Home Left

ଭଲ ସଡ଼କ ଦାବିରେ ଧାରଣା, ୧୫ କିମି ରାସ୍ତା ଜାମ୍‌ …

ରୋହତକ,୨୦।୯: ଭଲ ସଡ଼କ ଦାବିରେ ଦିଲ୍ଲୀର ରୋହତକରେ ଲୋକଙ୍କ ପ୍ରଦର୍ଶନ ଯୋଗୁ ୧୫ କିଲୋମିଟର ରାସ୍ତା ଜାମ୍‌ ହୋଇଛିି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କଠାରୁ ରାସ୍ତାରେ ସୁଧାର ପ୍ରତିଶ୍ରୁତି ନ ପାଇବା ପର୍ଯ୍ୟନ୍ତ ବିକ୍ଷୋଭକାରୀ ଧାରଣା ସ୍ଥଳରୁ ହଟିବେ ନାହିଁ ବୋଲି କହିଛନ୍ତି।…

ସୁରେଶ ରାଇନାଙ୍କୁ ଲାଗିଲା ଡବଲ୍‌ ଝଟ୍‌କା

ୟୁଏଇ,୨୦।୯: ଆଇପିଏଲ ୨୦୨୧ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଦୁବାଇରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ୨୦ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କ ସହ ଏମିତି…

ଟ୍ୟାକ୍ସ ଚୋରି ଅଭିଯୋଗକୁ ନେଇ ମୁହଁ ଖୋଲିଲେ ସୋନୁ ସୁଦ, କହିଲେ..

ରିଲ୍‌ରୁ ରିଅଲ ହିରୋ ସାଜିଥିବା ସୋନୁ ସୁଦ ନିକଟରେ ଆୟକର ରାଡାର୍‌ରେ ଆସିଥିଲେ। ସେ ଟ୍ୟାକ୍ସ ଫାଙ୍କିଥିବା ନେଇ ହୋଇଛି ଖୁଲାସା। ପାଖାପାଖି ୨୦ କୋଟିରୁ ଅଧିକ ଟଙ୍କାର ସେ ଟ୍ୟାକ୍ସ ଫାଙ୍କିଥିବା ନେଇ ଆୟକର ବିଭାଗ ପକ୍ଷରୁ କୁହାଯାଇଛି। ଏଭଳି…

ବିନାଶକାରୀ ଅବସ୍ଥା, ବଢୁଛି ମୃତକଙ୍କ ସଂଖ୍ୟା-କମୁଛି ଜନ୍ମ ହାର…

ଓ୍ବାଶିଂଟନ,୨୦।୯: ଆମେରିକାର ଆଲବାମା ରାଜ୍ୟରେ ବିନାଶକାରୀ ଅବସ୍ଥା ସୃଷ୍ଟି ହୋଇଛି। ଏଠାରେ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଜନ୍ମ ହାର କମିବାରେ ଲାଗିଛି। ଫଳରେ ଜନ୍ମ ଏବଂ ମୃତ୍ୟୁ ମଧ୍ୟରେ ଥିବା ଅନ୍ତର କମୁଛି। ଏହାକୁ ନେଇ ସ୍ଥାନୀୟ ପ୍ରଶାସନ ସହିତ ଆମେରିକା…

ମାଲାମାଲ୍‌ ହେବେ ସଲ୍‌ମାନ ଖାନ୍‌: ବିଗ୍‌ବସ୍‌ରୁ ମିଳିବ ଏତିକି ଟଙ୍କା

ଟେଲିଭିଜନ ଜଗତର ବିବାଦୀୟ ଶୋ’ ବିଗ ବସ ୧୫ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଶୋ’ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବଲିଉଡର ସୁପରଷ୍ଟାର ସଲମାନ ଖାନ ପୁଣି ଥରେ ଏହି ଶୋ’ର ହୋଷ୍ଟ ଷ୍‌କରୁଥିବା ନଜର ଆସିବେ। ସଲମାନ…

ଟଳିଲା ବନ୍ୟା, ୫୦ ହଜାର ଲୋକ ଜଳବନ୍ଦୀ

ଭୋଗରାଇ,୨୦।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡରେ ଘନ ଘନ ଲଘୁଚାପ ଜନିତ ବର୍ଷା ଯୋଗୁ ନିମ୍ନ ଅବବାହିକାରେ ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ଜଳସ୍ତର ସତର୍କ ସୂଚନା ୯.୪୫ମିଟର ତଳେ ପ୍ରବାହିତ ହେଉଥିବା ବେଳେ ଭୋଗରାଇ ଧୋୟା ଅଞ୍ଚଳର ୧୮ ପଞ୍ଚାୟତର ଶତାଧିକ ଗାଁ ଅଦ୍ୟାବଧି ପାଣିଘେରରେ…

ଆସୁଛି ଆଉ ୨ ଲଘୁଚାପ, ୧୦ଦିନ ବର୍ଷିବ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ବଙ୍ଗୋପସାଗରକୁ ଲଗାତାର ଆଉ ଦୁଇଟି ଲଘୁଚାପ ଆସୁଛି। ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ସେଣ୍ଟର ଫର୍‌ ଏନ୍‌ଭର୍ଣ୍ଣମେଣ୍ଟ ଆଣ୍ଡ୍‌ କ୍ଲାଇମେଟ୍‌’ ଏଭଳି ଆକଳନ କରି କହିଛି, ଦକ୍ଷିଣ ଚୀନ ସାଗରରୁ ଘୂର୍ଣ୍ଣିବଳୟ…

ଇ-ଶ୍ରମ ପୋର୍ଟାଲ ପଞ୍ଜୀକରଣରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୦।୯: ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କର ପଞ୍ଜୀକରଣ ଲାଗି କେନ୍ଦ୍ର ଶ୍ରମ ଏବଂ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୨୬ରୁ ଆରମ୍ଭ କରାଯାଇଥିବା ଇ-ଶ୍ରମ ପୋର୍ଟାଲକୁ ଉତ୍ସାହଜନକ ସମର୍ଥନ ମିଳିଛି। ଉକ୍ତ ପୋର୍ଟାଲରେ ବର୍ତ୍ତମାନ ସୁଦ୍ଧା ୧କୋଟି ୩ ଲକ୍ଷ ୧୨ ହଜାର…

ନିମାପଡ଼ା-କୋଣାର୍କ ରୁଟ୍‌ରେ ‘ମୋ ବସ୍‌’କୁ ବିରୋଧ

ନିମାପଡ଼ା,୨୦।୯(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ଦୈନିକ ନିମାପଡ଼ା-କୋଣାର୍କ ରୁଟ୍‌ରେ ୮ଟି ମୋ ବସ୍‌ ଚଳାଚଳ କରୁଛି। ହେଲେ ଉକ୍ତ ରାସ୍ତାରେ ମୋ ବସ୍‌ଗୁଡ଼ିକର ରୋଡ୍‌ ପରମିଟ୍‌ ନ ଥାଇ ଓ ସମୟ ନ ମାନି ମନମୁଖି ଭାବେ ଯାତାୟାତ କରୁଥିବା ନିମାପଡ଼ା ଘରୋଇ ବସ୍‌…

ଅରେଞ୍ଜ, ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି କେଉଁ ଖେଳାଳି: ଜାଣନ୍ତୁ

ୟୁଏଇ,୨୦।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୧)ର ୧୪ ତମ ସିଜନ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଧୋନୀଙ୍କ ସିଏସକେ ମୁମ୍ବାଇକୁ…

ମଦ ଦୋକାନ ବନ୍ଦ ପାଇଁ ଜାରି ହୋଇନି ଲିଖିତ ନିର୍ଦ୍ଦେଶନାମା

ପୁରୀ ଅଫିସ,୨୦।୯: ସ୍ବର୍ଗଦ୍ୱାର ନିକଟରେ ବିଦେଶୀ ମଦ ଦୋକାନ ପ୍ରସଙ୍ଗ କ୍ରମଶଃ ବିବାଦୀୟ ହେବାରେ ଲାଗିଛି। ଏଠାରେ ପ୍ରଶାସନ ମଦ ଦୋକାନ ବନ୍ଦ ପାଇଁ କୁନ୍ଥୁକୁନ୍ଥୁ ହେଉଥିବା କୁହାଯାଉଛି। ତେବେ ରବିବାର ଲୋକଦେଖାଣିଆ ଭାବେ କେତେକ ମଦ ଦୋକାନକୁ ବନ୍ଦ କରାଯାଇଥିବା…

ହଜିବାକୁ ବସିଲାଣି ଭାଗବତ ଟୁଙ୍ଗି

ବେଗୁନିଆ,୨୦।୯(ଡି.ଏନ୍‌.ଏ.): ଭାଦ୍ରବ ମାସ ଶୁକ୍ଳ ପକ୍ଷ ଇନ୍ଦ୍ରୋତ୍ସବ ପୂର୍ଣ୍ଣିମାରେ ଶ୍ରୀମଦ୍‌ ଭାଗବତ ଦେବଙ୍କ ଜନ୍ମ। ହିନ୍ଦୁ ଧର୍ମର ଅଷ୍ଟାଦଶ ପୁରାଣ ମଧ୍ୟରେ ଶ୍ରେଷ୍ଠ ଗ୍ରନ୍ଥ ହେଉଛି ଶ୍ରୀମଦ୍‌ ଭାଗବତ। ତାଳପତ୍ର ପୋଥିରେ ବର୍ଣ୍ଣିତ ହୋଇଥିବା ଗ୍ରନ୍ଥାବଳୀକୁ ପୂଜାର୍ଚ୍ଚନା ଓ ପାଠ କରାଯାଉଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri