Home Left

ମା’ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ: ସାମିଲ ହେଲେ କଳାହାଣ୍ଡି ମହାରାଜ

ଭବାନୀପାଟଣା/ଜୁନାଗଡ଼, ୧୪।୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ରବିବାର ମହାସମାରୋହରେ ପାଳିତ ହୋଇଯାଇଛି। କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓଙ୍କ ଉପସ୍ଥିତିରେ ଏହି ପର୍ବ ପାଳିତ ହୋଇଥିଲା। ଶ୍ରଦ୍ଧାଳୁ, ଭକ୍ତମାନେ…

ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ଶବକୁ ବାଇକ୍‌ରେ ନେଇ ଫିଙ୍ଗିଲେ, ସବୁ ଦେଖିଲା ପୁଅ

ନୂଆଦିଲ୍ଲୀ,୧୪ା୯: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରେ ଜଣେ ମହିଳା ନେହା ଓ ତାଙ୍କ ପ୍ରେମିକ ଜିତେନ୍ଦ୍ର ମିଶି ନେହାଙ୍କ ସ୍ୱାମୀ ନାଗେଶ୍ୱର ରାଉନିୟାରଙ୍କୁ ହତ୍ୟା କରିଛନ୍ତି। ଏହାପରେ ଶବକୁ ବାଇକ୍‌ରେ ୨୫ କିଲୋମିଟର ଦୂର ନେଇ ରାସ୍ତା କଡ଼ରେ ଫିଙ୍ଗି ଦୁର୍ଘଟଣାର ରୂପ…

ବୁଲି ଆସିଥିଲେ ୪ ସାଙ୍ଗ: ଗାଧୋଇବାର ମଜା ନେଉଥିବା ବେଳେ ଜୁଆର ଆସିବାରୁ…

ଚିକିଟି,୧୪ା୯(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ସୁନାପୁର ବେଳାଭୂମିରେ ରବିବାର ଏକ ଅଘଟଣ ଘଟିଛି। ୪ ସାଙ୍ଗ ବୁଲିବାକୁ ଆସି ସମୁଦ୍ରରେ ଗାଧୋଉ ଥିବାବେଳେ ବୁଡିଯାଇ ଜଣେ ନିଖୋଜ ଅଛନ୍ତି। ସେ ହେଲେ ଚିକିଟି ବ୍ଲକ କେ.…

ତାରାତାରିଣୀ, ଦକ୍ଷୀଣ କାଳୀଙ୍କ ପୀଠରେ ଶୋଡ଼ଶ ଉପଚାର ପୂଜା ଆରମ୍ଭ

ପୁରୁଷୋତ୍ତମପୁର,୧୪ା୯ (ସୀମାଞ୍ଚଳ ମିଶ୍ର): ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡ଼ଶ ଉପଚାର ପୂଜା । ସେହିପରି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଏବଂ ଦକ୍ଷୀଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପୂଜା ରବିବାର ଆରମ୍ଭ…

ପ୍ରବଳ ସମାଲୋଚନା ମଧ୍ୟରେ ଟସ ପରେ ଏମିତି କରିଦେଲେ ସୂର୍ଯ୍ୟକୁମାର, ସଦମାରେ ପୁରା ପାକିସ୍ତାନ

ଦୁବାଇ,୧୪।୯: ଏସିଆ କପ୍‌ ୨୦୨୫ର ଗ୍ରୁପ୍‌ ଏ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୁର୍ଯ୍ୟକୁମାର ଯାଦବ ରବିବାର, ସେପ୍ଟେମ୍ବର ୧୪ରେ ଦୁବାଇରେ ପାକିସ୍ତାନ ଅଧିନାୟକ ସଲମାନ୍‌ ଆଲୀ ଆଘାଙ୍କ ସହ ପାରମ୍ପରିକ ହାଣ୍ଡସେକ୍‌ କରିନଥିଲେ। ରବି ଶାସ୍ତ୍ରୀ ଟସ୍‌ ଉପସ୍ଥାପନା କରୁଥିବା ବେଳେ…

ଶପଥ ନେଲେ ଶିକ୍ଷକ ସଂଘର ଜିଲା କର୍ମକର୍ତ୍ତା

ପାଟଣା,୧୪।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ନବ ନିର୍ବାଚିତ କର୍ମକର୍ତ୍ତା ପାଟଣା ମୁଖ୍ୟାଳୟରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରବିବାର ଶପଥ ପାଠ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ…

ବୋଲେରୋକୁ ଧକ୍କା ଦେଇ ଦୋକାନ ଭିତରେ ପଶିଲା ମାଲ ବୋଝେଇ ଟ୍ରକ: ମା’ମୃତ, ପୁଅ ଗୁରୁତର

ଜୟପୁର,୧୪ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣିପୁଟ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ବୋଲେରୋକୁ ଧକ୍କା ଦେଇ ଏକ ଚାମିନ ଦୋକାନ ଭିତରକୁ ମାଡ଼ି ଯାଇଥିଲା। ଫଳରେ ଜଣେ…

