PF ଆକାଉଣ୍ଟରୁ କେଉଁ କାମ ପାଇଁ କେତେ ଟଙ୍କା ଉଠାଇ ପାରିବେ ଜାଣନ୍ତୁ ସବିଶେଷ ତଥ୍ୟ…
ଦେଶର ପ୍ରାୟ ସମସ୍ତ ନିଯୁକ୍ତିପ୍ରାପ୍ତ ଲୋକଙ୍କର PF ଆକାଉଣ୍ଟ ଅଛି। କର୍ମଚାରୀଙ୍କ ଦରମାର ୧୨% PF ଆକାଉଣ୍ଟରେ ଜମା କରାଯାଏ ଏବଂ କମ୍ପାନୀ ମଧ୍ୟ ସମାନ ଅବଦାନ ଦିଏ। ପିଏଫ ଆକାଉଣ୍ଟକୁ ସଞ୍ଚୟ ଆକାଉଣ୍ଟ ଭାବରେ ମଧ୍ୟ ବ୍ୟବହାର କରାଯାଏ।...
ରୁଷିଆକୁ ବଡ ଝଟକା ଦେଲା ୟୁକ୍ରେନ: ଡ୍ରୋନ୍ ମାରି ଧ୍ବଂସ କଲା ୪୦ଟି ଯୁଦ୍ଧ ବିମାନ
ନୂଆଦିଲ୍ଲୀ,୧ା୬: ୟୁକ୍ରେନ ରୁଷିଆର ଚାରୋଟି ପ୍ରମୁଖ ବାୟୁସେନା ଘାଟି ଉପରେ ଏକ ବଡ ଡ୍ରୋନ୍ ଆକ୍ରମଣ କରିଛି, ଯେଉଁଥିରେ ୪୦ରୁ ଅଧିକ ରୁଷୀୟ ଯୁଦ୍ଧ ବିମାନ ଧ୍ୱଂସ ହୋଇଥିବା ଦାବି କରାଯାଇଛି। ୟୁକ୍ରେନର ସୁରକ୍ଷା ସେବା (ଏସବିୟୁ) ଦ୍ୱାରା ଏହି...
ଟଙ୍କା ବଣ୍ଡଲରେ ପେପର କଟିଂ ରଖି ଲୋକଙ୍କୁ ଚକ୍ମା ଦେଇ ଠକୁଥିଲେ, ବନ୍ଧା ହେଲେ ୫
ଭୁବନେଶ୍ୱର,୧।୬: ଭୁବନେଶ୍ୱର କମିଶନରେଟ୍ ପୋଲିସ ରବିବାର ଏକ ଠକେଇ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଗ୍ୟାଙ୍ଗର ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି। ସମ୍ପୃକ୍ତ ଗ୍ୟାଙ୍ଗ ନୟାପଲ୍ଲୀ ଏବଂ ଭରତପୁର ଅଞ୍ଚଳରୁ ୧୦ ଲକ୍ଷରୁ ଊଦ୍ଧର୍ବ ଟଙ୍କା...
ରାଉରକେଲାରେ ଚାଞ୍ଚଲ୍ୟ: ବିସ୍ଫୋରକ ଭର୍ତ୍ତି ୨ ଟ୍ରକ୍ ଠାବ
ରାଉରକେଲା,୧।୬: ସୁନ୍ଦରଗଡ଼ ଜିଲା ବାଲୁଘାଟ ପେଟ୍ରୋଲ ପମ୍ପ ନିକଟରୁ ରବିବାର ସନ୍ଦେହଜନକ ଅବସ୍ଥାରେ ୨ଟି ବିସ୍ଫୋରକ ଭର୍ତ୍ତି ଟ୍ରକ ଠାବ ହୋଇଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ, ଖଣି ବିଭାଗ ଓ GST ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।...
ସଂରକ୍ଷିତ ଜଙ୍ଗଲରେ ୨୮ ବେଆଇନ ନିର୍ମାଣ ଘର ଭାଙ୍ଗିଲା ବନ ବିଭାଗ
ଝରିଗାଁ,୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଥିବା ସଂରକ୍ଷିତ ଜଙ୍ଗଲରେ ବହୁ ଅସାଧୁ ବେଆଇନ ଘର କରୁଥିବା ସହ ବହୁ ପୁରୁଣା ଜଙ୍ଗଲ ନଷ୍ଟ କରି ସେଠାରେ ଅବାଧ ଭାବେ ମକାଚାଷ କରୁଥିବା ବେଳେ ଏବେ ଜିଲା...
ଫରେଷ୍ଟ କମିଶନ ଗଠନ ଦାବି ନେଇ ଏକାଠି ହେଲେ ବନ କର୍ମଚାରୀ
ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍ ବନ ସେବା ସଂଘ ବ୍ରହ୍ମପୁର ଜୋନ୍ ପକ୍ଷରୁ ରବିବାର ଭଞ୍ଜନଗର ଲାଲସିଂ ନର୍ସରୀ ପରିସରରେ ଏକ ବୈଠକ ହୋଇଥିଲା। ସଭା ପ୍ରାରମ୍ଭରେ ଶିକାରୀ ମାନକ ଗୁଳିରେ ନିହତ ହୋଇଥିବା ଢେଙ୍କାନାଳ ବନଖଣ୍ଡର ବନରକ୍ଷୀ...
ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ “ଅପରେଶନ ସିନ୍ଦୂର” ଉପରେ ପ୍ରବନ୍ଧ ପ୍ରତିଯୋଗିତା ଆରମ୍ଭ; ବିଜେତାଙ୍କୁ ମିଳିବ…
ନୂଆଦିଲ୍ଲୀ,୧।୬: ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ “ଅପରେଶନ ସିନ୍ଦୂର” ଉପରେ ଏକ ଜାତୀୟ ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାର ଆୟୋଜନ କରାଯାଇଛି। ଏହି ପ୍ରତିଯୋଗିତାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯୁବପିଢ଼ିଙ୍କ ମଧ୍ୟରେ ଭାରତୀୟ ସେନାର ଐତିହାସିକ କାର୍ଯ୍ୟକଳାପ ଏବଂ ଦେଶର...
ନରେଗା କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଲେ ବିଡିଓ
ଖଜୁରୀପଡ଼ା,୧ା୬(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକରେ ବିଡ଼ିଓ ଶୁଭ ଦତ୍ତାତ୍ରେୟ ବାହିନୀପତି ଯୋଗ ଦେବା ଦିନ ଠାରୁ ବିକାଶ କାର୍ଯ୍ୟ ଅଗ୍ରସର ଭାବେ ଚାଲିଛି। ସେ ଛୁଟି ଦିନରେ ମଧ୍ୟ ବିଭିନ୍ନ ପଞ୍ଚାୟତକ୍ଷେତ୍ର ପରିଦର୍ଶନ କରି ଉନ୍ନୟନ ମୂଳକ କାର୍ଯ୍ୟଗୁଡିକର ସମୀକ୍ଷା...
୧୫ ବର୍ଷୀୟା ନାବାଳିକାକୁ ୬ ଜଣଙ୍କ ଗଣବଳାତ୍କାର, ଭିଡିଓ ଦେଖାଇ ବ୍ଲାକମେଲ୍
ନୂଆଦିଲ୍ଲୀ,୧।୬: କର୍ଣ୍ଣାଟକର ବେଲାଗାଭିରେ ଜଣେ ନାବାଳିକାଙ୍କୁ ବାରମ୍ବାର ଗଣବଳାତ୍କାର ଶିକାର ହେବାକୁ ପଡ଼ିଛି। ସ୍ଥାନୀୟ ପୋଲିସ କହିବା ଅନୁସାରେ ଡିସେମ୍ବର ମାସରେ ଛଅ ଜଣ ଅପରାଧୀ ତାଙ୍କୁ ଏକ ନିଛାଟିଆ ସ୍ଥାନରେ ଗଣବଳାତ୍କାର କରିଥିଲେ ଏବଂ ଘଟଣାଟିକୁ ସେମାନେ ନିଜ...
ପରଲୋକରେ ‘ଜରି ମାଉସୀ’, ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ରେ କଥା ହୋଇ ଚର୍ଚ୍ଚାରେ ଥିଲେ…
କେନ୍ଦ୍ରାପଡ଼ା,୧ା୬(ଜଗନ୍ନାଥ ଧଳ): ସୁସ୍ଥ ପରିବେଶ ଓ ଅଳିଆ ସାମଗ୍ରୀରୁ ହସ୍ତକଳାକୁ ଗୁରୁତ୍ୱ ଦେଇଥିବା କେନ୍ଦ୍ରାପଡ଼ା ଜିଲାର ବହୁ ଚର୍ଚ୍ଚିତ ବ୍ୟକ୍ତିତ୍ୱ କମଳା ମହାରଣା (୬୬)ଙ୍କର ଶନିବାର ରାତିରେ ମୃତ୍ୟୁ ହୋଇଛି। ଗତ ମେ’ ୨୮ରେ ଘରେ ଗୋଡ଼ ଖସିଯିବାରୁ ଆହତ...
ସ୍ୱାମୀ ଜାଣିଦେଲେ ସ୍ତ୍ରୀର ଅନୈତିକ ସମ୍ପର୍କ: ଶୋଇଥିବା ବେଳେ ପ୍ରେମିକକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା
ଅନୁଗୁଳ,୧।୬: ଅନୁଗୁଳ ଜିଲାର କଣିହା ବ୍ଲକ ଅନ୍ତର୍ଗତ ମସୁଣିହାଟା ଗାଁରେ ରବିବାର ଏକ ହିଂସାତ୍ମକ ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଙ୍କ ନାମ ବବାଜୀ ନାୟକ ବୋଲି ଜଣାପଡ଼ିଛି, ଯାହାଙ୍କୁ ବିଭୂତି ନାୟକ ନାମକ...
ବଢ଼ିଲା ଓମ୍ଫେଡ୍ କ୍ଷୀର ଦାମ୍, ଏବେ ଗଣିବେ ଏତିକି…
ଭୁବନେଶ୍ୱର,୧।୬: ଜୁନ ଆରମ୍ଭରୁ ପକେଟ ଉପରେ ଛାଟ। ରାଜ୍ୟରେ ବଢ଼ିଲା ଓମ୍ଫେଡ୍ କ୍ଷୀର ଦାମ୍। ଏଣିକି ଲିଟର ପିଛା ୨ ଟଙ୍କା ଅଧିକ ଗଣିବେ ଗ୍ରାହକ। ପୂର୍ବରୁ ବଜାରରେ ଓମଫେଡ୍ କ୍ଷୀର(୫୦୦ ଗ୍ରାମ) ପ୍ୟାକେଟ୍ ମୂଲ୍ୟ ୨୬ ଟଙ୍କା ରହିଥିବା...
Archives


