Home Left

ସିଦ୍ଧୁ ହେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ!

ଚଣ୍ଡିଗଡ଼,୧୯ ।୯: ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ ଅମରିନ୍ଦର ସିଂ ଶନିବାର ଇସ୍ତଫା ଦେବା ପରେ ଏବେ ସେଠାକାର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଚାଲିଛି ଆଲୋଚନା । ଏହାର ଦାୟିତ୍ୱ ଦଳ ହାଇକମାଣ୍ଡକୁ ଦିଆଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ…

ଗଣେଶ ମୂର୍ତ୍ତି ବିସର୍ଜନ ପୂର୍ବରୁ ମୁମ୍ବାଇ ପୋଲିସର ହାଇ ଆଲର୍ଟ, ସମ୍ପୂର୍ଣ୍ଣ ସହରରେ କଡା ସୁରକ୍ଷା ବ୍ୟବସ୍ଥା

ମୁମ୍ବାଇ,୧୯ ।୯: ଗଣେଶ ଉତ୍ସବର ଶେଷ ଦିନ ରବିବାର ମୁମ୍ବାଇରେ ମୂର୍ତ୍ତି ବିର୍ସନ କରାଯିବ । ବିସର୍ଜନ ପୂର୍ବରୁ ମୁମ୍ବାଇ ପୋଲିସ ସମ୍ପୂର୍ଣ୍ଣ ସହରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି । ଏହା ପୂର୍ବରୁ ମୁମ୍ବାଇ ପୋଲିସ ହାଇ ଆଲର୍ଟରେ ରହିଛି…

ଛିଡୁନି ପଞ୍ଜାବ କଂଗ୍ରେସର କଳି, ପୁଣି ହେବ ବିଧାୟକ ଦଳର ବୈଠକ

ଚଣ୍ଡିଗଡ଼,୧୯ ।୯: ପଞ୍ଜାବ କଂଗ୍ରେସ ବିଧାୟକ ଦଳର ଆଉ ଏକ ବୈଠକ ରବିବାର ସକାଳ ୧୧ଟାରେ ଅନୁଷ୍ଠିତ ହୋଇପାରେ । ଏହି ବୈଠକରେ ବିଧାୟକଙ୍କ ସହ ହାଇକମାଣ୍ଡ ପଠାଇଥିବା ୩ ପର୍ଯ୍ୟବେକ୍ଷକ ଉପସ୍ଥିତ ରହିବେ । ଏହା ପୂର୍ବରୁ ଚଣ୍ଡିଗଡ଼ ସ୍ଥିତ…

ଚିକିତ୍ସା ନ କରି ବୃଦ୍ଧାଙ୍କୁ ଜଙ୍ଗଲରେ ଛାଡ଼ି ଦେଲେ

ବରଗଡ଼ ଅଫିସ୍‌,୧୯।୯: ବରଗଡ଼ ଜିଲା ଅତାବିରା ଥାନା ଅଧୀନ ଖରମୁଣ୍ଡା ପଞ୍ଚାୟତ ଘନଘଟି ଗ୍ରାମର ଜଣେ ବୃଦ୍ଧାଙ୍କୁ ଚିକିତ୍ସା ନ କରି ପରିବାର ଲୋକେ ଜଙ୍ଗଲରେ ଛାଡ଼ିଦେବା ଘଟଣା ଶନିବାର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ବୃଦ୍ଧା ଜଣକ ବାର୍ଦ୍ଧକ୍ୟଜନିତ ଅସୁସ୍ଥତାରେ…

ବନ୍ଦ ଘରୁ ମିଳିଲା ୫ ମୃତଦେହ, ଅଚେତ ଅବସ୍ଥାରେ ୨ ବର୍ଷର ଶିଶୁ ଉଦ୍ଧାର

ବେଙ୍ଗାଲୁରୁ,୧୯ା୯: ବେଙ୍ଗାଲୁରୁର ବ୍ୟାଦରହଲ୍ଲୀ ଥାନା ଅଞ୍ଚଳରେ ଏକ ଘରୁ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଜବତ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ୯ ମାସର ଶିଶୁ ରହିଛନ୍ତି। ପ୍ରାୟ ୪ ଦିନ ତଳେ ସେମାନଙ୍କ ମୃତ୍ୟୁ ଘଟିଥିବା ପୋଲିସ କହିଛି।…

ପୁରସ୍କାର ନେଲାବେଳେ ଅମରିଶ ପୁରୀଙ୍କ ସହ ହାତ ମିଳାଇବାକୁ ଭୁଲି ଯାଇଥିଲେ ଅଭିନେତ୍ରୀ, ବଢ଼ିଥିବା ହାତକୁ ଦେଖି…

ବଲିଉଡ୍‌ ଅଭିନେତ୍ରୀ ନୀନା ଗୁପ୍ତା ପ୍ରାୟତଃ ତାଙ୍କ ସାଙ୍ଗ ଏବଂ ପରିବାର ସହିତ ମଜାଳିଆ ଢଙ୍ଗରେ ନଜରକୁ ଆସିଥାନ୍ତି। ଅନ୍‌ସ୍କ୍ରିନ ହେଉ କିମ୍ବା ଅଫ୍‌ ସ୍କ୍ରିନ ନୀନାଙ୍କ ଶୈଳୀ ସବୁବେଳେ ଦର୍ଶକଙ୍କୁ ପସନ୍ଦ ଆସିଥାଏ। ନୀନାଙ୍କ ଝିଅ ତଥା ଫ୍ୟାଶନ ଡିଜାଇନର୍‌…

ହେଭିଓ୍ବେଟ୍‌ ମୁକାବିଲାରୁ ଆରମ୍ଭ ହେବ ଆଇପିଏଲ୍‌

ଦୁବାଇ,୧୮।୯: ବିଶ୍ୱର ସର୍ବଶ୍ରେଷ୍ଠ ଟି୨୦ ଲିଗ୍‌ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୁଣି ଥରେ ଆରମ୍ଭ ହେବାକୁ ଯାଉଛି। ରବିବାରଠାରୁ ଆଇପିଏଲ୍‌ ୧୪ତମ ସଂସ୍କରଣର ବାକିଥିବା ମ୍ୟାଚ୍‌ ଆରମ୍ଭ ହେବ। ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ମହେନ୍ଦ୍ର…

୧୨ ଗେଟ୍‌ରେ ଜଳ ନିଷ୍କାସନ

ସମ୍ବଲପୁର,୧୮ା୯(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ରହିଥିବା ବେଳେ ଶନିବାର ଏହା ୬୨୮.୧୭ ଫୁଟ୍‌ରେ ପହଞ୍ଚତ୍ଛି। ରାତି ୧୦.୩୦ସୁଦ୍ଧା ବାମପାର୍ଶ୍ୱରେ ୮ ଓ ଡାହାଣପାର୍ଶ୍ୱରେ ୪ ମୋଟ ୧୨ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଗେଟ୍‌ ଦେଇ…

ଯଶୋଧାରାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକା ଯଶୋଧାରା ମିଶ୍ରଙ୍କୁ ତାଙ୍କ କ୍ଷୁଦ୍ରଗଳ୍ପ ସଂକଳନ ‘ସମୁଦ୍ରକୂଳ ଘର’ ପାଇଁ ଶନିବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ୨୦୨୦ ବର୍ଷ ପାଇଁ ସେ ଏହି ପୁରସ୍କାର ପାଇଛନ୍ତି। ଦିଲ୍ଲୀର ଫିରୋଜ ସାହା ରୋଡ୍‌ସ୍ଥିତ କୋମାନୀ…

ନବ ବିବାହିତା ଝିଅକୁ ହତ୍ୟା କରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ

ଜୁନାଗଡ଼,୧୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ବଣିଜରା ଗ୍ରାମରେ ପୋଲିସ ଶନିବାର ଜଣେ ନବ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତା ମହିଳାଙ୍କ ନାମ ପଦ୍ମିନୀ ରାଉତ(୧୮) ବୋଲି ଜଣାପଡିଛି। ଏପଟେ ଝିଅକୁ ହତ୍ୟା କରାଯାଇଥିବା ନେଇ ପଦ୍ମିନୀଙ୍କ…

ଯାତ୍ରୀବାହୀ ବସ୍‌ ଧକ୍କାରେ ଓଲଟିଲା ଭିଜିଲାନ୍ସ ଗାଡ଼ି

ଖଲ୍ଲିକୋଟ,୧୮ା୯(ଡି.ଏନ.ଏ.):ଭିଜିଲାନ୍ସ ଗାଡ଼ିକୁ ଧକ୍କା ଦେଇଛି ଏକ ଯାତ୍ରୀବାହୀ ବସ୍‌। ଏଥିରେ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଭିଜିଲାନ୍ସ ଗାଡ଼ି ଚଳାଉଥିବା ହାବିଲଦାର ସୁଶୀଲ କୁମାର ଖଟୁଆ ଓ ଗାଡ଼ିରେ ବସିଥିବା ଭିଜିଲାନ୍ସ କଟକ ଅତିରିକ୍ତ ଏସ୍‌ପି ବେଣୁଧର ନାୟକ।…

ଦଳକୁ ପ୍ରସ୍ତୁତ କରିବାକୁ ହେଲେ ନେତୃତ୍ୱ ପରିବର୍ତ୍ତନ ହେଉ

ଥିରୁଭାନନ୍ତପୁରମ୍‌,୧୮।୯: କଂଗ୍ରେସରେ ତୁରନ୍ତ ନେତୃତ୍ୱ ପରିବର୍ତ୍ତନ ପାଇଁ ବରିଷ୍ଠ ନେତା ତଥା ଥିରୁଭାନନ୍ତପୁରମ୍‌ ଏମ୍‌ପି ଶଶୀ ଥରୁର ଶନିବାର ଦାବି ଉଠାଇଛନ୍ତି। ସୋନିଆ ଗାନ୍ଧୀଙ୍କ ବିରୋଧରେ କେହି ମୁହଁ ଖୋଲୁନାହାନ୍ତି। ତେବେ ସେ ନିଜେ ଅଧ୍ୟକ୍ଷ ପଦରୁ ଓହରିଯିବାକୁ ଚାହାନ୍ତି। ସେଥିପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri