Home Left

ଏସବୁ କଥା ମାନିଲେ ଦାମ୍ପତ୍ୟ ଜୀବନ ହୋଇଥାଏ ସୁଖମୟ

ଦାମ୍ପତ୍ୟ ଜୀବନ ସୁଖମୟ କରିବା ପାଇଁ ଅନେକ ଉପାୟ ରହିଛି। ସେଗୁଡ଼ିକ ମାନି ଚଳିଲେ ବୈବାହିକ ଜୀବନ ସୁଖମୟ ହୋଇଥାଏ। ଜାଣନ୍ତୁ ଏହି ଉପାୟ ସମ୍ପର୍କରେ… ଦମ୍ପତିଙ୍କ ଶୟନ କକ୍ଷରେ କେବେ ବି ଦେବଦେବୀଙ୍କ ଫଟୋ ଲଗାନ୍ତୁ ନାହିଁ। ଶୋଇବା ସମୟରେ…

ଆଜି କରୋନା ନେଲା ୭ ଜୀବନ

ଭୁବନେଶ୍ୱର,୨୩।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୫୭ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ରାଜ୍ୟରେ ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୨ ଜଣ ଅଛନ୍ତି। ଏହି ୬୪୪ ଜଣଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୯ଟି…

ଚାଷଜମିରେ ମାଡ଼ିଗଲା ପଟୁ

ପଦ୍ମପୁର,୨୩ା୯(ଡି.ଏନ.ଏ.):  ଲଗାଣ ବର୍ଷାରେ ଭଦ୍ରକ ସଦର ବ୍ଲକ ଦେଇ ବହି ଯାଇଥିବା ଧନନ୍ତ୍ୱରୀ, ସାଳନ୍ଦୀ, ଧଳା, କଞ୍ଚୁଡ଼ି, ମନ୍ତେଇ ଆଦି ବିଭିନ୍ନ ନଦୀରେ ବର୍ଷାଜଳ ପ୍ରବାହିତ ହୋଇଥିଲା। ବର୍ଷାପାଣି ମାଡ଼ି ଆସି ଶତାଧିକ ହେକ୍ଟର ଚାଷଜମି ଉପରେ ଜମି ରହିଥିଲା। ସଦର ବ୍ଲକର…

ଏକ୍ସବୟଫ୍ରେଣ୍ଡଙ୍କୁ ଏବେ ବି ଭୁଲିନାହାନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଗତ ବର୍ଷ ସର୍ବିଆ ମଡେଲ ତଥା ବଲିଉଡ ଅଭିନେତ୍ରୀ ନତାଶା ଷ୍ଟାନକୋଭିକଙ୍କୁ ବିବାହ କରିଥିଲେ। ଯଦିଓ ବହୁତ କମ ଲୋକ ଜାଣନ୍ତି ଯେ ହାର୍ଦ୍ଦିକଙ୍କ ପୂର୍ବରୁ ନତାଶା ଜଣେ ଟିଭି ଅଭିନେତାଙ୍କ…

କୁଳପତିଙ୍କୁ ବରଖାସ୍ତ କଲା ତାଲିବାନ୍‌, ପ୍ରତିବାଦରେ ୭୦ ଅଧ୍ୟାପକଙ୍କ ଇସ୍ତଫା..

କାବୁଲ,୨୩।୯: ଆଫଗାନିସ୍ତାନରେ ବନ୍ଧୁକ ମୁନରେ କ୍ଷମତା ଦଖଲ କରିଥିବା ତାଲିବାନ୍‌ ପାଇଁ ଏବେ ଗୋଟିଏ ପରେ ଗୋଟିଏ ନୂଆ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। କାବୁଲ ବିଶ୍ୱବିଦ୍ୟାଳୟର କୁଳପତି ମହମ୍ମଦ ଓସମାନ ବାବୁରିଙ୍କୁ ତାଲିବାନ ବୁଧବାର ବରଖାସ୍ତ କରିଛି। ତାଙ୍କ ସ୍ଥାନରେ…

ପୁଣି ଫୁଲିଲା ସୁବର୍ଣ୍ଣରେଖା

ଜଳେଶ୍ୱର,୨୩ା୯(ଡି.ଏନ.ଏ.):  ଗତ ୨୪ ଘଣ୍ଟା ମଧ୍ୟରେ ଉପରମୁଣ୍ଡରେ ହଜାରେ ମି.ମି ବର୍ଷା ହୋଇଥିବାରୁ ବାଲେଶ୍ୱର ଜିଲା ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀ ଚଳିତ ବର୍ଷ ତୃତୀୟ ଥର ପାଇଁ ଫୁଲି ଉଠିଛି। ଚାନ୍ଦିଲି ବନ୍ଧଠାରେ ୭ଟି ଫାଟକ ଖୋଲାଥିବା ବେଳେ ଗାଲୁଡିହରେ…

ବର୍ଷା ପ୍ରେମରେ ଏହି ଅଭିନେତ୍ରୀ, ଖୋଲା ଆକାଶ ତଳେ କଲେ ଡ୍ୟାନ୍ସ, ଭିଡିଓ ଭାଇରାଲ

ମୁମ୍ବାଇ: ବର୍ଷା ଋତୁ କାହାକୁ ପସନ୍ଦ ନୁହେଁ କହିଲେ। ମୟୂର ମଧ୍ୟ ଆକାଶରେ କଳାହାଣ୍ଡିଆ ମେଘ ଦେଖି ଖୁସିରେ ନାଚି ଉଠେ। ଏଥିରୁ ଅଭିନେତ୍ରୀ ବା ବାଦ୍‌ ଯିବେ କିପରି। ସୁନ୍ଦରୀ ଅଭିନେତ୍ରୀ ସୁସ୍ମିତା ସେନ୍‌ ବର୍ଷାର ମଜା ନେଇଛନ୍ତି। ସୋସିଆଲ…

କୋହଲିଙ୍କୁ ନେଇ ଫିଟିଲା ଗୁମର: ଅଧିନାୟକ ପଦ ଛାଡିବାକୁ କହିଥିଲେ ଏହି ବ୍ୟକ୍ତି

ନୂଆଦିଲ୍ଲୀ,୨୩।୯: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ବିଷୟରେ ଏକ ବଡ଼ ଖୁଲାସା ହୋଇଛି। ନିକଟରେ ବିରାଟ କୋହଲି ଭାରତର ଟି-୨୦ ଅଧିନାୟକତ୍ୱ ଛାଡିବାକୁ ଘୋଷଣା କରିଥିଲେ। ଏକ ରିପୋର୍ଟ ଅନୁଯାୟୀ, ଭାରତୀୟ ଦଳର ପ୍ରଶିକ୍ଷକ ରବି ଶାସ୍ତ୍ରୀ ବିରାଟ କୋହଲିଙ୍କୁ…

ରାଜୀବ ବଂଶଲ ବେସାମରିକ ବିମାନ ଚଳାଚଳ ସଚିବ

ନୂଆଦିଲ୍ଲୀ,୨୩।୯: ଏୟାର ଇଣ୍ଡିଆ ଅଧ୍ୟକ୍ଷ ରାଜୀବ ବଂଶଲଙ୍କୁ କେନ୍ଦ୍ର ସରକାର ବେସାମରିକ ବିମାନ ଚଳାଚଳ ସଚିବ ଭାବେ ନିଯୁକ୍ତ କରିଛନ୍ତି। ବେସାମରିକ ବିମାନ ଚଳାଚଳ ସଚିବ ଭାବେ କାର୍ଯ୍ୟରତ ପ୍ରଦୀପ ସିଂ ଖରୋଲାଙ୍କ କାର୍ଯ୍ୟକାଳ ଚଳିତ ମାସ ଶେଷରେ ସମାପ୍ତ ହେଉଛି।…

ହିଟ୍‌ମ୍ୟାନ୍‌ଙ୍କୁ ଦେଖି କାନ୍ଦି ପକାଇଲେ ଏହି ଯୁବକ,କହିଲେ ଭଗବାନ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଓପନର୍‌ ରୋହିତ ଶର୍ମା ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। ତାଙ୍କର କେବଳ ଭାରତରେ ନୁହେଁ ବିଦେଶରେ ମଧ୍ୟ ଅଛନ୍ତି। କ୍ରିକେଟ ପଡ଼ିଆରେ ତାଙ୍କର ରେକର୍ଡ ମଧ୍ୟ ଜବରଦସ୍ତ ରହିଛି ଏବଂ ସେଥିପାଇଁ ତାଙ୍କୁ ‘ହିଟମ୍ୟାନ’ କୁହାଯାଏ ।…

ଏଲ୍‌ଆଇସିରେ ନିବେଶ ସୁଯୋଗ ପାଇ ନ ପାରେ ଚାଇନା

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) ଶୀଘ୍ର ଇନିସିଆଲ ପବ୍ଲିକ ଅଫରିଂ ଜାରି କରିବାକୁ ଯାଉଛି। ଏଥିରେ ଚାଇନା ନିବେଶକଙ୍କୁ ଶେୟାର କ୍ରୟ ସୁଯୋଗ ମିଳି ନ ପାରେ। ଏହି ପ୍ରକ୍ରିୟା ଲାଗି ନୂଆଦିଲ୍ଲୀ ଚାଇନା ନିବେଶକଙ୍କୁ ବ୍ଲକ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri