ରେ ବସିବ ସର୍ବଦଳୀୟ ବୈଠକ । ଏଡିଏମ୍‌ଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ବୈଠକରେ ନିର୍ବାଚନ ସମ୍ପର୍କିତ ବିଭିନ୍ନ…

ସୁନ୍ଦରଗଡ଼ରୁ ୧୨ ମୁଣ୍ଡ ନେଲା କରୋନା; ଆଖି ବୁଜିଲେ ୨୧

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ଆଖି ବୁଜିଲେ ୨୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୧୨ଜଣ ଥିବା ବେଳେ ବାଲେଶ୍ୱରରୁ ଜଣେ, ଭଦ୍ରକରୁ ୨, ଭୁବନେଶ୍ୱରରୁ ୨, ଗଞ୍ଜାମରୁ ୨, କନ୍ଧମାଳରୁ ଜଣେ, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ରହିଛନ୍ତି। ଏନେଇ ଗୁରୁବାର…

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧୪୮୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୮୬୨ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୧୮ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩୩୪ ପିଲା ଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ…

ଇଡେନ୍‌ ଗାର୍ଡେନ୍ସ ନାମରେ ଝିଅ ନାଁ ରଖିଲେ ଏହି ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର, କହିଲେ ଏମିତି

ନୂଆଦିଲ୍ଲୀ,୧୦।୨: ହୃଦୟ ଜିତିଛନ୍ତି ୱେଷ୍ଟଇଣ୍ଡିଜ କ୍ରିକେଟ ଟିମର ଅଲରାଉଣ୍ଡର କାର୍ଲସ ବ୍ରାଥୱେଟ। ସେ ନିଜ ଝିଅଙ୍କ ନାମ ଐତିହାସିକ କ୍ରିକେଟ ମଇଦାନ ଇଡେନ ଗାର୍ଡେନ୍ସ ନାମରେ ରଖି ଅନେକଙ୍କୁ ଚମକାଇଛନ୍ତି। ତେବେ ୨୦୧୬ରେ କୋଲକାତାର ଇଡେନ ଗାର୍ଡେନ୍ସରେ ଅନୁଷ୍ଠିତ ଆଇସିସି ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?