Home Left

‘ଆମ ସହ କିଛି ଠିକ୍‌ କଲେ ନାହିଁ’

ଲାହୋର,୨୧।୯: ସୁରକ୍ଷାଜନିତ ସଙ୍କଟ ଦର୍ଶାଇ ପାକିସ୍ତାନ ଗସ୍ତରୁ ନ୍ୟୁଜିଲାଣ୍ଡ ଫେରିଯିବା ପରେ ଅକ୍ଟୋବରରେ ଖେଳାଯିବାକୁ ଥିବା ଅନ୍ତର୍ଜାତୀୟ ସିରିଜ୍‌କୁ ବାତିଲ କରିଦେଇଛି ଇଂଲଣ୍ଡ। ଏହା ଉପରେ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ ମୁ୍‌ଖ୍ୟ ରମିଜ ରାଜା।…

ଗ୍ଲାମରସ୍ ଲୁକରେ ଅଲାୟା

ମୁମ୍ବାଇ: ବଲିଉଡର ନାଁକରା ଅଭିନେତା କବିର ବେଦୀଙ୍କ ନାତୁଣୀ ଅଲାୟା ଫର୍ଣ୍ଣିଚରୱାଲା ବହୁତ ଅଧିକ ଷ୍ଟାଇଲିସ୍ । ଆଟ୍ରାକ୍ଟିଭ୍ ଆଉଟ୍‌ଫିଟ୍‌ରେ ଅଧିକାଂଶ ସମୟରେ ସେ ତାଙ୍କର ଫଟୋ ଶେୟାର କରିଥାଆନ୍ତି । ନିକଟରେ ତାଙ୍କୁ ସ୍ପଟ କରାଯାଇଥିବା ବେଳେ ସବୁଥର ପରି…

ଆରମ୍ଭ ହେଲା ମୁକୁଳା ନାଳ ସମୀକ୍ଷା: ପଡ଼ିବ ସ୍ଲାବ, ବଦଳିବ ଡିଜାଇନ୍‌

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଖୋଲା ନାଳରେ ଭାସିଯାଇ ଏକ ନିରୀହ ଜୀବନ ଯିବା ପରେ ଚେତିଲା ପ୍ରଶାସନ। ଆରମ୍ଭ ହେଲା ସମୀକ୍ଷା। ଭୁବନେଶ୍ୱର ଓ କଟକ ସମେତ ରାଜ୍ୟରେ ସବୁ ଜିଲାରେ ମୁକୁଳା ପଡିଥିବା ସବୁ ଡ୍ରେନ ଉପରେ ସ୍ଲାବ ପଡିବା ନେଇ ଆଲୋଚନା…

ଛେଳି ଚରାଉ ଚରାଉ ନିସ୍ତୁକ ପିଟିଲେ

ଦିଗପହଣ୍ଡି,୨୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ଛେଳି ଜଗୁଆଳ ବି. ପଞ୍ଚୁ ପାତ୍ରଙ୍କୁ ମାଡ଼ ମରା ଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ କୋଟି ନଡ଼ା ଗ୍ରାମର ମଙ୍ଗୁଳୁ ସ୍ବାଇଁ ନିସ୍ତୁକ ମାଡ଼ ମାରିଥିବା ସେ ଦିଗପହଣ୍ଡି ଥାନାରେ ଅଭିଯୋଗ…

ଆର୍‌ସିବି ୯୨ରନ୍‌ କରିବା ପରେ ଚର୍ଚ୍ଚାରେ ଦୀପିକା; ୧୧ ବର୍ଷ ପୂର୍ବ…

ନୂଆଦିଲ୍ଲୀ,୨୧।୯: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଆଇପିଏଲ୍‌ ଆରମ୍ଭ ଦିନରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଟିମ୍‌ର ବଡ଼ ପ୍ରଶଂସିକା। ଷ୍ଟାଡିୟମରେ ପହଞ୍ଚି ଆର୍‌ସିବି ମ୍ୟାଚ୍‌ ଦେଖିବାଠାରୁ ଆରମ୍ଭ କରି ଦଳର ବିଜୟରେ ଟୁଇଟ୍‌ କରି ଖୁସିବ୍ୟକ୍ତ କରନ୍ତି ସେ। ତେବେ ସୋମବାର…

କୋହଲିଙ୍କ ନିଷ୍ପତ୍ତିକୁ ପ୍ରଖ୍ୟାତ ଖେଳାଳିଙ୍କ ସମର୍ଥନ

ଆବୁ ଧାବି,୨୧।୯: ନିଜର ବ୍ୟାଟିଂକୁ ଗୁରୁତ୍ୱ ଦେବା ପାଇଁ ବିରାଟ କୋହଲି ଟି୨୦ ଫର୍ମାଟରେ ଅଧିନାୟକ ପଦ ତ୍ୟାଗ କରି ଅନେକଙ୍କୁ ଚମକାଇ ଦେଇଛନ୍ତି। ତେବେ ତାଙ୍କର ଏହି ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି ଦକ୍ଷିଣ ଆଫ୍ରିକାର ପୂର୍ବତନ ପେସର ଡେଲ ଷ୍ଟେଇନ…

ବ୍ୟାଡମିଣ୍ଟନ୍ ଖେଳିଲେ ଦୀପିକା

ମୁମ୍ବାଇ: ବଲିଉଡ କୁଇନ୍ ଦୀପିକା ପାଦୁକୋନ୍ ଏବେ ଖୁବ୍ ଚର୍ଚ୍ଚାରେ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ନିକଟରେ କିଛି ଫଟୋ ଶେୟାର କରିଥିଲେ । ସେଥିରେ ସେ ବ୍ୟାଡମିଣ୍ଟନ ଖେଳୁଥିବା ଦେଖିବାକୁ ମିଳିଥିଲା । ହେଲେ ସେ…

ପୁଣି ଶୀର୍ଷକୁ ଫେରିଲେ ମିଥାଲି

ନୂଆଦିଲ୍ଲୀ,୨୧।୯: ଆଇସିସି ପକ୍ଷରୁ ମଙ୍ଗଳବାର ମହିଳା ଦିନିକିଆ କ୍ରିକେଟରଙ୍କ ର଼୍ୟାଙ୍କ ଜାରି କରାଯାଇଛି। ଭାରତର ଅଧିନାୟିକା ମିଥାଲି ରାଜ ପୁଣିଥରେ ଶୀର୍ଷକୁ ଫେରିଛନ୍ତି। ଅନ୍ୟତମ ଭାରତୀୟ କ୍ରିକେଟର୍‌ ସ୍ମୃତି ମାନ୍ଧନା ୮ମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ମିଥାଲି ୭୬୨…

ଏହି ଅଭିନେତ୍ରୀଙ୍କ ଉପରେ ହୋଇଛି ଏସିଡ୍‌ ଆକ୍ରମଣ ଉଦ୍ୟମ…

ନୂଆଦିଲ୍ଲୀ: ଅଭିନେତ୍ରୀ ପାୟଲ ଘୋଷଙ୍କ ଉପରେ ଏସିଡ୍‌ ଆକ୍ରମଣ ଉଦ୍ୟମ କରାଯାଇଛି। ସେ ଏହି ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଥିବା ଏକ ଭିଡିଓ ମାଧ୍ୟମରେ ସୂଚନା ଦେଇଛନ୍ତି। କିଛି ଲୋକ ତାଙ୍କୁ ରଡ୍‌ରେ ମାରିବାକୁ ଉଦ୍ୟମ କରିଥିଲେ। ଫଳରେ ତାଙ୍କ ବାମ…

ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ମାମଲା: ଜଣେ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୨୧।୯: ଆଖଡ଼ା ପରିଷଦର ଅଧ୍ୟକ୍ଷ ନରେନ୍ଦ୍ର ଗିରିଙ୍କ ମୃତ୍ୟୁରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସୋମବାର ରାତିରେ ହରିଦ୍ୱାରରୁ ନରେନ୍ଦ୍ର ଗିରିଙ୍କ ଶିଷ୍ୟ ଆନନ୍ଦ ଗିରିଙ୍କୁ ଗିରଫ କରାଯାଇଛି।…

୪୧୩ କୋଟି ସମ୍ପତ୍ତିର ମାଲିକାଣୀ ହେଉଛନ୍ତି ଏହି ଅଭିନେତ୍ରୀ; ସ୍ବାମୀଙ୍କ ଘରେ ରହୁଥିଲେ ହେଁ…

ବମ୍ବେ: ପରିବାରକୁ ଗୁରୁତ୍ୱ ଦେଇ ବଡ଼ ପରଦାରୁ ଦୂରେଇ ଯାଇଛନ୍ତି ସେ। ହେଲେ ଦିନ ଥିଲା ବଲିଉଡ୍‌ର ଆଗଧାଡ଼ିର ଅଭିନେତ୍ରୀ ଥିଲେ ସେ। ହାତରେ ଥିଲା ଗୋଟିଏରୁ ବଳି ଗୋଟିଏ ଫିଲ୍ମ। ହେଲେ ପ୍ରଥମେ ବିବାହ ଏବଂ ପରେ ପ୍ରଥମ ସନ୍ତାନ…

ମଝି ରାସ୍ତାରେ ମହିଳାଙ୍କ ଚୁଟି ଧରି ନିସ୍ତୁକ ପିଟିଲେ: ମୁହଁରେ କଳା ବୋଳି ଲଣ୍ଡା କରିଦେଲେ

ପଟ୍ଟାମୁଣ୍ଡାଇ,୨୧।୯(ସ୍ବ.ପ୍ର.): ଲୋନ୍‌ କରାଇ ଦେବାକୁ କହି ଟଙ୍କା ନେଉଥିଲେ ମହିଳା। ପରେ ରାସ୍ତା ମଝିରେ ନିସ୍ତୁକ ପିଟିଲେ ଏକାଧିକ ମହିଳା। ଏମିତି କି ତାଙ୍କ ମୁହଁରେ କଳା ବୋଳିବା ସହିତ ଲଣ୍ଡା କରି ଦେଇଛନ୍ତି। ଏମିତି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri