ଫେରିଲେ ରୋହିତ, ପ୍ରଥମେ ବ୍ୟାଟିଂ କରିବ ମୁମ୍ବାଇ
ଆବୁ ଧାବି,୨୩।୯: ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ବିପକ୍ଷରେ ଗୁରୁବାର ଖେଳାଯିବାକୁ ଥିବା ମ୍ୟାଚ୍ରେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଅଧିନାୟକ ଇଆନ ମୋର୍ଗାନ। ପିଚ୍ରେ ଘାସ ଥିବାରୁ ପେସରଙ୍କୁ ଯଥେଷ୍ଟ ସହାୟତା ମିଳିବାର ସମ୍ଭାବନା…
ରାସ୍ତା ଉପରେ କଲେଜ ଛାତ୍ରୀଙ୍କୁ ଛୁରା ମାଡ଼ କଲେ ପ୍ରେମିକ
ଚେନ୍ନାଇ,୨୩।୯: କଲେଜ ଯାଉଥିବା ବେଳେ ଜଣେ ୨୧ ବର୍ଷୀୟା ଛାତ୍ରୀଙ୍କୁ ତାଙ୍କ ପ୍ରେମିକ ଛୁରି ଭୁଷି ହତ୍ୟା କରିଛନ୍ତି। ଚେନ୍ନାଇର ତାମ୍ବାରାମ ରେଲଓ୍ବେ ଷ୍ଟେଶନ ବାହାରେ ଘଟିଛି ଏଭଳି ଘଟଣା। ପ୍ରେମିକାଙ୍କୁ ହତ୍ୟା କରିବା ପରେ ଅଭିଯୁକ୍ତ ପ୍ରେମିକ ଆତ୍ମହତ୍ୟା ଉଦ୍ୟମ…
ଚାଷୀଙ୍କୁ ନେଇ ଯାଉଥିବା ବସ୍ ଓଲଟିଲା
ସୋରଡ଼ା,୨୩ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ନିକଟ କୁଲାଙ୍ଗୀ- କାଳିଆଘୋଡ଼ା ମଧ୍ୟରେ ଗୁରୁବାର ଏକ ବସ୍ ଓଲଟି ପଡ଼ିବାରୁ ୪୭ ଜଣ ଚାଷୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ଜଣ ଗୁରୁତର ଥିବା ଜଣାପଡିଛି। ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ସୋରଡ଼ା ଓ ଭଞ୍ଜନଗର…
ପରକୀୟା ପ୍ରୀତିରୁ ହତ୍ୟା
ବାଲିଆପାଳ,୨୩।୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଘଣ୍ଟୁଆ ପଞ୍ଚାୟତ ବଡ଼କସବା ଗ୍ରାମର ଏକ ଧାନ ବିଲରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ତରୁଣ କୁମାର ପାତ୍ର(୩୮)। ପରକୀୟା ପ୍ରୀତିରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।…
ଦେଢ଼ବର୍ଷ ପରେ କେରଳରେ ଖୋଲିବ ସିନେମା ହଲ୍
ଥିରୁଭାନନ୍ତପୁରମ୍,୨୩ା୯: କରୋନା ମହାମାରୀ ଯୋଗୁ କେରଳରେ ଦେଢ଼ ବର୍ଷରୁ ଅଧିକ ସମୟ ହେବ ସିନେମା ହଲ୍ ବନ୍ଦ ରହିଥିଲା। ସ୍କୁଲ ପରେ ଏବେ କେରଳ ସରକାର ଦକ୍ଷିଣ ରାଜ୍ୟରେ ସିନେମା ହଲ୍ ଖୋଲିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ହଲ୍ ବନ୍ଦ ଥିବାରୁ…
ବାପାଙ୍କୁ କିଡ୍ନୀ ଦାନ କଲେ ୨୨ ବର୍ଷୀୟା ଝିଅ
ଭବାନୀପାଟଣା/କୋକସରା,୨୩।୯: କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଗ୍ରାମର ସୁନିଲ ଗର୍ଗ (୪୭)ଙ୍କୁ ତାଙ୍କର ୨୨ ବର୍ଷର ଝିଅ ସଲୋନୀ କିଡ୍ନୀ ଦାନ କରି ନୂଆ ଜୀବନ ଦେଇଛନ୍ତି। ସୁନିଲ ଗତ କିଛି ବର୍ଷ ହେଲା କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇଥିଲେ।…
‘ଗଣପତ’ ପାଇଁ ଖୁବ୍ ଝାଳ ବୁହାଉଛନ୍ତି କ୍ରିତି
ମୁମ୍ବାଇ: ବଲିଉଡ୍ ନାୟିକା କ୍ରିତି ସାନନ ଏବେ ଖୁବ୍ ଝାଳ ବୁହାଉଛନ୍ତି । ସେ ତାଙ୍କ ଆଗାମୀ ଫିଲ୍ମ ପାଇଁ ଏମିତି କରୁଥିବା ଶୁଣିବାକୁ ମିଳିଛି । ନିକଟରେ ସେ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି ।…
୯ ମାସ ଧରି ନାବାଳିକାଙ୍କୁ ବଳାତ୍କାର କରୁଥିଲେ ୨୯ ଜଣ
ନୂଆଦିଲ୍ଲୀ,୨୩।୯: ଗତ ୯ ମାସ ଧରି ୧୫ ବର୍ଷୀୟା ନାବାଳିକାଙ୍କୁ ୨୯ ଜଣ ଗଣବଳାତ୍କାର କରିଥିଲେ। ପୀଡ଼ିତା ବୁଧବାର ରାତିରେ ଅଭିଯୋଗ କରିବା ପରେ ମୁମ୍ବାଇରୁ ସାମ୍ନାକୁ ଆସିଛି ଏଭଳି ଜଘନ୍ୟ ଅପରାଧ। ଚଳିତ ବର୍ଷ ଜାନୁୟାରୀରେ ନାବାଳିକାଙ୍କୁ ତାଙ୍କ ବୟଫ୍ରେଣ୍ଡ…
ଭାଇରାଲ ହେଉଛି ପ୍ରିୟଙ୍କାଙ୍କ କାର୍ ସେଲ୍ଫି
ମୁମ୍ବାଇ: ବଲିଉଡ୍ ଦେଶୀ ଗର୍ଲ ପୁଣି ଚର୍ଚ୍ଚାରେ । ନିକଟରେ ସେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି ଯାହାକୁ ନେଇ ଚର୍ଚ୍ଚା ଯୋର ଧରିଛି । ଫଟୋଟି ତାଙ୍କ ପ୍ରଶଂସକଙ୍କୁ ବେଶ ପସନ୍ଦ ଆସିଛି । ଏବେ ପ୍ରିୟଙ୍କା ହଲିଉଡ୍…
ବେଙ୍ଗାଲୁରୁରେ ବିସ୍ଫୋରଣ
ବେଙ୍ଗାଲୁରୁ,୨୩।୯: କର୍ନାଟକର ନୂଆ ତାରାଗୁପେଟ ଅଞ୍ଚଳରେ ଥିବା ଏକ ଷ୍ଟୋରେଜରେ ବୁଧବାର ରାତିରେ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ବାଙ୍ଗାଲୁରର ଦକ୍ଷିଣ ଡେପୁଟି କମିଶନର ହରିଶ ପାଣ୍ଡେ…
ଭାଙ୍ଗ୍ଡା ନାଚିଲେ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ,୨୩।୯: ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଚରଣଜିତ୍ ଚନ୍ନିଙ୍କୁ ଗୁରୁବାର କପୁରଥାଲାର ଇନ୍ଦ୍ର କୁମାର ଗୁଜରାଲ ପଞ୍ଜାବ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଖିବାକୁ ମିଳିଥିଲା। ସେ ଏକ କାର୍ଯ୍ୟକ୍ରମ ପାଇଁ ସେଠାରେ ପହଞ୍ଚିଥିଲେ। ଏଠାରେ ସେ ଜବରଦସ୍ତ ଭାଙ୍ଗ୍ଡା ନୃତ୍ୟ କରିଥିଲେ। ସୁରକ୍ଷାକୁ ଭାଙ୍ଗି…
‘ଅକ୍ସ’ରେ ଭାରତକୁ ମିଳିବନି ସ୍ଥାନ
ଓ୍ବାଶିଂଟନ୍,୨୩।୯: ଆମେରିକା, ବ୍ରିଟେନ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଏକ ତ୍ରିପାକ୍ଷିକ ପ୍ରତିରକ୍ଷା ଚୁକ୍ତି ହୋଇଛି। ଯାହାର ନାମ ରହିଛି ‘ଅକ୍ସ’। ଭାରତ-ପ୍ରଶାନ୍ତ ମହାସଂଘର ସୁରକ୍ଷା ପାଇଁ ଏହି ଚୁକ୍ତି କରାଯାଇଛି। ଏଥିରେ ଭାରତ କିମ୍ବା ଜାପାନ ଅନ୍ତର୍ଭୁକ୍ତ ହେବାର ସମ୍ଭାବନାକୁ ଏଡ଼ାଇ…
Archives


