Home Left

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ ଦନ୍ତା ହାତୀ ଏବେ ଶୁଣ୍ଢୀରା ପଞ୍ଚାୟତ ନୁଆସାହି ଗ୍ରାମ ନିକଟରେ ଏକ ଗ୍ରାମ୍ୟ ଜଙ୍ଗଲ…

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ…

୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!

ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍‌କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା ବିଶ୍ୱାସ କରାଯାଉଥିଲା ଯେ ଇଂଲିଶ ତାଙ୍କ ବିବାହ ଏବଂ ହନିମୁନ ଯୋଗୁଁ କେବଳ କିଛି…

ବାଂଲାଦେଶ ହିଂସାରେ ଖବରଦାତାଙ୍କ ମୃତ୍ୟୁ, ୪ ପୋଲିସ କର୍ମଚାରୀ ଆହତ: ଆଡଭାଇଜରୀ ଜାରି କଲା ଭାରତ

ଢାକା,୧୯।୧୨: ଡିସେମ୍ବର ୧୯ ତାରିଖରେ ଛାତ୍ର ବିଦ୍ରୋହ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ, ବାଂଲାଦେଶରେ ବ୍ୟାପକ ବିରୋଧ ପ୍ରଦର୍ଶନ ହୋଇଛି। ଢାକାରେ ଜନସାଧାରଣଙ୍କ ଆକ୍ରୋଶ ମଧ୍ୟରେ, ଅନେକ ପ୍ରତିବାଦକାରୀ ବାଂଲାଦେଶର ପ୍ରମୁଖ ଖବରକାଗଜର କାର୍ଯ୍ୟାଳୟରେ ଭଙ୍ଗାରୁଜା କରିଛନ୍ତି। ୟୁନୁସ…

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି …

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍‌ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ…

ଆମେରିକାରେ ଲାଗିବ ନିଆଁ! ଟ୍ରମ୍ପଙ୍କ ମୁହଁ ଉପରେ ଏଭଳି ଚେତାବନୀ ଦେଲା ଚାଇନା, ବିଶ୍ୱରେ ଚହଳ

ବେଜିଂ,୧୯।୧୨: ଟ୍ରମ୍ପ ନିକଟରେ ଏକ ପଦକ୍ଷେପ ନେଇଛନ୍ତି ଯାହାକୁ ଶୁଣି ଚାଇନାର ନିଦ ହଜିଯାଇଛି। ହେଲେ ଏହାକୁ ନେଇ ଚୁପ୍‌ ବସିନି ଚାଇନା। ଏହାରି ଭିତରେ ଚାଇନା ଆମେରିକାକୁ ସ୍ପଷ୍ଟ ଚେତାବନୀ ଦେଇଛି। ଟ୍ରମ୍ପ ପୂର୍ବରୁ ଟାରିଫ୍‌ ଆକ୍ରମଣ ଦ୍ୱାରା ସି…

ଦ୍ୱିତୀୟ ସ୍ତ୍ରୀ ପାଇଁ ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଅଣଦେଖା କରିପାରିବ ନାହିଁ: ହାଇକୋର୍ଟ

ଆହ୍ଲାବାଦ୍,୧୯ା୧୨: ସ୍ୱାମୀ ଯଦି ଦ୍ୱିତୀୟ ସ୍ତ୍ରୀଙ୍କୁ ଆର୍ଥିକ ସହାୟତା କରିବାରେ ସକ୍ଷମ, ତେବେ ଏହା ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଦାବିକୁ ପ୍ରତ୍ୟାଖ୍ୟାନ କରିବାର କାରଣ ହୋଇପାରିବ ନାହିଁ। ଆହ୍ଲାବାଦ୍ ହାଇକୋର୍ଟ ଗୁରୁବାର ଏକ ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ…

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ ବି ଜଣାଶୁଣା। ଏପରି ଏକ ପ୍ରାଣୀ ଏହାର ପ୍ରାକୃତିକ ବୁଲେଟପ୍ରୁଫ୍‌ ଜ୍ୟାକେଟ ପାଇଁ ସାରା…

ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…

ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା। କିଛି ଦିନ ପୂର୍ବରୁ ଉସମାନ ହାଦିଙ୍କୁ ଗୁଳି କରି ଆହତ କରାଯାଇଥିଲା। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ…

ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା

ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ ମଧ୍ୟରେ ଯାଞ୍ଚ କରାଯାଇଥିବା ସମସ୍ତ ଖାଦ୍ୟ ନମୁନା ମଧ୍ୟରୁ ପ୍ରତି ୫ଟି ନମୁନାରୁ ଗୋଟିଏରେ…

ଶନିଙ୍କ ରାଶିରେ ଗ୍ରହମାନଙ୍କର ମହାସଂଯୋଗ: ଜାନୁଆରୀରୁ ବଦଳିବ ଏହି ରାଶିଗୁଡ଼ିକର ଭାଗ୍ୟ

୨୦୨୬ ବର୍ଷର ଆରମ୍ଭ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି। ଜାନୁଆରୀ ମାସ, ଏହାର ଦ୍ରୁତ ଗ୍ରହ ଗତି ଏବଂ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ସହିତ, ସମସ୍ତ ରାଶିର ଜୀବନ ଉପରେ ଗଭୀର ପ୍ରଭାବ ପକାଇପାରେ। ଏହି ମାସର ମଧ୍ୟଭାଗରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri