Home Left

କନ୍ୟା ସନ୍ତାନର ଜନନୀ ହେଲେ ବ୍ରିଟେନ ରାଜକୁମାରୀ

ଲଣ୍ଡନ: ବ୍ରିଟେନର ରାଜକୁମାରୀ ବ୍ରିଟିସ୍‌ ସୋମବାର ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଶିଶୁ କନ୍ୟାଟି ଲଣ୍ଡନର ଚେଲ୍ସି ଆଣ୍ଡ ୱେଷ୍ଟମିନିଷ୍ଟର ହସ୍ପିଟାଲରେ ଜନ୍ମ ହୋଇଛି। କନ୍ୟାର ଓଜନ ୨.୭୮କି.ଗ୍ରା ରହିଛି। ଏହି ସୂଚନା ଦେଇଛନ୍ତି ବ୍ରିଟିସ୍‌ଙ୍କ ସ୍ବାମୀ ଇଡାର୍ଡୋ ମ୍ୟାପେଲି…

ଶସ୍ତାରେ ଚାଲିଗଲେ କୋହଲି, ଖାତା ଖୋଲିପାରିଲେନି ଡିଭିଲର୍ସ

ଆବୁ ଧାବି,୨୦।୯: ଏଠାରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ଚାଲିଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏପର୍ଯ୍ୟନ୍ତ ୧୦ ଓଭରରେ ୪ ପ୍ରମୁଖ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହରାଇ ମାତ୍ର ୫୪ ରନ୍‌…

୧୨ ବର୍ଷର ପୁଅକୁ ଧରି ପ୍ରେମିକ ସହ ଫେରାର

ରାଜନଗର,୨୦ା୯(ଡି.ଏନ.ଏ.): ୧୨ ବର୍ଷର ପୁଅକୁ ଧରି ଜଣେ ମହିଳା ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ବାମୀ ଦାଦନ ଖଟିବାକୁ ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ଏ ସଂକ୍ରାନ୍ତରେ ଖବର ମିଳିବା…

‘ଦୁଇ ଥର ରାଜ୍ୟ ସଭା ଆସନକୁ ପ୍ରତ୍ୟାଖ୍ୟାନ କରିଛି’

ନୂଆଦିଲ୍ଲୀ,୨୦।୯: ବାସଭବନ ଓ କାର୍ଯ୍ୟାଳୟରେ ଆଇଟି ଚଢ଼ାଉ ପରେ ଟିକସ ଠକେଇ ଓ ବେଆଇନ ଫଣ୍ଡିଂ ଅଭିଯୋଗକୁ ଖଣ୍ଡନ କରିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ଏହି ଚଢ଼ାଉ ପୂର୍ବରୁ ତାଙ୍କୁ ଦୁଇ ଦୁଇ ଥର ରାଜ୍ୟ ସଭା ପ୍ରସ୍ତାବ ଆସିଥିଲା।…

ଅଶ୍ଳିଳ ବିଷୟବସ୍ତୁ ପ୍ରସ୍ତୁତିରେ ସାମିଲ ଥିବା ନେଇ କୌଣସି ପ୍ରମାଣ ନାହିଁ: ରାଜ କୁନ୍ଦ୍ରା

ବମ୍ବେ,୨୦।୯: ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ଅଭିଯୋଗରେ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କୁ ଶେଷରେ ମିଳିଲା ଜାମିନ। ଦୀର୍ଘ ୨ ମାସ ଜେଲରେ ରହିବା ପରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। କୋର୍ଟରେ ରାଜ୍‌ ତାଙ୍କୁ ଫସାଯାଇଥିବା କହିବା…

କୋହଲିଙ୍କ ନିଷ୍ପତ୍ତିକୁ ନେଇ ଖୁସି ନାହାନ୍ତି ସେହ୍ବାଗ; ଦେଲେ ଏଭଳି ବଡ଼ ବୟାନ

ନୂଆଦିଲ୍ଲୀ,୨୦।୯: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଅଧିନାୟକ ପଦ ଛାଡ଼ିବେ ବିରାଟ କୋହଲି। ନିକଟରେ ଜାତୀୟ ଟି୨୦ ଦଳର ଅଧିନାୟକ ପଦରୁ ଓହରିବାକୁ ନେଇ ସେ ନିଷ୍ପତ୍ତି ନେଇଥିବା ବେଳେ ଏବେ କୋହଲିଙ୍କ ଏହି ଘୋଷଣା…

ନିଖୋଜ ଯୁବକଙ୍କ ମିଳିଲା କଙ୍କାଳ

ପୋଲସରା,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ମନ୍ଦାର-କେନ୍ଦୁବାଡ଼ି ରାସ୍ତା ନିକଟ ରତନେଇ ପାହାଡ଼ରୁ ପୋଲିସ ସୋମବାର ଜଣେ ନିଖୋଜ ଯୁବକଙ୍କ କଙ୍କାଳ ଜବତ କରିଛି। ମନ୍ଦାର ଗ୍ରାମର କୋକଲି ମଳିକଙ୍କ ପୁଅ କାହ୍ନା (୨୫) ଗତ ୨୬ ତାରିଖରୁ ନିଖୋଜ ହୋଇଯାଇଥିବା…

ପ୍ରଥମେ ବ୍ୟାଟିଂ କରିବ ଆର୍‌ସିବି

ଆବୁ ଧାବି,୨୦।୯: କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ଦଳର ଅଧିନାୟକ ବିରାଟ କୋହଲି। ତେବେ କୋହଲିଙ୍କ ନେତୃତ୍ୱାଧୀନ ଦଳ ଏହି ମ୍ୟାଚ୍‌ରେ ସବୁଜ…

ଚର୍ଚ୍ଚାରେ ୟାମିଙ୍କ ରେଡ ମ୍ୟାକ୍ସି

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ୟାମି ଗୌତମ ତାଙ୍କ ଷ୍ଟାଇଲ ଷ୍ଟେଟମେଣ୍ଟ ପାଇଁ ବେଶ୍ ପରିଚିତ । ନିକଟରେ ସେ ସୋସିଆଲ ମିଡିଆରେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯେଉଁଥିରେ ତାଙ୍କ ସିମ୍ପଲ ଲୁକ୍ସ ସାଙ୍ଗକୁ ଦାମୀ ପୋଷାକ ଆସିଛି ଚର୍ଚ୍ଚାକୁ…

ମହିଳାଙ୍କୁ ବଳାତ୍କାର କଲେ ନାବାଳକ

ରାଇରଙ୍ଗପୁର,୨୦ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ରବିବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ବଳାତ୍କାର ମାମଲା (ନଂ.୧୫୩/୨୧) ରୁଜୁ କରିଛି। ତଦନ୍ତ ପରେ ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ବାରିପଦାସ୍ଥିତ…

କଂଗ୍ରେସରେ ମିଶିବାକୁ ଯାଉଛନ୍ତି କହ୍ନେୟା କୁମାର, ଗୁଜରାଟ ବିଧାୟକ

ନୂଆଦିଲ୍ଲୀ,୨୦।୯: ଆସନ୍ତା ଅକ୍ଟୋବର ୨ ତାରିଖରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆୟୋଜିତ ହେବାକୁ ଥିବା ଇଭେଣ୍ଟରେ କଂଗ୍ରେସରେ ସାମିଲ ହୋଇପାରନ୍ତି ପୂର୍ବତନ ଛାତ୍ର ନେତା କହ୍ନେୟା କୁମାର। ତାଙ୍କ ସହ ଗୁଜରାଟର ସ୍ବାଧିନ ବିଧାୟକ ଜିଗନେଶ ମେଭାନି ମଧ୍ୟ କଂଗ୍ରେସର…

ହିମାଚଳ ପ୍ରଦେଶର ସମସ୍ତ ୬୮ ବିଧାନସଭା ଆସନରେ ଲଢିବ ଏଏପି

ଶିମଲା,୨୦ ।୯: ଆମ ଆଦମୀ ପାର୍ଟି(ଏଏପି) ବେଳକୁ ବେଳ ଶକ୍ତିଶାଳୀ ହେବାକୁ ଲାଗିଛି । ଏବେ ସେ ଦେଶର ପ୍ରାୟ ସମସ୍ତ ରାଜ୍ୟରେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ହୋଇ ଗଲାଣି । ୨୦୨୨ ନଭେମ୍ବରରେ ହିମାଚଳ ପ୍ରଦେଶରେ ହେବାକୁ ଯାଉଥିବା ବିଧାନସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri