୪ ବର୍ଷ ପରେ ହାରିଲା ଅଷ୍ଟ୍ରେଲିଆ
କାନାବେରା,୨୬।୯: ଭାରତୀୟ ମହିଳା ଦଳ ଠାରୁ ଦିନିକିଆ ସିରିଜ୍ର ଅନ୍ତିମ ମ୍ୟାଚ୍ରେ ପରାଜୟ ସହ ମହିଳା ଅଷ୍ଟ୍ରେଲିଆ ଦଳର ଅପରାଜେୟ ଧାରାରେ ବ୍ରେକ ଲାଗିଛି। ଲଗାତାର ୨୬ଟି ଦିନିକିଆ ମ୍ୟାଚ୍ ଜିତିବା ପରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆକୁ ଦେଖିବାକୁ ପଡ଼ିଛି…
୩୩୩ ଗର୍ଭବତୀଙ୍କୁ ସ୍ଥାନାନ୍ତର
ଛତ୍ରପୁର,୨୬।୯(ଡି.ଏନ୍.ଏ.): ସମ୍ଭାବ୍ୟ ଗୁଲାବକୁ ନେଇ ଗଞ୍ଜାମ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି। ଜିଲାରେ ୩୩୩ ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରି ସେମାନଙ୍କୁ ବିଭିନ୍ନ ଚିକିତ୍ସାଳୟ କିମ୍ବା ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି । ବିପଦପୂର୍ଣ୍ଣ ଅଞ୍ଚଳର ୧୦…
ଯୁକ୍ତ ୩ ନାମଲେଖାକୁ ପ୍ରଭାବିତ କଲା ଭାରତ ବନ୍ଦ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ ୩ ପ୍ରଥମ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଚାଲିଛି। ୨୭ ତାରିଖ ଦିନ ଭାରତ ବନ୍ଦକୁ ଦୃଷ୍ଟିରେ ରଖି ନାମଲେଖା ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଆସନ୍ତା ୩୦ ତାରିଖ…
ଟ୍ରୋଲ ହେଲେ ରକୁଲ ପ୍ରିତ
ମୁମ୍ବାଇ: ବଲିଉଡ୍ ନାୟିକା ରକୁଲ ପ୍ରିତ ସିଂ ଏବେ ଖୁବ୍ ଚର୍ଚ୍ଚାରେ । ନିକଟରେ ସେ ତାଙ୍କ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି ଯାହାକୁ ନେଇ ସେ ଏବେ ଟ୍ରୋଲ ହୋଇଛନ୍ତି । ଫଟୋରେ ଯାହା ଦେଖାଯାଉଛି ସେଥିରେ ସେ…
ଦେଶକୁ ଏସ୍ବିଆଇ ଭଳି ୪-୫ ବ୍ୟାଙ୍କ ଆବଶ୍ୟକ: ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୨୬।୯: ଭାରତକୁ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(ଏସ୍ବିଆଇ) ଭଳି ୪ରୁ ୫ ବୃହତ ବ୍ୟାଙ୍କର ଆବଶ୍ୟକତା ରହିଛି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ…
ଯୁବଚିତ୍ରକାରଙ୍କ କାନ୍ଭାସରେ ଅରିନ୍ଦମ ଦାସ
ପାଟଣା,୨୬।୯(ସ୍ବ. ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି। ତେବେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ…
ମା’ ବାପାଙ୍କ କଥା ସହିପାରିଲେନି ପୁଅ, ଶେଷରେ …
ପାଟଣା,୨୬।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ବଡ଼ଗମ୍ଭାରିଆ ହାଟ ନିକଟରେ ଥିବା ଏକ ଗଛରୁ ରବିବାର ସକାଳୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ବଡ଼ ଗମ୍ଭାରିଆ ଗ୍ରାମର ଯୋଗେଶ୍ୱର ମହାନ୍ତଙ୍କ…
ସିଏସ୍କେ ଆଗରେ ୧୭୨ ରନ୍ର ବିଜୟ ଲକ୍ଷ୍ୟ
ଆବୁଧାବି,୨୬।୯: ବିସ୍ଫୋରକ ଆରମ୍ଭ ସତ୍ତ୍ୱେ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୭୧ ରନ୍ କରିବାକୁ ସକ୍ଷମ ହୋଇଛି। ଫଳରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଆଗରେ ଧାର୍ଯ୍ୟ…
ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବାକୁ ଯାଉଛନ୍ତି ଯୋଗୀ
ଲକ୍ଷ୍ନୋ,୨୬।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳ ରବିବାର ସନ୍ଧ୍ୟାରେ ସମ୍ପ୍ରସାରଣ ହେବ। ଏନେଇ ରାଜ୍ୟପାଳ ଆନନ୍ଦିବେନ ପଟେଲ ଲକ୍ଷୋ୍ନରେ ପହଞ୍ଚି ସାରିଛନ୍ତି। ପ୍ରାୟ ୭ରୁ ୮ ଜଣ ମନ୍ତ୍ରୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳରେ ଅନ୍ତର୍ଭୁକ୍ତ ହୋଇପାରନ୍ତି ବୋଲି ଜଣାପଡଛି। ୨୦୨୨ ନିର୍ବାଚନକୁ ଦୃଷ୍ଟିରେ…
୬୫ ଘଣ୍ଟା ମଧ୍ୟରେ ୨୦ ମିଟିଂ କଲେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ ଶେଷ କରି ରବିବାର ଭାରତ ଫେରିଛନ୍ତି। ୨୨ ସେପ୍ଟେମ୍ବରରେ ଆମେରିକା ଗସ୍ତରେ ବାହାରିବା ପରେ ପ୍ରଧାନମନ୍ତ୍ରୀ ପ୍ରାୟ ୯୦ ଘଣ୍ଟା ମଧ୍ୟରେ ତାଙ୍କର ଯାତ୍ରା ଶେଷ କରିଥିଲେ। ପ୍ରଧାନମନ୍ତ୍ରୀ ଆମେରିକାରେ ୬୫ ଘଣ୍ଟା ବିତାଇଥିଲେ।…
ଗଜପତିରେ ଧସିଲା ପାହାଡ଼
ପାରଳାଖେମୁଣ୍ଡି,୨୬।୯(ଡି.ଏନ୍.ଏ.): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ନମାନଗଡ଼ ଓ ଅଜୟଗଡ଼ ରାସ୍ତାର ପାହାଡ ଧସିଥିବା ରବିବାର ଦେଖିବାକୁ ମିଳିଛି। ବର୍ଷା ଯୋଗୁ ଅତଡା ଖସିଥିବା ସୂଚନା ମିଳିଛି। ତେଣୁ ନମାନଗଡ଼ଠାରୁ ଅଜୟଗଡ ରାସ୍ତାଟି ସମ୍ପୂର୍ଣ୍ଣ ରୂପେ ଅବରୋଧ ହୋଇଯାଇଛି। ଜିଲା…
ଶାଶୁଘରେ ମହାରାଣୀ ଭଳି ରହିଥାନ୍ତି ଏହି ୪ ରାଶିର ଯୁବତୀ; ଟଙ୍କାପଇସାର ଅଭାବ ନ ଥାଏ…
ନାରୀମାନେ ବିବାହକୁ ନେଇ ଅନେକ ସ୍ବପ୍ନ ଦେଖିଥାନ୍ତି। ଅଧିକ ଭଲ ପାଉଥିବା ଶାଶୁଘର ସାଙ୍ଗକୁ ସ୍ବାମୀ ମିଳୁ ବୋଲି ସେମାନଙ୍କର ଇଚ୍ଛା ଥାଏ। ବିବାହ ପରେ ଶାଶୁଘରେ ସେମାନେ ମହାରାଣୀ ହୋଇ ରୁହନ୍ତୁ, ପରିବାରରେ ତାଙ୍କ ସମ୍ମାନ ରହୁ, ଟଙ୍କାପଇସାର ଅଭାବ…
Archives


