Home Left

ଆଜି ଚିହ୍ନଟ ହେଲେ ୬୦୨ ଆକ୍ରାନ୍ତ; ଅଛନ୍ତି ୭୯ ଶିଶୁ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୮ ବର୍ଷ ବୟସରୁ କମ୍‌ ବର୍ଗର ୭୯ଜଣ ଅଛନ୍ତି। ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୩ଜଣ ଥିବା ବେଳେ ୨୪୯ ଲୋକାଲ କେସ୍‌। ଏହାକୁ ମିଶାଇ…

ପଞ୍ଚଭୂତରେ ବିଲୀନ ହେଲେ ଅରିନ୍ଦମ ଦାସ

ପାଟଣା,୨୫।୯(ସ୍ବ.ପ୍ର.): ଯୁବ ସାମ୍ବାଦିକ ଅରିନ୍ଦମ ଦାସ (ସାମୀ) ଶନିବାର ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଜନ୍ମସ୍ଥାନ କେନ୍ଦୁଝର ଜିଲା ରାଜନଗର ପଞ୍ଚାୟତର ରାଇକଳା ନିକଟ ବୈତରଣୀ ନଦୀକୂଳରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ଦାଦା ପୁଅ ଭାଇ ମାନସ ରଞ୍ଜନ ଦାସ…

ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ତିହାର ସମେତ ଦିଲ୍ଲୀର ସମସ୍ତ ଜେଲ୍‌ରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୨୫ ।୯: ଦିଲ୍ଲୀର ରୋହିଣି କୋର୍ଟରେ ଶୁକ୍ରବାର ଗ୍ୟାଙ୍ଗଷ୍ଟର ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ଗ୍ୟାଙ୍ଗୱାର ଆଶଙ୍କା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ରୋହିଣି ଜେଲ ସମେତ ଅନ୍ୟ କିଛି ଜେଲ୍‌କୁ ସତର୍କ କରି ଦିଆଯାଇଛି । ଏହିସବୁ…

୧୨ବର୍ଷ ବୟସ ବାଳକଙ୍କୁ ମିଳିଥିଲା ପ୍ରଥମ ‘ପରିଚୟ’, ଆସାମ ହିଂସା ଛଡାଇ ନେଲା ଜୀବନ

ଗୁଆହାଟି,୨୫ ।୯: ଆସାମରେ ହୋଇଥିବା ହିଂସାରେ ଜଣେ ୧୨ ବର୍ଷ ବୟସ ପିଲାର ଜୀବନ ଯିବା ଘଟଣା ଏବେ ଆଲୋଚନାର ପରିସରକୁ ଚାଲି ଅସିଛି । ପିଲାଟିକୁ ତା’ର ପ୍ରଥମ ପରିଚୟ ମିଳିଥିଲା, ଯାହାକୁ ନେଇ ସେ ଖୁବ୍ ଖୁସିଥିବା ସହ…

ସହାୟତା ଅପେକ୍ଷାରେ କ୍ୟାନ୍ସର ପୀଡ଼ିତା ଅନିନ୍ଦିତା

କାକଟପୁର,୨୫।୯(ଡି.ଏନ୍‌.ଏ.):ପୁରୀ ଜିଲା କାକଟପୁର ବ୍ଲକ ଅଞ୍ଚଳର ୫ବର୍ଷର ଝିଅ ଅନିନ୍ଦିତା ଜୀବନ କ’ଣ ଜାଣିବା ଆଗରୁ ସମୟ ତାଙ୍କୁ ଏକ ବିପଦପୂର୍ଣ୍ଣ ସ୍ଥିତି ଆଡ଼କୁ ନେଇଯାଇଛି। କାରଣ ସେ ଏବେ ବ୍ଲଡ କ୍ୟାନ୍ସର (ରକ୍ତ କର୍କଟ) ରୋଗରେ ପୀଡ଼ିତ ହୋଇ ରାଜ୍ୟ…

ବାର୍ଷିକ ୭୫ ଲକ୍ଷର ସୂତା ଉତ୍ପାଦନ ହେବ

ଟାଙ୍ଗୀ(କଟକ), ୨୫।୯(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅଧୀନ କଜଳକଣାସ୍ଥିତ ଇଡ୍‌କୋ ଶିଳ୍ପାଞ୍ଚଳରେ ଟସର ସୂତା ଉତ୍ପାଦନ କେନ୍ଦ୍ର ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଏହାକୁ ମୁଖ୍ୟ ଅତିଥି ଖଦି ଓ ଗ୍ରାମୋଦ୍ୟୋଗ ଚେୟାରମ୍ୟାନ ବିନୟ କୁମାର ସାକ୍ସେନା ଉଦ୍‌ଘାଟନ କରିଥିଲେ। ଏଥିରେ ଖଦି ଆଣ୍ଡ୍‌…

୨୭ରେ ଭାରତ ବନ୍ଦ ସଫଳ କରିବାକୁ ଆହ୍ବାନ

କଟକ ଅଫିସ, ୨୫।୯ :ତିନୋଟି କୃଷି ଆଇନ ଓ ବିଦ୍ୟୁତ ବିଲ୍‌ ବାତିଲ୍‌, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟକୁ ଆଇନସମ୍ମତ କରିବା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି…

ଆଶୀର୍ବାଦ ଯୋଜନାରେ ଉପକୃତ ହେବେ ୧୧୦ ଶିଶୁ

ପଟ୍ଟାମୁଣ୍ଡାଇ,୨୫।୯ (ସ୍ବ.ପ୍ର.):ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ଆଶୀର୍ବାଦ ଯୋଜନାରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ସହରାଞ୍ଚଳରୁ ୧୧୦ ଜଣ ଶିଶୁ ଉପକୃତ ହେବେ। ଶୁକ୍ରବାର ପଟ୍ଟାମୁଣ୍ଡାଇ ବ୍ଲକ ପରିସରରେ କେନ୍ଦ୍ରାପଡ଼ା ଜିଲା ଶିଶୁ ମଙ୍ଗଳ କମିଟି ଓ ଶିଶୁ ସୁରକ୍ଷା ଶାଖା…

ବନ୍ଦର ଘରୋଇକରଣକୁ ବିରୋଧ

ପାରାଦୀପ,୨୫।୯ (ସ୍ବ.ପ୍ର.):ଦେଶର ବୃହତ ବନ୍ଦରଗୁଡ଼ିକର ଘରୋଇକରଣକୁ ଶୁକ୍ରବାର ବିରୋଧ କରାଯାଇଛି। ଏନେଇ ପାରାଦୀପରେ ୧୧ଟି ଶ୍ରମିକସଂଘ ପକ୍ଷରୁ ବିକ୍ଷୋଭ କରାଯାଇଛି। ପାରାଦୀପ ବନ୍ଦର ପ୍ରଶାସନିକ ଭବନ ସମ୍ମୁଖରେ ଶ୍ରମିକସଂଘର ନେତାମାନେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ସରକାରଙ୍କ ଉଦ୍ଦେଶ୍ୟରେ ଏକ…

ଖଣି ଅଞ୍ଚଳରେ ବର୍ଷାପାଣି ପରିଚାଳନା ବାଧାପ୍ରାପ୍ତ

ଯାଜପୁର ଅଫିସ,୨୫।୯: ପ୍ରାୟ ସପ୍ତାହେ ହେଲା ଲଘୁଚାପଜନିତ ବର୍ଷା ଯୋଗୁ ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳ ନିକେଲ ମିଶ୍ରିତ ବିଷାକ୍ତ ପାଣିରେ କବଳିତ ହୋଇଛି। ଏଥିଯୋଗୁ ଡମଶାଳା ନାଳାର କଅଁସଠାରୁ କଲରଙ୍ଗୀ ଏବଂ ବ୍ରାହ୍ମଣୀ ନଦୀ ପର୍ଯ୍ୟନ୍ତ ପାଣି କୌଣସି…

ନକଲି ଶିକ୍ଷକ ନିଲମ୍ବିତ

ରସୁଲପୁର,୨୫।୯(ଡି.ଏନ.ଏ.):ରସୁଲପୁର ଶିକ୍ଷାମଣ୍ଡଳ ଅଧୀନ ବାରବାଟୀ ପଞ୍ଚାୟତ ଦୁର୍ଗାପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିଜୟ ଭୂଷଣ ଶରଣଙ୍କୁ ବ୍ଲକ ଶିକ୍ଷାଧିକାରୀ(ବିଇଓ)ସୁଦର୍ଶନ ମଲ୍ଲିକ ଚାକିରିରୁ ନିଲମ୍ବିତ କରିଛନ୍ତି। ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଚିଠି ନଂ.୧୦୧୦/୨୪/୦୯/୨୦୨୧ରେ ନିଲମ୍ବନ ଆଦେଶ ଦିଆଯାଇଛି। ତାଙ୍କୁ ଦୁର୍ଗାପୁର ପ୍ରାଥମିକ ବିଦ୍ୟାଳୟ…

ସାହସୀ ସୌମ୍ୟଙ୍କୁ ଭୁଲିଗଲା ପ୍ରଶାସନ

ବରୀ,୨୫।୯(ଡି.ଏନ.ଏ.):୨୦୧୧ ଅକ୍ଟୋବର ୪ ତାରିଖ। ସେଦିନ ଥିଲା ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ଏଥିପାଇଁ ସମଗ୍ର ବରୀ ବ୍ଲକ ଅଞ୍ଚଳ ଉତ୍ସବମୁଖର ହୋଇ ଉଠିଥିଲା। ବ୍ଲକ ଅଧୀନ ଚନ୍ଦ୍ରଶେଖରପୁର, ଅଲିପୁର ଓ ଅନ୍ୟାସୀପୁର ଦୁର୍ଗାଙ୍କୁ ଦର୍ଶନ ପାଇଁ ବ୍ରାହ୍ମଣୀ ନଦୀ ଦକ୍ଷିଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri