ନୋରାଙ୍କ ଅପସରା ଲୁକ୍
ମୁମ୍ବାଇ: ନୋରା ଫତେହି ଏବେ ବଲିଉଡ୍ରେ ରାଜ କରୁଛନ୍ତି । ଏହି ଡ୍ୟାନ୍ସ କୁଇନ୍ ନିଜ ଅଭିନୟ ସହ ଡ୍ୟାନ୍ସରେ ୟଙ୍ଗଷ୍ଟରଙ୍କୁ ଦିୱାନା ବନାଉଥିବା ବେଳେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ଏହି ଅଭିନେତ୍ରୀ । ସୋସିଆଲ ମିଡିଆରେ ରହିଛନ୍ତି ତାଙ୍କର…
ଭବାନୀପୁର ଉପ ନିର୍ବାଚନ ପ୍ରଚାର ବେଳେ ଭାଜପା ମୁଖ୍ୟଙ୍କୁ ସେକିଲେ
କୋଲାକାତା,୨୭।୯: ଆସନ୍ତା ୩୦ ତାରିଖରେ ହେବାକୁ ଯାଉଥିବା ଭବାନୀପୁର ଉପ ନିର୍ବାଚନ ଲାଗି ସୋମବାର ଘରରୁ ଘର ପ୍ରଚାରବେଳେ ଭାଜପାର ଜାତୀୟ ଉପ ସଭାପତି ଦୀଲିପ ଘୋଷଙ୍କୁ ଆକ୍ରମଣର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ମୁଖ୍ୟମନ୍ତ୍ରୀ ତଥା…
ମଞ୍ଚାରେ ଶୋଇଥିଲେ ଯୁବକ, ରାତିରେ ଆସିିଲା ହାତୀ…
ଝୁମ୍ପୁରା/କେନ୍ଦୁଝର,୨୭।୯(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ବାଲିବନ୍ଧ ବନାଞ୍ଚଳ ଅଧୀନ ଜଙ୍ଗଲ ପାର୍ଶ୍ୱ ଗ୍ରାମ ପୁରୁଣାପାଣିରେ ସୋମବାର ଭୋରରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚାମରା ମୁଣ୍ଡା। ସୂଚନା ଅନୁଯାୟୀ, ପୁରୁଣାପାଣି ଜଙ୍ଗଲରେ ୧୧ଟି ହାତୀ…
ଭୁବନେଶ୍ୱର କ୍ଲବ ସଭାପତି ହେଲେ ଅସିତ ତ୍ରିପାଠୀ
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଅସିତ ତ୍ରିପାଠୀ ହେଲେ ଭୁବନେଶ୍ୱର କ୍ଲବର ନୂତନ ସଭାପତି। କ୍ଲବର ସଭାପତି ପଦ ପାଇଁ ରାଜ୍ୟର ଦୁଇ ସଚିବଙ୍କ ମଧ୍ୟରେ କଡା ଟକ୍କର ହୋଇଥିଲା। ଏଥିରେ ବିଜୟ ଲାଭ କରିଛନ୍ତି ଅସିତ ତ୍ରିପାଠୀ। ତାଙ୍କ ବିପକ୍ଷରେ ଲଢ଼ୁଥିବା ବିଜୟ ପଟ୍ଟନାୟକଙ୍କୁ…
ଚର୍ଚ୍ଚାରେ ମଲାଇକାଙ୍କ ରିଆକ୍ସନ
ମୁମ୍ବାଇ: ବଲିଉଡର ହଟ୍ ନାୟିକା ମଲାଇକା ଆରୋରା କିଛି ନା କିଛି କାରଣ ପାଇଁ ଆସିଥାଆନ୍ତି ଚର୍ଚ୍ଚାକୁ । ନିକଟରେ ସେ ଏମିତି ଏକ ରିଆକ୍ସନ ଦେଇଥିଲେ ଯାହାକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଯୋର ଧରିଛି । ଏମ୍ଟିଭିର…
ପୁଅର ଅନୈତିକ ସମ୍ପର୍କ ନେଲା ମା’ଙ୍କ ଜୀବନ
ସୁନ୍ଦରଗଡ଼,୨୭।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ସଦର ଥାନା ଅଧୀନ ବାଉରୀମୁଣ୍ଡା ଜୁନାଡିହି ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୁଅର ଅନୈତିକ ପ୍ରେମ ସମ୍ପର୍କ ପାଇଁ ମା’ ଜୀବନ ଯାଇଥିବା ବେଳେ ବାପା ଗୁରୁତର ଆହତ ହୋଇଛନ୍ତି।…
ମିଳିଲାନି ସୁଯୋଗ, ସ୍ବଦେଶ ଫେରିଲେ କୁଳଦୀପ
ନୂଆଦିଲ୍ଲୀ,୨୭।୯: ବାମହାତୀ ସ୍ପିନର କୁଳଦୀପ ଯାଦବଙ୍କ ପାଇଁ କିଛି ବି ଠିକ୍ ଚାଲୁନାହିଁ। ଫର୍ମ ହରାଇବା ପର ଠାରୁ ତାଙ୍କୁ ଜାତୀୟ ଦଳ କଥା ଛାଡ଼ନ୍ତୁ, କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଦଳରେ ମଧ୍ୟ ସ୍ଥାନ ମିଳୁନାହିଁ। ଚଳିତ ଆଇପିଏଲ ସିଜନର…
କଂଗ୍ରେସକୁ ବଡ଼ ଝଟ୍କା
ପାଣାଜୀ,୨୭।୯: ଗୋଆରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ ଝଟ୍କା ଲାଗିଛି। ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ନେତା ଲୁଇଜିନୋ ଫାଲେଇରୋ କଂଗ୍ରେସ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଲୁଇଜିନୋ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସରେ ଯୋଗ…
‘ଗୁଲାବ’ ରାଜ୍ୟରେ ସେଭଳି ପ୍ରଭାବ ପକାଇନାହିଁ: ଏସ୍ଆର୍ସି
ଭୁବନେଶ୍ୱର,୨୭।୯(ବ୍ୟୁରୋ): ‘ବାତ୍ୟା ‘ଗୁଲାବ’ ରାଜ୍ୟରେ ସେଭଳି ପ୍ରଭାବ ପକାଇନାହିଁ। ତାହାର ପ୍ରଭାବରେ ଏତେଟା କ୍ଷୟକ୍ଷତି ହୋଇନାହିଁ।’ ଏ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍ଆରସି) ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାତ୍ୟା ‘ଗୁଲାବ’…
ହଠାତ୍ ଘୋଷଣା କଲେ ଅବସର
ଲଣ୍ଡନ,୨୭।୯: ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି। ଅଧିକ ଦିନ ଧରି ଖେଳ ଜାରି ରଖିବା…
କେରଳରେ କଂଗ୍ରେସକୁ ଝଟ୍କା: ଏଆଇସିସି ସଦସ୍ୟ ପଦରୁ ଇସ୍ତଫା ଦେଲେ ସୁଧିରନ
ଥିରୁଭାନନ୍ତପୁରମ,୨୭ ।୯: କେରଳର ବରିଷ୍ଠ କଂଗ୍ରେସ ନେତା ବି ଏସ୍ ସୁଧିରନ ଏଆଇସିସି ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଦୁଇଦିନ ପୂର୍ବରୁ ସେ କେପିସିସିର ରାଜନୈତିକ ମାମଲାର ସମିତି ଛାଡି ଦେଇଥିଲେ । ତାଙ୍କ ନିକଟତମ ସୂତ୍ରରୁ ଏହି ଖବର…
ଦିଲ୍ଲୀ, ପଞ୍ଜାବ, ହରିୟାଣାରେ ପ୍ରଭାବ: ଟିକାଏତ କହିଲେ ସଫଳ ହେଲା ‘ଭାରତ ବନ୍ଦ’
ନୂଆଦିଲ୍ଲୀ,୨୭ ।୯: ସଂଯୁକ୍ତ ମୋର୍ଚ୍ଚା କୃଷକ ମଞ୍ଚ ପକ୍ଷରୁ ସୋମବାର ଦିଆଯାଇଥିବା ଭାରତ ବନ୍ଦର ପ୍ରଭାବ ବିଶେଷ ଭାବେ ଦିଲ୍ଲୀ, ହାରିୟାଣା ଓ ପଞ୍ଜାବରେ ଦେଖିବାକୁ ମିଳିଛି । ପଶ୍ଚିମ ଉତ୍ତର ପ୍ରଦେଶରେ ବି ଏହାର ପ୍ରଭାବ ଦେଖାଯାଇଥିଲା । ବିଭିନ୍ନ…
Archives


