ଜୋରିମନା ଦେବେ ସୌରଭ ଗାଙ୍ଗୁଲି
କୋଲକତା,୨୮।୯: ବିସିସିଆଇ ସଭାପତି ତଥା ପୂର୍ବତନ ଭାରତୀୟ ଅଧିନାୟକସୌରଭ ଗାଙ୍ଗୁଲିଙ୍କୁ କଲିକତା ହାଇକୋର୍ଟ ଜୋରିମନା କରିଛନ୍ତି। ଗାଙ୍ଗୁଲିଙ୍କ ସହ ବଙ୍ଗଳା ସରକାର ଏବଂ ଏହାର ଗୃହ ନିଗମକୁ ମଧ୍ୟ ଜୋରିମନା କରାଯାଇଛି। ଭୁଲ ଜମି ବଣ୍ଟନ କାରଣରୁ ହାଇକୋର୍ଟ ଗାଙ୍ଗୁଲିଙ୍କ ଉପରେ…
ଓ୍ବେବ୍ ପୋର୍ଟାଲ ଖବରଦାତା ଗିରଫ
ବାଣପୁର,୨୮।୯(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଣପୁର ବିିଜ୍ଞପିତ ଅଞ୍ଚଳ ପରିଷଦର ୯ନଂ. ଓ୍ବାର୍ଡ ମୁସଲିମ ସାହି କୋଭିଡ୍ ଟିକା କେନ୍ଦ୍ରରେ ଗଣ୍ଡଗୋଳ ସହ ଟିକା ପାଇଁ ଟଙ୍କା ମାଗିବା ଏବଂ ମହିଳାଙ୍କୁ ଅଶ୍ଳୀଳ ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ବାଣପୁର ପୋଲିସ ସୋମବାର ଜଣେ…
ମରାମତି ହେଉନି ଡ୍ରେନ୍ , ପଡୁନି ସ୍ଲାବ୍
ଜଟଣୀ,୨୮।୯(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳର ଅନେକ ସ୍ଥାନରେ ମୁକୁଳା ଡ୍ରେନ ରହିଛି। ଏଥିଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ମଇଳା ଜମା ହୋଇ କେଉଁଠି ଡ୍ରେନ ପୋତି ହୋଇଗଲାଣି ତ’ ଆଉ କେଉଁଠି ଡ୍ରେନ୍ ଥିବା ଜଣାପଡୁନାହିଁ।…
ସୁରସାମ୍ରାଜ୍ଞୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୮।୯: ଆଜି ସୁରସାମ୍ରାଜ୍ଞୀ ଲତା ମଞ୍ଜେସକରଙ୍କ ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଆଜି ତାଙ୍କ ପ୍ରଶଂସକଙ୍କ ସହ ଲତା ଦିଦିଙ୍କ ପାଇଁ ଏବଂ ବଲିଉଡ ପାଇଁ ମଧ୍ୟ ଏକ ବିଶେଷ ଦିନ। ପ୍ରଶଂସକ ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି। ଏଭଳି…
ଟାଇଫଏଡ୍ ଜ୍ୱରରୁ ମୁକ୍ତି ଚାହୁଁ ଥିଲେ …
ଆୟୁର୍ବେଦ ଶାସ୍ତ୍ରାନୁଯାୟୀ ଦୈନିକ ଖାଦ୍ୟପେୟ ଉପରେ ଧ୍ୟାନ ଦେଲେ ଅନେକ ରୋଗ ଲାଗି ମେଡିକାଲ ଯିବାକୁ ପଡ଼ି ନ ଥାଏ। କାରଣ ପ୍ରାଥମିକ ଅବସ୍ଥାରେ ଅନେକ ସମସ୍ୟାକୁ ରୋକାଯାଇପାରେ। ହେଲେ ସ୍ବାସ୍ଥ୍ୟଗତ ସମସ୍ୟା ସାଙ୍ଘାତିକ ରୂପ ନେଲେ ତାହାକୁ ରୋକିବା ସମ୍ଭବ…
ବନ୍ୟପ୍ରାଣୀଙ୍କ ଉତ୍ପାତ: ଚିନ୍ତାରେ ଚାଷୀ
ବେଗୁନିଆ, ୨୮।୯(ଡି.ଏନ୍.ଏ): ବେଗୁନିଆ ବ୍ଲକ ଅଞ୍ଚଳରେ ପ୍ରାକୃତିକ ବିପର୍ଯ୍ୟୟ ଓ ବନ୍ୟପ୍ରାଣୀଙ୍କ ଉତ୍ପାତ ଯୋଗୁ ଚାଷୀଙ୍କ ଦୁଃଖ ବଢୁଛି। ଏଥିଯୋଗୁ କିଛିବର୍ଷ ହେଲା ଧାନ ଓ ପନିପରିବା ଫସଲ ନଷ୍ଟ ହେବାରେ ଲାଗିଛି। ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ…
୩୩ ବର୍ଷ ବୟସରେ ଲତା ମଞ୍ଜେସକରଙ୍କୁ ଦିଆଯାଇଥିଲା ବିଷ
ସୁରସାମ୍ରାଜ୍ଞୀ ଲତା ମଞ୍ଜେସକର ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୯ ମସିହା ସେପ୍ଟେମ୍ବର ୨୮ରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଭାଇଭଉଣୀଙ୍କ ମଧ୍ୟରେ ଲତା ସବୁଠୁ ବଡ ଥିଲେ। ମାତ୍ର ୫ ବର୍ଷ ବୟସରୁ ନିଜ ପିତାଙ୍କଠାରୁ ସେ ସଙ୍ଗୀତ ଶିକ୍ଷା…
ଶେଷ ଦିନରେ ହେଭିଓ୍ବେଟ୍ଙ୍କ ଜୋରଦାର ପ୍ରଚାର
ପିପିଲି/ଡେଲାଙ୍ଗ,୨୮।୯(ଡି.ଏନ୍.ଏ./ସ୍ବ.ପ୍ର.): ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ମତଦାନ ହେବାକୁ ଥିବାବେଳେ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଶାସକ ବିଜେଡି, ଭାଜପା ଓ କଂଗ୍ରେସର ଷ୍ଟାର ପ୍ରଚାରକମାନେ ବିଭିନ୍ନ ପଞ୍ଚାୟତ ବୁଲି ସଭା ଓ ପ୍ରଚାର କରି…
୧୯୬୦ ପରଠୁ ରତ୍ନଭଣ୍ଡାର ଚାବିକାଠି ହସ୍ତାନ୍ତର ହୋଇନି
ପୁରୀ ଅଫିସ,୨୮।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବିକାଠି ବାସ୍ତବରେ ହଜିଥିଲା ନା ଏହା ପ୍ରଶାସନର କପୋଳକଳ୍ପିତ କାହାଣୀ ଥିଲା ତାହାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମନରେ ନାନା ପ୍ରଶ୍ନ ଉଙ୍କି ମାରିଛି। ରତ୍ନଭଣ୍ଡାର ଭିତର ଘର ଚାବିକାଠି ୧୯୬୦ ମସିହାଠାରୁ କାହାକୁ ହସ୍ତାନ୍ତର ହୋଇନାହିଁ…
ଏହି ମହାନ କ୍ରିକେଟର୍ଙ୍କୁ ହୃଦ୍ଘାତ
ଲାହୋର,୨୮।୯: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ସର୍ବକାଳୀନ ମହାନ ବ୍ୟାଟ୍ସମ୍ୟାନ ଇଞ୍ଜାମାମ-ଉଲ-ହକ ହୃଦଘାତରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୋମବାର ସାରେ ଇଞ୍ଜାମାମ ସଫଳ ଆଞ୍ଜିଓପ୍ଲାଷ୍ଟି କରିଥିଲେ। ଇଞ୍ଜାମାମଙ୍କ ଅବସ୍ଥା ସ୍ଥିର ରହିଛି, କିନ୍ତୁ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି।…
ସରିଲା ପ୍ରଚାର, ଭୋଟକୁ ଅପେକ୍ଷା
ପୁରୀ ଅଫିସ,୨୮।୯: ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ମତଦାନ ହେବାକୁ ଥିବାବେଳେ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଶ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀ ଉପନିର୍ବାଚନ ପ୍ରସ୍ତୁତିର…
ଆୟୁଷ୍ମାନ୍ ଭାରତ ଡିଜିଟାଲ ମିଶନ ଶୁଭାରମ୍ଭକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ
ଭୁବନେଶ୍ୱର,୨୮।୯(ବ୍ୟୁରୋ): ସାମଗ୍ରିକ ଏବଂ ସମାବେଶୀ ସ୍ବାସ୍ଥ୍ୟ ମଡେଲ ତଥା ଗରିବ ଏବଂ ମଧ୍ୟବିତ୍ତ ବର୍ଗ ଲୋକଙ୍କ ଚିକିତ୍ସା ପାଇଁ ହେଉଥିବା ସମସ୍ୟା ଦୂରକରିବା ଦିଗରେ ସୋମବାର ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ଶୁଭାରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
Archives


