ଆଉ ୫ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଆଜି ସରିବ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଆଜି ଅର୍ଥାତ୍ ସୋମବାର ସରୁଛି ପ୍ରଚାର। ଭୋଟରଙ୍କ ମନ ଜିଣିବାକୁ ଆଜି ପ୍ରାର୍ଥୀମାନେ ଆପ୍ରାଣ ଉଦ୍ୟମ କରିବେ। ଏହି ନିର୍ବାଚନ ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ମଧ୍ୟରେ ଜୋରଦାର୍…
ତୁଳସୀକ୍ଷେତ୍ରରେ ଅବହେଳିତ ପର୍ଯ୍ୟଟନ ସ୍ଥଳ
କେନ୍ଦ୍ରାପଡ଼ା ଅଫିସ, ୨୭ା୯: ସୋମବାର ବିଶ୍ୱ ପର୍ଯ୍ୟଟନ ଦିବସ। ଏହି ଦିବସ ପାଳନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସକ ଓ ରାଜନେତା ଯେତେ ବ୍ୟଗ୍ରତା ଦେଖାନ୍ତି, ସେଭଳି ସମ୍ବେଦନଶୀଳତା ପର୍ଯ୍ୟଟନ କ୍ଷେତ୍ରର ଭିତ୍ତିଭୂମି ବିକାଶରେ ଦେଖାଯାଉନାହିଁ। ଖଣି, ଶିଳ୍ପ ବିହୀନ ଏହି…
ବାପା ଆଉଟ୍ ହେବା ପରେ ରାଗରେ ପୁଅ କଲେ ଏମିତି କାମ, ଭିଡିଓ ଭାଇରାଲ୍
ୟୁଏଇ,୨୭।୯: ୟୁଏଇରେ ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଖେଳାଯାଉଛି। ପ୍ଲେ ଅଫ ଦୌଡ଼ ପାଇଁ ପ୍ରତ୍ୟେକ ମ୍ୟାଚ ସହିତ ଆକର୍ଷଣୀୟ ହେଉଛି। ରବିବାର ଡିଫେଣ୍ଡିଂ ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏହିପରି ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ…
ହାଇକୋର୍ଟରେ କେସ୍ ଡାଏରି ଦାଖଲ କରିବାରେ ବିଫଳ: ତଦନ୍ତକାରୀ ଅଧିକାରୀଙ୍କୁ ୫୦ ହଜାର ଜରିମାନା
କଟକ,୨୭।୯(ବ୍ୟୁରୋ): ଏକ ଆପରାଧିକ ମାମଲାର କେସ୍ ଡାଏରି ଦାଖଲ କରିବାରେ ବିଫଳ ହୋଇଥିବା କଳାହାଣ୍ଡି ଜିଲା ଜୟପାଟଣା ଥାନାର ତଦନ୍ତକାରୀ ଅଧିକାରୀଙ୍କୁ ଓଡ଼ିଶା ହାଇକୋର୍ଟ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ବିଚାରପତି ଶତ୍ରୁଘ୍ନ ପୂଜାହାରୀଙ୍କ ଖଣ୍ଡପୀଠ କଳାହାଣ୍ଡି ଜିଲା ଆଇନ…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ଦେବାଂଶ
କୃଷ୍ଣପ୍ରସାଦ,୨୭୯।(ଡି.ଏନ୍.ଏ.): ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ପାରିକୁଦ ଗଡ଼ର ୨ବର୍ଷ ୭ ମାସର ଦେବାଂଶ ପାତ୍ର ସ୍ଥାନ ପାଇଛନ୍ତି। ସେ ୪୦ଟି ପଶୁଙ୍କ ନାମ, ୪୮ ପକ୍ଷୀ, ୨୨ଯାନବାହନ, ୨୨ ଗାଡ଼ିର ଲୋଗୋ, ୩୫ ବିଶିଷ୍ଟ…
ଦୃଷ୍ଟି ଆଢୁଆଳରେ ଜଳପ୍ରପାତ
କେନ୍ଦୁଝର ଜିଲାରେ ରହିଛି ବହୁ ପ୍ରାକୃତିକ ଜଳପ୍ରପାତ। ତନ୍ମଧ୍ୟରୁ କେତେକ ପର୍ଯ୍ୟଟନର ମାନ୍ୟତା ପାଇଥିବା ବେଳେ ଏବେବି ଅନେକ ଅପେକ୍ଷାରେ ରହିଛି। ସେହିପରି ଦୃଷ୍ଟି ଆଢୁଆଳରେ ରହିଥିବା ଏକ ଜଳପ୍ରପାତ ବାଂଶପାଳ ବ୍ଲକ ଉପର ବାଲି ଗ୍ରାମ ନିକଟରେ ରହିଛି। ବଣପାହାଡ଼…
ପର୍ଯ୍ୟଟନ ମାନଚିତ୍ରଠୁ ଦୂରରେ ‘ଚୁଡ଼ଙ୍ଗଗଡ଼’
କଳା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ରାଜ୍ୟ ଓଡ଼ିଶା। ଏହି ମାଟି ତା’ର କୋଳରେ ଅନେକ ବୀରଙ୍କୁ ଜନ୍ମ ଦେଇଛି। ସେମାନଙ୍କ ପରାକ୍ରମ, ବୀରତ୍ୱ ଗାଥା ଏବେ ମୂକସାକ୍ଷୀ ପାଲଟିଛି। ମାତ୍ର ପ୍ରଶାସନ ଓ ପ୍ରତ୍ନତାତ୍ତ୍ୱିକ ବିଭାଗର ରକ୍ଷଣାବେକ୍ଷଣ ଅଭାବରୁ ବହୁ…
ଆଇପିଏଲ୍ ମଝିରେ ଅବସର ନିଷ୍ପତ୍ତି ନେଲେ ଏହି କ୍ରିକେଟର୍
ୟୁଏଇ,୨୭।୯: ଆଇପିଏଲ ୨୦୨୧ରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ଅଲରାଉଣ୍ଡର ମୋଇନ ଅଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଆଉ ଇଂଲଣ୍ଡ ପାଇଁ ଟେଷ୍ଟ କ୍ରିକେଟ ଖେଳିବେ ନାହିଁ। ସେ…
ଏଣିକି ପରିବାର ଲୋକଙ୍କୁ ଭେଟିପାରିବେ କଏଦୀ
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଏଣିକି ଜେଲ୍ରେ କଏଦୀମାନେ ସିଧାସଳଖ ପରିବାର ଲୋକଙ୍କୁ ପ୍ରତ୍ୟେକ୍ଷ ସାକ୍ଷାତ କରିପାରିବେ। ଏନେଇ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ ନିର୍ଦ୍ଦେଶ ଦେବା ସହ ଗତ ୨୩ ତାରିଖରେ ସମସ୍ତ ଜେଲ୍ ଅଧୀକ୍ଷକଙ୍କୁ ଚିଠି କରିଛନ୍ତି। ଏହାସହ ଜେଲରେ ଥିବା ଇ-ମୁଲାକାତ…
ଯୁକ୍ତ୩ ନାମଲେଖା ଅବଧି ବୃଦ୍ଧି
ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ପାଇଁ ଏବେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଚାଲିଛି। ତେବେ ୨୭ ତାରିଖ ଭାରତ ବନ୍ଦକୁ ଦୃଷ୍ଟିରେ ରଖି ନାମଲେଖା ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଆସନ୍ତା ୩୦ତାରିଖ ପର୍ଯ୍ୟନ୍ତ…
ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ଖଣି ଅଞ୍ଚଳବାସୀ: ଅଧିକାର ପାଇଁ ଦାବି କରିବାରୁ ନାଲିଆଖି
ଯାଜପୁର ଅଫିସ,୨୭।୯: ପ୍ରଶାସନିକ ଅବହେଳା ଏବଂ କେତେଜଣ ପ୍ରଭାବଶାଳୀଙ୍କ ଅମାନବୀୟ ବ୍ୟବହାର ଖଣି ପ୍ରଭାବିତ ଲୋକଙ୍କୁ ଆନ୍ଦୋଳନମୁଖୀ କରିଛି। ଏଭଳି ଅବସ୍ଥା ଏବେ ଯାଜପୁର ଜିଲାର ସୁକିନ୍ଦା ଖଣି ଅଞ୍ଚଳରେ ଦେଖିବାକୁ ମିଳିଛି। ଅଞ୍ଚଳବାସୀ ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ରହୁଛନ୍ତି।…
Archives


