Home Left

ପାକିସ୍ତାନର ବେଇଜ୍ଜତ ପରେ ବଡ଼ ବୟାନ ଦେଲେ କୋଚ ମାଇକ ହାସନ

ନୂଆଦିଲ୍ଲୀ,୧୫।୯: ରବିବାର ଏସିଆ କପ ୨୦୨୫ରେ, ବିଜୟ ପରେ ଭାରତୀୟ ଦଳ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇ ନଥିଲା, ଯେତେବେଳେ ସଲମାନ ଅଲି ଆଗାଙ୍କ ସମେତ ସମସ୍ତ ପାକିସ୍ତାନୀ ଖେଳାଳି ଫିଲ୍ଡରେ ଅପେକ୍ଷା କରିଥିଲେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ…

Asia Cup 2025 Points Table: ପାକିସ୍ତାନକୁ ହରାଇ ସୁପର-୪ରେ ପହଞ୍ଚିବ କି ଟିମ ଇଣ୍ଡିଆ? ଦେଖନ୍ତୁ ଅଙ୍କ ତାଲିକାରେ ଉଭୟ ଟିମ୍‌ର…

ନୂଆଦିଲ୍ଲୀ,୧୫।୯: ରବିବାର ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏସିଆ କପ (ଏସିଆ କପ ୨୦୨୫) ର ୧୭ ତମ ସଂସ୍କରଣର ଷଷ୍ଠ ମ୍ୟାଚ ଖେଳାଯାଇଥିଲା। ଟସ ଜିତି ପ୍ରଥମେ ବ୍ୟାଟିଂ କରିବା ପରେ, ପାକିସ୍ତାନ ଭାରତକୁ ୧୨୮ ରନର ଟାର୍ଗେଟ ଦେଇଥିଲା,…

ଗ୍ୟାରେଜରେ ବାଇକ୍‌ ଖୋଲି ଚେକ୍‌ କରୁଥିଲେ ମାଲିକ, ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

କେସିଙ୍ଗା,୧୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମରେ ଥିବା ମାଝୀ ଗ୍ୟାରେଜ୍‌ରେ ମାଲିକ ବାଇକ୍‌ ଖୋଲି ଚେକ୍‌ କରୁଥିଲେ। ଏହି ସମୟରେ ଶଟ୍‌ସର୍କିଟ୍‌ ଯୋଗୁ ନିଆଁ ଲାଗି ବାଇକ୍‌ ଦୁଇଟି ସମ୍ପୂର୍ଣ୍ଣ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ସୂଚନାଯୋଗ୍ୟ,…

ଏନ୍‌ପିଏସ୍‌ ଶିକ୍ଷକଙ୍କୁ ଅଣଦେଖା, ତେଜୁଛି ଅସନ୍ତୋଷ

ବରଗଡ,୧୫।୯(ପ୍ରେମାନନ୍ଦ ଖମାରୀ): ନୂତନ ପେନ୍‌ସନଭୁକ୍ତ(ଏନ୍‌ପିଏସ୍‌) ଶିକ୍ଷକଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଶନିବାର ଓଡ଼ିଶା ସରକାରୀ ହାଇସ୍କୁଲ ନୂତନ ପେନ୍‌ସନଭୁକ୍ତ ଶିକ୍ଷକ ସଂଘ, ବରଗଡ଼ ଜିଲା…

ୟୁପିଆଇ ଟ୍ରାଞ୍ଜାକ୍ସନ ସୀମା ୧୦ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର,୧୫।୯(ଅନୁରାଧା ମହାରଣା): ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (ଏନପିସିଆଇ) ସେପ୍ଟେମ୍ବର ୧୫ରୁ ପର୍ସନ-ଟୁ-ମର୍ଚାଣ୍ଟ (ପି୨ଏମ) ୟୁପିଆଇ ଟ୍ରାଞ୍ଜାକ୍ସନର ସୀମା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛି। ଏହା ଦ୍ୱାରା ୟୁପିଆଇ ବ୍ୟବହାର କରୁଥିବା ବଡ଼ ନେଣଦେଣ ଆହୁରି ସହଜ ହେବ। କ୍ୟାପିଟାଲ…

କମିବନି ୫ଟଙ୍କିଆ ଚିପ୍ସ, ବିସ୍କୁଟ ଦାମ

ଭୁବନେଶ୍ୱର,୧୫।୯: କେନ୍ଦ୍ର ସରକାର ଜିଏସଟି ସଂସ୍କାରରେ ବଡ଼ ପରିବର୍ତ୍ତନ ଆଣିଛନ୍ତି, ଯାହା ଦୈନନ୍ଦିନ ଜୀବନରେ ବ୍ୟବହୃତ ଜିନିଷକୁ ଶସ୍ତା କରିବ। ଜିଏସଟି କାଉନସିଲ ଅନେକ ଜିନିଷରେ ଟିକସ ହାର ହ୍ରାସ କରି ୫% ଓ ୧୮% ଦୁଇଟି ଟିକସ ହାରକୁ ଅନୁମୋଦନ କରିଛି।…

ନୂଆବର୍ଷରେ ଅନନ୍ୟା, କାର୍ତ୍ତିକଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଏବଂ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ଆଗାମୀ ଫିଲ୍ମ ‘ତୁ ମେରୀ ମେ ତେରା, ମେ ତେରା ତୁ ମେରୀ’ ଫିଲ୍ମ ଆସନ୍ତା ଡିସେମ୍ବର ୩୧ରେ ରିଲିଜ୍‌ ହେବ। ପୂର୍ବରୁ ଏହି ଫିଲ୍ମ ଫେବୃଆରୀ ୧୩ରେ ରିଲିଜ୍‌…

ଶୌଚାଳୟ ପାଲଟିଛି ଟୁରିଷ୍ଟ ହଟ୍‌ସ୍ପଟ୍‌

ବେଜିଂ: ଚାଇନାର ଗାନ୍‌ସୁ ପ୍ରଦେଶସ୍ଥିତ ଡୁନ୍‌ହୁଆଙ୍ଗ୍‌ ନାଇଟ୍‌ ମାର୍କେଟରେ ଥିବା ଏକ ନୂତନ ସାର୍ବଜନୀନ ଶୌଚାଳୟକୁ ନେଇ ସମ୍ପ୍ରତି ସୋସିଆଲ ମିଡିଆରେ ଚର୍ଚ୍ଚା ଲାଗି ରହିଛି। ସାଧାରଣତଃ ଲୋକମାନେ ଶୌଚାଳୟକୁ କେବଳ ଏକ ଆବଶ୍ୟକତା ବୋଲି ଭାବିଥାନ୍ତି। ତେବେ ଭାଇରାଲ ହେଉଥିବା ଶୌଚାଳୟଟିକୁ…

ଗଣତନ୍ତ୍ରର ନୀତିଗୁଡ଼ିକୁ ପ୍ରୋତ୍ସାହନ ସହ ବଜାୟ ରଖିବାକୁ ପ୍ରାଧାନ୍ୟ

ପ୍ରତିବର୍ଷ ସେପ୍ଟେମ୍ବର ୧୫ରେ ପାଳିତ ହୋଇଆସୁଛି ଅନ୍ତର୍ଜାତୀୟ ଗଣତନ୍ତ୍ର ଦିବସ। ଏହି ଦିବସ ପାଳନର ଉଦ୍ଦେଶ୍ୟ, ଗଣତାନ୍ତ୍ରିକ ନୀତିଗୁଡ଼ିକୁ ପ୍ରୋତ୍ସାହିତ କରିବା, ମାନବାଧିକାରକୁ ବଜାୟ ରଖିବା, ଅଂଶଗ୍ରହଣକୁ ଉତ୍ସାହିତ କରିବା ଏବଂ ଅନ୍ତର୍ଭୁକ୍ତ ସମାଜକୁ ପ୍ରୋତ୍ସାହନ ଦେବା। ଏଥିସହ ଏହି ଦିବସ…

ଦେଶର ବିକାଶରେ ଇଞ୍ଜିନିୟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଦେଶର ଅଭିବୃଦ୍ଧି ଓ ବିକାଶରେ ଇଞ୍ଜିନିୟରଙ୍କର ଭୂମିକା ଅନସ୍ବୀକାର୍ଯ୍ୟ। ରାସ୍ତା, କୋଠା, ବନ୍ଧଗୁଡ଼ିକଠାରୁ ଆରମ୍ଭକରି କଳକାରଖାନା, ଯାନବାହନ, ବିଦ୍ୟୁତ ଉତ୍ପାଦନ, ଜଳସେଚନ ଆଦି ଦ୍ୱାରା ଦେଶର ପ୍ରଗତି ହୋଇଥାଏ। ଦେଶ ନିର୍ମାଣରେ ଏମାନଙ୍କର ଗୁରୁତ୍ୱକୁ ସ୍ବୀକୃତି ଜଣାଇବା ପାଇଁ ପ୍ରତିବର୍ଷ ସେପ୍ଟେମ୍ବର…

ଏଇ ଭାରତରେ

କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଚାଳିତ ରୋବୋ ନିର୍ମାଣ କରିଛନ୍ତି ୨୨ ବର୍ଷୀୟ ରାହୁଲ ଆର୍‌ପାକା। ସେ ଏହାର ନାମ ରଖିଛନ୍ତି ରକ୍ଷକ। କାରଣ ଏହା ଫସଲକୁ ଘାସ ଦାଉରୁ ରକ୍ଷାକରିବ। ଫସଲକୁ ଘାସ କ୍ଷତି କରୁଥିବାରୁ ଏହାକୁ ବାଛିବାରେ କୃଷକମାନେ ଅଧିକ…

ମିଠା ସ୍ବର

ଆମମାନଙ୍କ ଭିତରେ ଅନେକଙ୍କ ଧାରଣା ଯେ ଅଭିନେତା ବା କଣ୍ଠଶିଳ୍ପୀମାନେ କେବଳ ନିଜର ସ୍ବର ଉପରେ ଧ୍ୟାନ ଦେବା ଦରକାର। ମାତ୍ର ସମସ୍ତଙ୍କ ପାଇଁ ସ୍ବରର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ନିକଟରେ ୟୁନିଭର୍ସିଟି ଅଫ୍‌ ମିଚିଗାନ ହେଲ୍‌ଥ ସିଷ୍ଟମ୍‌ର ଏକ ରିପୋର୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri