ମେଲୋନିଙ୍କୁ ଖାସ୍ ମେସେଜ୍ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମେଲୋନିଙ୍କୁ ନିଜର ବନ୍ଧୁ ବୋଲି ସମ୍ବୋଧନ କରି କହିଛନ୍ତି…
ସିଏମ୍ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…
ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି ଅଧିକାରୀ ଗୌରୀଶଙ୍କର ମିଶ୍ର, ରଣପୁର ବିଧାୟକଙ୍କ ପ୍ରତିନିଧି କହୁଥିବାବେଳେ ପ୍ରତିବାଦ ଓ ବିକ୍ଷୋଭ…
ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଆଜିଠୁ ଆରମ୍ଭ ହେଲା କର୍କଟ ସମେତ ୪ ରାଶିଙ୍କ ଭଲ ଦିନ, ମାଲାମାଲ ହେବା ସହ…
ଧାର୍ମିକ ଦୃଷ୍ଟିରୁ ଜନ୍ମାଷ୍ଟମୀ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ୨୦୨୬ର ଜନ୍ମାଷ୍ଟମୀ ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ବିଶେଷ ବୋଲି କୁହାଯାଉଛି। ଜ୍ୟୋତିଷ ଅନୁସାରେ, ସେପ୍ଟେମ୍ବର ୪ ତାରିଖ ଜନ୍ମାଷ୍ଟମୀ ଦିନ କୁଣ୍ଡଳୀର ୪ ଶୁଭ ଗ୍ରହଗୁରୁ, ଶୁକ୍ର, ବୁଧ ଓ ଚନ୍ଦ୍ର…
ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…
ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଥିବା ଯୁବକଙ୍କ ନାଁ ମାନସ ବେହେରା। ଘର ଇଟାମାଟି ଥାନା କୋଡିଏ…
ପିଠି କୁଣ୍ଡାଇ ମାସକୁ ରୋଜଗାର ୧୪ ଲକ୍ଷ, ମାର୍କେଟରେ ମିଳୁଛି ଏମିତି ସୁବିଧା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବେଜିଂ, ୪।୯: ଚାଇନାର ଜଣେ ୩୨ ବର୍ଷୀୟ ଉଦ୍ୟୋଗୀ ଏକ ସାଧାରଣ ସମସ୍ୟାକୁ ଏକ ଅନନ୍ୟ ଏବଂ ସଫଳ ବ୍ୟବସାୟିକ ଧାରଣାରେ ପରିଣତ କରିଛନ୍ତି। ଲୋକମାନେ ଏବେ ସେମାନଙ୍କ ପିଠି କିମ୍ବା ଶରୀରର ଅନ୍ୟାନ୍ୟ ଅଂଶରେ କୁଣ୍ଡାଇ ହେଲେ ଏହାକୁ ଦୂର…
ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…
ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ ସମ୍ମାନ ନିଧି’ ଯୋଜନାର ୨୪ତମ କିସ୍ତିର ସହାୟତା ରାଶି ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ…
ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…
ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ ସାମିଲ ହେବେ। ଦୁର୍ଘଟଣାରେ ଛାତ୍ରଙ୍କ ମୃତ୍ୟୁ କିମ୍ବା ସ୍ଥାୟୀ ଅକ୍ଷମତା ଘଟିଲେ ୨…
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ
ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ ମନ ମୋହଥିଲା। ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ପଣ୍ଡା ସାହିର ପ୍ରବଚକ କୃଷ୍ଣଚନ୍ଦ୍ର…
୧୫୦୦ କିଲୋଗ୍ରାମ ପ୍ରସାଦ ସହ ୫୦୦ରୁ ଅଧିକ ବ୍ୟଞ୍ଜନର ନୈବେଦ୍ୟ, ଜନ୍ମାଷ୍ଟମୀ ପାଇଁ ନୋଏଡାରେ ସ୍ବତନ୍ତ୍ର ବ୍ୟବସ୍ଥା
ନୂଆଦିଲ୍ଲୀ,୪।୯: ଶୁକ୍ରବାର, ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ, ନୋଏଡାର ମନ୍ଦିରଗୁଡ଼ିକ ଭକ୍ତି, ମହିମା ଏବଂ ରାନ୍ଧଣା ଆନନ୍ଦର ଏକ ଅନନ୍ୟ ମିଶ୍ରଣ ଦେଖିବେ। କିଛି ସ୍ଥାନରେ, ଭଗବାନ ଶ୍ରୀକୃଷ୍ଣଙ୍କ ପାଇଁ 500 ରୁ ଅଧିକ ପ୍ରକାରର ସୁସ୍ବଦୁ ଖାଦ୍ୟ ସହିତ ସୁସଜ୍ଜିତ ବିସ୍ତାରିତ…
ସ୍କୁଲ ବସ୍ ଭିତରେ ୩ ବର୍ଷର ଶିଶୁକୁ ବଳାତ୍କାର କଲେ ଡ୍ରାଇଭର, ଘରେ ପହଞ୍ଚି ଜେଜେମାଆଙ୍କୁ କହିଲେ…
ନଭି ମୁମ୍ବାଇ,୪।୯: ମହାରାଷ୍ଟ୍ରର ନଭି ମୁମ୍ବାଇରେ ସ୍କୁଲ ବସ୍ ଭିତରେ ଜଣେ ୩ ବର୍ଷର ଶିଶୁକୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ୩୦ ବର୍ଷୀୟ ବସ୍ ଡ୍ରାଇଭରଙ୍କୁ ପୋଲିସ ଗିରଫ କରିଛି। ଗୁରୁବାର ତାଙ୍କୁ ପନଭେଲ…
ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା
ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର ପୋଷଣ ହୋଇଥାଏ। ଏମାନଙ୍କ ସୁରକ୍ଷା ପାଇଁ ସାମୁଦ୍ରିକ ମତ୍ସ୍ୟ ବିଭାଗ ତଦାରଖ କରୁଛି।…
ଅଜିତ ଅଗରକରଙ୍କୁ ନେଇ ବଢ଼ିଲା ଚର୍ଚ୍ଚା, ରୋହିତ ଶର୍ମାଙ୍କୁ ମିଳିଗଲା ‘ଅଭୟଦାନ’!
ମୁମ୍ବାଇ,୪।୯: ଟିମ ଇଣ୍ଡିଆର ଚିଫ ସିଲେକ୍ଟର ଅଜିତ ଅଗରକର ପୁଣିଥରେ ଚର୍ଚ୍ଚାରେ। ଗୁରୁବାର BCCIର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁମ୍ବାଇ ସ୍ଥିତ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ଉପସ୍ଥିତ ରହିବାକୁ ଥିବା ପ୍ରାୟ ସମସ୍ତ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ଯୋଗ ଦେଇଥିଲେ। କିନ୍ତୁ…

