ପରାଜୟ ଧାରା ଶେଷ କଲେ ରୟ-ଓ୍ବିଲିୟମସନ
ଦୁବାଇ, ୨୭।୯: ଲଗାତାର ୫ ପରାଜୟ ପରେ ବିଜୟ ସ୍ବାଦ ଚାଖିଛି ସନରାଇଜର୍ସ ହାଇଦ୍ରାବାଦ୍। ଚଳିତ ଆଇପିଏଲରେ ପ୍ଲେଅପ୍ସରୁ ବାଦ୍ ପଡ଼ିଥିବା ହାଇଦ୍ରାବାଦ୍ ସୋମବାର ଖେଳାଯାଇଥିବା ମ୍ୟାଚ୍ରେ ୭ ଉଇଟେରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ପରାଜୟ ସତ୍ତ୍ୱେ ରାଜସ୍ଥାନ ଦଳର…
ଧରା ପଡ଼ିଲେ ଜଣାଶୁଣା
ଝାରସୁଗୁଡା ଅଫିସ୍/ବ୍ରଜରାଜନଗର,୨୭।୯(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ପୋଲିସ ସୋମବାର ଏକ ଜୁଆଆଡ୍ଡା ଉପରେ ଚଢାଉ କରି ୯ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରମେଶ ପ୍ରସାଦ, କୁନ୍ଦନ ସିଂହ, ରାଜ କିଶୋର ପ୍ରଧାନ, ରାଜେଶ୍ୱର ରାୟ, ହରେରାମ ପାଣ୍ଡେ,…
କଂଗ୍ରେସ ଛାଡ଼ିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ପଣଜୀ, ୨୭।୯: ଏବେ କଂଗ୍ରେସ ପରିବାର ଦୁର୍ବଳ ହୋଇପଡ଼ିଛି। ଯେଉଁ ଦଳ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ଟକ୍କର ଦେଇପାରିବ, ସେହି ଦଳ ସହ କାମ କରିବାକୁ ଚାହୁଁଛି। ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଲୁଇଜିନୋ ଫଲେଇରୋ ସୋମବାର କଂଗ୍ରେସ…
ସିଙ୍ଘୁ ସୀମାରେ ଗଲା ଚାଷୀଙ୍କ ଜୀବନ
ନୂଆଦିଲ୍ଲୀ, ୨୭।୯: ବିବାଦୀୟ କୃଷି ଆଇନ ବିରୋଧରେ ସୋମବାର ଭାରତ ବନ୍ଦ ପାଳନ ହେଉଥିବାବେଳେ ଦିଲ୍ଲୀର ସିଙ୍ଘୁ ସୀମାରେ ଆନ୍ଦୋଳନରତ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ବାଘେଲ୍ ରାମ(୫୫)। ତାଙ୍କ ଘର ପଞ୍ଜାବର ଖେଲା ଗ୍ରାମରେ। ସେ…
ବ୍ରିଟେନରେ ମିଳୁନି ପେଟ୍ରୋଲ
ଲଣ୍ଡନ,୨୭ା୯: ବ୍ରିଟେନରେ ପେଟ୍ରୋଲ, ଡିଜେଲର ସଙ୍କଟ ଦେଖାଦେଇଛି। ଟ୍ରକ୍ ଡ୍ରାଇଭରଙ୍କ ଅଭାବ ଯୋଗୁ ଯୋଗାଣ ଶୃଙ୍ଖଳ ବାଧାପ୍ରାପ୍ତ ହୋଇଛି। ଫଳରେ ବ୍ରିଟେନର ପ୍ରମୁଖ ସହରରେ ପ୍ରାୟ ୫୦ରୁ ୯୦ ପ୍ରତିଶତ ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ଖାଲି ପଡ଼ିଛି। ଯେଉଁ କେତୋଟି ପେଟ୍ରୋଲ…
ରାଷ୍ଟ୍ରପତିଙ୍କୁ ଅଣ୍ଡା ମାଡ଼
ପ୍ୟାରିସ,୨୭।୯: ଫ୍ରାନ୍ସ ରାଷ୍ଟ୍ରପତି ଏମ୍ମାନୁଏଲ ମାକ୍ରନଙ୍କୁ ସୋମବାର ଲିଓନ ରାଜ୍ୟର ଦକ୍ଷିଣାଞ୍ଚଳ ସହରରେ ଆୟୋଜିତ ଅନ୍ତର୍ଜାତୀୟ କ୍ୟାଟରିଂ, ହୋଟେଲ ଏବଂ ଖାଦ୍ୟ ବାଣିଜ୍ୟ ମେଳା ବେଳେ ଜଣେ ବ୍ୟକ୍ତି ଅଣ୍ଡା ମାଡ କରିଛନ୍ତି। ଅଣ୍ଡା ରାଷ୍ଟ୍ରପତିଙ୍କ କାନ୍ଧରେ ବାଜିଥିଲା। ହେଲେ ଫାଟି…
କଟ୍ ଅଫ୍ ମାର୍କରେ ରେଭେନ୍ସା ଆଗରେ
ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଯୁକ୍ତ୨ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୫୪,୬୩୩ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୫,୭୮୭ ଛାତ୍ରୀ ଥିବା ବେଳେ ୨୮,୮୪୪ ଜଣ ଛାତ୍ର ଏବଂ ୨ଜଣ କିନ୍ନର…
ଉତ୍ତର ରଖିଲେ ଖିଲାଡ଼ି ବୟ
ମୁମ୍ବାଇ: ଚଳିତ ବର୍ଷ ଦୀପାବଳିରେ ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କ ନିର୍ଦ୍ଦେଶିତ ‘ସୂର୍ଯ୍ୟବଂଶୀ’ ଥିଏଟରକୁ ଆସୁଛି। ଏହି ଫିଲ୍ମରେ ବଲିଉଡ୍ର ୩ ପ୍ରମୁଖ ଚେହେରା ନଜରକୁ ଆସିବେ। ସେମାନେ ହେଲେ ଖିଲାଡ଼ି ବୟ ଅକ୍ଷୟ କୁମାର, ସିଙ୍ଘମ ଷ୍ଟାର ଅଜୟ ଦେବଗନ ଓ…
ଭବାନୀପୁରରେ ନିରପେକ୍ଷ ମତଦାନ ସମ୍ଭବ ନୁହେଁ
କୋଲାକାତା,୨୭।୯: ଭବାନୀପୁରରେ ଏବେ ଯେଉଁ ଭଳି ସ୍ଥିତି, ସେଠାରେ ନିରପେକ୍ଷ ମତଦାନ ସମ୍ଭବ ନୁହେଁ। ଏଣୁ ଭବାନୀପୁର ଉପ ନିର୍ବାଚନକୁ ବାତିଲ କରାଯାଉ। ନିର୍ବାଚନ କମିଶନ(ଇସି)ଙ୍କ ନିକଟରେ ଏଭଳି ଦାବି ରଖିଛନ୍ତି ପଶ୍ଚିମବଙ୍ଗର ଭାଜପା ନେତା ଦୀଲିପ ଘୋଷ। ଆସନ୍ତା ୩୦…
ଏହି ଡେଟ୍ରେ ରିଲିଜ ହେବ ମାଧବନଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ
ମୁମ୍ବାଇ: ଅପ୍ରିଲ ୧ରେ ରିଲିଜ ହେବାକୁ ଯାଉଛି ଆର୍ ମାଧବନଙ୍କ ଫିଲ୍ମ ରକେଟ୍ରି; ଦ ନାମ୍ବି ଇଫେକ୍ଚ’। ଏହି ଫିଲ୍ମରେ ମାଧବନ କେବଳ ଜଣେ ଅଭିନେତା ଭାବେ ନୁହେଁ ବରଂ ଜଣେ ସଂଳାପକ, ନିର୍ମାତା ଓ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି।…
ଏବେ ବି ଖୁସି ହେବାର ଆବଶ୍ୟକତା ନାହିଁ
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଓଡ଼ିଶାରେ କରୋନା ତୃତୀୟ ଲହରର ବିଶେଷ କିଛି ପ୍ରଭାବ ପଡ଼ି ନ ପାରେ। ବର୍ତ୍ତମାନ ରାଜ୍ୟରେ ଯେଉଁ ସଂକ୍ରମଣ ବଢ଼ିଛି ତାହା ସେତେ ଅଧିକ ନୁହେଁ। ସେହି ଟ୍ରେଣ୍ଡକୁ ଦେଖିଲେ ଓଡ଼ିଶା ଭଲ ସ୍ଥିତିରେ ରହିବା ପରି ଲାଗୁଛି ବୋଲି…
ବଡ଼ ପରିବର୍ତ୍ତନ ସହ ଓହ୍ଲାଇଲା ସନ୍ରାଇଜର୍ସ
ଦୁବାଇ,୨୭।୯: ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ସୋମବାର ଖେଳାଯିବାକୁ ଥିବା ସନରାଇଜର୍ସ ହାଇଦ୍ରାବାଦ୍ ବିପକ୍ଷ ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ରୟାଲ୍ସ ଦଳର ଅଧିନାୟକ ସଞ୍ଜୁ ସାମସନ। ଦଳର କମ୍ବିନେଶନକୁ ଦୃଷ୍ଟିରେ ରଖି ପ୍ରଥମେ…
Archives