ଏମ୍ସ ଭୁବନେଶ୍ୱର ଭାରତର ଶ୍ରେଷ୍ଠ ମେଡିକାଲ କଲେଜ, ମିଳିଲା ଏହି ମାନ୍ୟତା

ନୂଆଦିଲ୍ଲୀ,୧୪।୯: ଏମ୍ସ ଭୁବନେଶ୍ୱର ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ର‍୍ୟାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ୨୦୨୫ ଅନୁଯାୟୀ ଭାରତର ଶ୍ରେଷ୍ଠ ୧୪ତମ ମେଡିକାଲ କଲେଜ ଭାବେ ସ୍ଥାନ ପାଇଛି। ଏହା ସହିତ ଏହା ଦେଶର ଶ୍ରେଷ୍ଠ ୧୦୦ ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନ ପାଇଛି, ଯାହା ଏକ…

ରାଜଧାନୀରେ ନିଶାଦ୍ରବ୍ୟ ଖୁଆଇ ହୋଟେଲରେ ଯୁବତୀଙ୍କୁ ଗଣବଳାତ୍କାର, ତିନି ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୪।୯: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣାରେ ଜଣେ ମହିଳାଙ୍କୁ ତାଙ୍କ ବଏଫ୍ରେଣ୍ଡ ଓ ତାଙ୍କର ଦୁଇ ସାଙ୍ଗ ମିଶି ଏକ ଲଜ୍‌ରେ ବଳାତ୍କାର କରିଛନ୍ତି। ଅଭିଯୁକ୍ତମାନେ ହେଲେ ଚନ୍ଦନ କୁମାର ହାତୀ, ପ୍ରସନ୍ନ କୁମାର ଆଚାର୍ଯ୍ୟ (ଜଗତସିଂହପୁରର ବିରିଡ଼ା ଥାନା…

ଲୋକଙ୍କ ଅଭିଯୋଗପତ୍ର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ, କହିଲେ ଖୁବ୍‌ଶୀଘ୍ର ହେବ…

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଗସ୍ତ ସାରି ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱର ଫେରିଛନ୍ତି। ଗତକାଲି ବିଭିନ୍ନ କାର୍ଯ୍ୟରେ ଯୋଗ ଦେଇ ସ୍ଥାନୀୟ ସର୍କିଟ ହାଉସ୍‌ରେ ରାତ୍ରି ଯାପନ କରିଥିଲେ। ରାତିରେ ଦଳୀୟ ନେତା,…

ଶୁଦ୍ଧିକ୍ରିୟା ବେଳେ ଅଘଟଣ: ଗାଧୋଇବା ବେଳେ ବୁଡ଼ି ଗଲେ ଦାଦା-ପୁତୁରା, ଆଉ ତା’ପରେ…

ଜଗତସିଂହପୁର,୧୪।୯: ଶୁଦ୍ଧିକ୍ରିୟା ବେଳେ ଜଗତସିଂହପୁର ତିର୍ତ୍ତୋଲ ବ୍ରିଜ ନିକଟରେ ରବିବାର ଏକ ଅଘଟଣ ସାମ୍ନାକୁ ଆସିଛି। ଶୁଦ୍ଧିକ୍ରିୟା ସାରି ମହାନଦୀରେ ଗାଧୋଇବା ବେଳେ ଦାଦା-ପୁତୁରା ସାଙ୍ଗରେ ବୁଡ଼ି ଯାଇଥିଲେ। ପୁତୁରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଦାଦା ନିଖୋଜ ହୋଇଯାଇଛନ୍ତି। ଖବର…

ଭାରତ-ପକିସ୍ତାନ ମ୍ୟାଚ ବୟକଟକୁ ନେଇ ବଡ଼ ବୟାନ ଦେଲେ ଭାରତୀୟ କ୍ରିକେଟ କିମ୍ବଦନ୍ତୀ

ନୂଆଦିଲ୍ଲୀ,୧୪।୯: ରବିବାର, ୧୪ ସେପ୍ଟେମ୍ବରରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏସିଆ କପ ୨୦୨୫ର ପ୍ରଥମ ମ୍ୟାଚ ଖେଳାଯିବାକୁ ଯାଉଛି। ଏହି ମ୍ୟାଚ ବିଷୟରେ ସାରା ଦେଶରେ ଆଲୋଚନା ଚାଲିଛି। ଲୋକମାନେ ଭାରତ-ପାକିସ୍ତାନ ମ୍ୟାଚ ବର୍ଜନ କରୁଛନ୍ତି। ପାକିସ୍ତାନ ସହିତ ମ୍ୟାଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri