Home Left

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବିସିସିଆଇକୁ ଲାଗିଲାଣି ଭୟ

ନୂଆଦିଲ୍ଲୀ,୨୪।୯: ୟୁଏଇରେ ଆଇପିଏଲ ୨୦୨୧ର ଦ୍ୱିତୀୟାର୍ଦ୍ଧ ଖେଳାଯାଉଛି।ଅକ୍ଟୋବର ୧୫ରେ ଟୁର୍ନାମେଣ୍ଟର ଫାଇନାଲ ଅନୁଷ୍ଠିତ ହେବ। ଏହାର ୨ ଦିନ ପରେ ଟି -୨୦ ବିଶ୍ୱକପ ଆରମ୍ଭ ହେବ । ଏଥିପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି ଏବଂ ଏହି ଦଳରେ ମନୋନୀତ…

ବନ୍ୟାଜଳ କମିବା ସତ୍ତ୍ୱେ ଚାଷଜମି ଜଳାର୍ଣ୍ଣବ

କାକଟପୁର,୨୪।୯(ଡି.ଏନ୍‌.ଏ.): କାକଟପୁର ବ୍ଲକର ୮୦ରୁ ୯୦ ଭାଗ ଲୋକ ଧାନ ଚାଷ, ପାନବରଜ ଓ ପନିପରିବା ଚାଷକରି ଗୁଜୁରାଣ ମେଣ୍ଟାନ୍ତି। ଏ ଅଞ୍ଚଳର ବର୍ଷା ଜଳ ନିଷ୍କାସନର ଏକମାତ୍ର ମାଧ୍ୟମ ହେଉଛି ପ୍ରାଚୀ ନଦୀ। କିନ୍ତୁ ପ୍ରଶାସନର ଅପାରଗତା ଓ ରାଜନେତାଙ୍କ…

ଆମେରିକା ସୁପର ମାର୍କେଟରେ ଗୁଳିକାଣ୍ଡ: ଜଣେ ମୃତ

ୱାଶିଂଟନ,୨୪।୯: ଆମେରିକାର ଗୋଟିଏ ସୁପର ମାର୍କେଟରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ଆମେରିକାର ମେମଫିସ ନିକଟରେ ଥିବା ସୁପର ମାର୍କେଟରେ ଏହି ଗୁଳିକାଣ୍ଡ ଘଟିଛି। ସେହିପରି ଗୁଳିମାଡ କରିଥିବା ବ୍ୟକ୍ତି ଜଣଙ୍କ ନିଜେ…

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ପୁଣି ରେକର୍ଡ ଭାଙ୍ଗିଲା ସେନସେକ୍ସ

ନୂଆଦିଲ୍ଲୀ,୨୪।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୬୦ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ ୩୨୫.୭୧ ପଏଣ୍ଟ ବୃଦ୍ଧି ପାଇ ୬୦୨୧୧,୦୭ରେ ପହଞ୍ଚିଛି। ଅନ୍ୟପକ୍ଷରେ, ନିଫ୍ଟି ୯୩.୩୦ ପଏଣ୍ଟ ବୃଦ୍ଧି…

ଖୋର୍ଦ୍ଧାରେ ବଢୁଛି ଗୋମାଂସ ଚାଲାଣ

ଖୋର୍ଦ୍ଧା ଅଫିସ,୨୪।୯: ଖୋର୍ଦ୍ଧାରୁ ଗୋମାଂସ ଚାଲାଣ ବଢିବାରେ ଲାଗିଛି। ଏଠାରୁ ବିହାର, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ହାଇଦ୍ରାବାଦ ଏବଂ ଉତ୍ତରପ୍ରଦେଶ ପ୍ରଭୃତି ବାହାର ରାଜ୍ୟକୁ ଗୋମାଂସ ଚାଲାଣ କରାଯାଉଛି। ଏଥିରେ ଏକ ର଼୍ୟାକେଟ ସଂପୃକ୍ତ ଥିବା ସନ୍ଦେହ କରାଯାଉଛି। ଗତ ସପ୍ତାହ ମଧ୍ୟରେ…

ବଲାଙ୍ଗୀରରେ ବିଜ୍ଞାନ କେନ୍ଦ୍ର, ପ୍ଲାନେଟାରିୟମ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ ପ୍ରତିଷ୍ଠା ହେବ। ଆସନ୍ତା ୩୦ ମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ। ଗୁରୁବାର ବଲାଙ୍ଗୀରରେ ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ…

ବଗଲା ଧର୍ମଶାଳା ଜମି ବିକ୍ରି ମାମଲା: ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାଏମ

କଟକ ଅଫିସ,୨୪ା୯: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ନେଇ ସମ୍ବିତ ପାତ୍ରଙ୍କ ପକ୍ଷରୁ ଦାଏର ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ଜମିର ବିକ୍ରି ଖର୍ଦ୍ଦି, କିସମ ବଦଳ, ନିର୍ମାଣ କାର୍ଯ୍ୟ ଚୂଡାନ୍ତ ରାୟ ଉପରେ ନିର୍ଭର କରିବ।…

‘ମୋତେ ହତ୍ୟା କରାଯାଇପାରେ’

ନୂଆଦିଲ୍ଲୀ,୨୪।୯: ଲୋକ ସଭା ଏମ୍‌ପି ଏବଂ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ସୁରକ୍ଷା ଦାବିରେ ଏକ ଚିଠି ଲେଖିଛନ୍ତି। ସେ ଲେଖିଛନ୍ତି ଯେ, ଦିଲ୍ଲୀରେ ଥିବା ତାଙ୍କ ଘରେ ହୋଇଥିବା ଭଙ୍ଗାରୁଜା ପରେ ତାଙ୍କ…

ଆଜି ରାଜ୍ୟରୁ ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୭ ଶିଶୁ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୩,୧୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୧୬ ଜଣ ଚିହ୍ନଟ…

ଦିନେ ବଢିଲେ, ଦିନେ କମୁଛି

ନୂଆଦିଲ୍ଲୀ,୨୪।୯: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୧,୩୮୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୧୮ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

ଭୁଲ ଭାବେ ମହିଳାଙ୍କ କେଶ କାଟିବା ପଡ଼ିଲା ମହଙ୍ଗା: ଏବେ ସେଲୁନକୁ ଦେବାକୁ ପଡ଼ିବ ୨ କୋଟି ଟଙ୍କାର କ୍ଷତିପୂରଣ

ନୂଆଦିଲ୍ଲୀ,୨୪।୯: ଦିଲ୍ଲୀର ଏକ ସେଲୁନରେ ଭୁଲ ଭାବେ ମହିଳାଙ୍କ କେଶ କାଟିବା ମହଙ୍ଗା ପଡିଛି। ଫଳରେ ସେଲୁନକୁ ୨ କୋଟି ଟଙ୍କାର କ୍ଷତି ପୂରଣ ଏବେ ଦେବାକୁ ପଡିବ। ଜାତୀୟ ଉପଭୋକ୍ତା ବିବାଦର ସମାଧାନ ଆୟୋଗ (ଏନସିଡିଆରଡିସି) ମହିଳାଙ୍କୁ ଦୁଇ କୋଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri